Sign in
Sign in
Recover your password.
A password will be e-mailed to you.
ମାଛ ବଜାରରେ ଯୁବକଙ୍କୁ ଗୋଡାଇ ଗୋଡାଇ ହାଣିବା ଘଟଣା: କଣାସ ଥାନାର ୩ ଏଏସ୍ଆଇଙ୍କ ବଦଳି, ୪ ଗିରଫ
ପିପିଲି : ପୁରୀ ଜିଲ୍ଲା କଣାସରେ ମାଛ ବଜାରରେ ଯୁବକଙ୍କୁ ଗୋଡାଇ ଗୋଡାଇ ପନିକିରେ ହାଣିବା ଘଟଣା। କଣାସ ଥାନାର ୩ ଏଏସ୍ଆଇଙ୍କୁ ପୁରୀ ଏସ୍ପି ବଦଳି କରିଛନ୍ତି। ଜୁମର ବିଶ୍ଵାଳ, ସଞ୍ଜୟ ପାଟ୍ଟଶାଣୀ ଓ ସନ୍ତୋଷ ଉଦୟସିଂହଙ୍କୁ ଅସ୍ତରଙ୍ଗ, କାକଟପୁର ଓ କୃଷ୍ଣପ୍ରସାଦ ଥାନାକୁ ବଦଳି କରାଯାଇଛି।!-->…
ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ
ବାଲିଗୁଡା, ତା, ୦୪/୦୫ : ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ରେ ବିଜେପି ର ବିପୁଳ ବିଜୟ ପରେ କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ନଗର ବିଜେପି ପକ୍ଷରୁ ନଗର ମଣ୍ଡଳ ସଭାପତି ମନୋଜ କୁମାର ରଥ ଙ୍କ ନେତୃତ୍ୱରେ ବିଜୟ ଉତ୍ସବ ପାଳନ ଅନୁଷ୍ଠିତ ହୋଇଯାଇଛି l ଏ ନେଇ ସୋମବାର ସନ୍ଧ୍ୟା ରେ ସ୍ଥାନୀୟ!-->…
୧.୨୩ ଲକ୍ଷ ବଞ୍ଚିତ ମହିଳାଙ୍କ ଖାତାକୁ ଗଲା ସୁଭଦ୍ରା ଟଙ୍କା
ଭୁବନେଶ୍ଵର: ବଞ୍ଚିତ ସୁଭଦ୍ରା ହିତାଧିକାରୀଙ୍କୁ ମିଳିଲା ଟଙ୍କା । ୩ୟ କିସ୍ତିରୁ ବଞ୍ଚିତ ଥିବା ୧ ଲକ୍ଷ ୨୩ ହଜାର ୮୪୯ ହିତାଧିକାରୀଙ୍କୁ ଆଜି ଟଙ୍କା ମିଳିଛି। ୬୧ କୋଟିରୁ ଊର୍ଦ୍ଧ୍ବ ଟଙ୍କା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଯାଇଛି। ଏହି ମହିଳା ମାନେ ଗତ ମାର୍ଚ୍ଚ ୮ ତାରିଖରେ ସୁଭଦ୍ରା!-->…
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା :ଦୁଇ ଜଣ ଗିରଫ : ଦୁଇ ଦେଶୀ ବନ୍ଧୁକ ଜବତ
ବାଲିଗୁଡା : କନ୍ଧମାଳ ଜିଲ୍ଲା ବେଲଘର ଥାନା ଅଧୀନ ସାପେରି ଗ୍ରାମରେ କାମଦେବ ମାଝୀ (୩୩) ଙ୍କୁ ଶିକାର କରିବାକୁ କହି ଘରୁ ଡାକି ଗୁଳି କରି ହତ୍ୟା କରାଯାଇଥିବା ଘଟଣାରେ ବାଲିଗୁଡା ଏସଡିପିଓ ଶୁଭମ ଭୋଶଲେ ଓ ବେଲଘର ଥାନା ଅଧିକାରୀ ସୌମ୍ୟରଞ୍ଜନ ପତି ଙ୍କ ମିଳିତ ସାମ୍ବାଦିକ ସମ୍ମିଳନୀ କରି!-->…
୬ ଦିନ ହେଲା ଜଳ ଯୋଗାଣ ଠପ, ରାସ୍ତାରୋକ କଲେ ମହିଳା
ଟିଟିଲାଗଡ଼: ତତଲାଗଡ଼ ଭାବରେ ପରିଚିତ ଟିଟିଲାଗଡ଼ ବ୍ଲକର ବିଭିନ୍ନ ଗ୍ରାମାଞ୍ଚଳରେ ପାନୀୟ ଜଳ ସମସ୍ୟା ଉତ୍କଟ ହୋଇଛି । ବ୍ଲକର ଦେଶିଲ ଏବଂ ବାନ୍ଧୁପଳା ଗାଁରେ ଦୀର୍ଘ ୬ ଦିନ ହେଲା ପାନୀୟ ଜଳ ଯୋଗାଣ ଠପ ହୋଇପଡିଛି । ଏହାକୁ ନେଇ ଅଭିଯୋଗ ସତ୍ବେ ପ୍ରଶାସନ ତଥା ବିଭାଗୀୟ ଅଧିକାରୀ ନିଦାବିଷ୍ଣୁ!-->…
ରାଜ୍ୟରେ ଆତଙ୍କ ଖେଳାଇଛନ୍ତି ସୁପାରି କିଲର….
ଭୁବନେଶ୍ୱର : ରାଜ୍ୟରେ ପୁଣି ଆତଙ୍କ ଖେଳାଇଛନ୍ତି ସୁପାରିକିଲର (ଭଡ଼ାଟିଆ ହତ୍ୟାକାରୀ)। ସୁପାରିକିଲରଙ୍କ ସହାୟତାରେ ଯୋଜନାବଦ୍ଧ ଭାବେ ଷଡ଼ଯନ୍ତ୍ର ରଚୁଛନ୍ତି ଷଡ଼ଯନ୍ତ୍ରକାରୀ। ବ୍ୟବସାୟିକ ଶତ୍ରୁତା, ରାଜନୈତିକ ଛକାପଞ୍ଝା, ଜମିବାଡ଼ି ବିବାଦ, ପ୍ରେମରେ ପ୍ରତାରଣା ଘଟଣାକୁ ନେଇ!-->…
ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିର ପ୍ରଚାରପ୍ରସାର କରୁଛି ଓଡ଼ିଶା ପରିବାର
ଭୁବନେଶ୍ବର : ଇଂଲଣ୍ଡରୁ ଜାପାନ ଆଉ ଦୁବାଇରୁ ଘାନା। ନିକଟରେ ଦକ୍ଷିଣ ଆଫ୍ରିକା ଏବଂ କୁଏତରେ ଥିବା ପ୍ରବାସୀ ଓଡ଼ିଆଙ୍କ ସହ ଯୋଡ଼ି ହୋଇଛି ଓଡ଼ିଶା ପରିବାର ନିର୍ଦେଶାଳୟ। ଏହା ରାଜ୍ୟ ତଥା ଦେଶ ବାହାରେ ଥିବା ପ୍ରତିଟି ପ୍ରବାସୀ ଓଡ଼ିଆଙ୍କୁ ସାହାଯ୍ୟ ସହଯୋଗର ହାତ ବଢ଼ାଇବା ତଥା ଓଡ଼ିଆ ଭାଷା,!-->…
ପରିଚୟ ହରାଇବାକୁ ବସିଲାଣି ଚିଲିକା, ସଙ୍କଟରେ ୫ ଲକ୍ଷ ମତ୍ସ୍ୟଜୀବୀଙ୍କ ଜୀବନ ଜୀବିକା…
ଛତ୍ରପୁର : ପ୍ରକୃତିର ଅନନ୍ୟ ବରଦାନ ଏସିଆର ସର୍ବବୃହତ ତଥା ବିଶ୍ୱ ପର୍ଯ୍ୟଟନ ମାନଚିତ୍ରରେ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଲବଣାକ୍ତ ଚିଲିକା ହ୍ରଦ ଏବେ ପରିଚୟ ହରାଇବାକୁ ବସିଲାଣି। ବିଭିନ୍ନ କାରଣରୁ ଏହି ହଦ୍ର ପୋତି ହେବା ସହ ଅନେକ ପ୍ରଜାତିର ମାଛବଂଶ ମଧ୍ୟ ବିଲୁପ୍ତ ହେବାରେ!-->…
ସଂସ୍କୃତି ବିଭାଗକୁ ରାଜ୍ୟ ସରକାରଙ୍କ ଅବହେଳା ଅଭିଯୋଗ
ଭୁବନେଶ୍ବର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନରେ ରହିଛି ଅନେକ କାର୍ଯ୍ୟାଳୟ, ସ୍ବୟଂଶାସିତ ସଂସ୍ଥା ଏବଂ ପ୍ରେକ୍ଷାଳୟ। ହେଲେ ଏସବୁର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ଏବେ ଦିଗହରା। ବିଭିନ୍ନ ଏକାଡେମୀର ଥିବା ବାଇ-ଲ’ ଅନୁସାରେ କୌଣସି କାର୍ଯ୍ୟ ହେଉନଥିବା ଅଭିଯୋଗ ହେଉଛି। ବିଭାଗ!-->…
ପିକଅପ ଭ୍ୟାନ-ବାଇକ ମୁହାଁମୁହିଁ ଧକ୍କା: ଦୁଇ ମୃତ
ଟିଟିଲାଗଡ଼ : ଟିଟିଲାଗଡ଼ରେ ପୁଣି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ଘଟଣା ସ୍ଥଳରେ ହିଁ ଦୁଇ ବାଇକ ଆରୋହୀଙ୍କ ମୃତ୍ୟ ଘଟିଛି । ପିକଅପ ଭ୍ୟାନ (ନମ୍ବର OD03AE 5918) ଏବଂ ଟିଭିଏସ ବାଇକ ( ନମ୍ବର OD17W5241 ) ମଧ୍ୟରେ ମୁହାଁ ମୁହିଁ ଧକ୍କା!-->…