ବ୍ରାହ୍ମଣୀଗାଁରେ ଚୈତରାଇ ପର୍ବ ପାଳନ

ବ୍ରାହ୍ମଣୀଗାଁ (୨୯/ ୬) : କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ବକ୍ଳ ଅନ୍ତର୍ଗତ ବ୍ରାହ୍ମଣୀଗାଁ ସ୍ଥିତ ଓଡିଆ ସାହିରେ ଗତ କାଲି ମଙ୍ଗଳ ବାର ଦିନ ଚୈତରାଇ ପର୍ବ ପାଳନ କରାଯାଇଛି । ଏହି ପର୍ଵପାଳନ ଅବସରରେ ବର୍ଷ ର ପ୍ରଥମ ବିହନକୁ ପୂଜା କରାଯାଇଥାଏ । ଗ୍ରାମର ମୁଖ୍ୟ ପୁଜାରୀ ନରେସ ପାତ୍ର ଉକ୍ତ

ଜିଲାପାଳଙ୍କୁ ଭେଟିଲେ କୁଇ ସମାଜ ସେବା ସମିତି ସଦସ୍ୟ

ଫୁଲବାଣୀ : କନ୍ଧମାଳ ଜିଲ୍ଲାର ଫୁଲବାଣୀ କୁଇ ସମାଜ ସେବା ସମିତି ପକ୍ଷରୁ କନ୍ଧମାଳ ଜିଲାପାଳଙ୍କୁ ସାକ୍ଷାତ ସହ ଏକ ଦାବିପତ୍ର ପ୍ରଦାନ କରାଯାଇ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରାଯାଇଛି। ଆଦିବାସୀଙ୍କ ନାମରେ ଜାଲିଆତି କରି ଅନେକ ଜାତିଗତ ପ୍ରମାଣପତ୍ର ହାସଲ କରି ଆଦିବାସୀଙ୍କ ଚାକିରି ଅନ୍ୟ

ବିଦ୍ୟୁତ ଵିଭାଗ ତରଫରୁ ସଚେତନତା ରାଲି

ହିଞ୍ଜିଳିକାଟୁ (୨୯।୬) : ତୃତୀୟ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ଅଭିଯାନ ଜୁନ ୨୬ ରିଖ ଠାରୁ ୦୨ ଜୁଲାଇ ପର୍ଯ୍ୟନ୍ତ ଟାଟା ଶକ୍ତି ଦକ୍ଷିଣ ବିତରକ ଲିମିଟେଡ ତରଫରୁ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳିତ ହୋଇଥାଏ । ଏହି ଅବସରରେ ଟିପିଏସ ଓଡିଏଲ ର ନିର୍ଦ୍ଦେଶ କ୍ରମେ ହିଞ୍ଜିଳିକାଟୁ ବିଦ୍ୟୁତ

ହିଞ୍ଜିଳି ଥାନା ଆମ ପୋଲିସ ସମିତି ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ

ହିଞ୍ଜିଳିକାଟୁ (୨୯।୬) : "ଆମ ପୋଲିସ ସମିତି” ହିଞ୍ଜିଳି ଥାନା ପକ୍ଷରୁ ବୁଧବାର ଦିନ ହିଞ୍ଜିଳି ଥାନା ପରିସରରେ ଏକ ମେଗା ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଅଛି। ରକ୍ତ ଦାନ ଶିବିର ରେ ରେକର୍ଡ ସଂଖ୍ୟକ ୨୨୩ ୟୁନିଟ ରକ୍ତ ସଂଗ୍ରହ ହୋଇପାରିଛି । ହିଞ୍ଜିଳିକାଟୁ ଥାନା ଅଧିକାରୀ ଅଭିମନ୍ୟୁ

ପ୍ରେମରୁ ଜୀବନ ହାରିଲେ ପ୍ରେମୀ ଯୁଗଳ

ନବରଙ୍ଗପୁର : ପ୍ରେମ ପାଇଁ ଜୀବନ ହାରି ଦେଲେ ପ୍ରେମୀ ଯୁଗଳ, ଗୋଟିଏ ପରିବାର ର ଦୁଇ ସମ୍ପର୍କୀୟ ହେଇଥିବାରୁ ଦୁହିଁଙ୍କୁ ପ୍ରେମ କୁ ମିଳିଲାନି ସ୍ୱୀକୃତି, ଶେଷରେ ଆତ୍ମହତ୍ୟା ଭଳି ଚରମ ନିଷ୍ପତି ନେଲେ ଏଇ ପ୍ରେମୀ ଯୁଗଳ ନବରଙ୍ଗପୁର ଜିଲ୍ଲା ଡ଼ାବୁଗାଁ ଥାନା ଅନ୍ତର୍ଗତ ଜବାଗୁଡ଼ା ଗ୍ରାମ ନିକଟ

ଦୁବାଇରେ ଆଗ୍ରହ ଦେଖାଇଲେ ଶିଳ୍ପପତି, ଓଡିଶାରେ ପୁଞ୍ଜିନିବେଶ ପାଇଁ ପ୍ରତିଶ୍ରୁତି

ଓଡିଶାରେ ପାଖାପାଖି ୨୨ ହଜାର କୋଟିର ପୁଞ୍ଜିନିବେଶ ପାଇଁ ଦୁବାଇରେ ପ୍ରତିଶ୍ରୃତି ଦେଇଛନ୍ତି ନିବେଶକ । ଏଥିସହ ୧୯ ହଜାରରୁ ଅଧିକ ଲୋକ ନିଯୁକ୍ତି ପାଇବାର ସୁଯୋଗ ସୃଷ୍ଟି ହୋଇଛି । ଭଲ ଖବର ହେଉଛି, ଦୁବାଇ ଓ କୁଏତ ପରି ମଧ୍ୟପ୍ରାଚ୍ୟର ଦେଶମାନେ ଓଡିଶାରେ ନିବେଶ ପାଇଁ ଆଗ୍ରହ ପ୍ରକାଶ

ସମ୍‌ କୋଭିଡ୍ ହସ୍ପିଟାଲ୍‌ରୁ ସୁସ୍ଥ ହେଲେ ଜାପାନ ନାଗରିକ

ଭୁବନେଶ୍ୱର : କୋଭିଡ୍‌ ସଂକ୍ରମିତ ହେବା ପରେ ଚିକିତ୍ସିତ ହୋଇ ସମ୍‌ କୋଭିଡ ହସ୍ପିଟାଲ୍‌ରୁ ସୁସ୍ଥ ହୋଇଛନ୍ତି ଜାପାନର ନାଗରିକ ପି.ଟାକାହାରା କେଞ୍ଜି । କୋଭିଡ ସଂକ୍ରମିତ ହୋଇ ଶ୍ରୀ କେଞ୍ଜି ଗତ ଜୁନ୍‌ ୧୯ ତାରିଖ ଦିନ ସମ୍‌ କୋଭିଡ୍‌ ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଥିଲେ । ତେବେ ସମ୍ପୂର୍ଣ୍ଣ

ମହାପ୍ରଭୁଙ୍କ ନବଯୌବନ ବେଶ ଦର୍ଶନ କଲେ ଭକ୍ତ

ପୁରୀ: ସରିଲା ୨ବର୍ଷର ଅପେକ୍ଷା । ମହାପ୍ରଭୁଙ୍କ ନବଯୌବନ ବେଶ ଦର୍ଶନ କଲେ ଭକ୍ତ । ଅଣସର ପରେ ମହାବାହୁଙ୍କୁ ଦର୍ଶନ କରି କୃତାର୍ଥ ହୋଇଛନ୍ତି ଶ୍ରଦ୍ଧାଳୁ । ନିର୍ଦ୍ଧାରିତ ନୀତି ନିର୍ଘଣ୍ଟର ୪୫ ମିନିଟ ପୂର୍ବରୁ ପରିମାଣିକ ଓ ସର୍ବସାଧାରଣ ଦର୍ଶନ ବ୍ୟବସ୍ଥା କରାଯାଇଥିବା ବେଳେ କଡ଼ାକଡ଼ି

ମମିତା ମେହର ହତ୍ୟା ମାମଲା: ଗୋବିନ୍ଦ ସାହୁଙ୍କୁ ଜାମିନ୍‌

କଟକ ଅଫିସ,୨୯ା୬: ବହୁଚର୍ଚ୍ଚିତ ମମିତା ମେହର ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କୁ ବୁଧବାର ଜାମିନ୍‌ ମିଳିଛି। ଗୋବିନ୍ଦଙ୍କୁ ୨ ସପ୍ତାହ ପର୍ଯ୍ୟନ୍ତ ଏହି ଜାମିନ ମିଳିଥିବା ଜଣାପଡ଼ିଛି। ତେବେ ଗୋବିନ୍ଦଙ୍କୁ ସର୍ତ୍ତମୂଳକ ଅନ୍ତରୀଣ ଜାମିନ୍‌ ଦେଇଛନ୍ତି

ଭୁବନେଶ୍ବରରୁ ଅପହରଣ ଶିଶୁ ରାଇରଙ୍ଗପୁରରୁ ଉଦ୍ଧାର

ଭୁବନେଶ୍ବର: ଭୁବନେଶ୍ବରରୁ ଅପହରଣ ରାଇରଙ୍ଗପୁର ବହଳଦାରୁ ଉଦ୍ଧାର । ସାଲିଆ ସାହି ନିବାସ ନଗରରେ ରହୁଥିବା ଜଣେ ବିଧବା ଓ ମାନସିକ ଭିନ୍ନକ୍ଷମଙ୍କ ମହିଳାଙ୍କ ତିନି ବର୍ଷର ଶିଶୁ ପୁତ୍ରକୁ ବହଳଦା ବସଷ୍ଟାଣ୍ଡରୁ ଉଦ୍ଧାର କରିଛି ନୟାପଲ୍ଲୀ ଥାନା ପୋଲିସ । ଅପହରଣ ଅଭିଯୋଗରେ ସାଲିଆ ସାହିରେ