ଚୌଦ୍ବାର ଅଟୋ ଡ୍ରାଇଭର୍‌ଙ୍କ ମୃତ୍ୟୁର ପର୍ଦ୍ଦାଫାସ

କଟକ/ଚୌଦ୍ବାର: ଚୌଦ୍ବାରର ଅଟୋ ଡ୍ରାଇଭର୍ ଲୋକନାଥ ବିଶ୍ବାଳଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ପର୍ଦ୍ଦାଫାସ କରିଛି ଚୌଦ୍ବାର ଥାନା ପୁଲିସ। ସୂଚନା ଅନୁଯାୟୀ ବିରୂପା ବ୍ରିଜ ନିକଟରେ ଏକ ପିକ୍ ଅପ୍ ବୋଲେରୋ ଧକ୍କା ଦେବାରୁ ଲୋକନାଥ ରାସ୍ତାରେ ଛିଟିକି ପଡ଼ିଥିଲେ। ସେ ଉକ୍ତ ପିକ୍ ଅପ୍

ଦ୍ରୌପଦୀ ମୁର୍ମୁଙ୍କ ପ୍ରାର୍ଥୀତ୍ୱ କଥା ଆଗରୁ ଜାଣିଥିଲେ ନବୀନ

ଭୁବନେଶ୍ୱର: ଦେଶର ସର୍ବୋଚ୍ଚ ପଦବୀରେ ବସିବାକୁ ଯାଉଛନ୍ତି ଜଣେ ଓଡିଆ । ଆଗାମୀ ରାଷ୍ଟ୍ରପତି ନିର୍ବାଚନ ପାଇଁ ଓଡିଶାର ଦ୍ରୌପଦୀ ମୁର୍ମୁଙ୍କୁ ପ୍ରାର୍ଥୀ କରିଛି NDA । ଆଉ ଗତକାଲି (ମଙ୍ଗଳାବର) ଏହି ଖବର ପ୍ରକାଶ ପାଇବା ପରେ ଟ୍ବିଟ କରି ଦ୍ରୌପଦୀ ମୁର୍ମୁଙ୍କୁ ଶୁଭେଚ୍ଛା ଜଣାଇଛଥିଲେ

ଗୋରେଖନାଥଙ୍କ ହୁଣ୍ଡି ଭାଙ୍ଗି ଲୁଟିନେଲେ ଲକ୍ଷାଧିକ ଟଙ୍କା

ଜଗତସିଂହପୁର: ଗୋରେଖନାଥଙ୍କ ହୁଣ୍ଡି ଭାଙ୍ଗି ଲକ୍ଷାଧିକ ଟଙ୍କା ନେଇଗଲେ ଦୁର୍ବୃତ୍ତ। ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ଥାନା ଅନ୍ତର୍ଗତ କେରେକେରାର ଶୈବପୀଠ ଗୋରେଖନାଥଙ୍କ ହୁଣ୍ଡିରୁ ଲକ୍ଷାଧିକ ଟଙ୍କା ଦୁର୍ବୃତ୍ତମାନେ ଚୋରି କରି ନେଇ ଯାଇଥିବା ଅଭିଯୋଗ ହୋଇଛି। ସିସିଟିଭିରେ ଦୁର୍ବୃତ୍ତମାନେ

ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ପ୍ରାର୍ଥୀ ହେବା ରାଜ୍ୟ ପାଇଁ ଗର୍ବର ବିଷୟ: ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଏନଡ଼ିଏର ରାଷ୍ଟ୍ରପତି ପ୍ରାର୍ଥିନୀ ଭାବରେ ଘୋଷଣା ହେବା ଆମ ରାଜ୍ୟ ଓଡ଼ିଶା ପାଇଁ ଗର୍ବର ବିଷୟ ବୋଲି କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀମତୀ ମୁର୍ମୁଙ୍କୁ ଟ୍ୱିଟ କରି ଶୁଭେଚ୍ଛା ଜଣାଇଛନ୍ତି

ରଥ ଯାତ୍ରା ପାଇଁ ପୁରୀରେ କରାଯିବ ବ୍ୟାପକ ଟିକାକରଣ: ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର: ଆଗକୁ ରଥ ଯାତ୍ରା ଆସୁଛି । ପୁରୀରେ ଲକ୍ଷ ଲକ୍ଷ ଲୋକଙ୍କ ସମାଗମ ହେବାର ସମ୍ଭାବନା ରହିଛି । ତେଣୁ ପୁରୀରେ ଅଧିକ ଟୀକାକରଣ କରିବାକୁ ପୁରୀ ପ୍ରଶାସନକୁ ଅବଗତ କରାଯାଇଛି । ଯେଉଁମାନେ ଦ୍ୱିତୀୟ ଡୋଜ ବା ପ୍ରିକସନ ଡୋଜ ନେଇନାହାନ୍ତି ସେମାନଙ୍କୁ ଏକ ସ୍ୱତନ୍ତ୍ର କ୍ୟାମ୍ପ କରି ଟୀକା

ଦ୍ରୌପଦୀ ମୁର୍ମୁଙ୍କୁ ୨୪ ଘଣ୍ଟିଆ ‘ଜେଡ୍ ପ୍ଲସ୍’ ସୁରକ୍ଷା

ନୂଆଦିଲ୍ଲୀ,୨୨/୬ : NDAର ରାଷ୍ଟ୍ରପତି ପ୍ରାର୍ଥୀ ହେବା ପରେ ଦୌପଦୀ ମୁର୍ମୁଙ୍କୁ ୨୪ ଘଣ୍ଟିଆ ଜେଡ୍ ପ୍ଲସ୍ ସୁରକ୍ଷା ଯୋଗାଇ ଦିଆଯାଇଛି । କେନ୍ଦ୍ର ସରକାର ତାଙ୍କୁ ଜେଡ୍ ପ୍ଲସ ସୁରକ୍ଷା ବ୍ୟବସ୍ଥା କରିଛନ୍ତି। ତାଙ୍କ ନିରାପତ୍ତା ନିମନ୍ତେ 'ସିଆର୍ ପିଏଫ୍ ' କମାଣ୍ଡୋ ମୁତୟନ କରାଯାଇଛି ।

ଯାଜପୁର ତହସିଲର ସେକ୍ସନ ଅଫିସର ଗିରଫ

ଯାଜପୁର: ୨୦୦୬ରୁ ୨୦୧୬ ମସିହା ମଧ୍ୟରେ ଯାଜପୁର ତହସିଲରେ ୪ କୋଟି ୯୫ଲକ୍ଷ ଟଙ୍କା ଦୁର୍ନୀତି ମାମଲାର ଅର୍ଥ ଅପବ୍ୟବହାର ଘଟଣାରେ ଯାଜପୁର ଭିଜିଲାନ୍ସ ଦ୍ୱାରା ଅଜୟ କୁମାର ସାହୁ ଗିରଫ ହୋଇଛନ୍ତି। ଏସେ ସେ ବିଂଝାରପୁର ତହସିଲରେ ସେକ୍ସନ ଅଫିସର ଭାବେ କାର୍ଯ୍ୟରତ ଅଛନ୍ତି। ପୂର୍ବରୁ ସେ ଯାଜପୁର

ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ଦେବ ବିଜେଡି

ଭୁବନେଶ୍ବର: ଦ୍ରୌପଦୀ ମୁର୍ମୁଙ୍କୁ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ କରିବା ପ୍ରସଙ୍ଗରେ ବିଜେଡି ସାଂସଦ ଅମର ପଟ୍ଟନାୟକ ପ୍ରତିକ୍ରିୟା ରଖିଛନ୍ତି। ବିଜେଡି ସମର୍ଥନ ଦେବ ବୋଲି ପରୋକ୍ଷରେ ସେ ସଂକେତ ଦେଇଛନ୍ତି।ଅମର ପଟ୍ଟନାୟକ କହିଛନ୍ତି, ମୁଖ୍ୟମନ୍ତ୍ରୀ ଏବେ ବିଦେଶ ଗସ୍ତରେ ଅଛନ୍ତି। କିନ୍ତୁ

ବିଜୁଳି ଓ ଘଡ଼ଘଡ଼ି ସହ ରାଜଧାନୀରେ ପ୍ରବଳ ବର୍ଷା

ଭୁବନେଶ୍ୱର: ମୌସୁମୀର ଆଗମନ ପରେ ପ୍ରବଳ ବର୍ଷା। ରାଜଧାନୀରେ ସକାଳୁ ପାଗ ଖରାଟିଆ ଥିଲା। ମଧ୍ୟାହ୍ନରେ ଆକାଶ ମେଘାଚ୍ଛନ ହେବା ସହ ମାଡ଼ି ଆସିଥିଲା ବର୍ଷା। ପ୍ରବଳ ବର୍ଷାରେ ହଠାତ ରାଜଧାନୀରେ ଯାନବାହନ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ମୌସୁମୀର ଆଗମନ ପରେ ଗତ ଦୁଇ ତିନି ଦିନ ଧରି

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ: ସମସ୍ତ ମାମଲା ରଦ୍ଦ କଲେ ହାଇକୋର୍ଟ

କଟକ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲାକୁ ହାଇକୋର୍ଟ ରଦ୍ଦ କରିଛନ୍ତି। ମାମଲାରେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଆସି ସାରିଥିବାରୁ ଦାୟର ସମସ୍ତ ମାମଲାର ଶୁଣାଣି କରି ହାଇକୋର୍ଟ ଏହାକୁ ରଦ୍ଦ କରିଛନ୍ତି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ଆଉ କିଛି ପ୍ରାସଙ୍ଗିକତା ନଥିବା ହାଇକୋର୍ଟ