Sign in
Sign in
Recover your password.
A password will be e-mailed to you.
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ରାୟଗଡା ବିଧାୟକ ମକରନ୍ଦ ମୁଦୁଲି
ଭୁବନେଶ୍ୱର:ରାଷ୍ଟ୍ରପତି ନିର୍ବାଚନ ପାଇଁ ରାଜନୀତିର ପଶାଖେଳ ଆରମ୍ଭ ହୋଇଛି । ଏହାରି ମଧ୍ୟରେ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ କରିବେ ରାୟଗଡ଼ାର ସ୍ବାଧୀନ ବିଧାୟକ ମକରନ୍ଦ ମୁଦୁଲି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଆଲୋଚନା ପରେ ଘୋଷଣା କରିଛନ୍ତି ମକରନ୍ଦ!-->…
ହଷ୍ଟେଲ ଖାଦ୍ୟ ଖାଇବା ପରେ ହଠାତ୍ ଅସୁସ୍ଥ ହୋଇ ପଡ଼ିଲେ ୧୦୦ ଛାତ୍ରୀ
ମଧ୍ୟାହ୍ନ ଭୋଜନ ଖାଇବା ପରେ ଅସୁସ୍ଥ ହୋଇ ପଡ଼ିଛନ୍ତି ୧୦୦ରୁ ଅଧିକ ଛାତ୍ରୀ । ସୁନ୍ଦରଗଡ଼ ଜିଲ୍ଲା ବଣାଇରୁ ଏଭଳି ଏକ ଖବର ଆସିଛି । ହଷ୍ଟେଲ ଖାଦ୍ୟ ଖାଇବା ପରେ ଉକ୍ତ ଛାତ୍ରୀମାନଙ୍କର ଦେହ ଖରାପ ହେବାରୁ ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।
ଖବର ମୁତାବକ, ଅସୁସ୍ଥ ହୋଇଥିବା!-->!-->!-->…
ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ନେଇ ନରସିଂହଙ୍କୁ ଭେଟିଲେ ବିଜେଡି ସାଙ୍ଗଠନିକ ସଂପାଦକ
ଭୁବନେଶ୍ୱର: ମାଟିର ଝିଅକୁ ଜିତାଇବାକୁ ଅଣ୍ଟାଭିଡିଲା ବିଜେଡି । ଦଳମତ ନିର୍ବିଶେଷରେ ଓଡ଼ିଶାର ସମସ୍ତ ବିଧାୟକ ଓ ସାଂସଦ ଓଡ଼ିଶା ମାଟିର ଝିଅ ତଥା ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ଯେଭଳି ଭୋଟ ଦିଅନ୍ତି ସେ ନେଇ ଅଭିଯାନ ଆରମ୍ଭ କରିଛି ବିଜୁ ଜନତା ଦଳ । ସ୍ୱୟଂ!-->…
ମାଓ ନେତା ସବ୍ୟସାଚୀ ପଣ୍ଡା ଏମକେସିଜି ଡାକ୍ତରଖାନାରେ ଭର୍ତ୍ତି
ବ୍ରହ୍ମପୁର : ବ୍ରହ୍ମପୁର ଏମକେସିଜି ମେଡିକାଲରେ ଅସ୍ତ୍ରୋପଚାର ଲାଗି ଭର୍ତ୍ତି ହୋଇଛନ୍ତି ମାଓବାଦୀ ନେତା ସବ୍ଯସାଚୀ ପଣ୍ଡା। ନିଜର କାନରେ ଯନ୍ତ୍ରଣା ଅନୁଭବ ପରେ କଡା ସୁରକ୍ଷା ବ୍ୟବସ୍ଥା ଭିତରେ ସବ୍ଯସାଚୀଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି ବୋଲି ସବ୍ଯସାଚୀଙ୍କ ଓକିଲ!-->…
ରାସ୍ତା ପାଇଁ ପ୍ରତି କିଲୋମିଟର ପିଛା ଖର୍ଚ୍ଚ ହୋଇଛି ୧୧ ଲକ୍ଷ ୬୨ ହଜାର ଟଙ୍କା
ଭୁବନେଶ୍ୱର: ତୃତୀୟ ଦିନରେ ସ୍ୱାଭାବିକ ଚାଲିଛି ବିଧାନସଭାର ମୌସୁମୀ ଅଧିବେଶନ। ଆଜି ପ୍ରଶ୍ନକାଳରେ ଗ୍ରାମ୍ୟ ଉନ୍ନୟନ ବିଭାଗର କାମ ନେଇ ଆଲୋଚନା ହୋଇଛି । ପୂର୍ତ୍ତ ବିଭାଗକୁ ଗ୍ରାମ୍ୟ ଉନ୍ନୟନ ବିଭାଗର ରାସ୍ତା ଟ୍ରାନସଫରରେ ସମସ୍ୟା ଏବଂ ଗାଁ ରାସ୍ତାଗୁଡ଼ିକ ଦୀର୍ଘଦିନ ଧରି ମରାମତି!-->…
ବିଜେବି କଲେଜ ଛାତ୍ରୀ ମୃତ୍ୟୁ ଘଟଣା: ଆସିଲା ରୁଚିକା ମହାନ୍ତିଙ୍କ ପୋଷ୍ଟମର୍ଟମ ରିପୋର୍ଟ
ଭୁବନେଶ୍ୱର: ବିଜେପି କଲେଜ ଛାତ୍ରୀ ରୁଚିକା ମହାନ୍ତିଙ୍କ ମୃତ୍ୟୁ ଘଟଣାକୁ ନେଇ ଏବେ ସବୁଆଡେ ଚର୍ଚ୍ଚା। ଏହାରି ମଧ୍ୟରେ ସାମ୍ନାକୁ ଆସିଛି ରୁଚିକାଙ୍କ ପୋଷ୍ଟମର୍ଟମ ରିପୋର୍ଟ । ଶ୍ୱାସରୁଦ୍ଧ ହୋଇ ମୃତ୍ୟୁ ହୋଇଥିବା ପୋଷ୍ଟମର୍ଟମ ରିପୋର୍ଟରେ ଉଲ୍ଲେଖ ରହିଛି ।
ସୂଚନା ଅନୁସାରେ, ବିଜେବି!-->!-->!-->…
ରାଜ୍ୟରେ ହାତୀ ମୃତ୍ୟୁ ପ୍ରସଙ୍ଗ: ସମସ୍ତ ପ୍ରତିପକ୍ଷଙ୍କୁ ନୋଟିସ ଜାରି କଲେ ହାଇକୋର୍ଟ
କଟକ, ୦୫।୦୭: ରାଜ୍ୟରେ ହାତୀ ମୃତ୍ୟୁ ପ୍ରସଙ୍ଗକୁ ନେଇ ଶୁଣାଣୀ କରିଛନ୍ତି ହାଇକୋର୍ଟ । ଆସାମ ଢାଞ୍ଚାରେ କଡା ଆଇନ୍ ଆଣିବା ସମ୍ପର୍କିତ ମାମଲାରେ ଆଜି ଶୁଣାଣି ହୋଇଥିଲା । ଏନେଇ ସମସ୍ତ ପ୍ରତିପକ୍ଷଙ୍କୁ ନୋଟିସ ଜାରିକରିଛନ୍ତି ହାଇକୋର୍ଟ । ଆସନ୍ତା, ୨୫ ତାରିଖରେ ଏହି ମାମଲାର ପରବର୍ତ୍ତୀ!-->…
ଓଡ଼ିଶା ଆସିବେ NDA ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ
ଆସନ୍ତା ୮ରେ ଓଡ଼ିଶା ଆସୁଛନ୍ତି ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ । ଓଡ଼ିଶା ଆସି ରାଷ୍ଟ୍ରପତି ନିର୍ବାଚନରେ ଭାଗ ନେଉଥିବା ବିଧାୟକ ଓ ସାଂସଦଙ୍କୁ ଭେଟି ଭୋଟ ଭିକ୍ଷା କରିବେ । ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା ଏବଂ ନାମାଙ୍କନ ପତ୍ର ଦାଖଲ କରିବା ପରେ ସବୁ ରାଜ୍ୟ ଯାଇ!-->…
୧୦ ବର୍ଷରେ ମରିଛନ୍ତି ୭୮୪ ହାତୀ, କୋରାପୁଟରେ ନାହାନ୍ତି ହାତୀ !
ଭୁବନେଶ୍ବର: ଗତ ୧୦ ବର୍ଷରେ ୭୮୪ଟି ହାତୀଙ୍କ ମୃତ୍ୟୁ ଘଟିଛି। ୨୦୧୨-୧୩ ମସିହାରୁ ୨୦୨୧-୨୨ ମସିହା ମଧ୍ୟରେ ଏହି ହାତୀଙ୍କ ମୃତ୍ୟୁ ଘଟିଛି। ସେଥିମଧ୍ୟରୁ ୩୪ ଟି ହାତୀ ଶିକାରୀମାନଙ୍କ ଦ୍ବାରା ମୃତ୍ୟୁ ହୋଇଛି । ଦୁର୍ଘଟଣାରେ ୩୬ଟି ହାତୀ ମରିଛନ୍ତି। ରେଳ ଦୁର୍ଘଟଣାରେ ୩୦ଟି ଓ ସଡକ ଦୁର୍ଘଟଣାରେ!-->…
ଆନ୍ତଃ ବିଶ୍ୱବିଦ୍ୟାଳୟ ସଫ୍ଟ ବେସବଲ୍ ଟୁର୍ଣ୍ଣାମେଂଟରେ ଭାଗ ନେବାକୁ ରାଜସ୍ଥାନ ଅଭିମୁଖେ ସୋଆର ଖେଳାଳୀ ଟିମ୍
ଭୁବନେଶ୍ୱର: ସର୍ବଭାରତୀୟ ଆନ୍ତଃ ବିଶ୍ୱବିଦ୍ୟାଳୟ ସଫ୍ଟ ବେସ୍ ବଲ୍ ଟୁର୍ଣ୍ଣାମେଂଟରେ ଭାଗ ନେବା ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ୨୪ ଜଣିଆ ଟିମ୍ ସୋମବାର ରାଜସ୍ଥାନ ଅଭିମୁଖେ ଗସ୍ତ କରିଛନ୍ତି । ରାଜସ୍ଥାନର ପାଚେରୀ ବାରିରେ ଉଭୟ ପୁରୁଷ ଓ ମହିଳା ବର୍ଗରେ ଆସନ୍ତା ଗୁରୁବାର ଏହି!-->…