ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା କାର୍ଯ୍ୟର ଭୂମି ପୂଜନ

ପର୍ତ୍ତମାହା ଠାରୁ କାଡ଼ିପାଙ୍ଗା ଅଟକଳ ମୂଲ୍ୟ ୮.୧୦ କୋଟି ବିନିମୟରେ ୭. ୯୦୦ କିଲୋମିଟର ରାସ୍ତା ନିର୍ମାଣ ଦାରିଙ୍ଗବାଡ଼ି , ୧/୭, ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ପର୍ତ୍ତମାହା ଠାରେ ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା କାର୍ଯ୍ୟର ଭୂମି ପୂଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏଥିରେ

ଦାରିଙ୍ଗବାଡ଼ି ମୃତ୍ତିକା ସଂରକ୍ଷଣ ବିଭାଗ ପକ୍ଷରୁ କଫି ଚାଷ ତାଲିମ ଶିବିର

ଦାରିଙ୍ଗବାଡ଼ି, (୦୧/୦୭) : ଦାରିଙ୍ଗବାଡ଼ି ମୃତ୍ତିକା ସଂରକ୍ଷଣ ବିଭାଗ ପକ୍ଷରୁ ଜିଲ୍ଲା ସ୍ତରିୟ କଫି ଚାଷ ତାଲିମ ଶିବିର ଦାରିଙ୍ଗବାଡ଼ି କୃଷି ବିଭାଗ କୃଷକ ସୂଚନା ଓ ପରାମର୍ଶ କେନ୍ଦ୍ରରେ ଅନୁଷ୍ଠିତ ହୋଇଥିଲା । ତାଲିମ ପ୍ରଦାନ କରିବା ପାଇଁ କଫି ବୋଡ଼ର ନିର୍ଦ୍ଦେଶକ ଜୟଲ ଘୋଷ, ସିନିୟର

ଶରଧାବାଲିରେ ତିିନି ରଥ

ପୁରୀ: ଭାବ ଓ ଭକ୍ତିରେ ଉଛୁଳି ପଡୁଥିଲା ଶ୍ରୀକ୍ଷେତ୍ର । ବଡ଼ଦାଣ୍ଡରେ ଲହଡ଼ି ଭାଙ୍ଗୁଥିଲା ଜନସମୁଦ୍ର । ହରିବୋଳ, ହୁଳହୁଳି ସାଙ୍ଗକୁ ସଂକୀର୍ତ୍ତନରେ ଫାଟି ପଡୁଥିଲା ପରିବେଶ । ଜୟଜଗନ୍ନାଥ ଧ୍ୱନିରେ ଗଗନ ପବନ ପ୍ରକମ୍ପିତ । ରଥ, ପଥ ପ୍ରସ୍ତୁତ ରହିଥିଲା । ଭକ୍ତ ଅପେକ୍ଷା କରି ରହିଥିଲେ

ଉତ୍କଳ ବିଶ୍ୱବିଦ୍ୟାଳୟ ପରିସରରେ ରଥଯାତ୍ରା ପାଳିତ

ଭୁବନେଶ୍ୱର : ଆଜି ଉତ୍କଳ ବିଶ୍ୱବିଦ୍ୟାଳୟ ପରିସରରେ ପବିତ୍ର ରଥ ଯାତ୍ରା ଦୀର୍ଘ ଦୁଇ ବର୍ଷ ପରେ ବହୁ ଆଡମ୍ବରରେ ପାଳିତ ହୋଇଯାଇଛି I ଏହି ବର୍ଷ ରଥ ଯାତ୍ରା ଟି ଭିନ୍ନ ଏକ ଐଁତିହାସିକ ମୁହୁର୍ତ୍ୱ୍ୱ ଗଢି ସମସ୍ତ ଉତ୍କଳ ବିଶ୍ୱବିଦ୍ୟାଳୟକୁ ଆନନ୍ଦିତ କରିଦେଇଥିଲା । ପ୍ରଥମ ଥର ପାଇଁ ପ୍ରଫେସର

ରଥ ଟଣା ସମୟରେ ଲାଗିଲା ତାର, ଜଣେ ମୃତ, ୭ ଗୁରୁତର

ଜଳେଶ୍ଵର: ବାଲେଶ୍ବର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ଗୁଡିଖାଳ ଗ୍ରାମର ମଠସାହିରେ ରଥ ଟାଣିବା ବେଳେ ଅଘଟଣ ଘଟିଛି। ୧୧ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ସାତ ଜଣ ଗୁରୁତର ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ ଆଜି ସନ୍ଧ୍ୟାରେ ମଠସାହି ଗ୍ରାମର

ରଥରେ ତିନିଠାକୁରଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ, ରାଜ୍ୟପାଳ

ପୁରୀ: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀ ଗସ୍ତ କରି ତିନିଠାକୁରଙ୍କୁ ଦର୍ଶନ କରିଛନ୍ତି। ତାଙ୍କ ସହିତ ତାଙ୍କର ବ୍ୟକ୍ତିଗତ ସଚିବ ତଥା 5T ସଚିବ ଭି କେ ପାଣ୍ଡିୟାନ ମଧ୍ୟ ଶ୍ରୀଜିୟୁଙ୍କୁ ଦର୍ଶନ କରିଛନ୍ତି। ଆଜି ମୁଖ୍ୟମନ୍ତ୍ରୀ କଡା ସୁରକ୍ଷା ମଧ୍ୟରେ ପୁରୀ ଗସ୍ତ କରିଥିଲେ।

ଖରସ୍ରୋତା ନଦୀରୁ ଧରାହେଲା ଏକକାଳୀନ ୬ଟି ବଡ଼ ବଡ଼ ବିରଳ ମାଛ

ଯାଜପୁର ଜିଲ୍ଲା ରସୁଲପୁର ବ୍ଲକ ଅନ୍ତର୍ଗତ ଯୋକଡିଆ ଆନିକଟର ଖରସ୍ରୋତା ନଦୀରୁ ଧୀବରମାନଙ୍କ ଦ୍ଵାରା ୬ ଟି ବଡ଼ ଧରଣର ମାଛ ଧରା ଯାଇଥିବା ଦେଖିବାକୁ ମିଳିଛି । ସ୍ଥାନୀୟ ଧୀବର ମାନେ ଯୋକଡିଆ ଆନିକଟ ନିକଟରେ ନଦୀରେ ନଖା ଜାଲ କରୁଥିବା ବେଳେ ଜାଲରେ ୬ ଟି ବିରଳ ମାଛ ଧରାପଡି ଥିଲେ । ଏହି

ବଙ୍ଗୋପସାଗରରେ ଲଘୁଚାପ, ୪ରୁ ଓଡ଼ିଶାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ଯୋଗୁ ଆସନ୍ତା ୪ ତାରିଖରେ ଉତ୍ତର ଓଡ଼ିଶା ଓ ଏହାର ପାଶ୍ୱର୍ବର୍ତ୍ତୀ ଅଂଚଳରେ ବର୍ଷା ହେବାର ସମ୍ଭାବନା ରହିଛି । ଏହି ଲଘୁଚାପ ବଳୟ ଅଧିକ ଘନୀଭୂତ ହେବାପରେ ସମଗ୍ର ରାଜ୍ୟରେ ଅଧିକ ବର୍ଷା ହେବ ବୋଲି ଜଣାପଡ଼ିଛି । ଭୁବନେଶ୍ୱରସ୍ଥିତ

ସଡ଼କ ଦୁର୍ଘଟଣାରେ ବରିଷ୍ଠ ଫଟୋ ସାମ୍ବାଦିକ ଅଶୋକ ପଣ୍ଡାଙ୍କ ପରଲୋକ, ଖବର ସଂଗ୍ରହ ପାଇଁ ଯାଉଥିଲେ ପୁରୀ

ପୁରୀ: ସଡ଼କ ଦୁର୍ଘଟଣାରେ ବରିଷ୍ଠ ଫଟୋ ସାମ୍ବାଦିକ ଅଶୋକ ପଣ୍ଡାଙ୍କ ପରଲୋକ ହୋଇଛି। ରଥଯାତ୍ରାର ଖବର ସଂଗ୍ରହ ପାଇଁ ପୁରୀ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି। ଏନେଇ ସାମ୍ବାଦିକ ଜଗତରେ ଶୋକପ୍ରକାଶ ପାଇଛି । ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିଛନ୍ତି । ତାଙ୍କ ଅମର ଆତ୍ମାର ସଦଗତି

ତୁଳସୀ କ୍ଷେତ୍ରରେ ପ୍ରଭୁ ଶ୍ରୀ ବଳଦେବ ଜୀଉଙ୍କ ରଥଯାତ୍ରା

କେନ୍ଦ୍ରାପଡା : ପବିତ୍ର ଶ୍ରୀଗୁଣ୍ଡିଚା ଯାତ୍ରା । ତୁଳସୀ କ୍ଷେତ୍ରରେ ଆରାଧ୍ୟ ଦେବତା ପ୍ରଭୁ ଶ୍ରୀ ବଳଦେବଜୀଉଙ୍କ ରଥଯାତ୍ରା ରୀତିନୀତି ଅନୁଯାୟୀ ପାଳିତ ହୋଇଯାଇଛି l ଅପରାହ୍ନ ୩ ଟାରେ ଶ୍ରୀଜିଉଙ୍କ ପହଣ୍ଡି ଆରମ୍ଭ ହୋଇଥିଲା l ସନ୍ଧ୍ୟା ୫ଟା ସୁଦ୍ଧା ତିନି ଦିଅଁ ରଥାରୁଢ ହେବାପରେ