ଶ୍ରୀଗୁଣ୍ଡିଚା ମନ୍ଦିର ଭିତର‌ ଫଟୋ ଭାଇରାଲ୍

ପୁରୀ: ପୁଣି ଶ୍ରୀଗୁଣ୍ଡିଚା ମନ୍ଦିର ଭିତର‌ ଫଟୋ ଭାଇରାଲ୍ ।‌ ଜଣେ ବଙ୍ଗୀୟ ପର୍ଯ୍ୟଟକ ଏହି ଫଟୋ ଭାଇରାଲ୍ କରିଥିବା ଚର୍ଚ୍ଚା ହେଉଛି । ଆଜି ନବମୀ ସନ୍ଧ୍ୟା ଦର୍ଶନ ଥିବାରୁ କଡା ସୁରକ୍ଷା ବଳୟ ମଧ୍ୟରେ ଶ୍ରୀଗୁଣ୍ଡିଚା ମନ୍ଦିର ରହିଛି । ମହାପ୍ରଭୁ ଦର୍ଶନ ପାଇଁ ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ

ବିଜେବି କଲେଜ ଛାତ୍ରୀ ଆତ୍ମହତ୍ୟା ଘଟଣା : ରୁଚିକାଙ୍କ ମା’ଙ୍କୁ ଉଠାଇନେଲା ପୋଲିସ

ଭୁବନେଶ୍ୱର: ରୁଚିକା ମହାନ୍ତିଙ୍କ ମା'ଙ୍କୁ ଉଠାଇନେଇଛି ପୋଲିସ । ଏହାସହିତ ନବ ନିର୍ମାଣ ଯୁବ ଛାତ୍ର ସଂଗଠନ ସଦସ୍ୟଙ୍କୁ ମଧ୍ୟ ପୋଲିସ୍‌ ଉଠାଇନେଇଥିବା ଜଣାପଡ଼ିଛି । ଉଠାଇନେବାବେଳେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି । ଜୋରଜବରଦସ୍ତ ସେମାନଙ୍କୁ ପୋଲିସ୍‌ ଉଠାଇନେଇଥିବା ଦେଖିବାକୁ

ଯୁବକଙ୍କୁ ନିସ୍ତୁକ ପିଟିଲେ, ଚିକିତ୍ସାଧୀନ ଅବସ୍ଥାରେ ବାଲେଶ୍ଵର ମେଡିକାଲରେ ମୃତ୍ୟୁ

ବାଲେଶ୍ୱର: ଚୋରି କଲା ବୋଲି ଯୁବକଙ୍କୁ ପିଟିପିଟି ହତ୍ୟା । ବାଲେଶ୍ବର ଇଞ୍ଚୁଡ଼ିରେ ଅଭାବନୀୟ ଘଟଣା । ଚୋରି କରିଥିବା ଅଭିଯୋଗରେ ଯୁବକଙ୍କୁ ପିଟିପିଟି ହତ୍ୟା ଅଭିଯୋଗ । ମୃତକ ହେଲେ ଇଞ୍ଚୁଡ଼ି ଗାଁର ସନ୍ଦୀପ ଦଳାଇ । ଅଭିଯୋଗ ଅନୁସାରେ ସନ୍ଦୀପ ଏକ ଚିଙ୍ଗୁଡ଼ି ଘେରିରୁ ଲୁହା ଚୋରି କରିଥିଲେ ।

ଝିଅ ପାଇଁ ପୁଅ ହାତ ଛାଡ଼ିଲେ ମା’: ଇସ୍ତଫା ଦେଲେ ଜଗନଙ୍କ ମା’

ହାଇଦ୍ରାବାଦ: ଏକ ଡ୍ରାମାଟିକ ଘଟଣାକ୍ରମରେ ଆଜି ଆନ୍ଧ୍ରପ୍ରଦେଶ ଶାସକ ଦଳ ୱାଇଏଆର କଂଗ୍ରେସ ଦଳର ସଭାପତି ପଦରୁ ୱାଇଏସ ବିଜୟଲକ୍ଷ୍ମୀ ଇସ୍ତଫା ଦେଇଛନ୍ତି। ଆନ୍ଦ୍ରପ୍ରଦେଶରେ ବିଜୟ ଆମ୍ମା ରୂପେ ପରଚିତ ବିଜୟା ଲକ୍ଷ୍ମୀ ହେଉଛନ୍ତି ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଜଗନ ରେଡ୍ଡିଙ୍କ ମା। ଆଜି ଦଳ ପକ୍ଷରୁ

ଓଡ଼ିଶା ସମେତ ୧୧ ରାଜ୍ୟରେ ପ୍ରବଳ ବର୍ଷା ଆଶଙ୍କା, ସତର୍କତା ଜାରିକଲା ପାଣିପାଗ ବିଭାଗ

ନୂଆଦିଲ୍ଲୀ : ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଦେଶର ୧୧ଟି ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏସବୁ ରାଜ୍ୟମାନେ ହେଲେ ଓଡ଼ିଶା, ହିମାଚଳପ୍ରଦେଶ, ଉତ୍ତରାଖଣ୍ଡ, ଛତିଶଗଡ଼, ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ଗୁଜୁରାଟ, କେରଳ, ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା ଓ କର୍ଣ୍ଣାଟକ । ଏହାକୁ ଦୃଷ୍ଟିରେ

୧୦ ତାରିଖ ମଧ୍ୟରେ ଶେଷ ହେବ ଶ୍ରୀମନ୍ଦିରର ପ୍ରସ୍ତାବିତ ରୂପା ଛାଉଣୀ କାମ

ପୁରୀ: ଶ୍ରୀମନ୍ଦିରର ପ୍ରସ୍ତାବିତ ସମସ୍ତ ଦ୍ବାରର ରୂପା ଛାଉଣୀ କାମ ଆସନ୍ତା ୧୦ ତାରିଖ ମଧ୍ୟରେ ଶେଷ କରାଯିବ। ମହାପ୍ରଭୁ ଶ୍ରୀଗୁଣ୍ଡିଚା ମନ୍ଦିରରେ ଥିବାରୁ କଳାହାଟ ଦ୍ୱାରର ରୂପା ଛାଉଣୀ କାମ ଏହି ସମୟ ଅବଧି ମଧ୍ୟରେ ଶେଷ କରାଯାଉଛି। ସେହିପରି ଶ୍ରୀମନ୍ଦିର ଗର୍ଭଗୃହ ମରାମତି କାର୍ଯ୍ୟ

ପ୍ରଦୀପ୍ତ ନାଏକଙ୍କୁ ଭେଟିଲେ ଭାଜପା ରାଷ୍ଟ୍ରୀୟ ସଭାପତି ଜେ.ପି ନଡ୍ଡା

ଭୁବନେଶ୍ୱର: ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକଙ୍କୁ ଭାଜପା ରାଷ୍ଟ୍ରୀୟ ସଭାପତି ଜେ.ପି ନଡ୍ଡା ଏବଂ ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ଅରୁଣ ସିଂ ଶୁକ୍ରବାର ଭେଟିଛନ୍ତି। ସେମାନେ ପ୍ରଦୀପ୍ତଙ୍କୁ ଭେଟି ତାଙ୍କ ସାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା ସହିତ ତାଙ୍କୁ ଚିକିତ୍ସା କରୁଥିବା ଡାକ୍ତରୀ

କ୍ୟାମେରା ମ୍ୟାନ ମାନସ ସ୍ୱାଇଁ ହତ୍ୟା ଘଟଣା: ୮ ଜଣଙ୍କ ନାମ ସମେତ ୯୦୫ ପୃଷ୍ଠାର ଚାର୍ଜସିଟ୍ ଦାଖଲ କଲା କ୍ରାଇମବ୍ରାଞ୍ଚ

ଚାନ୍ଦବାଲି: ଭଦ୍ରକ ଜିଲ୍ଲା ଚାନ୍ଦବାଲିରେ ବହୁ ଚର୍ଚ୍ଚିତ ନୟାଗଡ଼ର କ୍ୟାମେରା ମ୍ୟାନ ମାନସ ସ୍ୱାଇଁ ହତ୍ୟାକାଣ୍ଡ ଘଟଣାର ଆଜି କ୍ରାଇମବ୍ରାଞ୍ଚ ଚାନ୍ଦବାଲି ଜେଏମଏଫସି କୋର୍ଟରେ ୮ଜଣ ଅଭିଯୁକ୍ତ ସମେତ ୯୦୫ ପୃଷ୍ଠାର ଚାର୍ଜସିଟ ଦାଖଲ କରିଛି । ଯେଉଁଥିରେ ୩୪ ଜଣ ସାକ୍ଷୀ ରାହିଛନ୍ତି

ଧରାପଡ଼ିଲେ ନବରଙ୍ଗପୁରର ଧୁମ୍ ଚୋର

ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲା ପୋଲିସକୁ ଏକ ଚ୍ୟାଲେଞ୍ଜିଂ ଚୋରି ଘଟଣାରେ ସଫଳତା ମିଳିଛି । ଚର୍ଚ୍ଚିତ ଖାତୀଗୁଡ଼ା ହାଇସ୍କୁଲର ଧୁମ୍ ସିନେମା ଷ୍ଟାଇଲରେ ଚୋରି ଘଟଣାରେ ଦୁଇ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି । ଗତ ୧ ତାରିଖ ରାତିରେ ସ୍କୁଲରୁ ବିଭିନ୍ନ ଜିନିଷ ଚୋରି କରି ପୋଲିସକୁ

ମୁଖ୍ୟମନ୍ତ୍ରୀଙ୍କୁ ଭାଇ କହି ସମ୍ବୋଧନ କଲେ ଦ୍ରୌପଦୀ ମୁର୍ମୁ

ଭୁବନେଶ୍ବର: ଓଡ଼ିଶାରେ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ସମର୍ଥନ ଲୋଡ଼ି ଓଡ଼ିଶା ଆସିଛନ୍ତି। ବିଧାନସଭାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ବିଜେଡି ବିଧାୟକ ଓ ସାଂସଦଙ୍କୁ ଭେଟିଛନ୍ତି। ବିଧାନସଭା ସମ୍ମିଳନୀ କକ୍ଷରେ ଆୟୋଜିତ