Sign in
Sign in
Recover your password.
A password will be e-mailed to you.
ରାଜ୍ୟସ୍ତରୀୟ ବନମହୋତ୍ସବ : ଅପରାଜିତାଙ୍କ ଆକ୍ଷେପ, ଅଶୋକଙ୍କ ଉତ୍ତର
ଭବନେଶ୍ବର: ରାଜ୍ୟସ୍ତରୀୟ ବନ ମହୋତ୍ସବକୁ ନିମନ୍ତ୍ରଣ ନକରିବାକୁ ପ୍ରସଙ୍ଗରେ ବର୍ଷିଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ । ସ୍ଥାନୀୟ ସାଂସଦ ଓ କର୍ପୋରେଟରଙ୍କୁ ନିମନ୍ତ୍ରଣ ନକରିବା ଦୁର୍ଭାଗ୍ୟଜନକ ବୋଲି କହିଛନ୍ତି ଅପରାଜିତା । ରାଜ୍ୟ ସରକାର ଡରୁଛନ୍ତି ଓ ସଂକୀର୍ଣ୍ଣ ମାନସିକତାର!-->…
ଆଇଟିଆରରୁ ତଥ୍ୟ ଲିକ୍ ଅଭିଯୋଗରେ ଗିରଫ ଅଭିଯୁକ୍ତଙ୍କ ଉପରୁ ହଟିଲା ୩ ଦଫା
ବାଲେଶ୍ୱର: ଚାନ୍ଦିପୁର ଆଇଟିଆରରୁ ତଥ୍ୟ ଲିକ୍ ଅଭିଯୋଗ ମାମଲାରେ ଆବଶ୍ୟକ କାଗଜପତ୍ର ଅଭାବରୁ ଅଭିଯୁକ୍ତଙ୍କ ଉପରୁ ହଟିଲା ୩ଟି ଦଫା। ଅଭିଯୁକ୍ତଙ୍କ ଉପରେ ଲାଗିଥିବା ଅଫିସିଆଲ୍ ସିକ୍ରେଟ ଆକ୍ଟ ୩, ୪, ୫ ହଟିଲା। ଆବଶ୍ୟକ ଡକ୍ୟୁମେଣ୍ଟ ନଥିବାରୁ ୩ଟି ଦଫା ହଟାଇଲେ ଏଡିଜେ-୩। ୫ ଜଣଙ୍କ ନାଁରେ!-->…
କଟକ ଫୁଲନଖରା ଛକରୁ ୪୨ ଲକ୍ଷ ଟଙ୍କାର ବ୍ରାଉନସୁଗର ଜବତ
କଟକ: ୪୨ ଲକ୍ଷ ଟଙ୍କାର ବ୍ରାଉନସୁଗର ଜବତ । କଟକ ଫୁଲନଖରା ଛକରୁ ଜବତ କରିଛି ଅବକାରୀ ଫ୍ଲାଇଙ୍ଗ ସ୍କ୍ୱାର୍ଡ। ନିଆଳି ଏରଞ୍ଚର ଜଣେ ବ୍ୟକ୍ତିଙ୍କ ଠାରୁ ଜବତ ହୋଇଛି ଏହି ୪୨୦ ଗ୍ରାମ ବ୍ରାଉନସୁଗର। ଅବକାରୀ ବିଭାଗ ଦ୍ଵାରା ଗିରଫ ହୋଇଛନ୍ତି ସଂପୃକ୍ତ ବ୍ୟକ୍ତି ନିଆଳି ଏରଞ୍ଚର ସମରେନ୍ଦ୍ର!-->…
ମଧୁସୂଦନ ଆଇନ ବିଶ୍ବବିଦ୍ୟାଳୟରେ କରୋନା, ପରୀକ୍ଷା ବର୍ଜନ କଲେ ଛାତ୍ରଛାତ୍ରୀ
କଟକ: ମଧୁସୂଦନ ଆଇନ ବିଶ୍ବବିଦ୍ୟାଳୟରେ ଆନ୍ଦୋଳନକୁ ଓହ୍ଲାଇଲେ ଶତାଧିକ ଛାତ୍ରଛାତ୍ରୀ । କ୍ୟାମ୍ପସରେ ଏକାଧିକ ଶିକ୍ଷକ କରୋନା ପଜିଟିଭ ଚିହ୍ନଟ ପରେ ପରୀକ୍ଷା ବର୍ଜନ କରିଛନ୍ତି ଛାତ୍ରଛାତ୍ରୀ ।
ସୂଚନାଅନୁସାରେ, ମଧୁସୂଦନ ଆଇନ ବିଶ୍ବବିଦ୍ୟାଳୟର ଆଜି ୫ମ ଶେଷ ବର୍ଷର ଛାତ୍ରଛାତ୍ରୀଙ୍କ!-->!-->!-->…
ଅବସର ପ୍ରାପ୍ତ ପୌର କର୍ମଚାରୀଙ୍କ ଟଙ୍କା ହଡ଼ପ ଅଭିଯୋଗରେ ତିନି ଗିରଫ
ଦେବଗଡ଼: ଦେବଗଡ଼ ପୌର ପରିଷଦର ଜଣେ ଅବସରପ୍ରାପ୍ତ କର୍ମଚାରୀଙ୍କ ବାକି ଟଙ୍କା ହଡ଼ପ ହୋଇଥିବା ନେଇ ଅଭିଯୋଗ ହୋଇଥିଲା । ଏହି ଅଭିଯୋଗର ତଦନ୍ତ କରାଯାଇ ଜଣେ ମହିଳାଙ୍କ ସହିତ ୩ ଜଣଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତଙ୍କ ପରିଚୟ ଭୁବନ ମୋହନ ନାଏକ, ଓମ ପ୍ରକାଶ ସାହୁ ଓ ଅମୃତି ସାହୁ।!-->…
୧୪ ଲକ୍ଷ ୨୯ ହଜାରର ଜାଲ୍ ନୋଟ୍ ଜବତ କଲା ଏସ୍ଟିଏଫ୍ , ଦୁଇ ଗିରଫ
ଭୁବନେଶ୍ୱର: ବଡ଼ ପରିମାଣର ଜାଲ୍ ନୋଟ୍ ବରଗଡ଼ରୁ ଜବତ ହୋଇଛି । ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ବିପୁଳ ପରିମାଣର ନକଲି ନୋଟ୍ ଜବତ କରିଛି ଏସଟିଏଫ୍ । ବରଗଡ଼ ଜିଲ୍ଲା ବରପାଲି ଅଞ୍ଚଳରୁ ୧୪ ଲକ୍ଷ ୨୯ ହଜାର ୫୦୦ ଟଙ୍କାର ନକଲି ନୋଟ୍ ଜବତ ହୋଇଥିବା ବେଳେ ମାମଲାରେ ୨ ଜଣ ଗିରଫ ହୋଇଛନ୍ତି ।!-->…
୧୫ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡିଲେ ଲାଞ୍ଚୁଆ ସୁପରଭାଇଜର
ପୁରୀ: ପୁରୀ ଜିଲ୍ଲା ଶିଳ୍ପ କେନ୍ଦ୍ର(DIC)ର ଲାଞ୍ଚୁଆ ସୁପରଭାଇଜର ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ସେ ଜଣେ ହିତାଧିକାରୀଙ୍କୁ ସରକାରଙ୍କ ଠାରୁ ମିଳିବାକୁ ଥିବା ସବ୍ସିଡି ଟଙ୍କା କରାଇଦେବାକୁ ଲାଞ୍ଚ ନେଉଥିଲେ। ଏହି ସମୟରେ ସେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଏହି ଲାଞ୍ଚୁଆ ବାବୁ!-->…
ରାଜ୍ୟର ୧୧ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର: ଆଗାମୀ ୫ ଦିନ ପର୍ଯ୍ଯନ୍ତ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିବ। ତେବେ ଆଗାମୀ ୨୪ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ ବର୍ଷାର ସମ୍ଭାବନା ରହିଥିବା ବେଳେ ୧୧ଟି ଜିଲ୍ଲାକୁ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାର କରାଯାଇଛି।ଉକ୍ତ!-->…
ଆସନ୍ତାକାଲି ଅପରାହ୍ଣ ୪ଟା ଯାଏ ଆଡପ ମଣ୍ଡପରେ ସନ୍ଧ୍ୟାଦର୍ଶନ
ପୁରୀ : ଆସନ୍ତାକାଲି ଶୁକ୍ରବାର ଆଡପ ମଣ୍ଡପରେ ସନ୍ଧ୍ୟା ଦର୍ଶନ ଅନୁଷ୍ଠିତ ହେବ। ତେବେ ନବମୀ ସନ୍ଧ୍ୟା ଦର୍ଶନ ସନ୍ଧ୍ୟା ୬ଟା ପରିବର୍ତ୍ତେ ଅପରାହ୍ଣ ୪ଟାରେ ବନ୍ଦପାଇଁ ମନ୍ଦିର ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି।ଏହି ସମୟ ମଧ୍ୟରେ ଆଗ୍ରହୀ ଭକ୍ତମାନେ ଗୁଣ୍ଡିଚା ମନ୍ଦିରକୁ ଯାଇ!-->…
ରାଗିଂ ରୋକିବା ନେଇ ସଚେତନତା ଓ ନଜର ରଖିବାକୁ ସମସ୍ତ ଶିକ୍ଷାନୁଷ୍ଠାନ ଗୁଡିକୁ ଜିଲ୍ଲା ପ୍ରଶାସନର ନିର୍ଦ୍ଦେଶ
ଛତ୍ରପୁର(୦୭/୦୭) : ଶିକ୍ଷାନୁଷ୍ଠାନ ଗୁଡିକରେ ରାଗିଂ କରିବା ଏକ ଦଣ୍ଡନୀୟ ଅପରାଧ । ରାଗିଂ ହେବା ଦ୍ବାରା ଛାତ୍ର କିମ୍ବା ଛାତ୍ରୀ ମାନସିକ ଚାପଗ୍ରସ୍ତ ହୋଇ ଥାଆନ୍ତି । ଅପବାଦକୁ ସହି ନପାରି ଶେଷରେ ନିଜ ଅମୂଲ୍ୟ ଜୀବନକୁ ହାରି ଥାଆନ୍ତି । ଏଭଳି କାର୍ଯ୍ୟକଳାପ ଯୋଗୁଁ ପିତାମାତା ନିଜର!-->…