ଗଗନାୟନ ମିଶନ ପାଇଁ ସଫଳ ହେଲା ଇସ୍ରୋର ଡ୍ରୋଗ ପାରାସୁଟ୍ ପରୀକ୍ଷଣ

ନୂଆଦିଲ୍ଲୀ: ମାନବ ମିଶନ ଆଡ଼କୁ ଆଉ ପାଦେ ଅଗ୍ରସର ଭାରତ । ସଫଳତାର ସହ ଡ୍ରୋଗ ପାରସୁଟ୍ ଡିପ୍ଳଏମେଣ୍ଟ କ୍ବାଲିଫିକେସନ ଟେଷ୍ଟ କଲା ଇସ୍ରୋ । ଗଗନାୟନ କ୍ରିୟୁ ମଡ୍ୟୁଲ ପାଇଁ ଏହି ପରୀକ୍ଷା । ସଫଳତାର ସହ ଚଣ୍ଡିଗଡ଼ RTRS କେନ୍ଦ୍ରରେ ପରୀକ୍ଷା କରିଛି ଇସ୍ରୋ ।

ଭୁଶୁଡିଲା ନିର୍ମାଣାଧୀନ ବେସମେଣ୍ଟ, ଚାପି ହୋଇଛନ୍ତି ଅନେକ ଶ୍ରମିକ !

ଆଗ୍ରା : ତାଜ ନଗରୀ ଆଗ୍ରାର ନମକ ମଣ୍ଡି ଅଞ୍ଚଳରେ ବଡ଼ ଅଘଟଣ । ବେସମେଣ୍ଟ ନିର୍ମାଣ ସମୟରେ କାନ୍ଥ ଧସିଯିବାରୁ ଅନେକ ଲୋକ ଚାପି ହୋଇଥିବା ଆଶଙ୍କା କରାଯାଉଛି । ସମସ୍ତଙ୍କୁ ଉଦ୍ଧାର କରାଯାଇ ହସପିଟାଲରେ ଭର୍ତ୍ତି କରାଯାଇଛି । ତେବେ ଘଟଣାରେ ୪ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ଘଟଣା ସ୍ଥଳରେ

ମହଙ୍ଗା ହେଲା ଟ୍ରେନ୍ ଭଡ଼ା

ନୂଆଦିଲ୍ଲୀ: ରେଳ ଯାତ୍ରୀଙ୍କ ପକେଟକୁ ଝଟକା । ଦୂର ଯାତ୍ରା ପାଇଁ ମହଙ୍ଗା ହେଲା ରେଳ ଭଡ଼ା । ୫୦୦ କିଲୋମିଟିର ପାଇଁ ୧୦ ଟଙ୍କା ବଢ଼ିଲା ଏସି ଟିକେଟ । ଏସି କୋଚ୍ ପାଇଁ କିଲୋମିଟର ପିଛା ୨ ପଇସା ବୃଦ୍ଧି ହୋଇଛି । ସାଧାରଣ କ୍ଲାସରେ ୨୧୫ କିମିରୁ ଅଧିକ କିଲୋମିଟର ପିଛା ୧

ନୋଏଡ଼ାରେ ଘନ କୁହୁଡ଼ି ଓ ବାୟୁ ପ୍ରଦୂଷଣ, ମାସ୍କ ପିନ୍ଧିବାକୁ ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ପରାମର୍ଶ

ନୂଆଦିଲ୍ଲୀ : ଦିଲ୍ଲୀର ଗ୍ରେଟର ନୋଏଡ଼ାରେ ଧୀରେ ଧୀରେ ଶୀତ ପ୍ରଭାବ ବୃଦ୍ଧି ପାଉଛି । ଥଣ୍ଡା ବଢିବା ସହ କୁହୁଡ଼ି ମଧ୍ୟ ବଢିବାରେ ଲାଗିଛି । ବାୟୁ ଗୁଣବତ୍ତାରେ ପରିବର୍ତ୍ତନ ହେବାରୁ ଲୋକଙ୍କ ସମସ୍ୟାର କାରଣ ପାଲଟିଛି । ସକାଳେ ଏବଂ ସନ୍ଧ୍ୟାରେ କୁହୁଡ଼ିର ମାତ୍ରା ଏତେ

ଦକ୍ଷିଣ ଆଫ୍ରିକାରେ ଆଖିବୁଜା ଗୁଳିମାଡ଼, ୧୦ ମୃତ, ୧୦ ଆହତ

ଦକ୍ଷିଣ ଆଫ୍ରିକା : ଦକ୍ଷିଣ ଆଫ୍ରିକା ଜୋହାନ୍ସବର୍ଗରେ ଆଖିବୁଜା ଗୁଳିମାଡ଼ । ଏହି ଗୁଳିକାଣ୍ଡରେ ୧୦ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୦ ଜଣ ଆହତ ହୋଇଛନ୍ତି । ଆକ୍ରମଣକାରୀଙ୍କ ପରିଚୟ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ । ସୂଚନାନୁଯାୟୀ, ଦକ୍ଷିଣ ଆଫ୍ରିକାର ବେକର୍ସଡାଲର ଏକ ବାର୍

ଘନେଇଲା ଯୁଦ୍ଧ ବାଦଲ, ଆହୁରି କଡ଼ାକଡ଼ି କଟକଣା ଲାଗୁ କଲେ ଟ୍ରମ୍ପ

ଆମେରିକା : ଘନେଇଲା ଯୁଦ୍ଧ ବାଦଲ । ଭେନେଜୁଏଲା ଉପରେ ଆମେରିକାର କଡ଼ା କାର୍ଯ୍ୟାନୁଷ୍ଠାନ । ଆମେରିକା କବଜାରେ ଦୁଇଟି ବଡ଼ ତେଲ ଟାଙ୍କର । ଆମେରିକା ସରକାର ଭେନେଜୁଏଲା ଉପରେ ଲଗାଯାଇଥିବା କଟକଣାକୁ ଆହୁରି କଡ଼ାକଡ଼ି କଲେ । ଯେଉଁଥିରେ ଭେନେଜୁଏଲାରୁ ଅଶୋଧିତ ତେଲ ଚୋରା ଚାଲାଣ ହେଉଥିଲା

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୧୪ ଆହତ…

ବ୍ରହ୍ମପୁର: ଘାଟିରୁ ଖସିଲା ପିକନିକ୍ ବସ୍ । ଜଣେ ମୃତ ଏବଂ ୧୪ ରୁ ଅଧିକ ଆହତ ହୋଇଛନ୍ତି । ଗଞ୍ଜାମ ଜିଲ୍ଲା ଜରଡ଼ା ଥାନା ବାରିଁଆ ପଥର ଘାଟିରେ ୫୦ ଫୁଟ ତଳକୁ ଖସିପଡ଼ିଛି ପିକନିକ୍ ବସ୍ । ସମସ୍ତ ଆହତଙ୍କୁ ପ୍ରଥମେ ପାତ୍ରପୁର ଓ ପରେ ବ୍ରହ୍ମପୁର ଏମକେସିଜିକୁ ସ୍ଥାନାନ୍ତର କରାଯାଇଛି ।

ସହିଦନଗର ଗଣଦୁଷ୍କର୍ମ ମାମଲାକୁ ନେଇ ନବୀନଙ୍କ ଉଦବେଗ

ଭୁବନେଶ୍ବର: ସହିଦନଗର ଗଣଦୁଷ୍କର୍ମ ମାମଲାକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ନବୀନ ସାମାଜିକ ଗଣମାଧ୍ୟମରେ ଏକ ପୋଷ୍ଟ କରି ମହିଳା ସୁରକ୍ଷାକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି। ନବୀନ ଲେଖିଛନ୍ତି, ମହିଳାଙ୍କ ପାଇଁ ଅସୁରକ୍ଷିତ ହେଉଛି ରାଜ୍ୟ ରାଜଧାନୀ

ଦଇଡ଼ାପାନି ଜଙ୍ଗଲରେ ମାଓ ଶିବିର, ବିପୁଳ ଅସ୍ତ୍ରଶସ୍ତ୍ର ଜବତ

ଛତିଶଗଡ଼: ଓଡ଼ିଶା-ଛତିଶଗଡ଼ ସୀମାନ୍ତ ଦଇଡ଼ାପାନି ଜଙ୍ଗଲରେ ମାଓବାଦୀ ଶିବିର ଠାବ ହୋଇଛି। ଶିବିରରେ ମାଓବାଦୀ ନ ଥିବାବେଳେ ସେଠାରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ କରିଛି ସୁରକ୍ଷାବାହିନୀ। ସୂଚନା ଅନୁସାରେ, ଗରିଆବନ୍ଦର ମେନପୁର ଅନ୍ତର୍ଗତ ଦଇଡ଼ାପାନି ଜଙ୍ଗଲରେ ମାଓବାଦୀ ଶିବିର

ବିଧାୟକ ଦରମା ବୃଦ୍ଧି ନିଷ୍ପତ୍ତି ସରକାରଙ୍କ ମସ୍ତବଡ ଭୁଲ : ନରସିଂହ ମିଶ୍ର

ଭୁବନେଶ୍ବର: ଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗକୁ ନେଇ ରବିବାର ମୁହଁ ଖୋଲିଛନ୍ତି ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର। ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗରେ ସେ ଉଦ୍ ବେଗ ପ୍ରକାଶ କରିବା ସହ ସରକାରଙ୍କ ଏହି ନିଷ୍ପତ୍ତି ମସ୍ତବଡ ବଡ ଭୁଲ ନିଷ୍ପତ୍ତି ​‌ବୋଲି କହିଛନ୍ତି ନରସିଂହ