ଖାଦ୍ୟ ଓ ପୋଷଣ ସୁରକ୍ଷାରେ ଦେଶରେ ଶୀର୍ଷ ସ୍ଥାନରେ ଓଡ଼ିଶା

ଭୁବନେଶ୍ବର: ପୁଣି ଓଡିଶାକୁ ଆଉ ଏକ ସଫଳତା । ଖାଦ୍ୟ ଓ ପୋଷଣ ସୁରକ୍ଷାରେ ଓଡ଼ିଶା ଦେଶରେ ଶୀର୍ଷରେ ରହିଛି । ଦ୍ୱିତୀୟ ସ୍ଥାନରେ ରହିଛି ଉତ୍ତରପ୍ରଦେଶ । ଏନଏଫଏସଏର ଏହି ରାଙ୍କିଂରେ ଓଡ଼ିଶା ପୁଣି ପ୍ରଥମ ସ୍ଥାନ ଅଧିକାର କରିଛି । ଓଡିଶାର ଇଣ୍ଡେକ୍ସ ସ୍କୋର ୦.୮୩୬ ରହିଛି । ଏନେଇ

ବାତ୍ୟା, ବନ୍ୟା ଆଶ୍ରୟସ୍ଥଳୀ ପାଇଁ ମୁଖ୍ୟ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨୯.୩୬କୋଟି ମଞ୍ଜୁର

ଭୁବନେଶ୍ବର: ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ଆହୁରି ସୁଦୃଢ଼ ହେବ । ବାତ୍ୟା ଓ ବନ୍ୟା ଭଳି ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଏହି ଆଶ୍ରୟ ସ୍ଥଳୀଗୁଡ଼ିକ ଲୋକଙ୍କୁ ସୁରକ୍ଷା ଦେବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେଉଛି। ତେଣୁ ୫୫ଟି ନୂଆ ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳ ନିର୍ମାଣ ପାଇଁ ଦ୍ୱିତୀୟ

ସ୍ୱତନ୍ତ୍ର କୋଶଳ ରାଜ୍ୟ ଗଠନ ପାଇଁ ପୁଣି ଦାବୀ

ଭୁବନେଶ୍ୱର : ସ୍ୱତନ୍ତ୍ର କୋଶଳ ରାଜ୍ୟ ଗଠନ ପାଇଁ ପୁଣି ଦାବୀ ହୋଇଛି। ମଙ୍ଗଳବାର ଭୁବନେଶ୍ୱରର ଲୋୟର ପିଏମଜିରେ କୋଶଳ ରାଜ୍ୟ ମୁକ୍ତି ମୋର୍ଚ୍ଚା ତରଫରୁ ପ୍ରତିବାଦ କରାଯାଇଛି। କୋଶଳ ରାଜ୍ୟ ମୁକ୍ତି ମୋର୍ଚ୍ଚାର ସଦସ୍ୟମାନେ ପାରମ୍ପରିକ ଅସ୍ତ୍ରଶସ୍ତ୍ର ଧରି ନୃତ୍ୟ ସହିତ ଶୋଭାଯାତ୍ରା କରି

ଭୁବନେଶ୍ୱରରେ ପୁଣି ଜଣେ ଛାତ୍ରୀଙ୍କ ଆତ୍ମହତ୍ୟା

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ ଛାତ୍ରୀଙ୍କ ଆତ୍ମହତ୍ୟା । ସହିଦନଗର ଥାନା ଅନ୍ତର୍ଗତ ଆଚାର୍ୟ୍ୟବିହାରସ୍ଥିତ ଏକ ଭଡ଼ା ଘରୁ ଛାତ୍ରୀଙ୍କର ମୃତଦେହ ଉଦ୍ଧାର ହୋଇଛି। ମୃତ ଛାତ୍ରୀଙ୍କ ନାଁ ଆଶ୍ରିତା ପଟ୍ଟନାୟକ। ଭଦ୍ରକ ଅଂଚଳରେ ତାଙ୍କ ଘର । ସେ ଭୁବନେଶ୍ୱରରେ ରହି ଏକ ଘରୋଇ

ମୋବାଇଲ୍‌ ଗେମ୍‌ରେ ବୁଡ଼ିଗଲା ୧୦ହଜାର ଟଙ୍କା; ଆତ୍ମହତ୍ୟା କଲେ ଯୁବକ

ପଟ୍ଟାମୁଣ୍ଡାଇ : ଗେମ୍ ଖେଳିବା ବେଳେ ୧୦ ହଜାର ଟଙ୍କା ହରେଇବାରୁ ଯୁବକଙ୍କ ଆତ୍ମହତ୍ୟାl ଆଳି ଥାନା ଅନ୍ତର୍ଗତ ମାନପୁର ଗାଁରେ ଏମିତି ଘଟଣା ଘଟିଛିl ମୃତ ଯୁବକ ହେଲେ ଆଶିଷ କୁମାର ଦାସl ଆଶିଷ ଅନଲାଇନରେ ଗେମ୍ ଖେଳିବା ବେଳେ ୧୦ ହଜାର ଟଙ୍କା ହାରିଯିବାରୁ ଦୁଃଖିତ ହୋଇ ପଙ୍ଖାରେ ଗାମୁଛା

ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଉତ୍ତର ଓଡ଼ିଶା ଓ ଏହାର ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଥିବା ଲଘୁଚାପ ଆନ୍ଧ୍ର ମୁହାଁ ହେଉଥିବାରୁ ଉପାନ୍ତରୁ ଉପକୂଳ ସବୁଠି ବର୍ଷିବ ବୋଲି ପୂର୍ବାନୁମାନ କରିଛି ସୋଆ ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି)। ଆରବସାଗର

ଅଧିକାରୀଙ୍କର ଅହଂକାର ବଢ଼ିଯାଇଛି, ଅଙ୍କୁଶ ଲାଗିବା ଦରକାର: ସୌମ୍ୟ ରଞ୍ଜନ ପଟ୍ଟନାୟକ

ଭୁବନେଶ୍ବର: ରାଜ୍ୟରେ ସରକାରୀ ଅଧିକାରୀଙ୍କର ଅହଂକାର ବଢ଼ିଯାଇଛି। ଏହା ଉପରେ ଅଙ୍କୁଶ ନ ଲାଗିଲେ ଗଣତନ୍ତ୍ର ବିପଦରେ ପଡ଼ିବ। ଆଜି ବିଧାନସଭାର ଶୂନ୍ୟକାଳରେ ବିଜେଡି ବରିଷ୍ଠ ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକ ଏହା କହିଛନ୍ତି । ଶୂନ୍ୟକାଳରେ ବିବୃତ୍ତି ରଖି ସୌମ୍ଯ କହିଛନ୍ତି,

ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା, ଅଭିଯୁକ୍ତ ଗିରଫ

ଭଦ୍ରକ: ସାଙ୍ଗ ବାହାଘର ଭୋଜିରୁ ଫେରିବା ବେଳେ ପିଟିପିଟି ହତ୍ୟା ଘଟଣାରେ ଅଭିଯୁକ୍ତ ଗିରଫ । ଭୋଜିରେ ମାଂସ ଖାଇବା ଓ ପୂର୍ବ ଶତ୍ରୁତାକୁ ନେଇ ହତ୍ୟା ହୋଇଥିବା ନେଇ ପୋଲିସ ସ୍ପଷ୍ଟ କରିଛି । ସୂଚନା ଅନୁଯାୟୀ ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧିନସ୍ଥ ବିଜେଗଙ୍ଗାଧରପୁର ଅଞ୍ଚଳରେ ଗତକାଲି ସାଙ୍ଗ

କାଜୁ ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଆଠଗଡ: ଆଠଗଡ ଥାନା ଅନ୍ତର୍ଗତ ରାଉତରାପୁର ଗ୍ରାମ ପାଖରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ଗ୍ରାମର ରାସ୍ତା ପାର୍ଶ୍ଵରେ ଥିବା ବିଦ୍ୟୁତ ଟ୍ରାନ୍ସଫର୍ମ ସମ୍ମୁଖ କାଜୁ ଗଛରେ ଏହି ଅଚିହ୍ନା ଯୁବକଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ଦେଖିବାକୁ ମିଳିଛି । ଯୁବକଙ୍କ ପକେଟରେ

ମୃତ ଛାତ୍ରୀ ରୁଚିକା ମହାନ୍ତିଙ୍କୁ ନ୍ୟାୟ ଦାବୀରେ ଏସ୍ଏଫ୍ଆଇ ଓ ଡିୱାଇଏଫ୍ଆଇ ପକ୍ଷରୁ ପ୍ରତିବାଦ

ଭୁବନେଶ୍ବର: ବିଜେବି ସ୍ୱୟଂ ଶାସିତ ମହାବିଦ୍ୟାଳୟର ମୃତ ଛାତ୍ରୀ ରୁଚିକା ମହାନ୍ତିଙ୍କୁ ନ୍ୟାୟ ଦେବା ଦାବୀରେ ମଙ୍ଗଳବାର ଏସ୍ଏଫ୍ଆଇ ଓ ଡିୱାଇଏଫ୍ଆଇ ପକ୍ଷରୁ ପ୍ରତିବାଦ ଓ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ମୃତ୍ୟୁ ପାଇଁ ଦାୟୀ ଅଭିଯୁକ୍ତ ୩ ଛାତ୍ରୀଙ୍କୁ ଅବିଳମ୍ବେ ଗିରଫ,