Sign in
Sign in
Recover your password.
A password will be e-mailed to you.
ଭୁଲ୍ ଇଞ୍ଜେକସନ ପାଇଁ ନାବାଳକଙ୍କ ମୃତ୍ୟୁ ଅଭିଯୋଗ; ଆକ୍ରମଣର ଶୀକାର ହେଲେ ଡାକ୍ତର ଓ କର୍ମଚାରୀ
ଭଦ୍ରକ ୧୮/୦୯: ଭୁଲ ଇଞ୍ଜେକସନ୍ ଯୋଗୁ ରୋଗୀଙ୍କ ମୃତ୍ୟୁ ଅଭିଯୋଗ। ଏହି ଅଭିଯୋଗରେ ଜଣେ ଘରୋଇ ଡାକ୍ତରଖାନାର ଡାକ୍ତର ଏବଂ କର୍ମଚାରୀଙ୍କୁ ଆକ୍ରମଣ । ଏପରି ଘଟଣା ଭଦ୍ରକରେ ଗ୍ରାମାଞ୍ଚଳ ଥାନା ଅଧୀନ ଚେକ ଗେଟ ପାଖରେ ଥିବା ଏକ ଘରୋଇ ଡାକ୍ତରଖାନାରେ ଦେଖିବାକୁ!-->…
ପୁଣି ଜଣେ ଛାତ୍ରଙ୍କ ଆତ୍ମହତ୍ୟା
ଭୁବନେଶ୍ବର: ରାଜଧାନୀରେ ପୁଣି ଜଣେ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କଲା ପୁଲିସ। ଲିଙ୍ଗରାଜ ଥାନା ଅଞ୍ଚଳରେ ବନ୍ଦ ଘରୁ ଘର ଭିତରୁ ଜଣେ ଛାତ୍ରଙ୍କ ମୃତ୍ୟଦେହ ପୁଲିସ ଉଦ୍ଧାର କଲା। ମୃତକ ଛାତ୍ର ଜଗତସିଂହପୁର ତିର୍ତ୍ତୋଲ ଅଞ୍ଚଳର ଏବଂ ଏଠାରେ ରହି ସେ ଇଞ୍ଜିନିୟରିଂ ପଢୁଥିଲେ ବୋଲି!-->…
କେନ୍ଦ୍ରୀୟ ପୂଜାକମିଟିର ବିଭିନ୍ନ ପଦପଦବୀ ନିମନ୍ତେ ନିର୍ବାଚନ ଅନୁଷ୍ଠିତ
ସମ୍ପାଦକ ଭାବେ ବରଜା ବିଶ୍ୱାଳ ଓ କୋଷାଧ୍ୟକ୍ଷ ଭାବେ ଆଲୋକ ମହାପାତ୍ର ନିର୍ବାଚିତ
ରାଉରକେଲା ; ରାଉରକେଲା ଅତିରିକ୍ତ ଜିଲ୍ଲାପାଳ ଡ. ଶୁଭଙ୍କର ମହାପାତ୍ରଙ୍କ ନିର୍ଦ୍ଦେଶ କ୍ରମେ ରବିବାର ସମ୍ମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା,ପାନପୋଷ ସ୍ଥିତ ସଭାଗୃହରେ କେନ୍ଦ୍ରୀୟ ପୂଜା କମିଟିର!-->!-->!-->!-->!-->…
ସ୍ୱଚ୍ଛତା ଏବଂ ଶ୍ରମଦାନ କାର୍ଯ୍ୟକ୍ରମ
ଫୁଲବାଣୀ : କନ୍ଧମାଳ ଜିଲ୍ଲା ଅଧିନସ୍ଥ ଖଜୁରୀପଡା ବ୍ଲକର ମା ବରାଳଦେବୀ ମନ୍ଦିର ପରିସର, ପିଲାସାଲୁଁକି ଡେମ, ଓ ପକାଡଝର ପର୍ଯ୍ୟଟନ ସ୍ଥଳୀ ପରିସର ମଧ୍ୟରେ ଫୁଲବାଣୀ ନେହରୁ ଯୁବ କେନ୍ଦ୍ର ତରଫରୁ ସ୍ୱଚ୍ଛତା ଏବଂ ଶ୍ରମଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ଏହି ପର୍ଯ୍ୟଟନ ସ୍ଥଳୀକୁ ଜିଲ୍ଲା!-->…
ଅକ୍ଟୋବର ୩୧ରୁ ଓଡ଼ିଶାରେ ‘ଭାରତ ଯୋଡ଼ୋ’ ଯାତ୍ରା
ଭୁବନେଶ୍ୱର : ଅକ୍ଟୋବର ୩୧ରୁ ଆରମ୍ଭ ହେବ ‘ଭାରତ ଯୋଡ଼ୋ’ ଯାତ୍ରା । ଭୁବନେଶ୍ୱର ଇନ୍ଦିରା ପାର୍କରୁ ଆରମ୍ଭ ହେବ ‘ଭାରତ ଯୋଡ଼ୋ’ ଯାତ୍ରା । ଏହା ପ୍ରାୟ ଶହେ ଦିନ ଯାଏଁ ହେବ । ୨୨୫୦ କିଲୋମିଟର ପଦଯାତ୍ରା ହେବ। ୨୦ ସଂସଦୀୟ କ୍ଷେତ୍ରରେ ହେବ ଏହି ଯାତ୍ରା। ଏଥିରେ ବିଭିନ୍ନ!-->…
ଦମ୍ପତିଙ୍କୁ ବଞ୍ଚାଇବାକୁ ଯାଇ ପୋଡି ଯାଇଥିବା ଶାନ୍ତିଙ୍କୁ କିଏ ହେବ ସାହା ?
ବୁଗୁଡ଼ା (୧୮/୦୯) : ବୁଗୁଡ଼ା ଥାନା କରଚୁଲି ପଞ୍ଚାୟତ ଅନ୍ତର୍ଗତ ବଡ଼ତଣ୍ଡା ଗ୍ରାମରେ ନିଆଁରେ ପୋଡି ହୋଇ ମୃତ୍ୟୁ ବରଣ କରିଥିବା ଦମ୍ପତିଙ୍କ ଗତକାଲି ରାତ୍ରିରେ ଗାଁରେ ଶବ ପହଞ୍ଚିବା ପରେ ଶୋକାକୁଳ ପରିବେଶରେ ଗାଁ ମଶାଣିରେ ଶେଷ କୃତ୍ୟ ସମ୍ପର୍ଣ୍ଣ ହୋଇଥିଲା l ଏବେ ଘରେ ପଡି ଛଟପଟ ହେଉଛି!-->…
ରତ୍ନଭଣ୍ଡାର ଖୋଲିବା ନେଇ ବିଜୟ ମହାପାତ୍ରଙ୍କ ଦାବୀ
ଭୁବନେଶ୍ୱର : ରତ୍ନଭଣ୍ଡାର ଖୋଲିବା ନେଇ ବରିଷ୍ଠ ବିଜେପି ନେତା ତଥା ପୂର୍ବତନ ଆଇନ ମନ୍ତ୍ରୀ ବିଜୟ ମହାପାତ୍ର ସାମ୍ବାଦିକ ସମ୍ମିଳନୀରେ ଦାବୀ କରିଛନ୍ତି । ସେ କହିଛନ୍ତି ନିକଟରେ ଆମିକ୍ୟସ କ୍ୟୁରି କୋର୍ଟଙ୍କ ନିର୍ଦ୍ଦେଶରେ ପୁରୀ ଆସିଥିଲେ। ସେ ଅନୁଭବ କରିଛନ୍ତି ସୁରକ୍ଷା ଓ!-->…
ସାଧନକେନ୍ଦ୍ରସ୍ତରୀୟ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି ମେଳା
କନ୍ଧମାଳ : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ବାଲନ୍ଦାପଡା ପଞ୍ଚାୟତର ବଉପାଙ୍ଗା ଠାରେ ସାଧନ କେନ୍ଦ୍ର ସ୍ତରୀୟ ଏକ ଦୁଇଦିନିଆ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତ ମେଳା ଅନୁଷ୍ଠିତ ହୋଇଯାଇଛି। ଦୁଇଦିନ ଧରି ବାଲନ୍ଦାପଡା ଓ ଲୁଇସିଂ ପଞ୍ଚାୟତ ଅଧୀନରେ ଥିବା ସ୍କୁଲ ମାନଙ୍କର ଶିକ୍ଷକ ଶିକ୍ଷୟିତ୍ରୀ!-->…
କଟକ କାଠଯୋଡ଼ି ନଦୀ ପୋଲ ଉପରୁ ଡେଇଁଲେ ମହିଳା
କଟକ: ନଦୀକୁ ଡେଇଁଲେ ମହିଳା। କଟକ କାଠଯୋଡ଼ି ନଦୀ ପୋଲ ଉପରୁ ଡେଇଁ ପଡ଼ିଥିଲେ ଜଣେ ମହିଳା। ତାଙ୍କୁ ଉଦ୍ଧାର କରିବାକୁ ସ୍ଥାନୀୟ ଲୋକେ ପ୍ରୟାସ କରିଥିଲେ। ଏକ ଦଉଡ଼ି ସାହାଯ୍ୟରେ ତାଙ୍କୁ ଉଦ୍ଧାର କରାଯାଇଥିବା ଜଣାପଡ଼ିଛି। କେଉଁ କାରଣରୁ ମହିଳା ଜଣକ ନଦୀକୁ ଡେଇଁଥିଲେ ତାର କାରଣ!-->…
ଦାରିଙ୍ଗବାଡ଼ି ତହସିଲ ପରିସରରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ
ଦାରିଙ୍ଗବାଡ଼ି, (୧୮/୯) : ରବିବାର ଦିନ ଦାରିଙ୍ଗବାଡ଼ି ତହସିଲ କାର୍ଯ୍ୟାଳୟ ପରିସରରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। ତହସିଲଦାର ଅଶୋକ କୁମାର ଦାଶଙ୍କ ତତ୍ତ୍ୱବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ରେ ବିଡ଼ିଓ ଗଦାଧର ପାତ୍ର ଉପସ୍ଥିତ ରହି ଚାରା!-->!-->!-->…