Sign in
Sign in
Recover your password.
A password will be e-mailed to you.
ମେଡିକାଲ କଲେଜ ଖେଳପଡିଆ ନିକଟରୁ ଲୁଟ ମାମଲା, ଧରା ପଡିଲେ ତିନି ଲୁଟେରା
ବ୍ରହ୍ମପୁର : ଏମକେସିଜି ମେଡିକାଲ କଲେଜ ଖେଳ ପଡ଼ିଆ ନିକଟରୁ ଗତ ୧୨ ତାରିଖ ଭୋରରେ ହୋଇଥିବା ଏକ ଲୁଟ ମାମଲାରେ ବୈଦ୍ୟନାଥପୁର ଥାନା ପୁଲିସକୁ ବଡ ସଫଳତା ମିଳିଛି l ତିନି ଅଭିଯୁକ୍ତ ଙ୍କୁ ଗିରଫ କରି ଆଜି କୋର୍ଟ ଚାଲାଣ କରିଥିବା ଜଣାପଡିଛି l ଗିରଫ ଅଭିଯୁକ୍ତ ମାନେ ହେଲେ ପିଂକୁଲୁ!-->!-->!-->…
କଣ୍ଟଦେଇ କଥା ରଖିଲେ ବଣ୍ଡଗୁଡ଼ା ସରପଞ୍ଚ ସଞ୍ଜୟ ପ୍ରଧାନ
ବାଲିଗୁଡା : ଶିକ୍ଷକତା ଛାଡି ସମାଜସେବା ପାଇଁ ରାଜନୀତି ରେ ପାଦ ଥାପିଥିବା ନବ ନିର୍ବାଚିତ ସରପଞ୍ଚ ସଞ୍ଜୟ ପ୍ରଧାନ ନିର୍ବାଚନ ସମୟରେ ଦେଇଥିବା ପ୍ରତିଶୃତି କୁ ପୂରଣ କରିଛନ୍ତି ସରପଞ୍ଚ ଭାବେ ଦାୟିତ୍ୱ ନେବାର ତିନି ମାସ ମଧ୍ୟରେ ଲୋକଙ୍କୁ ବିଶୁଦ୍ଧ ପିଇବା ପାଣି ଯୋଗାଇ ଲୋକଙ୍କ ମୁଁହରେ ହସ!-->…
ଦାରିଙ୍ଗବାଡ଼ି ବରିଷ୍ଠ ନାଗରିକ ସଙ୍ଗଠନ ପକ୍ଷରୁ ରଜ ପର୍ବ ଲାଗି ସାଂସ୍କୃତିକ କାର୍ଯ୍ୟକ୍ରମ
ଦାରିଙ୍ଗବାଡ଼ି,(୧୬/୬) : ରଜ ପର୍ବ ପାଳନ ନେଇ ଦାରିଙ୍ଗବାଡ଼ି ବରିଷ୍ଠ ନାଗରିକ ସଙ୍ଗଠନ ପକ୍ଷରୁ ପଥପ୍ରାନ୍ତ ସୁବିଧା କେନ୍ଦ୍ର ପରିସରରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । କାର୍ଯ୍ୟକ୍ରମରେ ଅତିଥି ଭାବେ ବିଡିଓ ଗଦାଧର ପାତ୍ର, ସରପଞ୍ଚ ଚନ୍ଦ୍ରିକା ମଲିକ, ସମିତି ସଭ୍ୟ!-->!-->!-->…
ମୂଲ୍ୟବାନ କାଠ ଜବତ
ମାଲକାନଗିରି (୧୬/୦୬) : ମାଲକାନଗିରି ବନ କର୍ମଚାରୀମାନେ ଏମଭି-୧୯ ଗ୍ରାମର ଜନୈକ ଘରେ ଅଚାନକ ଚଢାଉ କରି ଦୁଇ ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ବ ମୂଲ୍ୟର ମୂଲ୍ୟବାନ କାଠ ପଟ୍ଟା ଜବତ କରିଥିବା ଜଣା ପଡିଛି । ଏକ ନିର୍ଭରଯୋଗ୍ଯ ସୂତ୍ରରୁ ସୂଚନା ପାଇ ମାଲାନଗିରି ବନଖଣ୍ଡ ଅଧିକାରୀ ପ୍ରତାପ!-->!-->!-->…
ବଢୁଛି କରୋନା ସଂକ୍ରମଣ, ଲକ୍ଷଣ ଥିଲେ ତୁରନ୍ତ ପରୀକ୍ଷା କରାଇ ନିଅନ୍ତୁ – ସ୍ବାସ୍ଥ୍ୟ ନିର୍ଦ୍ଦେଶକ
ଭୁବନେଶ୍ୱର: ରାଜ୍ୟର କରୋନା ସଂକ୍ରମଣ ଧୀରେ ଧୀରେ ବଢିବାରେ ଲାଗିଛି। ଗତ କିଛିଦିନ ହେବ ୨୦ ଭିତରେ ସଂକ୍ରମଣ ରହୁଥିବାବେଳେ ଗୁରୁବାର ତାହା ବଢି ୪୧ରେ ପହଞ୍ଚିଛି। କେବଳ ରାଜ୍ୟରେ ନୁହେଁ, ଦେଶରେ ମଧ୍ୟ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ସତର୍କ ରହିବା ଆବଶ୍ୟକ!-->…
ଓଡ଼ିଶା ଛୁଇଁଲା ମୌସୁମୀ ବାୟୁ
ଭୁବନେଶ୍ୱର: ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଗୁରୁବାର ଓଡ଼ିଶା ଛୁଇଁଛି। ଏନେଇ ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୌସୁମୀ ପ୍ରଭାବରେ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି, କୋରାପୁଟକୁ ଛୁଇଁଛି!-->…
ଆଜିଠୁ ୪ ମାସ ଯାଏ ଶିମିଳିପାଳ ବନ୍ଦ
ବାରିପଦା : ଆଜିଠାରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ। ବର୍ଷାଦିନ ଆରମ୍ଭ ହେଉଥିବାରୁ ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ୪ ମାସ ଯାଏ ଶିମିଳିପାଳ ବନ୍ଦ ପାଇଁ ନିଷ୍ପତ୍ତି ନିଆଯାଇଛି। ଏନେଇ ଉତ୍ତର ଶିମିଳିପାଳର ଏସିଏଫ୍ ପ୍ରଦୀପ କୁମାର ଦେ ସୂଚନା!-->…
ପୋଖରୀରେ ଗାଧୋଉଥିବା ବେଳେ ବୁଡିଯାଇ ନାବାଳିକା ମୃତ
ଚଣ୍ଡିଖୋଲ: ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ଆରୁହା ଗ୍ରାମରେ ପୋଖରୀରେ ବୁଡିଯାଇ ନାବାଳିକାଙ୍କ ମୃତ୍ୟୁ ଘଟିଛି। .ଆରୁହା ଗ୍ରାମ ର ସୁଦାମ ସେଠି ଙ୍କ ଝିଅ ସାଙ୍ଗ ମାନଙ୍କ ସହ ଗ୍ରାମ ରେ ଥିବା ଏକ ପୋଖରୀ କୁ ଗାଧୋଉଥିଲେ। ଗାଧୋଉଥିବା ସମୟରେ ଗୋଡ ଖସିଯିବାରୁ ପୋଖରୀରେ ବୁଡିଯାଇଥିଲେ। ସ୍ଥାନୀୟ!-->…
ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ପ୍ରତିବାଦରେ ବାଲେଶ୍ବରରେ ୧୨ଘଣ୍ଟିଆ ବନ୍ଦ ପାଳନ
ବାଲେଶ୍ବର: ବାଲେଶ୍ବର ଜିଲ୍ଲାରେ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ପ୍ରତିବାଦରେ ଆଜି ସକାଳ ୬ଟାରୁ ବିଭିନ୍ନ ସଂଗଠନ ପକ୍ଷରୁ ୧୨ ଘଣ୍ଟିଆ ବାଲେଶ୍ୱର ସହର ବନ୍ଦ ପାଳନ କରାଯାଇଛି। ବାଲେଶ୍ବର ଜିଲ୍ଲାରେ ଲଗାତାର ଚୋରି, ଡକାୟତି, ହତ୍ୟା, ରାହାଜାନୀ ସମେତ ମଦ, ଗଞ୍ଜେଇ ଓ ବ୍ରାଉନନସୁଗାର ଭଳି ମାରାତ୍ମକ!-->…
ଘରୋଇ ହିଂସାକୁ କେନ୍ଦ୍ରକରି ଗୋଷ୍ଠୀ ସଙ୍ଘର୍ଷ, ୩ ଅଟକ
ବାରିପଦା: ମୟୂରଭଞ୍ଜ ଜିଲ୍ଲା ସଦର ଥାନା ସିନ୍ଦୁରଗୌରାରେ ଦୁଇ ମହିଳା ଗୋଷ୍ଠୀ ମଧ୍ୟରେ ସଙ୍ଘର୍ଷ। ଘରୋଇ ହିଂସାକୁ କେନ୍ଦ୍ରକରି ୨ ଗୋଷ୍ଠୀ ମଧ୍ୟରେ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଛି। ଗୋଟିଏ ଗୋଷ୍ଠୀ ଅନ୍ୟ ଏକ ଗୋଷ୍ଠୀ ଉପରକୁ ଠେଙ୍ଗା ଓ ଭୁଜାଲିରେ ଆକ୍ରମଣ କରିଛନ୍ତି।
!-->!-->!-->…