ବାରବାଟୀ ଷ୍ଟାଡିୟମକୁ ଖାଦ୍ୟ ଓ ପାଣି ବୋତଲ ନେଇପାରିବେନି ଦର୍ଶକ: DCP

କଟକ: ସୁରକ୍ଷା ବଳୟରେ ବାରବାଟୀ । ଷ୍ଟାଡିୟମକୁ ଖାଦ୍ୟ ଓ ପାଣି ବୋତଲ ନେଇପାରିବେନି ଦର୍ଶକ। ଫୋପାଡିଲା ଭଳି କୌଣସି ବସ୍ତୁ ମଧ୍ୟ ନେଇପାରିବେନି । ପାଣି ବୋତଲ, ହେଲମେଟ୍‌, ଲାଇଟର, ବାଡ଼ି ନେବାକୁ ବାରଣ କରାଯାଇଛି। ଅପରାହ୍ନ ୩ଟାରେ ବାରବାଟୀ ଷ୍ଟାଡିୟମ ଗେଟ୍‌ ଖୋଲିବ। କେଉଁ

୪ରୁ ୫ ଦିନ ଭିତରେ ଓଡ଼ିଶା ଛୁଇଁବ ମୌସୁମୀ ବାୟୁ

ଭୁବନେଶ୍ୱର: ତାତିରୁ ମିଳିବ ଆଶ୍ୱସ୍ତି । ମୌସୁମୀ ବର୍ଷାରେ ଭିଜିବ ଓଡ଼ିଶା । ଆଗାମୀ ୪ରୁ ୫ ଦିନ ଭିତରେ ମୌସୁମୀ ବାୟୁ ଓଡ଼ିଶା ଛୁଇଁବାର ସମ୍ଭାବନା ରହିଛି । ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁବା ନେଇ ପାଗ ଅନୁକୂଳ ରହିଥିବା କୁହାଯାଇଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ

ରାଜ୍ୟରେ ଆଉ ୨୪ କୋଭିଡ୍ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ

ଟି-ଟ୍ବେଣ୍ଟି ପାଇଁ ସିଏମସି ପକ୍ଷରୁ ଖୋଲିଲା ସ୍ବତନ୍ତ୍ର କଣ୍ଟ୍ରୋଲ ରୁମ୍‌

କଟକ: ଆସନ୍ତାକାଲି ବାରବାଟୀରେ ମହା ଲଢେଇ । ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବ ଦ୍ବିତୀୟ ଟି-ଟ୍ବେଣ୍ଟି । ସେଥିପାଇଁ ସିଏମସି ତରଫରୁ ଖେଲା ଯାଇଛି ସ୍ବତନ୍ତ୍ର କେଣ୍ଟୋଲ ରୁମ୍ । କଣ୍ଟ୍ରୋଲ ରୁମରୁ କରାଯିବ ସମସ୍ତ ପ୍ରକାର ମ୍ୟାଚ ନିୟନ୍ତ୍ରଣ ବ୍ୟବସ୍ଥା । ବାରବାଟୀ ପ୍ୟାଲେସ ପରିସରରେ

ବାରବାଟୀ ଟ୍ବେଣ୍ଟି-୨୦ ମ୍ୟାଚ୍‌କୁ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କଟକ ବାରବାଟୀରେ ଖେଳାଯିବାକୁ ଥିବା ଟି-୨୦ ମ୍ୟାଚ୍‌କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିବେ। ମୁଖ୍ୟମନ୍ତ୍ରୀ ଘଣ୍ଟି ବଜାଇ ମ୍ୟାଚ ଆରମ୍ଭ ହେବାର ସଙ୍କେତ ଦେବା ନେଇ ଯୋଜନା ହୋଇଛି। ତେବେ ସେ ମୁଖ୍ୟ ଅତିଥି ଭାବେ ଯୋଗ ଦେଉଥିବାରୁ ଉଚ୍ଚସ୍ତରୀୟ ଅଧିକାରୀମାନେ

ତେଲ ଟ୍ୟାଙ୍କ ର ବିସ୍ଫୋରଣ, ୪ ମୃତ

ନୟାଗଡ଼: ଇଟାମାଟି ଥାନା ଅନ୍ତର୍ଗତ ବଡ଼ପଣ୍ଡୁସର ବ୍ରିଜରୁ ଶୁକ୍ରବାର ବିଳମ୍ବିତ ରାତ୍ରରେ ଏକ ତୈଳବାହୀ ଟ୍ୟାଙ୍କର୍ ନଦୀକୁ ଖସି ପଡ଼ିବା ପରେ ବିସ୍ଫୋରଣ ଯୋଗୁଁ ଅଗ୍ନିକାଣ୍ଡ ଘଟି ୪ଜଣ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ସ୍ଥାନୀୟ ଲୋକଙ୍କଠାରୁ ସଂଗୃହୀତ ସୂଚନା ଅନୁସାରେ, ପେଟ୍ରୋଲ୍ ନେଇ ଉକ୍ତ

ବାହାଘର ଭୋଜି ଖାଇ ଫେରିବା ବେଳେ ଦୁର୍ଘଟଣା, ଜଣେ ମୃତ ଅନ୍ୟ ଜଣେ ଗୁରୁତର

ନିଶ୍ଚିନ୍ତକୋଇଲି: ବାହାଘର ଭୋଜି ଖାଇ ଫେରିବା ବେଳେ ମର୍ମନ୍ତୁଦ ଦୁର୍ଘଟଣା। କଟକ ଜିଲ୍ଲା ନେମାଳ ଥାନା ନରେନ୍ଦ୍ରପୁର ଫାଣ୍ଡି ଅଧିନସ୍ଥ ନାହାଳପୁର ତାରିଣୀ ଗଡା ନିକଟରେ ଆଜି ପ୍ରାୟ ଭୋର୍ ୪ଟା ସମୟରେ ଘରକୁ ଫେରିବା ବେଳେ ବାଇକ୍ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ

ଦୁଇ ହାତୀ ଲଢ଼େଇ, ଗଲା ଗୋଟିଏ ହାତୀର ଜୀବନ

ହାଟଡ଼ିହି : ଆନନ୍ଦପୁର ବନଖଣ୍ଡ ହଦଗଡ ହସ୍ତୀ ଅଭୟାରନ୍ୟ ରେ ଦୁଇଟି ହାତୀର ଲଢ଼େଇ ରେ ଗୋଟିଏ ହାତୀର ମୃତ୍ୟୁ ହୋଇଥିବା ଜଣାପଡିଛି। ଦୁଇ ଦନ୍ତା ହାତୀର ଲଢେଇରେ ଏକ ୩୦ ବର୍ଷିୟ ଦନ୍ତା ର ମୃତ୍ୟୁ ଘଟିଛି । ସୂଚନା ଅନୁସାରେ ଶୁକ୍ରବାର ବିଳମ୍ବିତ ସଂନ୍ଧ୍ଯା ରେ ଜଙ୍ଗଲରେ ବୁଲୁଥିବା ହାତୀଙ୍କ

ଖରାଛୁଟି ସରିବା ପରେ ଆରମ୍ଭ ହେବ ନୂଆ ଶିକ୍ଷାବର୍ଷ

ଭୁବନେଶ୍ୱର: ରାଜ୍ୟରେ ବିଦ୍ୟାଳୟରେ ଏବେ ଖରାଛୁଟି ଚାଲିଛି । ଖରାଛୁଟି ସରିବା ପରେ କିଭଳି ଭାବେ ବିଦ୍ୟାଳୟରେ ପାଠ ପଢ଼ାଯିବ ସେନେଇ ଓଡ଼ିଶା ବିଦ୍ୟାଳୟ ଶିକ୍ଷା ପ୍ରାଧିକରଣ (ଓସେପା) ପକ୍ଷରୁ ନିୟମାବଳୀ ଜାରି କରାଯାଇଛି । ଏନେଇ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀ (ଡିଇଓ) ଓ ଜିଲା

ବାରବାଟୀ ଟି-୨୦ ମ୍ୟାଚ ପାଇଁ ସ୍ବତନ୍ତ୍ର ମୋ ବସ୍ ସେବା, ଭଡ଼ା ୪୦ ଟଙ୍କା

କଟକ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ସ୍ବତନ୍ତ୍ର ମୋ ବସ୍ ସେବା । ଦର୍ଶକଙ୍କ ଯିବା ଆସିବା ପାଇଁ ସ୍ବତନ୍ତ୍ର ମୋ ବସ୍ ସେବା ଯୋଗାଇ ଦିଆଯିବ । ଆସନ୍ତାକାଲି ଭୁବନେଶ୍ବରରୁ ବାରବାଟୀକୁ ଦୁଇଟି ରୁଟରେ ଗଡ଼ିବ ସ୍ବତନ୍ତ୍ର ମୋ ବସ୍ । ପ୍ରଥମ ରୁଟରେ ବସ୍ ମାଷ୍ଟରକ୍ୟାଣ୍ଟିନରୁ ଭାୟା ରସୁଲଗଡ଼ ଦେଇ