ରଥଖଳା: ଚକଡେରା ନୀତି ସମ୍ପନ୍ନ

ପୁରୀ: ପାଖେଇ ଆସୁଛି ବିଶ୍ବପ୍ରସିଦ୍ଧ ରଥଯାତ୍ରା । ରଥରେ ଚଢ଼ି ପତିତ ଉଦ୍ଧାରରେ ବାହାରିବେ ପତିତପାବନ । ଏଥିପାଇଁ ପୁରୀ ରଥଖଳାରେ ଜୋରସୋରରେ ଆଗେଇ ଚାଲିଛି ୩ ରଥର କାମ । ପରମ୍ପରା ଅନୁଯାୟୀ ଆଜି ଶୀତଳଷଷ୍ଠୀରେ ଅନୁଷ୍ଠିତ ହୋଇଛି ଚକଡେରା ନୀତି । ସମସ୍ତ ଚକ ସହ ଅଖ ସଂଯୋଗ କରାଯାଇଛି । ଭୋଇ

ବାରବାଟୀ T20: ୯ ତାରିଖରୁ କାଉଣ୍ଟରରେ ମିଳିବ ଅଫ୍‌ଲାଇନ ଟିକେଟ୍‌

କଟକ: ବାରବାଟୀ ଟି୨୦ ମ୍ୟାଚ୍‌ ପାଇଁ ଆସନ୍ତା ୯ ତାରିଖରୁ ହେବ ଟିକେଟ ବିକ୍ରି । ଏଥିପାଇଁ ପ୍ରସ୍ତୁତି ଆରମ୍ଭ କରିଦେଇଛି ଓଡିଶା କ୍ରିକେଟ ଆସୋସିଏସନ(OCA) । ସର୍ବସାଧରଣଙ୍କ ପାଇଁ ପ୍ରାୟ ୧୨ ହଜାର ଟିକେଟ ବିକ୍ରି ହେବ । ଷ୍ଟାଡିୟମ ପରିସରରେ ଥିବା ଟିକେଟ କାଉଣ୍ଟର ଏହି ଟିକେଟ ବିକ୍ରି

ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ନୂଆ ମନ୍ତ୍ରୀ, ମନ୍ତ୍ରୀମାନଙ୍କୁ 6T ମନ୍ତ୍ର ଦେଲେ ନବୀନ

ଭୁବନେଶ୍ବର: ଶପଥ ଗ୍ରହଣ ପରେ ଆଜି ସନ୍ଧ୍ଯାରେ ନବୀନ ନିବାସରେ ନବଗଠିତ ମନ୍ତ୍ରିମଣ୍ଡଳର ସମସ୍ତ ସଦସ୍ୟ ପହଞ୍ଚିଥିଲେ । ମୁଖ୍ୟମନ୍ତ୍ରୀଙ୍କୁ ଭେଟି କୃତଜ୍ଞତା ଜଣାଇଥିଲେ ନୂଆ ମନ୍ତ୍ରୀ। ଦୀର୍ଘ ସମୟ ଧରି ସମସ୍ତ ନୂଆ ମନ୍ତ୍ରୀଙ୍କ ସହ ଆଲୋଚନା କରିଥିଲେ ମୁଖ୍ୟମନ୍ତ୍ରୀ । ମନ୍ତ୍ରିମଣ୍ଡଳର ସମସ୍ତ

କଟକର ୪ ନୂଆ ରୁଟରେ ଗଡ଼ିବ ୩୦ଟି ମୋ ବସ୍

ଭୁବନେଶ୍ୱର: କ୍ୟାପିଟାଲ୍ ରିଜିୟନ୍ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ୍) ଦୀର୍ଘ ୪ବର୍ଷ ଧରି କଟକ, ଭୁବନେଶ୍ଵର, ଖୋର୍ଦ୍ଧା, ପୁରୀ ଭଳି ପ୍ରମୁଖ ସହରାଞ୍ଚଳରେ ମୋ ବସ୍ ସେବା ଯୋଗାଇ ଆସୁଛି। ଯାହାଦ୍ବାରା ଜନସାଧାରଣଙ୍କ ଦୈନଦିନ ଯାତ୍ରାରେ ବେସ ସହାୟକ ହେଉଛି। ଯାତ୍ରୀଙ୍କ କ୍ରମାଗତ ଅନୁରୋଧ ପରେ

ରାଜ୍ୟସ୍ତରୀୟ ବିଶ୍ୱ ପରିବେଶ ଦିବସ-୨୦୨୨ ପାଳିତ

ଭୁବନେଶ୍ୱର: ଆଜି ସମଗ୍ର ବିଶ୍ୱରେ ସମସ୍ତ ନେତୃମଣ୍ଡଳୀ, ବିଶେଷଜ୍ଞ ଏବଂ ପ୍ରତ୍ୟେକଙ୍କ ମତରେ ଆଜି ସମୟ ଆସିଛି ପୃଥିବୀର ସୁରକ୍ଷା ପାଇଁ ଏବଂ ସେଥିପାଇଁ ଆମ ସମସ୍ତଙ୍କୁ କାର୍ଯ୍ୟ କରିବାକୁ ପଡ଼ିବ । ପ୍ରକୃତିର ସୁରକ୍ଷା ପାଇଁ କମୁ୍ୟନିଟି ସ୍ତରରେ ଉଦ୍ୟମ ପ୍ରଶଂସନୀୟ। ଏ ଦିଗରେ ଉଭୟ

କ୍ରାଇମ ପାଟ୍ରୋଲ ଦେଖି ଲୁଟ୍ ଯୋଜନା, ମହିଳାଙ୍କ ସହ ପ୍ରେମିକ ଗିରଫ

କଟକ: ପ୍ରେମିକ ସହ ମିଶି ଲୁଟ୍ ଯୋଜନା, ପଡ଼ିଲା ମହଙ୍ଗା । ଗିରଫ ହେଲେ ଘରୋଇ ଫାଇନାନ୍ସ କମ୍ପାନିର ମହିଳା ଏଜେଣ୍ଟ । ମହିଳାଙ୍କ ସହ ପ୍ରେମିକ ଗିରଫ, ଜଣେ ନାବାଳକ ଅଟକ । ଘରୋଇ ଚ୍ୟାନେଲରେ କ୍ରାଇମ ପାଟ୍ରୋଲ ଦେଖି ଲୁଟ୍ ଯୋଜନା କରିବା ପରେ ଗିରଫ ହେଲେ ଘରୋଇ ଫାଇନାନ୍ସ କମ୍ପାନୀର ମହିଳା

ସବସିଡି ମିନିପାୱାର ଟିଲର ପ୍ରଦାନ କଲେ ଚିତ୍ରକୋଣ୍ଡା ଗୋଷ୍ଠୀ ଉନ୍ନୟନ ଅଧିକାରୀ

ଚିତ୍ରକୋଣ୍ଡା (୫/୬) : ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ବି.ଡ଼ି.ଓ. ଶ୍ରୀ ରଘୁନାଥ ମୁଣ୍ଡାରୀ ସ୍ୱାଭିମାନ ଅଞ୍ଚଳର ଦୁଇ ପଞ୍ଚାୟତ ରାଲେଗାଡା ଓ ଧୂଳିପୁଟ ଗ୍ରାମ ପଞ୍ଚାୟତର ୧୩ ଜଣ ଚାଷୀଙ୍କୁ ପ୍ରାଥମିକ ପର୍ଯ୍ୟାୟରେ କୃଷି କ୍ଷେତ୍ରରେ ବିକଶିତ ହୋଇଥିବା ଏହି ଅତ୍ୟାଧୁନିକ ଯନ୍ତ୍ରପାତି

ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଅସୁସ୍ଥ, ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଅସୁସ୍ଥ। ସ୍ୱାସ୍ଥ୍ୟଗତ ସମସ୍ୟା କାରଣରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅସୁସ୍ଥ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ମୁଖ୍ୟମନ୍ତ୍ରୀ ଟ୍ୱିଟ କରି କହିଛନ୍ତି

ହିଞ୍ଜିଳିକାଟୁରେ ଶିତଳଷଷ୍ଠୀ ଯାତ୍ରା ଉଦ୍‌ଯାପିତ

ହିଞ୍ଜିଳିକାଟୁ (୫।୬) : ହିଞ୍ଜିଳିକାଟୁ ଓ ଆଖପାଖ ଅଞ୍ଚଳର ଵିଭିନ୍ନ ଶୈବପୀଠରେ ଦୁଇ ଦିନ ଧରି ଚାଲିଥିବା ଶିବ, ପାର୍ବତୀ ବିବାହ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି। ହିଞ୍ଜିଳିକାଟୁ ଲକ୍ଷ୍ମୀ ବଜାର ସ୍ଥିତ ଚନ୍ଦ୍ରକଳ୍ପେଶ୍ଵର ମନ୍ଦିର ପରିସରରେ ଦେବ ଦମ୍ପତି ମହାଦେବ ଓ ମାତା ପାର୍ବତୀ

ସମ୍ବଲପୁରରେ ପାଳିତ ହୋଇଛି ପ୍ରସିଦ୍ଧ ଶୀତଳ ଷଷ୍ଠୀ

ଜ୍ୟୈଷ୍ଠ ମାସ ଶୁକ୍ଳ ପକ୍ଷ ପଞ୍ଚମୀ ତିଥିରେ ମା' ପାର୍ବତୀ ଓ ଶିବ ଶଙ୍କରଙ୍କର ବିବାହ ଉତ୍ସବ ଏବଂ ତା'ପରଦିନ ଶୀତଳଷଷ୍ଠୀ ଯାତ୍ରା ପାଳନ କରାଯାଏ।ପୁରାଣରେ ଥିବା ତଥ୍ୟ ଅନୁଯାୟୀ ମାତା ସତୀ ଦେହତ୍ୟାଗ କରିବା ପରେ ମହାଦେବ ରୁଦ୍ର ଅବତାର ଧାରଣ କରିଥିଲେ। ପରେ ମାତା ଦ୍ୱିତୀୟ ଅବତାର ରୁପେ ପର୍ବତ