ନାଳ ପାଣିରେ ବୁଡି ଦୁଇ ବର୍ଷର ଶିଶୁର ମୃତ୍ୟୁ

ଫୁଲବାଣୀ : କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ମାଝୀପଡା ଗାଁ ନିକଟରେ ଥିବା ସୁରକା ପଟାଙ୍ଗୀ ନାଳରେ ବୁଡ଼ିଯାଇ ଜଣେ ଦୁଇ ବର୍ଷର ଶିଶୁର ମୃତ୍ୟୁ ହୋଇଛି l ମୃତ ଶିଶୁ ଜଣକ ମଝିପଡ଼ା ଗାଁର ବିକାଶ କହଁରଙ୍କ ଏକମାତ୍ର ପୁଅ ଆୟୁଷ କହଁର ବୋଲି ଜଣା ପଡିଛି l ସୂଚନା ଅନୁସାରେ ମୃତ ଶିଶୁ ଜଣକ ତା ମା

ମମିତା ହତ୍ୟା ମାମଲାରେ ଗୋବିନ୍ଦ ସାହୁକୁ ଜାମିନ

ଭୁବନେଶ୍ୱର: ବହୁ ଚର୍ଚ୍ଚିତ ମମିତା ହତ୍ୟା ମାମଲାରେ ନେଇ ଆସିଛି ଆଉ ଏକ ଖବର । ଘଟଣାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁକୁ ସର୍ତ୍ତମୂଳକ ଜାମିନ ମଞ୍ଜୁର କଲେ ହାଇକୋର୍ଟ । ଆଜିଠାରୁ ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ଆନ୍ତରୀଣ ଜାମିନ ପାଇଛି ଗୋବିନ୍ଦ । ହାଇକୋର୍ଟଙ୍କ ନିଷ୍ପତ୍ତି କ୍ରମେ

ବିଦ୍ୟାଳୟ ସୁରକ୍ଷା ସପ୍ତାହ ଉଦ୍‌ଯାପିତ

ଫୁଲବାଣୀ : କନ୍ଧମାଳ ଜିଲ୍ଲାର ଚକାପାଦ ବ୍ଲକ ଅନ୍ତର୍ଗତ ଶଙ୍କରାଖୋଲ ଠାରେ ଅବସ୍ଥିତ ସରକାରୀ ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଅଧ୍ୟକ୍ଷ ଡ଼ଃ ସନ୍ତୋଷ କୁମାର ପ୍ରଧାନଙ୍କ ସଭାପତିତ୍ୱରେ "ବିଦ୍ୟାଳୟ ସୁରକ୍ଷା ସପ୍ତାହ" ଉଦଯାପିତ ହୋଇଯାଇଛି । ଏହି ଉତ୍ସବରେ ଶଙ୍କରାଖୋଲ ଗ୍ରାମ

ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବାହୁଡ଼ା ଯାତ୍ରା ପାଇଁ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ, ଅପରାହ୍ନ ୪ ଟାରେ ରଥ ଟଣା

ପୁରୀ: ବାହୁଡ଼ା ଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଚୂଡ଼ାନ୍ତ ହୋଇଛି ନୀତି ନିର୍ଘଣ୍ଟ । ଶନିବାର ବାହୁଡ଼ା ଯାତ୍ରା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି ।‌ ୭୫ପ୍ଲାଟୁନ ପୋଲିସ ଫୋର୍ସ ସହ ୧୦୦୦ ପୋଲିସ ଅଧିକାରୀ ମୁତୟନ ରହିବେ । ଶନିବାର ଭୋର ୪ ଟାରେ

ସିମନବାଡ଼ି ସେକ୍ସନରେ ୭୩ତମ ବନ ମହୋତ୍ସବ ପାଳିତ

ଦାରିଙ୍ଗବାଡ଼ି, ୮/୭, ବାଲିଗୁଡା ବନଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବନାଞ୍ଚଳ ତରଫରୁ ସିମନବାଡ଼ି ସେକ୍ସନ ଅଧିନସ୍ତ ଗଦଡିଠାରେ ୭୩ତମ ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ଚାରା ରୋପଣ ଗତକାଲି କରା ଯାଇଛି। ଦାରିଙ୍ଗବାଡ଼ି ବନାଞ୍ଚଳ ଅଧିକାରୀ ସତୀଶ କୁମାର ଧାରୁଆଙ୍କ ପ୍ରତକ୍ଷ ତତ୍ୱାବଧାନରେ

ରାଜ୍ୟସଭା ସାଂସଦ ଭାବେ ଶପଥ ଗ୍ରହଣ କଲେ ମାନସ ମଙ୍ଗରାଜ ଓ ସୁଲତା ଦେଓ

ନୂଆଦିଲ୍ଲୀ : ରାଜ୍ୟସଭା ସାଂସଦ ଭାବେ ଆଜି ଶପଥ ନେଲେ ମାନସ ମଙ୍ଗରାଜ ଓ ସୁଲତା ଦେଓ । ନବ ନିର୍ବାଚିତ ସାଂସଦ ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି । ନିଜ ନିଜ ପରିବାର ସହିତ ୨ ସାଂସଦ ଶପଥ ଗ୍ରହଣ ଉତ୍ସବରେ ସାମିଲ ହୋଇଥିଲେ । ସାଂସଦ ମାନସ ମଙ୍ଗରାଜ ନିଜ ପରିବାର ସହ ଶପଥ ଗ୍ରହଣ ଉତ୍ସବରେ ସାମିଲ

୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ରରୁଆଁ ତହସିଲଦାର ଓ ଅମିନ

ରାଇରଙ୍ଗପୁର: ମୟୂରଭଞ୍ଜ ଜିଲ୍ଲାର ରରୁଆଁ ତହସିଲ ଅଫିସରେ ଭିଜିଲାନ୍ସର ଚଢାଉ । ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ତହସିଲଦାର ଓ ଅମିନ ଧରାପଡିଲେ ଭିଜିଲାନ୍ସ ହାତରେ । ସୂଚନା ଅନୁଯାୟୀ, ଚକ୍ରଧର ମହାନ୍ତ ନାମକ ଜନୈକ ବ୍ୟକ୍ତିଙ୍କ ଠାରୁ ଜମି ପଟ୍ଟା କରିବା ପାଇଁ ରରୁଆଁ

ଇଡି ବିରୋଧରେ ହାଇକୋର୍ଟ ଗଲା ଭିଭୋ

ନୂଆଦିଲ୍ଲୀ : ବ୍ୟାପକ ପରିମାଣରେ ଟ୍ୟାକ୍ସ ଫାଙ୍କିବା ଅଭିଯୋଗରେ ଇଡି ପକ୍ଷରୁ ଚାଇନା ମୋବାଇଲ କମ୍ପାନୀ ଭିଭୋର ବିଭିନ୍ନ କାର୍ଯ୍ୟାଳୟରେ ଚଢ଼ାଉ କରାଯାଇଥିଲା। ଫଳରେ ଇଡି ବିରୋଧରେ ଦିଲ୍ଲୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛି ଭିଭୋ । କମ୍ପାନୀର ବ୍ୟାଙ୍କ ଆକାଉଣ୍ଟ ସିଜ୍‌ କରିବା ପ୍ରତିବାଦରେ

ମହାପ୍ରଭୁଙ୍କୁ ଆଡ଼ପ ମଣ୍ଡପରେ ଦର୍ଶନ କଲେ କଣ୍ଠଶିଳ୍ପୀ ଅନୁରାଧା ପଢ଼ୁଆଲ

ପୁରୀ: ମହାପ୍ରଭୁଙ୍କୁ ଆଡପ ମଣ୍ଡପରେ ଆଜି ଦର୍ଶନ କରିଛନ୍ତି ବିଶିଷ୍ଟ କଣ୍ଠଶିଳ୍ପୀ ଅନୁରାଧା ପଢୁଆଲ୍ । ଆଜି ଆଡପ ମଣ୍ଡପରେ ଶେଷ ଦର୍ଶନ ହୋଇଥିବାରୁ ଅନୁରାଧା ଗର୍ଭଗୃହକୁ ଯାଇ ମହାପ୍ରଭୁଙ୍କ ଦର୍ଶନ କରିଥିଲେ । ମହାପ୍ରଭୁଙ୍କ ଦର୍ଶନ ଓ ସାନିଧ୍ୟ ଲାଭ କରି ସେ ବେଶ୍ ଖୁସି ବୋଲି ମତବ୍ୟକ୍ତ

ରାଜ୍ୟରେ ୫ ଦିନ ଯାଏ ବର୍ଷା ଲାଗି ରହିବ ବର୍ଷା, ୪ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ

ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା । ୫ ଦିନ ଯାଏ ବର୍ଷା ଲାଗି ରହିବ । କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ୨୪ ଘଣ୍ଟାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୪ ଜିଲ୍ଲା ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଗଜପତିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି