Sign in
Sign in
Recover your password.
A password will be e-mailed to you.
ଦୁର୍ନୀତି ରେ ଉବୁଟୁବୁ ଆସିକା ଏ.ଏନ.ସି, :ବିଭିନ୍ନ ସାମଗ୍ରୀ କିଣାରେ ମହାଘୋଟାଲା ଅଭିଯୋଗ……!
ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ଆସିକା ବିଧାନସଭା ନିର୍ବାଚନ ମଣ୍ଡଳୀ ସବୁବେଳେ ଚର୍ଚ୍ଚାରେ ରହିବା ସହ ଦୁର୍ନୀତି ପାଦ ପାଦ ରେ ଦେଖିବାକୁ ମିଳୁଛି। ତାହାର ନଗ୍ନ ନମୁନା ଏବେ ଆସିକା ବିଜ୍ଞାପିତ ଅଞ୍ଚଳ ପରିଷଦରେ ଦେଖିବା କୁ ମିଳିଛି। ଦୁଇ ରାଜନୈତିକ ଦଳ ମଧ୍ୟରେ ତିକ୍ତତା ଦିନକୁ ଦିନ ବଢ଼ିବାରେ!-->…
ଚମାଖଣ୍ଡି ଆଦର୍ଶ ବିଦ୍ୟାଳୟରେ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ
ବ୍ରହ୍ମପୁର: ସୋମବାର ଦିନ ଚମାଖଣ୍ଡି ଆଦର୍ଶ ବିଦ୍ୟାଳୟ ପରିସରରେ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଦୁଇ ଦିନ ଧରି ଅନୁଷ୍ଠିତ ଉତ୍ସବର ପ୍ରଥମ ଦିନରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିବା ବେଳେ ଦ୍ଵିତୀୟ ଦିନ ପୁରସ୍କାର ପ୍ରଦାନ କରାଯାଇଛି। କାର୍ଯ୍ୟକ୍ରମକୁ!-->…
ନିଜକୁ ଗୁଳି କରି ଆତ୍ମହତ୍ୟା ଉଦ୍ୟମ କଲେ ପୂର୍ବତନ ଆଇଜି
ପଞ୍ଜାବ: ପଞ୍ଜାବର ପୂର୍ବତନ ଆଇଜି ତଥା ଅବସରପ୍ରାପ୍ତ ଆଇପିଏସ ଅଧିକାରୀ ଅମର ସିଂହ ଚହଲ ସୋମବାର ନିଜକୁ ଗୁଳି କରି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଚହଲଙ୍କ ଅବସ୍ଥା ସ୍ଥିର ଥିବା ସୂଚନା ମିଳିଛି। କ’ଣ ପାଇଁ ସେ ଏଭଳି ପଦକ୍ଷେପ!-->…
ବାଂଲାଦେଶରେ ହାଦୀ ପରେ ଆଉ ଜଣେ ନେତାଙ୍କୁ ଗୁଳି
ବାଂଲାଦେଶ: ବାଂଲାଦେଶରେ ଥମୁନି ହିଂସା। ଯୁବନେତା ଶରିଫ ଓସମାନ ବିନ୍ ହାଦୀଙ୍କୁ ହତ୍ୟା କରାଯିବା ପରେ ଦେଶରେ ହିଂସା ଉଗ୍ର ରୂପ ନେଇଥିବାବେଳେ ସୋମବାର ଆଉ ଜଣେ ନେତାଙ୍କୁ ଗୁଳି କରାଯାଇଛି। ସେହି ନେତା ଜଣକ ହେଉଛନ୍ତି ମହମ୍ମଦ ମୋତାଲେବ ସିକ୍ଦାର। ସେ ବାଂଲାଦେଶ ନେସନାଲ ସିଟିଜନେ!-->…
ଲାଞ୍ଚ ନେଇ ବନ୍ଧା ହେଲେ ଲେଫ୍ଟନାଣ୍ଟ କର୍ଣ୍ଣେଲ
ନୂଆଦିଲ୍ଲୀ: ତିନି ଲକ୍ଷ ଟଙ୍କା ଲାଞ୍ଚ ଗ୍ରହଣ କରୁଥିବାବେଳେ ସିବିଆଇ ପକ୍ଷରୁ ସେନାରେ କାର୍ଯ୍ୟରତ ଜଣେ ଲେଫ୍ଟନାଣ୍ଟ କର୍ଣ୍ଣେଲଙ୍କୁ ଗିରଫ କରାଯାଇଛି। େଡପୁଟେସନରେ ଆସିଥିବା ଲେଫ୍ଟନାଣ୍ଟ କର୍ଣ୍ଣେଲ ଦୀପକ କୁମାର ଶର୍ମା ବର୍ତ୍ତମାନ ପ୍ରତିରକ୍ଷା ମନ୍ତ୍ରଣାଳୟ ଅଧୀନସ୍ଥ!-->…
KLM ଫ୍ଲାଇଟକୁ ବୋମା ଧମକ
ହାଇଦ୍ରାବାଦ : ଆମଷ୍ଟରଡାମରୁ ହାଇଦ୍ରାବାଦର ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ଆସୁଥିବା KLM ଏୟାରଲାଇନ୍ସର ଏକ ବିମାନକୁ ବୋମା ଧମକ । ଧମକ ଆସିବା ପରେ ହଇଚଇ ସୃଷ୍ଟି କରିଛି । ବିଳମ୍ବିତ ରାତିରେ ମେଲ୍ ଆସିବା ପରେ ସୁରକ୍ଷା ଏଜେନ୍ସିଗୁଡିକୁ ସତର୍କ କରାଯାଇଛି ।
!-->!-->!-->…
ମଝି ଆକାଶରେ ଇଞ୍ଜିନ୍ ଫେଲ୍, ଏମରଜେନ୍ସି ଲ୍ୟାଣ୍ଡିଂ କଲା ବିମାନ
ନୂଆଦିଲ୍ଲୀ : ମଝି ଆକାଶରେ ବିମାନର ଇଞ୍ଜିନ୍ ଫେଲ୍ । ଦିଲ୍ଲୀରୁ ମୁମ୍ବାଇ ଯାଉଥିବା ଏୟାର ଇଣ୍ଡିଆ ବିମାନରେ ଯାନ୍ତ୍ରିକ ତ୍ରୁଟି ଦେଖା ଦେବାରୁ ଜରୁରୀ ଅବତରଣ ହୋଇଥିବା ସୂଚନା ମିଳିଛି ।ସୂଚନାନୁଯାୟୀ, ଏମରଜେନ୍ସି ଲ୍ୟାଣ୍ଡିଂ କଲା ଏୟାର ଇଣ୍ଡିଆ ବିମାନ । ଟେକଅପ କରିବାର କିଛି ସମୟ ପରେ!-->…
ବାଂଲାଦେଶରେ ଭାରତ-ବିରୋଧୀ ମନୋଭାବ ପଛରେ ଉଗ୍ରବାଦୀଙ୍କ ହାତ: ଶେଖ୍ ହସିନା
ବାଂଲାଦେଶ : ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କ ବଡ଼ ବୟାନ । ଭାରତ-ବିରୋଧୀ ମନୋଭାବ ପଛରେ ଉଗ୍ରବାଦୀଙ୍କ ହାତ। ୟୁନୁସ୍ ସରକାର ଅପରାଧୀଙ୍କୁ ପ୍ରଶ୍ରୟ ଦେଉଛନ୍ତି । ଉଗ୍ରବାଦୀଙ୍କୁ ଉତ୍ସାହିତ କରୁଥିବା ହସିନା ଅଭିଯୋଗ କରିଛନ୍ତି । ଯେଉଁମାନେ ମୋତେ ଦେଶ ଛାଡ଼ିବାକୁ!-->…
ପୁଣି ଷଡ଼ଯନ୍ତ୍ର କରୁଛି ପାକିସ୍ତାନ, ସୀମା ଆରପାରିରେ ସକ୍ରିୟ ଆତଙ୍କୀ କ୍ୟାମ୍ପ
ନୂଆଦିଲ୍ଲୀ: ବିଏସଏଫର ବଡ଼ ସୂଚନା । ସୀମା ଆରପାରିରେ ପୁଣି ସକ୍ରିୟ ଆତଙ୍କବାଦୀ କ୍ୟାମ୍ପ । ପାକିସ୍ତାନ ସୀମାରେ ଜୈସ-ଇ-ମହମ୍ମଦର ୯ଟି ନୂଆ ଆଡ୍ଡା ଥିବା ସୂଚନା ମିଳିଛି । ଅପରେସନ୍ ସିନ୍ଦୂର ପରେ ପୁଣି ଷଡ଼ଯନ୍ତ୍ର କରୁଛି ପାକିସ୍ତାନ । ଘଟଣା ପରେ ହାଇ-ଆଲର୍ଟରେ!-->…
ଜାନୁଆରୀ ପହିଲାରୁ କଡ଼ାକଡ଼ି ହେବ ଯାନବାହନ ଯାଞ୍ଚ
ଭୁବନେଶ୍ବର: ଜାନୁଆରୀ ପହିଲାରୁ ରାଜ୍ୟରେ ଯାନବାହନ ଯାଞ୍ଚ କଡ଼ାକଡ଼ି ହେବ। ଏ ନେଇ ସୋମବାର ସୂଚନା ଦେଇଛନ୍ତି ପରିବହନ ଆୟୁକ୍ତ ଅମିତାଭ ଠାକୁର। ସେ କହିଛନ୍ତି ଯେ, ଏମଭିଆଇ ନିୟମ ଉଲ୍ଲଂଘନକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସମସ୍ତେ ସଡ଼କ ସୁରକ୍ଷା ନିୟମ!-->…