ବିଏମସି କମିଶନର ଭାବେ ଦାୟିତ୍ବ ଗ୍ରହଣ କଲେ ଆଇଏଏସ୍ ବିଜୟ ଅମୃତ କୁଲାଙ୍ଗେ

ଭୁବନେଶ୍ବର: ଲୋକଙ୍କ ଜିଲ୍ଲାପାଳ ଭାବେ ପରିଚିତ ଆଇଏଏସ୍ ବିଜୟ ଅମୃତ କୁଲାଙ୍ଗେ ଏବେ ବିଏମସି କମିଶନର ଭାବେ ଦାୟିତ୍ବ ଗ୍ରହଣ କରିଛନ୍ତି । ଗଞ୍ଜାମ ଜିଲ୍ଲାପାଳ ରହିବା ସମୟରେ ସେ ଅନେକ ଚ୍ୟାଲେଞ୍ଜକୁ ଦୃଢତାର ସହ ମୁକାବିଲା କରିଛନ୍ତି । କରୋନା ମହାମାରୀର ସବୁଠୁ ଅଧିକ ପ୍ରଭାବ ଗଞ୍ଜାମରେ

ଛତିଶା ନିଯୋଗର ବରିଷ୍ଠ ସେବାୟତଙ୍କୁ ନେଇ ଏସ୍‌ପିଙ୍କ ବୈଠକ

ପୁରୀ : ଘୋଷଯାତ୍ରାକୁ ଆଉ ମାତ୍ର ୧୦ଦିନ ବାକିଥିବା ବେଳେ ପ୍ରଶାସନିକ ସ୍ତରରେ ବ୍ୟାପକ ପ୍ରସ୍ତୁତି ଚାଲିଛି । ଏସପିଙ୍କ କାର୍ଯ୍ୟାଳୟରେ ଛତିଶା ନିଯୋଗର ବରିଷ୍ଠ ସେବାୟତଙ୍କୁ ନେଇ ବୈଠକ କରାଯାଇଛି। ପୋଲିସ ଓ ସେବାୟତଙ୍କ ମଧ୍ୟରେ କିଭଳି ଉତ୍ତମ ସମନ୍ବୟ ରଖାଯାଇ ଶୃଙ୍ଖଳିତ ରଥଯାତ୍ରା

ହାତୀ କଙ୍କାଳ ମିଳିବା ମାମଲାରେ ଫରେଷ୍ଟ ଗାର୍ଡ ନିଲମ୍ୱିତ

ଆଠଗଡ଼ : ହାତୀ କଙ୍କାଳ ମିଳିବା ମାମଲାରେ ବନ ବିଭାଗ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଫରେଷ୍ଟ ଗାର୍ଡ ପ୍ରଭାତ ପ୍ରଧାନଙ୍କୁ ଚାକିରିରୁ ନିଲମ୍ବିତ କରିଛି। ଏଥିସହ ତାଙ୍କୁ ଗିରଫକରି କୋର୍ଟ ଚାଲାଣ କରିଛି ବନ ବିଭାଗ। ଗତ ୧୪ ତାରିଖରେ ଆଠଗଡ ବନ ବିଭାଗ ପକ୍ଷରୁ ହାତୀ କଙ୍କାଳ ଉଦ୍ଧାର

କୃତ୍ରିମ ଜଙ୍ଗଲ ପାଇଁ ନିଜର ୨୦ଏକରରୁ ଉର୍ଦ୍ଧ୍ବ ଜମି ଦାନ କଲେ ଦେବାନନ୍ଦ

ମାଲକାନଗିରି : ଆଜିର ସ୍ୱାର୍ଥପର ସମାଜରେ ମାତ୍ର କେଇହାତ ଜାଗା ପାଇଁ ଭାଇ ଭାଇ ହେଉ କି ସାହି ପଡ଼ିଶା ଭିତରେ ହଣା କଟା ହେଉ ଥିବା ନଜିର ରହିଛି । ମାଲକାନଗିରି ଭଳି ଆଦିବାସୀ ବହୁଳ ଜିଲ୍ଲାରେ ଜଂଗଲ ଜମି ପଟ୍ଟା ପାଇଁ ହଜାର ହଜାର ଏକର ଜମି ସରକାରଙ୍କ ଠାରୁ ବନବାସୀ ବା ଆଦିବାସୀଙ୍କୁ

କଂଗ୍ରେସ କର୍ମୀଙ୍କ ଉନ୍ମତ୍ତ କାଣ୍ଡ, ଥାନା ଭିତରେ ଧସେଇ ପଶିଲେ

ମାଲକାନଗିରି : ଶହ ଶହ ସଂଖ୍ୟାରେ କଂଗ୍ରେସ କର୍ମୀ ହାତରେ ମାରଣାସ୍ତ୍ର ଧରି ଥାନା ପରିସରକୁ ଧଶେଇ ପଶିବା ସହ ସେଠାରେ ଘଟାଇଛନ୍ତି ଲଙ୍କାକାଣ୍ଡ । ଆଜି ଏଭଳି ଚିତ୍ର ଦେଖିବାକୁ ମିଳିଛି ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଥାନା ପରିସରରେ । ଆନ୍ଦୋଳନକାରୀ ମାନେ ଥାନା ପରିସରରେ ଥିବା

ଘରକୁ ଘର ବୁଲି କରୋନା ରୋଗୀଙ୍କୁ ଚିହ୍ନଟ କରାଯିବ: ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇଥିବା ବେଳେ ଏବେ ପୁଣି ଥରେ ଉପର ମୁହାଁ ହୋଇଛି ସଂକ୍ରମଣ । ରାଜ୍ୟରେ ଏବେ ୫୦ ମୁହାଁ ଦୈନିକ ସଂକ୍ରମଣ । ତେବେ ରାଜ୍ୟରେ କରୋନା ସ୍ଥିତି ନିୟନ୍ତ୍ରଣ ପାଇଁ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ପ୍ରତିକ୍ରିୟା ରଖିଛନ୍ତି । ପୁରୁଣା

ପାଷ୍ଟର ତାଲିମ ପ୍ରମାଣ ପତ୍ର ପ୍ରଦାନ ସମ୍ମିଳନୀ

ଦାରିଙ୍ଗବାଡ଼ି,(୨୦/୬) : ଦାରିଙ୍ଗବାଡ଼ି ପାଷ୍ଟର ଆସୋସିଏସନ ସଭାଗୃରେ ପାଷ୍ଟର ତାଲିମ ପ୍ରମାଣ ପତ୍ର ପ୍ରଦାନ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । କରୋନା ସଂକ୍ରମଣ କାରଣରୁ ବାଇବଲ ସ୍ନାତକ ପାଷ୍ଟର ତାଲିମ ଦୂରଶିକ୍ଷା ମାଧ୍ୟମରେ ବ୍ଳକ ଏକଶହ ପାଷ୍ଟର ନାମ ଲେଖାଇ ଅନଲାଇନରେ ସ୍ନାତକ ବାଇବଲ

ମାହାଙ୍ଗା ଡବଲ ମର୍ଡର ଘଟଣା, କୋର୍ଟରେ ଅପ୍‌ ଟୁ ଡେଟ୍ କେସ୍‌ ଡାଏରୀ ଦାଖଲ !

ସାଲେପୁର: ମାହାଙ୍ଗା ଡବଲ ମର୍ଡର ଘଟଣା। ଜେଏମ୍ଏଫସି କୋର୍ଟଙ୍କ ନିର୍ଦ୍ଦେଶ ମୁତାବିକ ମାହାଙ୍ଗା ଥାନା ପକ୍ଷରୁ ସାଲେପୁର ଏସ୍‌ଡିପିଓ ଅପ ଟୁ ଡେଟ କେସ୍‌ ଡାଏରି ଦାଖଲ କରିଛନ୍ତି । କୋର୍ଟରେ ଏହିସବୁ ଦସ୍ତାବିଜ ଦାଖଲ କରାଯାଇଛି । ଖବର ଅନୁଯାୟୀ, ଗତ ୧୩ ଜୁନରେ ସାଲେପୁର ଜେଏମ୍‌ଏଫ୍‌ସି

ଭୁବନେଶ୍ୱର ଇଡି ଅଫିସରେ କଂଗ୍ରେସର ସତ୍ୟାଗ୍ରହ

ଭୁବନେଶ୍ବର: ରାହୁଲ ଗାନ୍ଧୀଙ୍କୁ ଇଡିର ସମନକୁ ରାଜଧାନୀରେ ବିରୋଧ । ତାତିଲେ ରାଜ୍ୟ କଂଗ୍ରେସର କର୍ମୀ । ଭୁବନେଶ୍ୱର ଇଡି ଅଫିସ ଆଗରେ ବିକ୍ଷୋଭ ସହ ଧସେଇ ପଶିବାକୁ ଉଦ୍ୟମ । କଂଗ୍ରେସ କର୍ମୀଙ୍କ ହୋ ହାଲ୍ଲା କରୁଥିବା ବେଳେ ପୋଲିସ ସହ ଧସ୍ତାଧସ୍ତି । ଇଡି ଅଫିସକୁ ପଶିବାକୁ ଉଦ୍ୟମ ବେଳେ ୩୦ରୁ

ଟିକା ନେଇଥିଲେ ବି ମାସ୍କ ପିନ୍ଧନ୍ତୁ : ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ବର ୨୦।୬: ରାଜ୍ୟରେ ଏବେ କୋଭିଡ୍ ସଂକ୍ରମଣ ଧୀରେ ଧୀରେ ବଢୁଛି । ଭୟଙ୍କର ସ୍ଥିତି ନାହିଁ ବୋଲି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି । ସେ ଆହୁରି କହିଛନ୍ତି, ନିଜର ସୁରକ୍ଷା ନିଜେ ନିଅନ୍ତୁ । ଭିଡ଼ ସ୍ଥାନକୁ ଯାଆନ୍ତୁ ନାହିଁ । ଭିଡ ସ୍ଥାନକୁ ଯାଉଥିଲେ ମାସ୍କ