ମହାରାଷ୍ଟ୍ରରେ କରୋନା ବିସ୍ଫୋରଣ: ଦିନକରେ ୩ ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ

ମୁମ୍ବାଇ: ମହାରାଷ୍ଟ୍ରରେ କରୋନା ବିସ୍ଫୋରଣ ପରି ପରିସ୍ଥିତି ସୃଷ୍ଟି ହୋଇଛି | କାରଣ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୦୮୧ଟି ନୂଆ କରୋନା ମାମଲା ସାମ୍ନାକୁ ଆସିଛି | ଏଥିସହିତ, ୧୩୨୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି | ରାଜ୍ୟରେ କୌଣସି ରୋଗୀଙ୍କର ମୃତ୍ୟୁ ହୋଇନାହିଁ। ନୂତନ

ମାସ୍କ ନଥିଲେ ବାରବାଟୀ ଷ୍ଟାଡିୟମରେ ମିଳିବନି ପ୍ରବେଶ ଅନୁମତି

ଭୁବନେଶ୍ୱର: କ୍ରିକେଟ୍ ପ୍ରେମୀଙ୍କ ପାଇଁ ବଡ ଖବର । ନୋ ମାସ୍କ ନୋ ଏଣ୍ଟ୍ରି । ଅର୍ଥାତ ମାସ୍କ ନାହିଁ ତ ବାରବାଟୀ ଷ୍ଟାଡିୟମକୁ ପ୍ରବେଶ ମନା । ସ୍ପଷ୍ଟ କଲେ ପୋଲିସ କମିଶନର । ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଜୁନ ୧୨ରେ ବାରବାଟୀ ଷ୍ଟାଡିୟମରେ ଖେଳାଯିବା ଦ୍ୱିତୀୟ ଟି-୨୦ । ଓସିଏ

ନନ୍ଦିଘୋଷ ରଥରେ ଫାଟ, ବଦଳିବ ପଛ ବ୍ରେକ୍‌ ଅଖ

ପୁରୀ: ନନ୍ଦିଘୋଷ ରଥରେ ଫାଟ। ବଦଳିବ ନନ୍ଦିଘୋଷ ରଥର ସାନ ଉଛଳା ତଥା ପଛ ବ୍ରେକ୍‌ ଅଖ। ଅଖରେ ଫାଟ ଯୋଗୁ ଏହାକୁ ବଦଳାଯିବା ପାଇଁ ନିଷ୍ପତ୍ତି ନିଆଯାଇଛି। ଅଖରେ ଫାଟ ଥିବାରୁ ଓଝା ସେବକମାନେ ଗତକାଲି ଅଖ, ଦଣ୍ଡା, କୁଡୁକାକୁ ବାନ୍ଧି ରଥିବା ପାଇଁ କ୍ଲାମ୍ପ ଲଗାଇଥିଲେ। କିନ୍ତୁ ରଥଯାତ୍ରା ସମୟରେ

ଭୁବନେଶ୍ୱର ଠାରେ ଏଲକେଏମ ସେଣ୍ଟର ଓ ଲାଇବ୍ରେରୀର ଉଦଘାଟନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର - ଭୁବନେଶ୍ୱର 16 ସତ୍ୟନଗର ଠାରେ ଓଡ଼ିଶାର ସୁପ୍ରିସଦ୍ଧ ନୃତତ୍ତ୍ୱବିତ୍ ସ୍ୱର୍ଗତ ପ୍ରଫେସର ଲକ୍ଷ୍ମଣ ମହାପାତ୍ରଙ୍କ ସ୍ମୃତିରେ ପ୍ରତିଷ୍ଠିତ ଏଲ.କେ.ଏମ ସେଣ୍ଟର ଏବଂ ଲାଇବ୍ରେରୀ ପ୍ରଫେସର ମହାପାତ୍ରଙ୍କ ବ୍ୟକ୍ତିତ୍ୱ, ଉଚ୍ଚ ଶିକ୍ଷା, ଗବେଷଣା ଏବଂ ବିଚାରକୁ ପୁର୍ନଜୀବିତ କରିବ

ବାରବାଟୀରେ ମ୍ୟାଚ ଦେଖିବାକୁ ଆସିବେ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି

କଟକ: ରବିବାର କଟକର ବାରବାଟୀ ଷ୍ଟାଡିୟମରେ ଖେଳାଯିବ ଭାରତ-ଦକ୍ଷିଣ ଆଫ୍ରିକା ୨ୟ ଟି-୨୦। ଏଥିପାଇଁ ଆଜି ଦୁଇ ଦେଶର ଖେଳାଳି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ମ୍ୟାଚ ପାଇଁ ମଧ୍ୟ ସବୁ ପ୍ରସ୍ତୁତି ସରିଛି। ନୂଆ ଆଉଟ ଫିଲ୍ଡ ସାଙ୍ଗକୁ ନୂଆ ଏଲଇଡି ଫ୍ଲଡ ଲାଇଟରେ ଖେଳାଯିବ ଏହି ମ୍ୟାଚ୍‌। ଏହି

ଭିଜିଲାନ୍ସ ପୋଲିସ ଇନ୍ସପେକ୍ଟର ମାନସୀ ଜେନା ଚାକିରିରୁ ବହିଷ୍କୃତ

କଟକ: ସମ୍ବଲପୁର ଭିଜିଲାନ୍ସ ଡିଭିଜନର ପୋଲିସ ଇନ୍ସପେକ୍ଟର ମାନସୀ ଜେନାଙ୍କୁ ଚାକିରୀରୁ ବହିଷ୍କାର କରାଯାଇଛି। ମାନସୀଙ୍କୁ ଚାକିରୀରୁ ପୋଲିସ ଡିଜି ବହିଷ୍କାର କରିଛନ୍ତି। ମେ ୧୨ ତାରିଖରେ ଜଣେ ସହଯୋଗୀଙ୍କ ଜରିଆରେ ଲାଞ୍ଚ ନେଇ ସେ ଧରାପଡିଥିଲେ। ଜଣେ ଅଫିସରଙ୍କ ନାମରେ ଥିବା କେସକୁ ରଫାଦଫା

ଜୁଲାଇ ୨ରୁ ବିଧାନସଭାର ମୌସୁମୀ ଅଧିବେଶନ

ଭୁବନେଶ୍ବର : ଜୁଲାଇରେ ୨ରୁ ଆରମ୍ଭ ହେବାକୁ ଯାଉଛି ବିଧାନସଭା ମୌସୁମୀ ଅଧିବେଶନ । ମୌସୁମୀ ଅଧିବେଶନ ନେଇ ଆଜି ପ୍ରକାଶ ପାଇଛି ବିଜ୍ଞପ୍ତି । ଚଳିତ ବର୍ଷ ମୌସୁମୀ ଅଧିବେଶନରେ ରହିଛି ୨୪ଟି କାର୍ଯ୍ୟ ଦିବସ । ଅଗଷ୍ଟ ୪ ପର୍ଯ୍ୟନ୍ତ ଚାଲିବ ମୌସୁମୀ ଅଧିବେଶନ । ଅଧିବେଶନର ଆରମ୍ଭ ଅର୍ଥାତ

ଭୁବନେଶ୍ବରରେ ପହଞ୍ଚିଲେ ଭାରତ ଓ ଦକ୍ଷିଣ ଆଫ୍ରିକା ଟିମ୍‌ର ଖେଳାଳି

ଭୁବନେଶ୍ବର: ବାରବାଟୀ ଟି-୨୦ ପାଇଁ ଭୁବନେଶ୍ବରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଉଭୟ ଭାରତ ଓ ଦକ୍ଷିଣ ଆଫ୍ରିକା ଟିମ୍‌ର ଖେଳାଳି ପହଞ୍ଚିଛନ୍ତି। ବିମାନବନ୍ଦରରେ ଖେଳାଳିମାନଙ୍କୁ ସ୍ବାଗତ କରାଯାଇଥିଲା। ଏହାପରେ ଉଭୟ ଟିମକୁ ସ୍ୱତନ୍ତ୍ର ବସ୍ ଯୋଗେ ହୋଟେଲ ମେ' ଫେୟାରକୁ

ଆଗୁଆ ଚାଲିଛି ରଥ ନିର୍ମାଣ, ୩ ରଥର ଉଠିଲା ଚାରି ନାହାକା

ପୁରୀ: ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ୩୬ ଦିନରେ ପହଞ୍ଚିଛି। ଆଜି ୩ ରଥର ଚାରି ନାହାକା ଉଠିଛି। ଯୋଜନା ଅନୁଯାୟୀ, ପ୍ରତିବର୍ଷ ଦେବସ୍ନାନ ପୂର୍ଣ୍ଣମୀ ଦିନ ୩ ରଥର ଚାରି ନାହାକା ଉଠିଥାଏ। କିନ୍ତୁ ଚଳିତ ବର୍ଷ ଆଗୁଆ ଏହି କାର୍ଯ୍ୟ ସରିଛି। ୪ ଦିନ ପୂର୍ବରୁ ଚାରି

ବିଜେପିକୁ ଝଟକା: ବିଧାୟିକା କଲେ କ୍ରସ ଭୋଟିଂ

ଜୟପୁର: ରାଜସ୍ଥାନରେ ଚାରିଟି ରାଜ୍ୟସଭା ଆସନ ପାଇଁ ଚାଲିଥିବା ଭୋଟଗ୍ରହଣ ମଧ୍ୟରେ ଦୁଇ ବିଜେପି ବିଧାୟକଙ୍କ ଭୋଟ୍ ଖାରଜ ହୋଇଥିବାର ପ୍ରସଙ୍ଗ ସାମ୍ନାକୁ ଆସୁଛି। ସୂଚନାନୁସାରେ, ବିଜେପି ବିଧାୟିକା ଶୋଭା ରାନୀଙ୍କ ଭୋଟ୍ ଖାରଜ ହୋଇଯାଇଛି | ଏଥି ସହ ବିଧାୟକ କୈଳାସ ମୀନାଙ୍କ ଭୋଟକୁ ନେଇ ବିବାଦ