Sign in
Sign in
Recover your password.
A password will be e-mailed to you.
୧୩୩ ଜଣ ଛାତ୍ରଛାତ୍ରୀ ଦେଲେ ୫ମ ଶ୍ରେଣୀ ବୃତ୍ତି ପରୀକ୍ଷା…
ବୁଗୁଡ଼ା : ସ୍ଥାନୀୟ ପିପୁଲ୍ସ ହାଇସ୍କୁଲ କେନ୍ଦ୍ରରେ ଆଜି ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷା ଅନୁଷ୍ଠିତ ହୋଇଯାଇଛି । ଏଥିରେ ବୁଗୁଡା ଗୋଷ୍ଠୀ ଶିକ୍ଷାଧୂକାରୀଙ୍କ କାର୍ଯ୍ୟାଳୟ ଅଧିନସ୍ଥ ବିଭିନ୍ନ ବିଦ୍ୟାଳୟର ୧୩୩ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ ବେଳେ ୪ ଜଣ ପରୀକ୍ଷାର୍ଥୀ ଅନୁପସ୍ଥିତ!-->…
ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆଜି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଘନୀଭୂତ ହୋଇ ପରବର୍ତ୍ତୀ ୪୮ ଘଣ୍ଟାରେ ସୁଦୃଶ୍ୟ ଲଘୁଚାପର ପରିଣତ ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଆଜିଠୁ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି।!-->…
କୋଣାର୍କ ସୂର୍ଯ୍ୟ ମନ୍ଦିର ରୁ ବାଲିକଢା କାମର ଶୁଭାରମ୍ଭ
କୋଣାର୍କ: ବହୁ ପ୍ରତିକ୍ଷା ପରେ ବିଶ୍ୱ ପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟ ମନ୍ଦିର ବା ବ୍ଲାକ ପାଗୋଡାରୁ ଆଜି ବାଲିକଢା କାମର ଶୁଭାରମ୍ଭ ହୋଇଛି। ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା-ଏଏସ୍ଆଇ ପକ୍ଷରୁ ଏଥିନିମନ୍ତେ ଭୂମି ପୂଜନ କରାଯାଇଛି। ଉନ୍ନତ ବୈଷୟିକ ଜ୍ଞାନକୌଶଳର ବିନିଯୋଗ କରି!-->…
ଆଜି ‘କର୍ତ୍ତବ୍ୟ ପଥ’ ଉଦ୍ଘାଟନ କରିବେ ପ୍ରଧାନମନ୍ତ୍ରୀ
ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ସନ୍ଧ୍ୟା ୭ଟା ବେଳେ କର୍ତ୍ତବ୍ୟ ପଥ ଉଦ୍ଘାଟନ କରିବେ । କ୍ଷମତାର ପ୍ରତୀକ ତତ୍କାଳୀନ ରାଜପଥକୁ କର୍ତ୍ତବ୍ୟ ପଥ ଭାବେ ନାମିତ କରାଯିବ। ଏହି ଅବସରରେ ପ୍ରଧାନମନ୍ତ୍ରୀ ଇଣ୍ଡିଆ ଗେଟ ଠାରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତି!-->…
ନିଟ୍ ୟୁଜି ରେଜଲ୍ଟ : ରାଜସ୍ଥାନର ତନିସ୍କା ଦେଶରେ ଟପ୍ପର
ଘୋଷଣା ହୋଇଛି ମେଡିକାଲ ଆଶାୟୀମାନଙ୍କ ନିଟ୍ ୟୁଜି ପରୀକ୍ଷା ଫଳ । ୧୮ ଲକ୍ଷରୁ ଊଦ୍ଧ୍ୱର୍ ମେଡିକାଲ ଆଶାୟୀଙ୍କ ଫଳ ପ୍ରକାଶ ପାଇଛି । ୨୦୨୨ ନିଟ୍ ପରୀକ୍ଷାଫଳ ସହ ଏନଟିଏ ଅନ୍ତିମ ନିଟ୍ ଉତର ପତ୍ର ଓ ସର୍ବଭାରତୀୟ ରାଙ୍କ ପ୍ରକାଶ ପାଇଛି । ରାଜସ୍ଥାନର ତନିଷ୍କା ଦେଶରେ ଟପର ହୋଇଛନ୍ତି ।
!-->!-->!-->…
ଏନଇଇଟି ପରୀକ୍ଷା: ଟପ୍ପର ତାଲିକାରେ ଓଡ଼ିଆ
ଭୁବନେଶ୍ୱର: ବୁଧବାର ବିଳମ୍ବିତ ରାତିରେ ପ୍ରକାଶ ପାଇଛି ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନଟିଏ) ଦ୍ବାରା ଆୟୋଜିତ ହୋଇଥିବା ଏନଇଇଟି ପରୀକ୍ଷା ଫଳ। ଏହି ପରୀକ୍ଷାର ଟପ୍ପର ତାଲିକାରେ ରହିଛନ୍ତି ଓଡିଶାର ପ୍ରିୟ ସୋମଦୂତ ନାୟକ। ପ୍ରିୟ ୭୨୦ରୁ ୭୦୫ ମାର୍କ ରଖି ସର୍ବ ଭାରତୀୟ ସ୍ତରରେ ୩୯!-->…
ଗୃହମନ୍ତ୍ରୀଙ୍କ ଆଖପାଖରେ ଅଜଣା ବ୍ୟକ୍ତି, ସନ୍ଦିଗ୍ଧ ବ୍ୟକ୍ତି ଗିରଫ
ମୁମ୍ବାଇ: ଗୃହମନ୍ତ୍ରୀ ଅମିତ ଶାହଙ୍କ ସୁରକ୍ଷା ବଳୟ ଭିତରେ ବୁଲୁଥିବା ଜଣେ ଅଜଣା ବ୍ୟକ୍ତି ଗିରଫ । ଗିରଫ ବ୍ଯକ୍ତି ଜଣଙ୍କ ଆନ୍ଧ୍ରପ୍ରଦେଶର ଜଣେ ସାଂସଦଙ୍କ ବ୍ୟକ୍ତିଗତ ସହାୟକ ଭାବେ କାମ କରୁଥିଲେ ବୋଲି କହୁଛନ୍ତି। କିନ୍ତୁ ଏଯାବତ ଏହାର ସତ୍ୟାସତ୍ୟ ଜଣାପଡିନି। ଗଣେଶ ପୂଜା ବେଳେ!-->…
ସାନଫ୍ରାନ୍ସିସ୍କୋ ଠାରେ ୟୁଏସ୍ ଷ୍ଟାର୍ଟଅପ୍ ସେତୁର ଶୁଭାରମ୍ଭ କଲେ ବାଣିଜ୍ୟ ଓ ଉଦ୍ୟୋଗ ମନ୍ତ୍ରୀ ପିୟୁଷ ଗୋଏଲ୍
ଭାରତୀୟ ଷ୍ଟାର୍ଟଅପ୍, ଆମେରିକୀୟ ନିବେଶକ ଏବଂ ଅଗ୍ରଣୀ ଷ୍ଟାର୍ଟଅପ୍ ଅଂଶୀଦାରଙ୍କୁ ସଂଯୁକ୍ତ କରିବ ଏହି ସେତୁସେତୁ ପାଣ୍ଠି ସଂଗ୍ରହ, ବଜାର ପହଂଚ ଏବଂ ବ୍ୟବସାୟୀକରଣ ଭଳି ବିଭିନ୍ନ କ୍ଷେତ୍ର ଗୁଡିକରେ ଷ୍ଟାର୍ଟଅପ୍ ଗୁଡିକୁ ପରାମର୍ଶ ଏବଂ ସହାୟତା ପ୍ରଦାନ କରିବଆମେରିକୀୟ ଷ୍ଟାର୍ଟଅପ୍ ଏବଂ!-->…
ଲାଞ୍ଚୁଆ ଡିଏସପି ଅଭିନବ ଡାଲୁଆଙ୍କୁ ୨ ଦିନ ରିମାଣ୍ଡରେ ନେଲା ଭିଜିଲାନ୍ସ
ଢେଙ୍କାନାଳ ୦୭/୦୯: ୩୦ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସରେ ଗିରଫ ହୋଇଥିବା ଢେଙ୍କାନାଳର ଲାଞ୍ଚୁଆ ଡ଼ିଏସପି ଅଭିନବ ଡାଲୁଆଙ୍କ ରିମାଣ୍ଡ ମଞ୍ଜୁର ହୋଇଛି। ଢେଙ୍କାନାଳ ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ ଭିଜିଲାନ୍ସକୁ ୨ଦିନ ରିମାଣ୍ଡ ନେବାପାଇଁ ଅନୁମତି ପ୍ରଦାନ କରିଛନ୍ତି। ଭିଜିଲାନ୍ସ!-->…