ଫିଲ୍ମ ପ୍ରଯୋଜକ ଅକ୍ଷୟ ପରିଜାଙ୍କୁ ‘ବ୍ଲାକମେଲିଂ’ କରୁଥିବା ଯୁବତୀ ଅର୍ଚ୍ଚନା !

ଭୁବନେଶ୍ୱର: ନେତା, ପୁଲିସ ଏବଂ ପ୍ରଯୋଜକଙ୍କୁ ବ୍ଲାକମେଲିଂ କରୁଥିବା ଅଭିଯୋଗରେ ଗିରଫ ହୋଇଛନ୍ତି ଭୁବନେଶ୍ବର ସତ୍ୟ ବିହାରର ଅଞ୍ଚଳର ମହିଳା ଅର୍ଚ୍ଚନା ନାୟକ। ନିକଟରେ ପ୍ରଯୋଜକ ଅକ୍ଷୟ ପରିଜା ଆଣିଥିବା ବ୍ଲାକମେଲିଂ ଅଭିଯୋଗରେ ସଂପୃକ୍ତ ଯୁବତୀଙ୍କ ଲିଙ୍କ୍ ରହିଥିବା ସୂଚନା ରହିଛି। ନିକଟରେ…

ଶନିବାର ମନ୍ତ୍ରୀ ସମୀର ଦାସଙ୍କ କୁଶ ପୁତ୍ତଳିକା ଦାହ କରିବ ବିଜେପି

ପୁରୀ ୦୭/୧୦: ପୁରୀ ଜିଲ୍ଲା ନିମାପଡା ବ୍ଲକ୍ ୧୧ ଜୋନର ଜିଲ୍ଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁଙ୍କ ଆତ୍ମହତ୍ୟା ଘଟଣାରେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ବିବାଦରେ ରହିଛନ୍ତି। ଗୋଟିଏ ପଟେ ଧର୍ମେନ୍ଦ୍ର ସାହୁଙ୍କ ମୃତ୍ୟୁକାଳୀନ ଜମାନବନ୍ଦୀରେ ସିଧାସଳଖ ମନ୍ତ୍ରୀଙ୍କ ନାମ ଥିବାରୁ…

ନବଜାତର ମୃତ୍ୟୁ ପରେ ଆଖି ବୁଜିଲା ନାବାଳିକା ମାଆ

ଫୁଲବାଣୀ: ନବଜାତ ପରେ ଆଖି ବୁଜିଲା ନାବାଳିକା ମାଆ । ଚିକିତ୍ସାଧୀନ ଅବସ୍ଥାରେ ସପ୍ତମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ହୋଇଛି । କିଛିଦିନ ତଳେ ତୁମୁଡ଼ିବନ୍ଧ ବ୍ଲକ ବେଲଘର ଥାନା ରାଙ୍ଗାପୁର ଆବାସିକ ବିଦ୍ୟାଳୟର ଜଣେ ଛାତ୍ରୀ ଗର୍ଭବତୀ ଥିବା ଜଣାପଡ଼ିଥିଲା । ଏନେଇ ଥାନାରେ ଏତଲା ଦେଇଥିଲେ…

ଜିଲ୍ଲା ପରିଷଦ ସଭ୍ୟ ଆତ୍ମହତ୍ୟା ଘଟଣା, ଧର୍ମେନ୍ଦ୍ର ସାହୁଙ୍କ ପତ୍ନୀ ଓ ପଡୋଶୀଙ୍କୁ ପୋଲିସର ଜେରା

ଭୁବନେଶ୍ୱର ୭/୧୦: ଗୋପର ବିଜେଡି ଜିଲ୍ଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁ ଆତ୍ମହତ୍ୟା ଘଟଣା । ମୃତ ଧର୍ମେନ୍ଦ୍ରଙ୍କ ଶିଶୁପାଳଗଡ଼ ସ୍ଥିତ ଘରେ ପହଞ୍ଚିଲା ପୋଲିସ । ଆଇଆଇସି ଏବଂ ଆଡସିନାଲ ଡିସିପି ସହ ଏକ ଟିମ୍ ପହଞ୍ଚି ପଚରାଉଚରା ଆରମ୍ଭ କରିଛନ୍ତି । ଧର୍ମେନ୍ଦ୍ରଙ୍କ ପତ୍ନୀ, ପରିବାର ଓ…

ଗ୍ୟାସ ସିଲିଣ୍ଡର ନିଆଁ ଲାଗି ଆସବାପାତ୍ର ପୋଡିଯିବା ସହ ବହୁ ସମ୍ପତି ନଷ୍ଟ

ହିଞ୍ଜିଳିକାଟୁ (୭/୧୦) : ହିଞ୍ଜିଳିକାଟୁ ପୌରପରିଷଦ ଅନ୍ତର୍ଗତ ନୁତନ ବସଟର୍ମୀନାଲ ପରିସରକୁ ଲାଗି ପାଟଣାସାହି ରେ ଘର ଭିତରେ ଗ୍ୟାସ ସିଲିଣ୍ଡର ରୁ ନିଆଁ ଲାଗି ଘରର ସମସ୍ତ ଆବାସ ପତ୍ର ଜଳିଯିବା ସହ ବହୁ ସମ୍ପତି ପୋଡି ନଷ୍ଟ ହୋଇଯାଇଛି | ହୁଦୁ ଜଳିଗଲା ଘର,ବହୁ ଆବଶ୍ୟକ ଜିନିଷପତ୍ର…

ଧାମନଗର ଉପ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି, ଆଜିଠୁ ୧୪ ତାରିଖ ପର୍ଯ୍ୟନ୍ତ ଚାଲିବ ନାମାଙ୍କନ ଦାଖଲ…

ଭଦ୍ରକ: ଧାମନଗର ଉପ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଭଦ୍ରକ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିସହ ଆଜିଠୁ ୧୪ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ଦାଖଲ ପ୍ରକ୍ରିୟା ଚାଲିବ । ୧୫ ତାରିଖରେ ଯାଞ୍ଚ ପରେ ୧୭ ତାରିଖ ପ୍ରାର୍ଥିପତ୍ର ପ୍ରତ୍ୟାହାର…

ସମାଜସେବୀ ରମେଶ ବଳଙ୍କ ପାଇଁ ଶ୍ରଦ୍ଧାଞ୍ଜଳି ସଭା

ରାଉରକେଲା : ରାଉରକେଲା/ ସମାଜସେବୀ ତଥା ବରିଷ୍ଠ ଆଇନଜୀବୀ ରମେଶ ବଳଙ୍କ ଏକାଦଶାହ ଉପଲକ୍ଷେ ହନୁମାନ ବାଟିକାଠାରେ ପି ପି ରାୟଙ୍କ ଅଧ୍ୟକ୍ଷତାରେ ଏକ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ସହରବାସୀ ସ୍ବର୍ଗତ ବଳଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ । ସୂଚନା ଯୋଗ୍ୟ ଯେ…

ଡ୍ୟାମ୍‌ରୁ ମାଡ଼ିଆସିଲା ପାଣି ନଦୀରେ ଫସିଗଲେ ୧୦ ଜଣ 

ଦେବଗଡ଼ : ସେଲ୍ଫି ନେବା ସମୟରେ ହଠାତ୍‌ ମାଡିଆସିଲା ପାଣି। ନଦୀରେ ଫସିଗଲେ ୧୦ ଜଣ । ଦେବଗଡ଼ ଜିଲ୍ଲା ରିଆମାଳ ବ୍ଲକ ଜାମୁନାଳି ଗାଁ ଦେଇ ବୋହି ଯାଇଥିବା ନଦୀ ଭିତରେ ଲୋକ ଫସିରହିଥିବା ବେଳେ ଡ୍ୟାମ୍‌ରୁ ପାଣି ମାଡ଼ି ଆସିବାରୁ ସମସ୍ତଙ୍କ ଜୀବନ ବିପଦରେ ପଡ଼ିଯାଇଥିଲା।…

ସ୍ଵଚ୍ଛ ସର୍ଭେକ୍ଷଣରେ ଓଡିଶାର ସମସ୍ତ ବିଜ୍ଞାପିତ ଅଞ୍ଚଳ ପରିଷଦ ମଧ୍ୟରୁ ପ୍ରଥମ ସ୍ଥାନରେ ଗଞ୍ଜାମ ଜିଲ୍ଲାର ଚିକିଟି…

ଆଗାମୀ ଦିନରେ ଆହୁରି ଅଧିକ ବିଜ୍ଞାପିତ ଅଞ୍ଚଳ ପରିଷଦ ଏହି ଅଭିଯାନ ରେ କିଭଳି ଅଂଶୀଦାର ହୋଇପାରିବେ ସେହି ନିମନ୍ତେ ପ୍ରୟାସ ଜାରି ରହିଛି - ଜିଲ୍ଲାପାଳ ବ୍ରହ୍ମପୁର : ଗାନ୍ଧୀଜୀ ଙ୍କ ସ୍ଵପ୍ନ ଥିଲା ସ୍ଵଚ୍ଛ ଭାରତ, ଏଣୁ ସରକାରଙ୍କ ତରଫରୁ ସ୍ଵଚ୍ଛତା କୁ ଅଗ୍ରାଧିକାର ଦିଆଯାଇ ବ୍ୟାପକ…

ଭିଜିଲାନ୍ସ ଜାଲରେ ବଲାଙ୍ଗିର ମୁରିବାହାଲ ବ୍ଲକ୍‌ APO

କଟକ: ଭିଜିଲାନ୍ସ ଜାଲରେ APO । ଭିଜିଲାନ୍ସ ହାତରେ ଧରାପଡ଼ିଲେ ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ୍‌ ଆଡିସିନାଲ ପ୍ରୋଗ୍ରାମ୍‌ ଅଫିସର ସୁଶାନ୍ତ କୁମାର ଦାସ । ୪୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଜଣେ ଗ୍ରାମ ସାଥୀଙ୍କଠାରୁ ନେଉଥିଲେ ଏହି ଲାଞ୍ଚ। ମନରେଗା କାମର…