Sign in
Sign in
Recover your password.
A password will be e-mailed to you.
ଗୁରୁଣ୍ଡିଆଠାରେ ସୁନ୍ଦରଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନଶୁଣାଣି କାର୍ଯ୍ୟକ୍ରମ…
ସୁନ୍ଦରଗଡ଼ /ରାଉରକେଲା :୧୯ ସେପ୍ଟେମ୍ବର ୨୦୨୨: ସୁନ୍ଦରଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ଗୁରୁଣ୍ଡିଆ ବ୍ଲକ କାର୍ଯ୍ୟାଳୟଠାରେ ଯୁଗ୍ମ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବଣାଇଁର ମାନ୍ୟବର ବିଧାୟକ ଶ୍ରୀଯୁକ୍ତ ଲକ୍ଷ୍ମଣ ମୁଣ୍ଡାଙ୍କ ଉପସ୍ଥିତିରେ ଅନୁଷ୍ଠିତ ଜନଶୁଣାଣିରେ!-->!-->!-->…
୬ ଜିଲାର ମିଶନ ଶକ୍ତି ମା’ମାନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଆଜି ସଂଧ୍ୟାରେ ନବୀନ ନିବାସଠାରେ କଳାହାଣ୍ଡି, ବଲାଙ୍ଗୀର, ସୁବର୍ଣ୍ଣପୁର, ସମ୍ବଲପୁର, ଝାରସୁଗୁଡା ଓ ଅନୁଗୁଳ ଜିଲାର ମିଶନ ଶକ୍ତି ଗୋଷ୍ଠୀର ମା’ମାନେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଥିଲେ। ଏହି ଅବସରରେ ଗତ ଅଗଷ୍ଟ ୧୫ ତାରିଖ ୭୫ତମ ସ୍ବାଧୀନତା ଦିବସ ପାଳନ ଅବସରରେ!-->…
ଉପକୂଳବର୍ତ୍ତୀ ଅଞ୍ଚଳକୁ ଅଧିକ ବିପର୍ଯ୍ୟୟ ସହନଶୀଳ କରାଯିବ: ମୁଖ୍ୟ ଶାସନ ସଚିବ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟରେ ଆରମ୍ଭ କରାଯାଇଥିବା ବିପର୍ଯ୍ୟୟ ନିରୋଧି ପ୍ରଚେଷ୍ଟାକୁ ଦୃଢ଼ୀଭୁତ କରିବା ଦିଗରେ ଅନ୍ୟ ଏକ ପଦକ୍ଷେପ ଭାବେ ରାଜ୍ୟ ସରକାର ନୂତନ କାର୍ଯ୍ୟଯୋଜନା ଆରମ୍ଭ କରିଛନ୍ତି । ମୁଖ୍ୟ ଶାସନ ସଚିବ!-->…
ପାର୍ବଣରେ ସୁରକ୍ଷା ଉପରେ ରହିବ କଡ଼ା ନଜର: ଭୁବନେଶ୍ବର ଡିସିପି
ଭୁବନେଶ୍ବର: ପାର୍ବଣକୁ ଦୃଷ୍ଟିରେ ରଖି କମିସନରେଟ ପୁଲିସ ସୁରକ୍ଷା ବ୍ୟବସ୍ଥା ପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିଛି। ପେଶାଦାର ଅପରାଧୀଙ୍କ ଉପରେ କଡ଼ା ନଜର ରଖିଛି। ଭୁବନେଶ୍ବର ଡିସିିପି ପ୍ରତୀକ ସିଂ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ପୁରା ରାଜଧାନୀର କୋଣ!-->…
ବିଶିଷ୍ଟ କଥାକାର ଗୌରହରି ଦାସ ପାଇବେ ଶାରଳା ପୁରସ୍କାର
ଭୁବନେଶ୍ବର: ବିଶିଷ୍ଟ ସାହିତ୍ୟିକ, ଗାଳ୍ପିକ, ଔପନ୍ୟାସିକ, ସ୍ତମ୍ଭକାର ତଥା କଥାକାର ଗୌରହରି ଦାସ ପାଇବେ ଶାରଳା ପୁରସ୍କାର। ଶାରଳା ପୁରସ୍କାର ବାବଦରେ ତାଙ୍କୁ ଉତ୍ତରୀୟ, ମାନପତ୍ର, ଫଳକ ସହ ୫ଲକ୍ଷ ଟଙ୍କାର ଅର୍ଥରାଶି ପ୍ରଦାନ କରାଯିବ। ତାଙ୍କର ସାହିତ୍ୟ କୃତି ‘ବାଘ ଓ ଅନ୍ୟାନ୍ୟ ଗଳ୍ପ‘!-->…
ଶ୍ରୀମନ୍ଦିରରେ ବିଜେପି ରାଷ୍ଟ୍ରୀୟ ସମ୍ପାଦକ ଦୁଷ୍ୟନ୍ତ ଗୌତମ
ପୁରୀ ୧୯/୦୯: ବିଜେପି ସର୍ବଭାରତୀୟ ସାଧାରଣ ସମ୍ପାଦକ ଦୁଷ୍ୟନ୍ତ ଗୌତମ ସୋମବାର ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ମୁରତିଙ୍କୁ ଦର୍ଶନ କରିଛନ୍ତି। ଅପରାହ୍ଣ ୪ଟା ରେ ଦୁଷ୍ୟନ୍ତ ଶ୍ରୀମନ୍ଦିର ସିଂହଦ୍ଵାରରେ ପହଞ୍ଚିବା ପରେ ତାଙ୍କୁ ପୁରୀ ବିଜେପି ବିଧାୟକ ଜୟନ୍ତ କୁମାର ଷଡଙ୍ଗୀ!-->…
ଧାମନଗର ବିଧାୟକଙ୍କ ବିୟୋଗରେ ଶୋକ, ବନ୍ଦ ରହିବ ଜିଲ୍ଲାର ସବୁ ସ୍କୁଲ୍
ଭଦ୍ରକ ୧୯/୦୯: ପରଲୋକରେ ଧାମନଗର ବିଧାୟକ ବିଷ୍ଣୁ ସେଠୀ । ତାଙ୍କ ବିୟୋଗରେ ସବୁଠି ଶୋକର ଛାୟା ଖେଳିଯାଇଛି । ବିଭିନ୍ନ ନେତୃବୃନ୍ଦରେ ଶୋକ ପାଳନ କରାଯାଉଛି ।
ଏହି ପରିପ୍ରେକ୍ଷୀରେ ଜିଲ୍ଲାରେ ବି ଶୋକ ପାଳନ କରାଯାଉଛି । ଫଳରେ ଜିଲ୍ଲାର ସମସ୍ତ ସ୍କୁଲରେ ପାଠ ପଢା ବନ୍ଦ ରହିଛି । ଧାମନଗର!-->!-->!-->…
୧୦ ବର୍ଷ ହେଲା ନାବାଳିକାମାନଙ୍କୁ ଯୌନ ନିର୍ଯ୍ୟାତନା ଦେଇଆସୁଥିଲେ ଲିଙ୍ଗାୟତ ଗୁରୁ
ବେଙ୍ଗାଲୁରୁ : ଶିଶୁ ଯୌନ ନିର୍ଯ୍ୟାତନା ମାମଲାରେ ଗିରଫ ହୋଇ ଚିତ୍ରଦୁର୍ଗା ଜେଲରେ ବନ୍ଦୀ ଥିବା ଲିଙ୍ଗାୟତ ଧର୍ମଗୁରୁ ଡ. ଶିବମୂର୍ତ୍ତୀ ମୁରୁଗା ଶରଣରୁଙ୍କ ଅପରାଧ ସଂପର୍କରେ ଚାଲିଥିବା ତଦନ୍ତରୁ ଆଉ କେତେକ ନୂଆ ତଥା ଚାଞ୍ଚଲ୍ୟକର ତଥ୍ୟ ମିଳିଛି । ସେ ଗତ ପ୍ରାୟ ଏକ ଦଶନ୍ଧି ଧରି!-->…
ବାଇକ୍ ଡିକି ଭାଙ୍ଗି ୩୦ ହଜାର ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
ଆନନ୍ଦପୁର ୧୯/୦୯: ଆନନ୍ଦପୁର ଉପଖଣ୍ଡ ଘସିପୁରା ଚେକ୍ ଗେଟ୍ ପାଖରୁ ବାଇକ୍ ଡିକିଭାଙ୍ଗି ୩୦ ହଜାର ଟଙ୍କା ଲୁଟ୍ ଅଭିଯୋଗ। ଶରତ ଚନ୍ଦ୍ର ସାହୁଙ୍କ ବାଇକ୍ ଡିକି ଭାଙ୍ଗି ଲୁଟେରା ମାନେ ଏପରି କାଣ୍ଡ ଭିଆଇଛନ୍ତି। ସେ ରାମଚନ୍ଦ୍ରପୁର ଥାନା ଅଧୀନରେ ଥିବା ଗୋଡ଼ିଉପର ଗାଁର ବାସିନ୍ଦା।
!-->!-->!-->…
ବିଶ୍ବପ୍ରସିଦ୍ଧ ଭିତରକନିକାରେ ଦେଶୀୟ ପକ୍ଷୀଙ୍କ ଗଣନା ଶେଷ
ରାଜନଗର : ବିଶ୍ବପ୍ରସିଦ୍ଧ ଭିତରକନିକାରେ ଦେଶୀୟ ପକ୍ଷୀଙ୍କ ଗଣନା ଇତିମଧ୍ୟରେ ଶେଷ ହୋଇଛି। ଚଳିତବର୍ଷ ଦେଶୀୟ ପକ୍ଷୀଙ୍କ ସଂଖ୍ୟା ଗତବର୍ଷଠାରୁ ବୃଦ୍ଧି ପାଇଛି। ଗତବର୍ଷ ଭିତରକନିକାରେ ୧, ୦୮, ୬୩୯ ଦେଶୀୟ ପକ୍ଷୀ ଭିଡ ଜମାଇଥିବା ବେଳେ ଚଳିତବର୍ଷ ଏହି ସଂଖ୍ୟା ୧,୧୬, ୦୭୦କୁ ବୃଦ୍ଧି ପାଇଛି।!-->…