ତିନିବର୍ଷ ପରେ ଏମ୍ସରେ ହେବ ଜଗାର ଅପରେସନ

କଟକ: ଯୋଡାମୁଣ୍ଡ ଶିଶୁ ଜଗାକୁ ଦେଖିଛନ୍ତି ଦିଲ୍ଲୀ ଏମସ୍ ଡାକ୍ତର ଦୀପକ ଗୁପ୍ତା । ଜଗାକୁ ପରୀକ୍ଷା କଲା ପରେ ଡ଼କ୍ଟରଙ୍କ ସୂଚନା ଯେ, ଜଗା ଭଲ ଅଛି, ଖେଳୁଛି ଓ ଚିହ୍ନୁଛି । ତାର ଥ୍ରୀଡି ସିଟି ସ୍କାନ କରାଯାଇଛି । ରିପୋର୍ଟ ସଂପର୍କରେ ପରେ ଦିଲ୍କୀର ଡାକ୍ତରୀ ଟିମ ତର୍ଜମା କରିବେ ।

ରାଜ୍ୟରେ ଆଜି ୫୧ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୦ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୨୧ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ୧୮ ବର୍ଷ ବୟସ

ଡିଲ୍ ବେଳେ ମାଡ଼ି ବସିଲା STF; ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର, ୨ ଗିରଫ

ଭୁବନେଶ୍ୱର: ସୋନପୁର ଜିଲ୍ଲା ବିନିକା ବନାଞ୍ଚଳରୁ ବଜ୍ରକାପ୍ତା ଉଦ୍ଧାର । ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ବନ ବିଭାଗ ଓ ଏସଟିଏଫ୍ ଚଢ଼ାଉ କରି ୨ ଜଣଙ୍କୁ ଧରିବା ସହ ବଜ୍ରକାପ୍ତା ଉଦ୍ଧାର କରିଛନ୍ତି । ଶନିବାର ସନ୍ଧ୍ୟାରେ ବଜ୍ରକାପ୍ତା ବିକ୍ରି ନେଇ ଡୁଙ୍ଗୁରିପାଲି ଛକ ନିକଟରେ ଡିଲ୍

ବିଦ୍ୟୁତ୍ ଆଘାତରେ ମହିଳା ଶ୍ରମିକ ମୃତ

ହିଞ୍ଜିଳିକାଟୁ (୧୯।୦୬) : ରବିବାର ଅପରାହ୍ନରେ ହିଞ୍ଜିଳିକାଟୁ ପୌରାଞ୍ଚଳ ୧୯ ନଂ ଓ୍ବାର୍ଡ ମାଷ୍ଟ୍ର କଲୋନୀରେ ଏକ ଅଭାବନୀୟ ଘଟଣା ଘଟିଛି । ବିଦ୍ୟୁତ ଆଘାତରେ ଜଣେ କାର୍ଯ୍ୟରତ ଶ୍ରମିକଙ୍କ ମୃତ୍ୟୁ ଘଟିଛି । ମୃତକ ଜଣଙ୍କ ହେଲେ ହିଞ୍ଜିଳି ଥାନା ଚାନ୍ଦୁଲି ଗ୍ରାମ ଦାସ ସାହିର ଅନିଳା ଦାଶ (୩୨)

ସ୍ତ୍ରୀଙ୍କ ଅଶ୍ଳୀଳ ଭିଡିଓ ଭାଇରାଲ ଘଟଣା, ଥାନାରେ ସ୍ୱାମୀଙ୍କ ନାଁରେ ଅଭିଯୋଗ କଲେ ପୀଡିତା

ଧାମନଗର: ସ୍ତ୍ରୀର ଅଶ୍ଲୀଳ ଫଟୋ ଭାଇରାଲ କରୁଥିବା ନେଇ ଧାମନଗର ଥାନାରେ ଅଭିଯୋଗ ହୋଇଛି । ସମ୍ପୃକ୍ତ ପତ୍ନୀ ଥାନାକୁ ଯାଇ ନିଜ ସ୍ୱାମୀଙ୍କ ବିରୋଧରେ ଏଭଳି ଅଭିଯୋଗ ଆଣିଛନ୍ତି । ଉକ୍ତ ଥାନା ଅଞ୍ଚଳରେ ରୁମାଲି ଦାଶ (ଛଦ୍ମାନମ) ୭ ବର୍ଷ ପୂର୍ବେ ପୁରୀ ଜିଲ୍ଲା ନୀଳଚକ୍ର ନଗର ଗ୍ରାମର ଭକ୍ତ

ବରମୁଣ୍ଡା ବସଷ୍ଟାଣ୍ଡରେ ଯୁବକଙ୍କୁ ଗୋଡ଼େଇ ଗୋଡ଼େଇ ହାଣିଲେ ଦୁର୍ବୃତ୍ତ

ଭୁବନେଶ୍ବର : ବରମୁଣ୍ଡା ବସଷ୍ଟାଣ୍ଡରେ ହଣାହଣି । ବରମୁଣ୍ଡା ବସଷ୍ଟାଣ୍ଡରେ ଯୁବକଙ୍କୁ ଗୋଡ଼େଇ ଗୋଡ଼େଇ ହାଣିଲେ । ଯୁବକଙ୍କୁ ହାଣି ରକ୍ତାକ୍ତ କଲେ ଦୁର୍ବୃତ୍ତ । ରକ୍ତ ଜୁଡୁବୁଡ଼ୁ ହୋଇ ବସଷ୍ଟାଣ୍ଡ ସାରା ଦୌଡିଲେ ଯୁବକ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଅଧିକ ତଦନ୍ତ କରୁଛି । ଯୁବକଙ୍କୁ

ଏମ୍‌ଜିଏନ୍‌ଆର୍‌ଇଜିଏ ଯୋଜନାରେ ହରିଲୁଟ, ମହିଳା ଶ୍ରମିକଙ୍କୁ ଗାଁ ସାଥୀଙ୍କ ଧମକ

ହିଞ୍ଜିଳିକାଟୁ(୧୯।୬) : ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ବଡ଼ଖଣ୍ଡି ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏ ଯୋଜନାରେ କାମ ପାଇବାକୁ ଦାବି ଜଣାଇଥିବା ଜଣେ ମହିଳା ଶ୍ରମିକଙ୍କୁ ଗାଁ ସାଥୀ କାମ ଦେବାକୁ ମନା କରିବା ସହ ଦୁର୍ବ୍ୟବହାର ଓ ଗାଳିଗୁଲଜ କରିବା ନେଇ ହିଞ୍ଜିଳି ଥାନାରେ ଅଭିଯୋଗ ହୋଇଛି।

ସୁନ୍ଦରଗଡ଼ ଜିଲ୍ଲାପାଳ ନିଖିଲ ପବନ କଲ୍ଯାଣଙ୍କୁ ବିଦାୟ ସମ୍ବର୍ଦ୍ଧନା…

ସୁନ୍ଦରଗଡ଼ : ସୁନ୍ଦରଗଡ଼ ଜିଲ୍ଲାରେ ଗତ ତିନି ବର୍ଷ ଧରି ଜିଲ୍ଲପାଳ ଭାବେ ଦାୟିତ୍ଵ ତୁଲାଇଥିବା ଶ୍ରୀଯୁକ୍ତ ନିଖିଲ ପବନ କଲ୍ଯାଣଙ୍କୁ ପ୍ରଶାସନ ପକ୍ଷରୁ ବିଦାୟୀ ସମ୍ବର୍ଦ୍ଧନା ଦିଆଯାଇଛି। ରବିବାର ଦିନ ସ୍ଥାନୀୟ ବିକାଶ ଭବନ ଠାରେ ଅୟୋଜିତ ଏକ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ଜିଲ୍ଲା

ବରିଷ୍ଠ କଳାକାର ସଂଘର କଳାକାର ଏକତା ଅଭିଯାନ

ବ୍ରହ୍ମପୁର (୧୯/୦୬) : କଳା ଓ କଳାକାର ହିତୈଷୀ ମହାମଞ୍ଚ "ଗଞ୍ଜାମ ଜିଲ୍ଲା ବରିଷ୍ଠ କଳାକାର ସଂଘ" ତରଫରୁ ବ୍ଲକ ସ୍ତରୀୟ କଳାକାର ଏକତା ଅଭିଯାନ କାର୍ଯ୍ୟକ୍ରମର ଅୟମାରମ୍ଭ ହୋଇଯାଇଛି । ଛତ୍ରପୁର ପଞ୍ଚାୟତ ସମିତି ଅନ୍ତର୍ଗତ କଣମଣା ପଞ୍ଚାୟତ ଅଫିସ୍ ସଭାପ୍ରକୋଷ୍ଠ ମଧ୍ୟରେ ଆୟୋଜିତ

ଆବର୍ଜନା କେନ୍ଦ୍ରକାମ ସରି ଦୁଇ ଦିନ ହୋଇନି, ହେଲାଣି ଫାଟ

ଦାରିଙ୍ଗବାଡ଼ି (୧୯/୬) : ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତରେ ସ୍ଵଛ ଭାରତ ମିଶନ କାର୍ଯ୍ୟରେ ନିମ୍ନମାନର କାର୍ଯ୍ୟ ଦେଖିବାକୁ ମିଳିଛି। ସିମନବାଡି ସ୍ଥିତ ମେଡିକାଲ ନିକଟରେ ୯୭ ହଜାର ଵ୍ୟୟ ଅଟକଳରେ ସ୍ୱଚ୍ଛ ଭାରତ ମିଶନ ଫେଜ-୨ ଜରିଆରେ ଆବର୍ଜନା ପୃଥୀକରଣ କେନ୍ଦ୍ର ନିର୍ମାଣ ହୋଇଛି।