Sign in
Sign in
Recover your password.
A password will be e-mailed to you.
ମାର୍ବାଡ଼ ମହୋତ୍ସବରେ ଯୋଗ ଦେଲେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଓ ଲୋକସଭା ବାଚସ୍ପତି
ସମ୍ବଲପୁର: ସମ୍ବଲପୁରରେ ଲୋକସଭା ସାଂସଦ ଓମ ବିର୍ଲା, ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭଜନଲାଲ ଶର୍ମା ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସମ୍ବଲପୁରରେ ଆୟୋଜିତ ମାରୱାଡ଼ ମହୋତ୍ସବର ଉଦଯାପନୀ ସମାରୋହରେ ଯୋଗ ଦେଇଛନ୍ତି । ରାଜସ୍ଥାନ ଫାଉଣ୍ଡେସନ ଏବଂ ଖେତରାଜପୁର!-->…
କେବେ ଦୂର ହେବ ମଣ୍ଡି ସମସ୍ୟା ? ଶୀତ କାକରରେ ସାରା ରାତି ଧାରଣାରେ ବସିଲେ ଚାଷୀ
ଉମରକୋଟ: ସରୁନି ମଣ୍ଡି ସମସ୍ୟା । ପ୍ରବଳ ଥଣ୍ଡାକୁ ଖାତିର ନକରି ହାକ ପାଇଁ ରାଜରାସ୍ତାରେ ଧାରଣା । ଶୀତ କାକରରେ ରାତି ସାରା ଧାରଣାରେ ବସିଛନ୍ତି ଚାଷୀ । ଧାନ ଓ ମକା ଅଭାବୀ ବିକ୍ରିକୁ ନେଇ ନବରଙ୍ଗପୁର ଜିଲ୍ଲାର ୩ଟି ବ୍ଲକ ତଥା ଉମରକୋଟ, ଝରୀଗାଁ ଓ ରାଇଘର!-->…
ଦିନକ ପରେ ବଡ଼ଦିନ : ଫ୍ଲାଗ୍ ମାର୍ଚ୍ଚ ସହ ସକ୍ରିୟ ମୋବାଇଲ୍ ପାଟ୍ରୋଲିଂ ବ୍ୟବସ୍ଥା ଆରମ୍ଭ
ବାଲିଗୁଡା : ଆଉ ଦିନକ ପରେ ଖ୍ରୀଷ୍ଟ ଧର୍ମାବଲମ୍ବି ମାନଙ୍କ ର ବଡଦିନ ପର୍ବ, ଏହାକୁ ଆଖି ଆଗରେ ରଖି କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ପୋଲିସ ପ୍ରଶାସନ ସମ୍ପୂର୍ଣ୍ଣ ସଜାଗ ହୋଇ ସମଗ୍ର ବାଲିଗୁଡା ଟାଉନ ସମେତ ଏହାର ଆଖ ପାଖ ଅଞ୍ଚଳ ରେ ବଡଦିନ ଉତ୍ସବ ଓ ନୂଆବର୍ଷ କିପରି ଶାନ୍ତି ଶୃଙ୍ଖଳା ର!-->…
ଜିଲ୍ଲାସ୍ତରୀୟ “ସୁଶାସନ ଦିବସ, ପ୍ରଶାସନ-ଗାଁ କି ଓର” ସପ୍ତାହ କର୍ମଶାଳା ଅନୁଷ୍ଠିତ…
ଗଞ୍ଜାମ : ଆଜି ଜିଲ୍ଲା ସ୍ତରୀୟ 'ସୁଶାସନ ସପ୍ତାହ-ପ୍ରଶାସନ ଗାଁ କି ଓର' କର୍ମଶାଳା କାର୍ଯ୍ୟକ୍ରମ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଅଛି। ଏହି କର୍ମଶାଳା ଅତିରିକ୍ତ ଜିଲ୍ଲାପାଳ ଡ଼. ପ୍ରମୋଦ କୁମାର ପୃଷ୍ଟି (ସାଧାରଣ)ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ !-->…
ଆସିକାକୁ ପୌରପାଳିକା ମାନ୍ୟତାରୁ ବାଦ୍ : ତେଜିଲା ଜନ ଅସନ୍ତୋଷ, ମନ୍ତ୍ରୀଙ୍କୁ ପୂରାଇ ଦିଆଯିବନି ବୋଲି ଚେତାବନୀ
ବ୍ରହ୍ମପୁର/ଆସିକା: ରାଜ୍ୟ ସରକାର ଗଞ୍ଜାମ ଜିଲ୍ଲାର ଭଞ୍ଜନଗର, କବିସୂର୍ଯ୍ୟନଗର ଓ ପୋଲସରା ବିଜ୍ଞାପିତ ଅଞ୍ଚଳ ପରିଷଦ (NAC)କୁ ପୌରପାଳିକା ଭାବେ ଘୋଷଣା କରିଥିବା ବେଳେ, ସର୍ବପୁରାତନ ସହର ଆସିକାକୁ ଏଥିରୁ ବାଦ୍ ଦିଆଯିବା ଘଟଣାକୁ ନେଇ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ସମସ୍ତ!-->!-->!-->…
ଓଡ଼ଗାଁ ମିନି ଷ୍ଟାଡିୟମରେ ଯୁବଶକ୍ତିର ଉତ୍ସବ ସାଂସଦ ଖେଳ ମହୋତ୍ସବ ଆୟୋଜିତ
ନୟାଗଡ଼ : ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକ ସ୍ତରୀୟ ଯୁବ ଶକ୍ତିର ଉତ୍ସବ ସାଂସଦ ଖେଳ ମହୋତ୍ସବ - ୨୦୨୫ ର ଶୁଭାରମ୍ଭ କାର୍ଯ୍ୟକ୍ରମ ସ୍ଥାନୀୟ ମିନି ଷ୍ଟାଡିୟମରେ ଆୟୋଜିତ ହୋଇଛି । ଏହି କାର୍ଯ୍ୟକ୍ରମରେ ପୁରୀ ଲୋକସଭା ସାଂସଦ ଡା.ସମ୍ବିତ ପାତ୍ର ମୁଖ୍ୟ ଅତିଥି ଭାବରେ ଯୋଗଦେଇ ୨୦୩୬ ମସିହାରେ!-->…
ରାଇଘର ରାସ୍ତା କଡ଼ରୁ ଅଧାପୋଡ଼ା ମୃତଦେହ ଉଦ୍ଧାର: ହତ୍ୟା ପରେ ପୋଡ଼ି ଦିଆଯାଇଥିବା ସନ୍ଦେହ, ଅଞ୍ଚଳରେ ଚାଞ୍ଚଲ୍ୟ
ଉମରକୋଟ : ନବରଙ୍ଗପୁର ଜିଲ୍ଲା ରାଇଘର ବ୍ଲକ ଅନ୍ତର୍ଗତ ଜଳଙ୍ଗପାରା ପଞ୍ଚାୟତ ଅଞ୍ଚଳରେ ଆଜି ଏକ ଅଭାବନୀୟ ଘଟଣା ଘଟିଯାଇଛି। ନୂଆଁ ଦାସପୁର ଓ ପୁରାଣା ଦାସପୁର ଗାଁକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ପାର୍ଶ୍ୱରୁ ଏକ ଅଧାପୋଡ଼ା ମୃତଦେହ ଉଦ୍ଧାର କରାଯାଇଛି। ଏହି ଘଟଣା ପ୍ରଚାରିତ!-->!-->!-->…
ଦୀର୍ଘ ଦିନ ପରେ ମାଲକାନଗିରି ପୋଲିସ କୁ ମିଳିଛି ବଡ ସଫଳତା :୨୨ଜଣ ମାଓବାଦୀ କଲେ ଆତ୍ମସମର୍ପଣ…
ମାଲକାନଗିରି : ମାଲକାନଗିରି ଜିଲ୍ଲା ପୋଲିସ ନିକଟରେ ୨୨ଜଣ ମାଓବାଦୀ ଙ୍କ ଆତ୍ମସମର୍ପଣ। ୯ଟି ବନ୍ଧୁକ, ୧୪ଟି ଟିଫିନ ବୋମା, ଗୁଳି, ବିସ୍ଫୋରକ ସାମଗ୍ରୀ ଓ ଅନ୍ୟ ମାଓ ସାମଗ୍ରୀ ସହ ଏହି ମାଓବାଦୀ ମାନେ ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ପୋଲିସ ଡିଜି ୱାଇ ବି ଖୁରାନିଆଙ୍କ ସମ୍ମୁଖରେ ଏହି!-->…
ଧାନ ମଣ୍ଡୀ ଓ ମକା ମୂଲ୍ୟ ସମସ୍ୟାକୁ ନେଇ ଚାଷୀ ମହାସଂଘର ରାଜରାସ୍ତା ଅବରୋଧ…
ଉମରକୋଟ, ରାଇଘର ଓ ଝରୀଗାଁରେ ୭ ଦିନିଆ-- ଚକ–ଅଖ ବନ୍ଦଉମରକୋଟ :-ନବରଙ୍ଗପୁର ଜିଲ୍ଲାର ଚାଷୀମାନଙ୍କ ଦୀର୍ଘଦିନର ସମସ୍ୟାକୁ ନେଇ ଆଜିଠାରୁ ଜିଲ୍ଲା ଚାଷୀ ମହାସଂଘ ପକ୍ଷରୁ ତୀବ୍ର ଆନ୍ଦୋଳନ ଆରମ୍ଭ ହୋଇଛି। ଉମରକୋଟ, ରାଇଘର ଓ ଝରୀଗାଁ—ଏହି ତିନୋଟି ବ୍ଲକରେ ଆଜିଠାରୁ ୭ ଦିନ ପର୍ଯ୍ୟନ୍ତ!-->!-->!-->…
ଜଳ ସମ୍ପଦ ବିଭାଗ ର ଯନ୍ତ୍ରୀ ଅବସର ନେବା ପୂର୍ବରୁ ଚାଲିଛି ତଳି ପକା କାମ …..!
ବ୍ରହ୍ମପୁର: ଆସିକା ଜଳ ସମ୍ପଦ ବିଭାଗ କାର୍ଯ୍ୟାଳୟ ସମ୍ମୁଖରେ ଚାଲି ଋଷି କୂଲ୍ୟା ନଦୀ ବନ୍ଧ ରାସ୍ତା କାମ। ରାସ୍ତା କାର୍ଯ୍ୟ ସମୟରେ କୌଣସି ଅଧିକାରୀ କିମ୍ବା ଯନ୍ତ୍ରୀଙ୍କ ଦେଖା ନାହିଁ। ବାବୁ ମାନଙ୍କ ଅନୁପସ୍ଥିତି ର ସୁଯୋଗ ନେଇ ଠିକାଦାର ନିଜ ମର୍ଜିରେ ବିନା ପାଣି ଓ ବିନା ରୋଲେର ରେ ନଦୀ!-->…