Sign in
Sign in
Recover your password.
A password will be e-mailed to you.
ଭିଜିଲାନ୍ସ ପଞ୍ଝାରେ ଅତିରିକ୍ତ CTO, CTGST ପାରାଦୀପ, ପ୍ରକାଶ ଚନ୍ଦ୍ର ସାହୁ
ଭୁବନେଶ୍ୱର: ରାଜ୍ୟରେ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଏହାରି ମଧ୍ୟରେ ଭିଜିଲାନ୍ସ ପଞ୍ଝାରେ ଅତିରିକ୍ତ CTO, CTGST ପାରାଦୀପ, ପ୍ରକାଶ ଚନ୍ଦ୍ର ସାହୁ । ଜଣେ ଡିଲରଙ୍କ ଠାରୁ ୨ ଲକ୍ଷ ଟଙ୍କା ଲାଞ୍ଚ ନେବାବେଳେ ଧରିଛି ଭିଜିଲାନ୍ସ । ପ୍ରଶାନ୍ତଙ୍କ ଘର!-->…
ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ
ଭୁବନେଶ୍ବର: ଭାରତୀୟ ଜନତା ପାର୍ଟି (ବିଜେପି) ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଆଜି ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ବିଜେପି ନେତାମାନେ ବିଭିନ୍ନ ସମସ୍ୟା ଉପରେ ମାନସ ମନ୍ଥନ କରିଛନ୍ତି । ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ସହ ବରିଷ୍ଠ ନେତାମାନେ ବୈଠକରେ ଯୋଗ ଦେଇଥିଲେ । ୨୦୨୪ ପାଇଁ!-->…
୮ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ୟେଲୋୱାର୍ଣ୍ଣିଂ ଜାରି
ଭୁବନେଶ୍ୱର: ସାରା ରାଜ୍ୟରେ ମୌସୁମୀ ବର୍ଷା ଲାଗି ରହିଛି । ମୌସୁମୀ ବର୍ଷାରେ ଭିଜୁଛି ସାରା ଓଡିଶା । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ପ୍ରାୟ ସମସ୍ତ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ହେଲେ ୮ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ନେଇ ଭୁବନେଶ୍ୱର!-->…
ଓଏନଜିସି ହେଲିକାପ୍ଟର ଦୁର୍ଘଟଣା , ଆଜି ପହଞ୍ଚିବ ମୃତ ଓଡ଼ିଆ ଯୁବକଙ୍କର ମରଶରୀର
ଆରବସାଗରରେ ଓଏନସିଜି ହେଲିକପ୍ଟର ଦୁର୍ଘଟଣା ଘଟଣା । ମୃତକଙ୍କ ମଧ୍ୟରେ ଜଣେ ଓଡିଆ ଯୁବକ ରହିଥିବା ଜଣାପଡିଛି । ସେ ହେଉଛନ୍ତି ଜିଓଲୋଜିଷ୍ଟ ସତ୍ୟମ୍ବଦ ପାତ୍ର । ତାଙ୍କ ପୈତୃକ ଘର ଢେଙ୍କାନାଳ ଜିଲ୍ଲା ଭୁବନରେ । ତାଙ୍କର ଗତବର୍ଷ ବାବାହ ହୋଇଥିଲା । ମାଲକାନଗିରି ସଦର ମହକୁମାସ୍ଥିତ ଏଆରସିଏସ!-->…
ଥାନା ଆଗରେ ଆତ୍ମହୁତି ଘଟଣା, ମାନବ ଅଧିକାର କମିଶନଙ୍କ ଦ୍ୱାରସ୍ଥ ହେଲେ ମୃତକଙ୍କ ପୁଅ
ସାଲେପୁର: କଟକ ଜିଲ୍ଲାର କଟକସଦର ବ୍ଲକ ଅଧିନସ୍ତ କିଶନନଗର ଥାନାରେ ଗତ ତା ୨୩ରିଖ ଦିନ ଇସାଣି ବରମପୁର ପଞ୍ଚାୟତ ଅଧିନସ୍ତ ସାଇଁପରୁଆ ଗ୍ରାମର ଗୁଣନିଧି ବିଶୋଇ(୫୫) ବାରମ୍ବାର ଥାନା କୁ ଆସି ନ୍ୟାୟ ନ ମିଳିବାରୁ ଦେହରେ ପେଟ୍ରୋଲ ଢାଳି ଥାନା ପରିସରରେ ଆତ୍ମହୁତି ଦେଇଥିଲେ ଚିକିତ୍ସାଧୀନ!-->…
ହାତୀ ମୃତ୍ୟୁକୁ ନେଇ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା
କଟକ: ହାଇକୋର୍ଟରେ ପହଞ୍ଚିଲା ହାତୀ ମୃତ୍ୟୁ ମାମଲା। ରାଜ୍ୟରେ ଲଗାତାର ଭାବେ ହେଉଥିବା ହାତୀ ମୃତ୍ୟୁ ମାମଲାକୁ ନେଇ ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ରୁଜୁ କରାଯାଇଛି। କଟକ ମଙ୍ଗଳାବାଗ ଅଞ୍ଚଳର ସମାଜସେବୀ ଗୀତା ରାଉତ ଏହି ଜନସ୍ବାର୍ଥ ମାମଲା ରୁଜୁ କରିଛନ୍ତି। ହାତୀ ଶିକାରକୁ ରୋକିବା!-->…
ରାଜ୍ୟରେ ଆଉ ୧୬୧ ଜଣ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୬୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୫ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୬୬ ଜଣ ସ୍ଥାନୀୟ ସଂକ୍ରମିତ । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୨୪ ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
!-->!-->…
ସର୍ବଦଳୀୟ ବୈଠକରେ ନିଷ୍ପତ୍ତି: ଦିନକୁ ୬ ଘଣ୍ଟା ଚାଲିବ ଗୃହ
ଭୁବନେଶ୍ୱର: ବିଧାନସଭା ସୁରୁଖୁରୁରେ ଚଳାଇବା ପାଇଁ ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଆଜି ବସିଥିବା ବୈଠକ ଶେଷ ହୋଇଛି । ବିନା ବାଧାରେ ଗୃହ ଚାଲିବା ପାଇଁ ବୈଠକରେ ଆଲୋଚନା ହୋଇଛି । ଦିନକୁ ୬ ଘଣ୍ଟା ଚାଲିବ ଗୃହ ବୋଲି ନିଷ୍ପତ୍ତି ହୋଇଛି । ଆଗରୁ ୫ ଘଣ୍ଟା ଚାଲୁଥିଲା । ଦୁଇଟି ପର୍ଯ୍ଯାୟରେ ଚାଲିବ!-->…
ଭିଜିଲାନ୍ସ ଜାଲରେ କୋଟିପତି ସହକାରୀ ଯନ୍ତ୍ରୀ
ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ ଯନ୍ତ୍ରୀ । କଟକ ଜିଲ୍ଲା ଡମପଡ଼ା ବ୍ଲକ ସହକାରୀ ଯନ୍ତ୍ରୀ ପ୍ରଭାତ କୁମାର ରାଉତ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ରେଡ୍ କରିଛି । ଭିଜିଲାନ୍ସ ୪ ଜଣ ଡିଏସପିଙ୍କ ନେତୃତ୍ୱରେ ଏକାଧିକ ସ୍ଥାନରେ ଏକକାଳୀନ ରେଡ୍ ଚାଲିଛି । ଚଢ଼ାଉ!-->…
ରଥଯାତ୍ରା ପୂର୍ବରୁ ବଡ଼ଦାଣ୍ଡରେ ସୁରକ୍ଷାକର୍ମୀଙ୍କ ମକଡ୍ରିଲ୍
ପୁରୀ: ଦିନକ ପରେ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା । କରୋନା ପାଇଁ ୨ବର୍ଷ ବିନା ଭକ୍ତରେ ବଡ଼ଦାଣ୍ଡକୁ ଆସିଥିଲେ ମହାପ୍ରଭୁ । କିନ୍ତୁ ଚଳିତ ଥର ଭକ୍ତଙ୍କ ଗହଣରେ ହେବ ଘୋଷଯାତ୍ରା । ରଥଯାତ୍ରା ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ସୁରକ୍ଷା ଦୃଷ୍ଟିରୁ ସବୁ ପ୍ରକାର ଚ୍ୟାଲେଞ୍ଜର ସାମ୍ନା!-->…