ଓଡ଼ିଶା ଗସ୍ତରେ କେନ୍ଦ୍ରମନ୍ତ୍ରୀ ଅନୁପ୍ରିୟା ପଟେଲ

ଭୁବନେଶ୍ୱର: କେନ୍ଦ୍ର ବାଣିଜ୍ୟ ଏବଂ ଉଦ୍ୟୋଗ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ଅନୁପ୍ରିୟା ପଟେଲ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ପହଞ୍ଚିଛନ୍ତି । ସେ ମୋଦି ସରକାରଙ୍କ ୮ ବର୍ଷ ପୂର୍ତ୍ତି ଅବସରରେ ବିଜେପି ପକ୍ଷରୁ ଚାଲିଥିବା "ସେବା, ସୁଶାସନ ଓ ଗରିବ କଲ୍ୟାଣ ପର୍ବ"ର ବିଭିନ୍ନ

ମାହାଙ୍ଗା ଡବଲ ମର୍ଡର ଘଟଣା : ୨୦ସୁଦ୍ଧା ଷ୍ଟାଟସ ରିପୋର୍ଟ ଦାଖଲ ପାଇଁ ନିର୍ଦ୍ଦେଶ

ସାଲେପୁର: ବହୁ ଚର୍ଚ୍ଚିତ ମାହାଙ୍ଗା ଡବଲ ମର୍ଡର ଘଟଣାରେ ସାଲେପୁର ଜେଏମ୍‌ଏଫସି ପୁଣି ଏକ ନିର୍ଦ୍ଦେଶ ଦେଇଛନ୍ତି। ଚଳିତ ମାସ ୨୦ତାରିଖ ସୁଧା ତଦନ୍ତ ଷ୍ଟାଟସ ରିପୋର୍ଟ ଦାଖଲ ସହ ତଦନ୍ତ କାହିଁକି ବିଳମ୍ବ ହେଉଛି କାରଣ ଦର୍ଶାଇବା ପାଇଁ ତଦନ୍ତକାରୀ ଅଫିସରଙ୍କୁ ଜେଏମଏଫସିଙ୍କ ନୋଟିସ ଜାରି

ବିଭାଗର ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକ

ଭୁବନେଶ୍ୱର: ଆହୁରି ସୁଦୃଢ଼ ହେବ ବନ୍ୟା, ବାତ୍ୟା, ମରୁଡ଼ି ପରି ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା । ଯାହା ଆବଶ୍ୟକ, ଖୁବ୍ ଶୀଘ୍ର କାମ ଆରମ୍ଭ ହେବ । ଏସଆରସି ପ୍ରଦୀପ ଜେନାଙ୍କ ସହ ସମୀକ୍ଷା ବୈଠକ ପରେ ଏହା କହିଛନ୍ତି ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକ । ଏସଆରସି ଅଫିସର

ସ୍ନାନଯାତ୍ରା ପାଇଁ ସ୍ବାସ୍ଥ୍ୟ ବିଭାଗର ଗାଇଡଲାଇନ ଜାରି

ଭୁବନେଶ୍ୱର: ଆସନ୍ତାକାଲି ଶ୍ରୀଜିଉଙ୍କ ଦେବ ସ୍ନାନ ପୂର୍ଣ୍ଣିମା। ରତ୍ନ ସିଂହାସନରୁ ସ୍ନାନ ମଣ୍ଡପକୁ ପହଣ୍ଡି ବିଜେ କରିବେ ମହାପ୍ରଭୁ । ଶୃଙ୍ଖଳିତ ଦର୍ଶନ ଓ ସୁରକ୍ଷା ବ୍ୟବସ୍ଥାକୁ ଦୃଷ୍ଟିରେ ରଖି ପୁରୀ ସହରରେ ୫୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯିବ । ଦୁଇବର୍ଷ ଭକ୍ତମାନେ ଶ୍ରୀଜୀଉଙ୍କ

ବିଧାୟକ ଭାବେ ଶପଥ ନେଲେ ନବ ନିର୍ବାଚିତ ବିଧାୟିକା ଅଳକା ମହାନ୍ତି

ଭୁବନେଶ୍ବର: ନବ ନିର୍ବାଚିତ ବିଧାୟିକା ଅଳକା ମହାନ୍ତି ଆଜି ବିଧାୟକ ଭାବେ ଶପଥ ନେଇଛନ୍ତି। ବିଧାନସଭାରେ ବାଚସ୍ପତିଙ୍କ ଚାମ୍ବରରେ ଏହି ଶପଥ ନେଇଛନ୍ତି। ନିକଟରେ ବ୍ରଜରାଜନଗର ଉପନିର୍ବାଚନ ହୋଇଥିଲା। ବିଜେଡି ପ୍ରାର୍ଥିନୀ ଅଳକା ମହାନ୍ତି ୬୬ ହଜାର ୧୨୨ ଭୋଟ୍‌ ବ୍ୟବଧାନରେ ବିଜୟୀ ହୋଇଥିଲେ।

ଦିନିକିଆ ରାଙ୍କିଙ୍ଗରେ ଭାରତକୁ ପଛରେ ପକାଇଲା ପାକିସ୍ତାନ

ଦୁବାଇ: ଆଇସିସି ଦିନିକିଆ ରାଙ୍କିଙ୍ଗରେ ଭାରତକୁ ବଡ଼ ଝଟକା ଲାଗିଛି। ଭାରତକୁ ଦିନିକିଆ ରାଙ୍କିଙ୍ଗରେ ପଛରେ ପକାଇ ଦେଇଛି ପାକିସ୍ତାନ। ଘରୋଇ ମାଟିରେ ପାକିସ୍ତାନ ପ୍ରତିପକ୍ଷ ୱେଷ୍ଟଇଣ୍ଡିଜ୍ ବିପକ୍ଷ ଦିନିକିଆ ସିରିଜକୁ ୩-୦ରେ କ୍ଲିନ ସୁଇପ କରିଛି। ଏହି ସିରିଜ୍ ବିଜୟ ପରେ ଦଳକୁ ରାଙ୍କିଙ୍ଗରେ

ଭୁବନେଶ୍ୱରରେ ଯୁବକଙ୍କ ଉନ୍ମତ୍ତ କାଣ୍ଡ, ଛୁରାମାଡ଼ରେ ୨ ଆହତ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଜଣେ ମାନସିକ ଅନଗ୍ରସର ଯୁବକଙ୍କ ଉନ୍ମତ୍ତ କାଣ୍ଡ । ଭିଏସଏସ ନଗରରେ ଏକାଧିକ ବ୍ୟକ୍ତିଙ୍କୁ ଯୁବକ ଜଣକ ଆକ୍ରମଣ କରିଥିବା ଜଣାପଡିଛି । ଯୁବକଙ୍କ ଛୁରାମାଡ଼ରେ ୨ ଜଣ ଆହତ ହୋଇଥିବା ସୂଚନା ମିଳିଛି । ଘଟଣା ପରେ ଯୁବକଙ୍କୁ କାବୁ କରି ପୋଲିସକୁ ହସ୍ତାନ୍ତର

ପ୍ରତିରକ୍ଷା ବାହିନୀ ପାଇଁ ‘ଅଗ୍ନିପଥ’ ଯୋଜନାରେ ୪-ବର୍ଷିଆ ନିଯୁକ୍ତି ପ୍ରଦାନ କରିବେ ସରକାର

ନୂଆଦିଲ୍ଲୀ: ପ୍ରତିରକ୍ଷା ବାହିନୀ ପାଇଁ କେନ୍ଦ୍ର ସରକାର ‘ଅଗ୍ନିପଥ’ ନିଯୁକ୍ତି ଯୋଜନା ପ୍ରଣୟନ କରିବେ। ଯାହା ଅଧୀନରେ କେବଳ ଚାରି ବର୍ଷର କାର୍ଯ୍ୟକାଳ ପାଇଁ ସୈନ୍ୟ ନିଯୁକ୍ତ କରାଯିବ। ଯୋଜନା ଅନୁଯାୟୀ, ଏହି ଯୋଜନାର ସବିଶେଷ ବିବରଣୀ ଆୟୋଜିତ ହେବାକୁ ଥିବା ତିନି ସେନା ମୁଖ୍ୟଙ୍କ ଏକ ମିଳିତ

ବିକ୍ରମ କେଶରୀ ଆରୁଖ ହେଲେ ବିଧାନସଭାର ନୂଆ ବାଚସ୍ପତି, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଓଡ଼ିଶା ବିଧାନସଭାର ନୂତନ ବାଚସ୍ପତି ଭାବରେ ବିକ୍ରମ କେଶରୀ ଆରୁଖ ନିର୍ବାଚିତ ହୋଇଛନ୍ତି। ବାଚନିକ ଭୋଟ ପରେ ଶ୍ରୀ ଆରୁଖଙ୍କୁ ବାଚସ୍ପତି ଭାବେ ଉପବାଚସ୍ପତି ରଜନୀକାନ୍ତ ସିଂ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ ବିକ୍ରମ କେଶରୀ ଆରୁଖଙ୍କ ନାମ ପ୍ରସ୍ତାବ କରିଥିଲେ। ସଂସଦୀୟ

ମଝି ଆକାଶରେ ଟଏଲେଟ୍‌ ଭିତରେ ଫସିଗଲେ ପାଇଲଟ୍‌

ନୂଆଦିଲ୍ଲୀ: ବିମାନ ଟଏଲେଟ୍‌ରେ ଫସିଗଲେ ପାଇଲଟ। ବାଜିରେ ଲାଗିଲା କ୍ରୁ ମେମ୍ବର ସମେତ ଯାତ୍ରୀଙ୍କ ଜୀବନ। ବିମାନକୁ ଜରୁରୀ ଅବତରଣ କରିବାକୁ ପଡ଼ିଲା। ଇଜିଜେଟ୍‌ ବିମାନରେ କିଛି ଏଭଳି ଘଟଣା ଘଟିଥିବା ଖବର ସାମ୍ନାକୁ ଆସିଛି।ଇଜିଜେଟ୍‌ ବିମାନ ସଂଖ୍ୟା EZY6938 ରବିବାର ଗ୍ରୀସର ହେରାକ୍ଲିଓନରୁ