ଅଗଷ୍ଟ ଦ୍ୱିତୀୟ ସପ୍ତାହରେ କଳା ଓ ଧନ୍ଦାମୂଳକ, ଜୁଲାଇ ୩୦ ସୁଦ୍ଧା ଆସିବ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ

ଭୁବନେଶ୍ୱର : ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚଏସଇ) ଦ୍ୱାରା ପରିଚାଳିତ +୨ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫଳ ଜୁଲାଇ ଶେଷ ସପ୍ତାହରେ ପ୍ରକାଶ ପାଇବ। ବିଜ୍ଞାନ ଓ ବାଣିଜ୍ୟ ଛାତ୍ରଛାତ୍ରୀଙ୍କ ରେଜଲ୍ଟ ଜୁଲାଇ ୩୦ ସୁଦ୍ଧା ପ୍ରକାଶ ପାଇବାକୁ ଥିବାବେଳେ ଅଗଷ୍ଟ ଦ୍ୱିତୀୟ ସପ୍ତାହରେ କଳା ଓ

ଅମରନାଥରେ ଫସିଲେ ୫ ଓଡ଼ିଆ ଯାତ୍ରୀ, ସହାୟତା ପାଇଁ ନିବେଦନ

ରାୟଗଡ଼ା : ଅମରନାଥରେ ଶୁକ୍ରବାର ବାଦଲ ଫଟା ବର୍ଷା ଯୋଗୁ ପ୍ରବଳ ପାଣି ମାଡ଼ି ଆସିଥିଲା। ଫଳରେ ୩ ମହିଳାଙ୍କ ସମେତ ୧୬ ଜଣ ମୃତ୍ୟ ଘଟିଛି । ଏବେବି ଅନେକ ଲୋକ ଫସି ରହିଛନ୍ତି। ଉଦ୍ଧାର କାର୍ଯ୍ୟ ଜାରି ରହିଛି। ତେବେ ଏହି ଯାତ୍ରାରେ ୫ ଓଡ଼ିଆ ସାମିଲ ଥିଲେ। ରାୟଗଡା ଜିଲାରୁ ୫ ଜଣ ଅମରନାଥ

ବଢିଲା କୋଭିଡ୍ ସଂକ୍ରମଣ : ରେଡ୍‌ ଜୋନ୍‌କୁ ଫେରିଲା ଖୋର୍ଦ୍ଧା, କଟକ ଓ ପୁରୀ

ଭୁବନେଶ୍ବର : ରାଜ୍ୟରେ ଉପରମୁହାଁ କରୋନା ଗ୍ରାଫ୍ । ବଢିଚାଲିଛି କୋଭିଡ୍ ସଂକ୍ରମଣ । ତୃତୀୟ ଲହର ପରେ ପ୍ରଥମ ଥର ପାଇଁ ରାଜ୍ୟରେ ୫ ଶହ ପାର କରିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ପୁଣି ରେଡ୍ ଜୋନ୍‌କୁ ଫେରିଲା ଖୋର୍ଦ୍ଧା ଜିଲ୍ଲା । ଖୋର୍ଦ୍ଧା ସହ ପୁରୀ ଓ କଟକ ମଧ୍ୟ ରେଡ୍‌ ଜୋନ୍‌କୁ ଫେରିଛି

ମମିତା ମେହର ହତ୍ୟା ମାମଲା: ଜେଲ୍‌ରୁ ବାହାରିଲେ ଗୋବିନ୍ଦ

ବଲାଙ୍ଗୀର : ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଶନିବାର କଣ୍ଟାବାଞ୍ଜି ଜେଲରୁ ବାହାରିଛନ୍ତି। ତାଙ୍କୁ ଏହି ମାମଲାରେ ଶୁକ୍ରବାର ୧୪ ଦିନର ଅନ୍ତରୀଣ ଜାମିନ ମିଳିଥିଲା। ଆଜି ସେ ଜେଲରୁ ମୁକୁଳିଥିବା ବେଳେ ଆସନ୍ତା ୨୨ ତାରିଖରେ କଣ୍ଟାବାଞ୍ଜି ଏଡିଜେ

ମାଂସ ତରକାରୀ ରନ୍ଧାକୁ କେନ୍ଦ୍ର କରି ସ୍ତ୍ରୀକୁ ପିଟି ପିଟି ମାରିଦେଲା ସ୍ୱାମୀ

ମୟୂରଭଞ୍ଜ : ମାଂସ ତରକାରୀ ରନ୍ଧାକୁ କେନ୍ଦ୍ର କରି ସ୍ତ୍ରୀକୁ ପିଟି ପିଟି ମାରିଦେଲା ସ୍ୱାମୀ । ମୟୂରଭଞ୍ଜ ଜିଲ୍ଲା ଠାକୁରମୁଣ୍ଡା ଥାନା ସାଲେଇବେଡା ବିସ୍ଥାପିତ ବସ୍ତିରୁ ଏପରି ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଆଜି ସକାଳୁ ସକାଳୁ ଘଟଣା ଜଣା ପଡିବା ପରେ ଠାକୁରମୁଣ୍ଡା ଥାନା ପୋଲିସ ସ୍ତ୍ରୀ

ବାହୁଡ଼ିଲେ ଚତୁର୍ଦ୍ଧାମୂର୍ତ୍ତି

ଫୁଲବାଣୀ : ଆଜି ପ୍ରଭୁଙ୍କ ନଵଦିନାତ୍ମକ ଯାତ୍ରାର ଅନ୍ତିମ ପର୍ଯ୍ୟାୟ ଯାହାକି ପବିତ୍ର ବାହୁଡା ଯାତ୍ରା ନାମରେ କଥିତ। ବାହୁଡିଛନ୍ତି ଚତୁର୍ଦ୍ଧାମୂର୍ତ୍ତି ଶ୍ରୀମନ୍ଦିର ଅଭିମୁଖେ । ଆନନ୍ଦ ଉଲ୍ଲାସର ସହ ପାଳିତ ହୋଇଛି ଏହି ଯାତ୍ରା। ତୁହାକୁ ତୁହା ବର୍ଷା ସତ୍ତ୍ୱେ ବାହୁଡା ଯାତ୍ରାରେ ଭକ୍ତ

ବିଭିନ୍ନ ଜନ ହିତକର ଯୋଜନା ଓ ସମସ୍ୟା ସମ୍ପର୍କରେ ଆଲୋଚନା କଲେ କେନ୍ଦ୍ର ସଂଖ୍ୟାଲଘୁ ରାଷ୍ଟ୍ରମନ୍ତ୍ରୀ

ଦାରିଙ୍ଗବାଡି (୯/୭) : କେନ୍ଦ୍ର ସଂଖ୍ୟାଲଘୁ ରାଷ୍ଟ୍ର ମନ୍ତ୍ରୀ ଜୋହନ ବାର୍ଲା ତିନି ଦିନିଆ କନ୍ଧମାଳ ଜିଲ୍ଲା ଗସ୍ତରେ ଆସି ଆଜି ଦ୍ବିତୀୟ ଦିନରେ ବିଜେପି ଜିଲା ସଭାପତି ଜଗନ୍ନାଥ ସାହୁ, ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀ, ଲୋକସଭା ପ୍ରଭାରୀ ନିରଞ୍ଜନ ମିଶ୍ର ଓ ଜିଲା ପ୍ରଭାରୀ

ବିଷାକ୍ତ ସାପ କାମୁଡ଼ାରେ ଦାଦା ପୁତୁରାଙ୍କ ମୃତ୍ୟୁ

ଫୁଲବାଣୀ : ବlଣୀଗୁଚ୍ଛ ଥାନା ଅଞ୍ଚଳ କlଣିପଦର ଗାଁରେ ଘଟିଛି ଏକ ଅଭାବନୀୟ ଘଟଣା | ଗତ କାଲି ରାତିରେ ଶୋଇଥିବା ବେଳେ ସମ୍ପର୍କୀୟ ଦାଦା ଓ ପୁତୁରାଙ୍କୁ ସାପ କାମୁଡିବାରୁ ଚିକିତ୍ସାଧିନ ଅବସ୍ଥାରେ ଉଭୟଙ୍କର ଫୁଲବାଣୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ମୃତ୍ୟୁ ଘଟିଛି। ସୂଚନା ପ୍ରକାରେ

ପ୍ରାଣୀ ସଂରକ୍ଷଣ ଓ ବଂଶବୃଦ୍ଧିରେ ନନ୍ଦନକାନନର ସଫଳତା , ୯ ହଳଦିଆ ଆନାକୋଣ୍ଡା ଛୁଆ ଜନ୍ମ

ନନ୍ଦନକାନନ : ନନ୍ଦନକାନନ ଆଜି ପ୍ରାଣୀ ସଂରକ୍ଷଣ ଓ ବଂଶବୃଦ୍ଧିରେ ପୁଣି ଏକ ସଫଳତାର ପାହାଚ ଅତିକ୍ରମ କରିଛି। ଆଜି ପୁଣି ୯ଟି ଆନାକୋଣ୍ଡା ଛୁଆ ଜନ୍ମ ହୋଇଛନ୍ତି। ନନ୍ଦନକାନନ ପ୍ରାଣୀ ଚିକିତ୍ସକ ଏବଂ ଓୟୁଏଟି ପ୍ରାଣୀ ପ୍ରସୂତି ବିଶେଷଜ୍ଞ ଡା. ବିଜୟ ସାହୁ ଏବଂ ଶୈଲ୍ୟ ବିଶେଷଜ୍ଞ ଡା.

କେନ୍ଦ୍ରମନ୍ତ୍ରୀ ଜହନ ବାରଲାଙ୍କ ଦାରିଙ୍ଗବାଡି ଗସ୍ତ

ଦାରିଙ୍ଗବାଡି : କେନ୍ଦ୍ର ସଂଖ୍ୟା ଲଘୁ ସମ୍ପ୍ରଦାୟ ମନ୍ତ୍ରୀ ଜହନ ବାରଲା ଆଜି ଶନିବାର ଦାରିଙ୍ଗବାଡ଼ି ଗସ୍ତରେ ଆସି ଅଂଚଳରେ ଚାଲିଥିବା କେନ୍ଦ୍ର ସରକାର ଙ୍କ ବିକାଶ ମୂଳକ କାର୍ଯ୍ୟକ୍ରମ ବୁଲି ଦେଖିବା ସହ ସଂଖ୍ୟା ଲଘୁ ସମ୍ପ୍ରଦାୟର ପ୍ରତିନିଧି ମାନଙ୍କ ସହ ବିଭିନ୍ନ ସମସ୍ୟା ସମ୍ପର୍କରେ