Sign in
Sign in
Recover your password.
A password will be e-mailed to you.
ସେବା ସଂକଳ୍ପ ଅଭିଯାନ: ଯୁବମୋର୍ଚ୍ଚାର ରକ୍ତଦାନ ଶିବିରରୁ ୧୧୨ ୟୁନିଟ୍ ରକ୍ତ ସଂଗ୍ରହ, ୨୦୦ରୁ ଊର୍ଦ୍ଧ୍ୱଙ୍କ ଚକ୍ଷୁ…
ବ୍ରହ୍ମପୁର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନସେବା ତଥା ସୁଶାସନର ବାର୍ତ୍ତାକୁ ପାଥେୟ କରି ଭାରତୀୟ ଜନତା ପାର୍ଟି ପକ୍ଷରୁ ସେପ୍ଟେମ୍ବର ୧୭ରୁ ଅକ୍ଟୋବର ୧୭ ପର୍ଯ୍ୟନ୍ତ 'ସେବା ସଂକଳ୍ପ ଅଭିଯାନ' ପାଳନ କରାଯାଉଛି। ଏହି ପରିପ୍ରେକ୍ଷୀରେ ଆଜି ସେବା ଭାରତୀ ସମେତ ବିଜେପି!-->…
ସାଳନ୍ଦୀରେ ପୁଣି ବନ୍ୟା, ୫ ଦିନ ହେଲା ଜଳବନ୍ଦୀ ୪୦ରୁ ଅଧିକ ପରିବାର
ଭଦ୍ରକ: ସାଳନ୍ଦୀ ନଦୀରେ ଆସିଥିବା ଷଷ୍ଠ ବନ୍ୟା ଯୋଗୁଁ ବେହାଲ ହୋଇପଡ଼ିଛି ଭଦ୍ରକ ଜିଲ୍ଲା । ତିହିଡି ବ୍ଲକ ବାରସର ପଞ୍ଚାୟତର ୪ଟି ଗାଁର ଲୋକେ ଗତ ୫ ଦିନ ହେବ ଜଳବନ୍ଦୀ ଜୀବନ ବିତାଉଛନ୍ତି । ବନ୍ୟା ପାଣି ଘେରରେ ରହିଛନ୍ତି ୪୦ରୁ ଅଧିକ ପରିବାର ।
ଗାଁକୁ ଯାତାୟାତ କରୁଥିବା ରାସ୍ତା!-->!-->!-->…
କନ୍ଧମାଳ ଜିଲ୍ଲାରେ ଟିପିଏସ୍ଓଡିଏଲ୍ ପକ୍ଷରୁ ‘ସୋଲାର ରଥ’ର ଶୁଭାରମ୍ଭ
ପିଏମ୍ ସୂର୍ଯ୍ୟ ଘର ମୁଫ୍ତ ବିଜୁଳି ଯୋଜନା ବାବଦରେ ସଚେତନ କରିବ ‘ସୋଲାର ରଥ’
ଫୁଲବାଣୀ : ସ୍ୱଚ୍ଛ ଓ ନବୀକରଣଯୋଗ୍ୟ ଶକ୍ତିର ବାର୍ତ୍ତାକୁ ଜନସାଧାରଣଙ୍କ ନିକଟରେ ପହଞ୍ଚାଇବା ଉଦ୍ଦେଶ୍ୟରେ, ମାସବ୍ୟାପୀ ‘ସେବା ସେତୁ ଅଭିଯାନ’ ଅଧୀନରେ କନ୍ଧମାଳ ଜିଲ୍ଲାର ଫୁଲବାଣୀଠାରେ ଟିପି!-->!-->!-->!-->!-->!-->!-->…
ଗଞ୍ଜାମରୁ ବିଶ୍ୱ ବଜାରକୁ କୃଷିଜାତ ଉତ୍ପାଦ ରପ୍ତାନି ପାଇଁ ରପ୍ତାନିମୁଖୀ କ୍ଷମତା ବିକାଶ କାର୍ଯ୍ୟକ୍ରମ : ସମ୍ଭାବନାକୁ…
ଗଞ୍ଜାମରୁ ରପ୍ତାନି ବୃଦ୍ଧି ପାଇଁ ଗଠନ ହେବ ଜିଲ୍ଲାସ୍ତରୀୟ ରପ୍ତାନି ପ୍ରୋତ୍ସାହନ ପରିଷଦ
ଛତ୍ରପୁର : ଗଞ୍ଜାମ ଜିଲ୍ଲାର କୃଷି ଓ କୃଷିଜାତ ଉତ୍ପାଦକୁ ଜାତୀୟ ଓ ଅନ୍ତର୍ଜାତୀୟ ବଜାର ସହ ସଂଯୋଗ କରିବା ଏବଂ କୃଷକ ଉତ୍ପାଦକ ସଂଗଠନ, କୃଷକ ଉତ୍ପାଦକ କମ୍ପାନୀ ଓ ପ୍ରଗତିଶୀଳ ଚାଷୀମାନଙ୍କୁ!-->!-->!-->!-->!-->…
ଗଞ୍ଜାମରେ ଝାଡ଼ାବାନ୍ତି ଆତଙ୍କ: ୨ ମୃତ, ୬ ଆକ୍ରାନ୍ତ
ସୋରଡ଼ା: ଗଞ୍ଜାମ ଧରାକୋଟ ପଟାଶାଳ ମଳିକ ସାହିରେ ଝାଡ଼ାବାନ୍ତିର ଆତଙ୍କ ଦେଖିବାକୁ ମିଳିଛି । ଝାଡ଼ାବାନ୍ତିରେ ୬ ଜଣ ଆକ୍ରାନ୍ତ ହୋଇଥିବାବେଳେ ୨ ଜଣଙ୍କର ମୃତ୍ୟୁ ହୋଇଛି । ଆକ୍ରାନ୍ତ ମାନଙ୍କୁ ବ୍ରହ୍ମପୁର MKCGରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। କାହିଁକି ବ୍ୟାପିଲା!-->…
ବନମଣ୍ଡଳସ୍ତରୀୟ ବନ୍ୟପ୍ରାଣୀ ସପ୍ତାହ ସଚେତନତା ସମ୍ମିଳନୀ
୪ ଜିଲ୍ଲାରୁ ୭ ଜଣଙ୍କୁ ମୁଖ୍ୟମନ୍ତ୍ରୀ ବନ୍ୟପ୍ରାଣୀ ସଂରକ୍ଷଣ ସମ୍ମାନ
ବ୍ରହ୍ମପୁର : ୭୨ତମ ବନ୍ୟପ୍ରାଣୀ ସପ୍ତାହ - ୨୦୨୬ ପାଳନ ଅବସରରେ ସପ୍ତାହବ୍ୟାପୀ ବନ ମଣ୍ଡଳ ସ୍ତରୀୟ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ ହେଉଛି l ଏହି କ୍ରମରେ ପରିବେଶବିତ୍, ପ୍ରକୃତିପ୍ରେମୀ, ପକ୍ଷୀ ଗବେଷକ, ସବୁଜ!-->!-->!-->…
ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ହ୍ରାସ: ବନ୍ଦ ହେଲା ୧୩ ଗେଟ୍
ଭୁବନେଶ୍ବର : ସମ୍ପ୍ରତ୍ତି ମହାନଦୀର ଉପରମୁଣ୍ଡରୁ ବନ୍ୟାଜଳ ପ୍ରବାହ ହ୍ରାସ ପାଇବାରୁ ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ମଧ୍ୟ କ୍ରମଶଃ ହ୍ରାସ ପାଇଛି। ତେଣୁ ହୀରାକୁଦ ଜଳଭଣ୍ଡାରର ପୂର୍ବରୁ ଖୋଲାଥିବା ୧୫ଟି ସ୍ଲୁଇସ୍ ଗେଟ୍ ମଧ୍ୟରୁ ଗୁରୁବାର ସକାଳେ ୩ ପର୍ଯ୍ୟାୟରେ ୧୩ଟି!-->…
ଘରେ ପଶି ବନ୍ଧୁକ ମୁନରେ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ, ଜଣେ ଅଟକ
ଭୁବନେଶ୍ୱର: ରାଜଧାନୀରେ ମାତିଛନ୍ତି ମାସ୍କ ମ୍ୟାନ୍ । ଘରେ ପଶି ବନ୍ଧୁକ ମୁନରେ ଲୁଟ୍ କଥା ତ ଶୁଣିଥିବେ, ହେଲେ ଏବେ ଘରେ ପଶି ଯୁବତୀଙ୍କୁ ଦୁଷ୍କମ ର୍ କରିଥିବା ଆସିଛି ସଙ୍ଗୀନ ଅଭିଯୋଗ । ଘଟଣା ଘଟିଛି ନୟାପଲ୍ଲୀ ଥାନା ବେହେରା ସାହି ଅଂଚଳରେ । ବୁଧବାର ବିଳମ୍ବିତ ରାତିରେ ଜଣେ ମୁଖାପିନ୍ଧା!-->…
ଛାତ୍ର ସଂସଦ ନିର୍ବାଚନ ନେଇ ଚୂଡ଼ାନ୍ତ ହୋଇନି ନିଷ୍ପତ୍ତି: ଉଚ୍ଚଶିକ୍ଷା ମନ୍ତ୍ରୀ
ଭୁବନେଶ୍ୱର: ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ଖୁବଶୀଘ୍ର ହେବା ନେଇ ଚର୍ଚ୍ଚା ହେଉଥିବା ବେଳେ ଆଜି ଏଥିରେ ପୂର୍ଣ୍ଣଚ୍ଛେଦ ଟାଣିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। ସେ କହିଛନ୍ତି, “ଛାତ୍ର ସଂସଦ ନିର୍ବାଚନ ନେଇ କୌଣସି ନିଷ୍ପତ୍ତି ଚୂଡ଼ାନ୍ତ ହୋଇନି । ସରକାରୀ ସ୍ତରରେ ବି!-->…
ସମତା ଏକ୍ସପ୍ରେସରୁ ବିପୁଳ ଗଞ୍ଜେଇ ଜବତ; ୬ ମହିଳାଙ୍କୁ ବାନ୍ଧିଲା ଜିଆର୍ପି ପୋଲିସ
ଟିଟିଲାଗଡ଼: ସମତା ଏକ୍ସପ୍ରେସରୁ ବିପୁଳ ପରିମାଣର ଗଞ୍ଜେଇ ଜବତ । ବଲାଙ୍ଗିର ଜିଲ୍ଲା ଟିଟିଲାଗଡ଼ ରେଳ ଷ୍ଟେସନରେ ସମତା ଏକ୍ସପ୍ରେସରୁ ବିପୁଳ ପରିମାଣର ଗଞ୍ଜେଇ ଜବତ ହୋଇଛି। ଏହି ଘଟଣାରେ ଟିଟିଲାଗଡ଼ ଜିଆର୍ପି ପୋଲିସ ୬ ଜଣ ମହିଳାଙ୍କୁ ଗିରଫ କରିଛି। ଗିରଫ ମହିଳାମାନଙ୍କ ନିକଟରୁ ମୋଟ ୩୧!-->…