ଘରୋଇ ସ୍କୁଲ ପରିସରରେ ଆମ୍ବ ଗଛରୁ ପଡ଼ି ଚାଲିଗଲା ଛାତ୍ରଙ୍କ ଜୀବନ

ମୁନିଗୁଡ଼ା: ସ୍କୁଲ ପରିସରରେ ଥିବା ଏକ ଆମ୍ବ ଗଛରୁ ଖସିପଡ଼ି ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି। ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକ ଅନ୍ତଗର୍ତ ଏକ ଘରୋଇ ସ୍କୁଲରେ ଏହି ଅଭାବନୀୟ ଘଟଣା ଘଟିଛି। ଛାତ୍ରଙ୍କୁ ଗୁରୁତର ଅବସ୍ଥାରେ ବିଷମକଟକର ଏକ ଘରୋଇ ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରେ ଡାକ୍ତର

ବ୍ରାହ୍ମଣୀରେ ବୁଡ଼ି ଯୁବକ-ଯୁବତୀ ମୃତ

ସୁନ୍ଦରଗଡ଼: ବ୍ରାହ୍ମଣୀ ନଦୀରେ ବୁଡ଼ି ଚାଲିଗଲା ଯୁବକଯୁବତୀଙ୍କ ଜୀବନ। ଏଭଳି ଏକ ଅଭାବନୀୟ ଘଟଣା ସୁନ୍ଦରଗଡ଼ ଜିଲା ବଣାଇ ଅଞ୍ଚଳରୁ ସାମ୍ନାକୁ ଆସିଛି। ସୋମବାର ଚାନ୍ଦିପୋଷ ଥାନା ବୀରତୋଳା ମନ୍ଦିର ନିକଟରୁ ଉଭୟଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଥିଲା। ସ୍ଥାନୀୟ ଲୋକେ ଏହା ଦେଖି

କୁନି କୁସ୍ତି ଖେଳାଳିଙ୍କୁ ଅଣଦେଖା : ଟିକଟ୍ କନଫର୍ମ ନ ଥିବାରୁ ପାଇଖାନା ପାଖରେ ବସି ରେଳ ଯାତ୍ରା

ଭୁବନେଶ୍ଵର: ରାଜ୍ୟ କୁସ୍ତି ଖେଳାଳିଙ୍କୁ ଅଣଦେଖାର ଭିଡିଓ ଭାଇରାଲ୍‌ ହେବାରେ ଲାଗିଛି। ଟ୍ରେନ୍‌ ବଗି ପାଇଖାନା ପାଖରେ ବସି ଶୀତରେ ଥରି ଥରି ୟୁପିରୁ ଆସୁଥିବା ଦେଖିବାକୁ ମିଳିଛି। ଜାତୀୟସ୍ତରୀୟ ସ୍କୁଲ୍‌ କୁସ୍ତିରେ ଭାଗ ନେବାକୁ କର୍ତ୍ତୃପକ୍ଷ ଏପରି କରିଛନ୍ତି। ମାସକ ପୂର୍ବରୁ

ଟଙ୍କା ଫେରସ୍ତ ପାଇବେ ସବୁ ଚିଟ୍‌ଫଣ୍ଡ ଜମାକାରୀ: ମନମୋହନ

ଭୁବନେଶ୍ଵର: କ୍ଷୁଦ୍ର ଚିଟ୍‌ଫଣ୍ଡ୍ ଜମାକାରୀଙ୍କୁ ଟଙ୍କା ଫେରସ୍ତ ନେଇ ଅର୍ଥ ବିଭାଗର ବିଜ୍ଞପ୍ତି ପ୍ରସଙ୍ଗ। ଏ ନେଇ ପ୍ରତିକ୍ରିୟା ରଖିଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ। ସେ କହିଛନ୍ତି ସରକାର ଗୋଟିଏ ପରେ ଗୋଟିଏ ନିର୍ବାଚନ ପ୍ରତିଶ୍ରୁତି ପାଳନ କରୁଛନ୍ତି । ଲକ୍ଷାଧିକ

ରାଜ୍ୟର ୩୦ ଜିଲ୍ଲାରେ ହେବ ୩୦ ଶିଳ୍ପ: ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର  : ୩୦ ଜିଲ୍ଲାରେ ୩୦ ଶିଳ୍ପ  । ୧୬ଟି କ୍ଷେତ୍ରରେ ହେବ ନିବେଶ ।  ହାଇଦ୍ରାବାଦରେ ଦୁଇ ଦିନିଆ ନିବେଶକ ସମ୍ମିଳନୀରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ ଏହି ସୂଚନା ଦେଇଛନ୍ତି ।  ମୁଖ୍ୟମନ୍ତ୍ରୀ କହିଛନ୍ତି , ଓଡ଼ିଶା ହେବ ପୁଞ୍ଜିନିବେଶର ହବ୍ ।  ନିବେଶକ ସମ୍ମିଳନୀରେ ୩୮ ଜଣ

ଓଟିପି ପଠାଇ ଯୁବକଙ୍କଠାରୁ ସାଇବର ଠକ ଲୁଟି ନେଲେ ୪ ଲକ୍ଷ ଟଙ୍କା

ତାଳଚେର : ସାଇବର ଠକଙ୍କ ପଞ୍ଝାରେ ଯୁବକ ।  ଓଟିପି ପଠାଇ ଲୁଟି ନେଲେ ନଗଦ ୪ ଲକ୍ଷ ୩୬ ହଜାର ଟଙ୍କା ।  ତାଳଚେର ଥାନା ସହ ସାଇବର ଥାନାର ଦ୍ୱାରସ୍ଥ ହେଲେ ତାଳଚେର ଧରମପୁର ଗାଁର ସୁଶାନ୍ତ ସାହୁ । ଗତକାଲି ସୁଶାନ୍ତଙ୍କ ମୋବାଇଲକୁ ବାରମ୍ବାର ଓଟିପି ଆସିଥିଲା । ତାଙ୍କ ଆକାଉଣ୍ଟରୁ ତିନି ଥରରେ

ସ୍କୁଲ ଭଙ୍ଗା ଯିବା ନୋଟିସ ଆସିବା ପରେ ତାତିଲେ ଛାତ୍ରଛାତ୍ରୀ, ୪ କିଲୋମିଟର ଚାଲି ଜିଲ୍ଲାପାଳଙ୍କ ଅଫିସକୁ ଗଲେ

ଉଦଳା : ଛାତ୍ରଛାତ୍ରୀଙ୍କ ନିଆରା ପ୍ରତିବାଦ । ୪ କିଲୋମିଟର ଚାଲି ଚାଲି ଗଲେ , ଜିଲ୍ଲାପାଳ ଅଭିଯୋଗ ଶୁଣାଣି ପ୍ରକୋଷ୍ଠ ଆଗରେ ପାଠ ପଢ଼ିଲେ । ନିଜ ସ୍କୁଲକୁ ବଞ୍ଚାଇବା ପାଇଁ ଏଭଳି ନିଆରା ଢଙ୍ଗରେ ପ୍ରତିବାଦ କରିଛନ୍ତି ମୟୂରଭଞ୍ଜ ଜିଲ୍ଲା ଗୋପବନ୍ଧୁନଗର ବ୍ଲକ

ଜିଲ୍ଲାପାଳଙ୍କ ତ୍ୱରିତ ପଦକ୍ଷେପ ଯୋଗୁଁ ୨୨ ବର୍ଷ ତଳେ ଜମି ପଟ୍ଟା ପାଇଥିବା ହିତାଧିକାରୀଙ୍କୁ ମିଳିଲା ଜମି ଦଖଲ

ମାଲକାନଗିରି : ମାରିୱାଡ଼ା ଗ୍ରାମବାସୀଙ୍କ ଗୁହାରୀ ଶୁଣିଛନ୍ତି ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟ। ଦୀର୍ଘ ୨୨ ବର୍ଷ ପରେ ମାରିୱାଡ଼ା ଗ୍ରାମର ୩୯ ଜଣଙ୍କୁ ମିଳିଛି ଜମି ଦଖଲ । ଗତ ୧୫ ଡ଼ିସେମ୍ବର ରେ ଜିଲ୍ଲାପାଳ ଓ ଏସ୍ପି ରାଖାଲଗୁଡ଼ା, ମାରିୱାଡ଼ା, ନିଲିଗୁଡା ଓ ଏମଭି ୧୮ ଗ୍ରାମ

ଚିନ୍ତଲୱାଡ଼ା ଗ୍ରାମ ପଞ୍ଚାୟତଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ମାଲକାନଗିରି : ମାଲକାନଗିରି ଜିଲ୍ଲା କାଲିମେଳା ବ୍ଳକ୍ ସ୍ଥିତ ଚିନ୍ତଲୱାଡ଼ା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ସୋମବାର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟ ଓ ଆରକ୍ଷୀ ଅଧିକ୍ଷକ ବିନୋଦ ପାଟିଲ ଏଚ୍

ଖାଦ୍ୟ ବିଷକ୍ରିୟା, ଚାଲିଗଲା ପରିବାରର ୩ ଜୀବନ

ଢେଙ୍କାନାଳ: ରାତିରେ ପୁରା ପରିବାର ବେଶ ହସ ଖୁସିରେ ଖାଇକି ଶୋଇଲେ କିନ୍ତୁ କିଏ ଜାଣିଥିଲା ସେହି ରାତି ପାଲଟିଯିବ ସେମାନଙ୍କ ପାଇଁ ଶେଷ ରାତି । ଆପଣ  ଯଦି ଏପରି କିଛି ଖାଦ୍ୟ ଖାଇ ରାତିରେ ଶୋଉଛନ୍ତି ତେବ ହୋଇଯାଆନ୍ତୁ ସାବଧାନ । ନଚେତ୍ ଆପଣ ମଧ୍ୟ ପଡ଼ିପାରନ୍ତି ବିପଦରେ । ଫୁଡ଼ ପଏଜନିଙ୍ଗ