Sign in
Sign in
Recover your password.
A password will be e-mailed to you.
ସେନା ଗୁଳିରେ ୨ ଆତଙ୍କୀ ନିହତ
ଜମ୍ମୁ କଶ୍ମୀର : ଜମ୍ମୁ କଶ୍ମୀରର କୁପୱାଡାରେ ଆତଙ୍କବାଦୀ ଏବଂ ସୁରକ୍ଷା ବାହିନୀ ମଧ୍ୟରେ ଏନକାଉଣ୍ଟର । ଏନକାଉଣ୍ଟରରେ ଦୁଇ ଆତଙ୍କବାଦୀ ନିହତ । ଏହାପରେ ସ୍ଥାନୀୟ ଅଞ୍ଚଳରେ ସର୍ଚ୍ଚ ଅପରେସନ୍ ଜାରି ରହିଛି ।
ରିପୋର୍ଟ ଅନୁଯାୟୀ, କୁପୱାଡ଼ାର କେରନ ସେକ୍ଟରରେ ଏକ ମିଳିତ ଅପରେସନ!-->!-->!-->…
ଦିଲ୍ଲୀରେ ଅଗ୍ନିକାଣ୍ଡ: ଜଳିଗଲା ଅନେକ ଘର
ନୂଆଦିଲ୍ଲୀ: ଶୁକ୍ରବାର ବିଳମ୍ବିତ ରାତିରେ ରାଜଧାନୀ ଦିଲ୍ଲୀର ରୋହିଣୀ ଅଞ୍ଚଳରେ ଥିବା ରିଥାଲା ମେଟ୍ରୋ ଷ୍ଟେସନ ନିକଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଦିଲ୍ଲୀ ଅଗ୍ନିଶମ ସେବା (DFS) ଏହି ଘଟଣା ସମ୍ପର୍କରେ ସୂଚନା ଦେଇଛି । DFS କହିଛି ଯେ ରାତି ସମୟରେ ଅଗ୍ନିକାଣ୍ଡ ସମ୍ପର୍କରେ ଏକ!-->…
ରୁଷ ମିଲିଟାରୀରେ ନିଯୁକ୍ତ ୪୪ ଭାରତୀୟ, ତୁରନ୍ତ ମୁକ୍ତ କରିବାକୁ ଭାରତର ଦାବି
ନୂଆଦିଲ୍ଲୀ: ରୁଷ ସେନାରେ ୪୪ ଭାରତୀୟ । ସେମାନଙ୍କୁ ତୁରନ୍ତ ମୁକ୍ତ କରିବାକୁ ରୁଷ ନିକଟରେ ଭାରତ ଦାବି ଦୋହରାଇଛି । ଏହା କହିଛନ୍ତି ବୈଦେଶିକ ମନ୍ତ୍ରାଳୟର ମୁଖପାତ୍ର ରଣଧୀର ଜୟସ୍ବାଲ । ରୁଷ ସେନାରେ ନିଯୁକ୍ତ ଭାରତୀୟଙ୍କ ସଂପର୍କରେ ମସ୍କୋ କର୍ତ୍ତୃପକ୍ଷଙ୍କ ସହ!-->…
ପିମ୍ପୁଡ଼ି ଭୟରେ ଆତ୍ମହତ୍ୟା କଲେ ମହିଳା, ସୁଇସାଇଡ ନୋଟରେ ଲେଖିଲେ ମୃତ୍ୟୁର କାରଣ
ନୂଆଦିଲ୍ଲୀ : ପିମ୍ପୁଡ଼ି ଭୟରେ ଜୀବନ ହାରିଲେ ମହିଳା । ତେଲଙ୍ଗାନାର ସାଙ୍ଗାରେଡ୍ଡୀରେ ଘଟିଛି ଏପରି ଅଭାବନୀୟ ଘଟଣା । ପିମ୍ପୁଡି ଭୟରେ ଚରମ ନିଷ୍ପତ୍ତି ନେଇଥିବା ସୁଇସାଇଡ ଲେଟରରେ ଉଲ୍ଲେଖ କରିଛନ୍ତି ଜଣେ ମହିଳା ।
ମହିଳା ଜଣକ ୨୦୨୨ରେ ବିବାହ କରିଥିବା ବେଳେ, ତାଙ୍କର ଏକ ୩!-->!-->!-->…
ଦିଲ୍ଲୀ ପରେ କାଠମାଣ୍ଡୁ ଏୟାରପୋର୍ଟରେ ବିମାନ ଉଡ଼ାଣ ବନ୍ଦ
କାଠମାଣ୍ଡୁ: ଦିଲ୍ଲୀ ଏୟାରପୋର୍ଟ ପରି ବୈଷୟିକ ସମସ୍ୟା କାଠମାଣ୍ଡୁ ଏୟାରପୋର୍ଟରେ ବି ଦେଖାଦେଇଛି । ଏହା ଫଳରେ ସେଠାରେ ମଧ୍ୟ ଦିଲ୍ଲୀ ପରି ଅଚଳାବସ୍ଥା ଦେଖାଦେଇଛି ଓ ବିମାନ ଉଡ଼ାଣ ବନ୍ଦ ରହିଛି ।
ଅଧିକାରୀଙ୍କ ଅନୁଯାୟୀ, ନେପାଳର ତ୍ରିଭୁବନ ଅନ୍ତର୍ଜାତୀୟ ବିମାନବନ୍ଦରରେ ରନୱେ!-->!-->!-->…
ନୂଆପଡ଼ାରେ ରୋଡ ସୋ କରି ଜୟ ଢୋଲକିଆଙ୍କ ପାଇଁ ଭୋଟ ମାଗିଲେ ମୁଖ୍ୟମନ୍ତ୍ରୀ
ନୂଆପଡ଼ା : ନୂଆପଡ଼ାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ରୋଡ ସୋ । ବିଜେପି ପ୍ରାର୍ଥୀ ଜୟ ଢୋଲକିଆଙ୍କ ପାଇଁ ଭୋଟ ଭିକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ । ନୂଆପଡ଼ାରୁ ଖରିଆର ରୋଡ ପର୍ଯ୍ୟନ୍ତ ହୋଇଛି ରୋଡ ସୋ । ଏଥିରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ମନ୍ତ୍ରୀ!-->…
୧୧ରେ ସ୍ବର୍ଗତ ବିଶ୍ବନାଥ ପଟ୍ଟନାୟକ ଙ୍କ ୧୧୦ତମ ଜୟନ୍ତୀ ଉତ୍ସବ…
ବାଲିଗୁଡା : ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ଓ ସର୍ବୋଦୟ ଆନ୍ଦୋଳନର ପ୍ରବାଦ ପୁରୁଷ ତଥା ବନବାସୀ ସେବା ସମିତିର ପ୍ରାଣ ପ୍ରତିଷ୍ଠାତା ସ୍ବର୍ଗତ ବିଶ୍ବନାଥ ପଟ୍ଟନାୟକ (ଆଜ୍ଞା)ଙ୍କ ୧୧୦ ତମ ଜୟନ୍ତୀ ଉତ୍ସବ ଚଳିତ ମାସ ୧୧ତାରିଖ ମଙ୍ଗଳବାର ଦିନ ପୂର୍ବାହ୍ନ ଘ.୧୦.୩୦ ମି.ସମୟରେ ଅନୁଷ୍ଠାନ!-->…
ଆପାର୍ଟମେଣ୍ଟ ବାଲକୋନି ଭୁଶୁଡି ୩ ମୃତ
କଟକ : କଟକରେ ବଡ ଅଘଟଣ । ଭୁଶୁଡିଲା ଆପାର୍ଟମେଣ୍ଟ ବାଲକୋନି । ଆଜବେଷ୍ଟେସ ଘର ଉପରେ ପଡିବାରୁ ୩ ମୃତ । କଟକ ମଣିସାହୁ ଛକ ନିକଟରେ ଥିବା ଏକ ପୁରୁଣା ଆପାର୍ଟମେଣ୍ଟର ବାଲକୋନି ଭୁଶୁଡିଲା । ତଳେ ଥିବା ଆଜବେଷ୍ଟେସ ଛାତ ଉପରେ ପଡ଼ିଲା ବାଲକୋନିର ସିମେଣ୍ଟ ଖଣ୍ଡ । ଆଜବେଷ୍ଟସ ଘର ଭାଙ୍ଗି!-->…
ଶିବ ସ୍ମୃତିଭବନ ସେବାକେନ୍ଦ୍ରରେ ବିଶ୍ଵ ଏକତା ଓ ବିଶ୍ୱାସ ପାଇଁ ଧ୍ୟାନ ଶୀର୍ଷକ ସମ୍ମିଳନୀ
ବ୍ରହ୍ମପୁର : ପ୍ରହଲାଦ ନଗର ଦ୍ବିତୀୟ ଲାଇନ୍ ଠାରେ ଥିବା ପ୍ରଜାପିତା ବ୍ରହ୍ମାକୁମାରୀ ଇଶ୍ୱରୀୟ ବିଶ୍ବବିଦ୍ୟାଳୟ ଶିବ ସ୍ମୃତି ଭବନ ସେବା କେନ୍ଦ୍ରରେ ଶନିବାର ବିଶ୍ବ ଏକତା ଓ ବିଶ୍ବାସ ପାଇଁ ଧ୍ୟାନ ଶୀର୍ଷକ ସମ୍ମିଳନୀ ଆୟୋଜିତ ହୋଇଯାଇଛି । ପ୍ରସିଦ୍ଧ ମାନବ ସମ୍ବଳ ପ୍ରଶିକ୍ଷକ ତଥା ପ୍ରବଚକ!-->…
ଜଣେ PSO ସହ ପୀତବାସଙ୍କ ଘର ଆଗରେ ରହିବେ ୪ ପୋଲିସ…
ବ୍ରହ୍ମପୁର : ପୀତବାସଙ୍କ ପରିବାରକୁ ମିଳିଲା ପୋଲିସ ସୁରକ୍ଷା । ପରିବାରକୁ ଧମକପୂର୍ଣ୍ଣ ଫୋନ କଲ ପରେ ସିକ୍ୟୁରିଟି ପ୍ରଦାନ । ଗୁଳି ମାଡ଼ରେ ମୃତ୍ୟୁ ଘଟିଥିବା ବ୍ରହ୍ମପୁର ଆଇନଜୀବୀ ପୀତବାସ ପଣ୍ଡାଙ୍କ ପରିବାରକୁ ମିଳିଲା ପୋଲିସ ସୁରକ୍ଷା । ବ୍ରହ୍ମପୁର ପୋଲିସ ପକ୍ଷରୁ ଜଣେ PSO ଦିଆଯିବା!-->…