Sign in
Sign in
Recover your password.
A password will be e-mailed to you.
ଜାତୀୟ ଉଦ୍ୟାନ ଓ ବନ୍ୟପ୍ରାଣୀ ଅଭୟାରଣ୍ୟର ୧ କିଲୋମିଟର ପରିଧିରେ କୌଣସି ପ୍ରକାର ଉନ୍ନୟନମୂଳକ କାର୍ଯ୍ୟ ଓ ଖଣି ଖନନ…
ନୂଆଦିଲ୍ଲୀ: ଜାତୀୟ ଉଦ୍ୟାନ ଓ ବନ୍ୟପ୍ରାଣୀ ଅଭୟାରଣ୍ୟର ୧ କିଲୋମିଟର ପରିଧିରେ କୌଣସି ପ୍ରକାର ଉନ୍ନୟନମୂଳକ କାର୍ଯ୍ୟ ଓ ଖଣି ଖନନ ହୋଇପାରିବ ନାହିଁ। ଏନେଇ ଏକ ମାମଲାର ଶୁଣାଣି କରି ସୁପ୍ରିମକୋର୍ଟ ନିର୍ମାଣ କାର୍ଯ୍ୟ ଓ ଖଣି ଖନନ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି।ଜଷ୍ଟିସ ଏଲ୍. ନାଗେଶ୍ୱର!-->…
ରାଜଧାନୀରେ ବାର୍ ଉପରେ ଅବକାରୀ ବିଭାଗର ଚଢ଼ାଉ, କାରଣ ଦର୍ଶାଅ ନୋଟିସ୍ ଜାରି
ଭୁବନେଶ୍ୱର: ମଦ ଆସରକୁ ନାଚଗୀତରେ ମସଗୁଲ ନିଶାଡ଼ି । ନିୟମ ବେଖାତିର କରି ବିଳମ୍ବିତ ରାତିରେ ଚାଲିଥିଲା ବାର୍ । ଖାରବେଳନଗର ଥାନା ଅଧିନରେ ଥିବା ସନ ଗ୍ରୀନରେ ଅଚାନକ ରେଡ୍ କରିଛି ଅବକାରୀ ଟିମ । ବିଳମ୍ବିତ ରାତିରେ ମଦର ଆସର ଜମିଥିବାରୁ ହୋଟେଲ ସନ ଗ୍ରୀନକୁ ଅବକାରୀ ବିଭାଗର କାରଣ!-->…
ଜ୍ଞାନବାପୀ ମସ୍ଜିଦରେ ପୂଜାପାଠ ପ୍ରସଙ୍ଗ : ଶଙ୍କରାଚାର୍ଯ୍ୟ ସ୍ୱରୂପାନନ୍ଦ ସରସ୍ୱତୀଙ୍କ ଶିଷ୍ୟ ସ୍ୱାମୀ…
ଲକ୍ଷ୍ନୌ: ଦେଶରେ ଥମୁନି ଜ୍ଞାନବାପୀ ମସଜିଦକୁ ନେଇ ଚର୍ଚ୍ଚା। ମସଜିଦ ଭିତରେ ଶିବଲିଙ୍ଗ ଥିବା କହି ହିନ୍ଦୁ ପକ୍ଷ ପୂଜା କରିବାକୁ ଅଡି ବସିଛନ୍ତି। ସେପଟେ ମୁସଲିମ ପକ୍ଷ ଏହାକୁ ବିରୋଧ ଜାରି ରାଖିଛନ୍ତି। ଦିନକୁ ଦିନ ଏହି ବିବାଦ ଘନେଇବାରେ ଲାଗିଛି। ଏହାରି ଭିତରେ ମସଜିଦ ଭିତରେ ପୂଜା ପାଠ!-->…
କଟକରୁ ୨୬ ଲକ୍ଷର ୫ଶହ ଟଙ୍କିଆ ନୋଟ୍ ଜବତ
କଟକ: ପଶ୍ଚିମବଙ୍ଗ ଅଞ୍ଚଳର ଜଣେ ବ୍ୟକ୍ତିଙ୍କଠାରୁ ୨୬ ଲକ୍ଷ ଟଙ୍କାର ନଗଦ ଟଙ୍କା ଜବତ ହୋଇଛି । ଏହି ଟଙ୍କା ସେ' କେଉଁଠୁ ଆଣିଲେ ତାହାର ପ୍ରମାଣ ଦେଇନପାରିବାରୁ ପୁଲିସ ଟଙ୍କା ଜବତ କରି ଆୟକର ବିଭାଗକୁ ହସ୍ତାନ୍ତର କରିଛି । ତେବେ ଏହି ଟଙ୍କା ପଛରେ ଜିଏସ୍ଟି ଠକେଇ ର୍ୟାକେଟ୍ ଥାଇପାରେ!-->…
ଜୁନ ଶେଷ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ୍ ପରୀକ୍ଷା ଫଳ
ଭୁବନେଶ୍ବରଁ ଛାତ୍ରଛାତ୍ରୀଙ୍କ ପାଇଁ ବଡ ଖବର । ଜୁନ ଶେଷ ସୁଦ୍ଧା ମାଟ୍ରିକ୍ ପରୀକ୍ଷା ଫଳ ପ୍ରକାଶ ପାଇବ । ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସୂଚନା ଦେଇଛନ୍ତି । ଖାତାଦେଖା ଶେଷ ହୋଇ ଅନ୍ୟ ପ୍ରକ୍ରିୟା ଚାଲିଛି ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ ।
ତେବେ କରୋନା ମହାମାରୀ ଯୋଗୁ!-->!-->!-->…
କରୋନା ସଂକ୍ରମଣ ବଢୁଛି, ୫ ରାଜ୍ୟକୁ ସତର୍କ କଲେ କେନ୍ଦ୍ର ସରକାର
ନୂଆଦିଲ୍ଲୀ: ପୁଣି ବଢ଼ିଲା କରୋନା ସଂକ୍ରମଣ। ତାମିଲନାଡୁ, କେରଳ, ତେଲଙ୍ଗାନା, କର୍ଣ୍ଣାଟକ ଓ ମହାରାଷ୍ଟ୍ରରେ ସଂକ୍ରମଣ ବୃଦ୍ଧି ପରେ କେନ୍ଦ୍ର ସରକାର ତତ୍ପରତା ପ୍ରକାଶ କରିଛନ୍ତି। ଏହାସହ ସଂକ୍ରମଣ ରୋକିବା ଓ ନିୟନ୍ତ୍ରଣ କରିବା ଲାଗି ସଜାଗ ଓ ସତର୍କ ରହିବାକୁ କେନ୍ଦ୍ର ସରକାର ୫ ରାଜ୍ୟ!-->…
ବାପାଙ୍କୁ କାଠଫାଳିଆରେ ପିଟି ପିଟି ହତ୍ୟା
ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା ବଣାଇ ଚାନ୍ଦିପୋଶ ଥାନା ରାଣିବର୍ଣ୍ଣେ ଗାଁରେ ଅଭାବନୀୟ ଘଟଣା । କାଠ ଫାଳିଆରେ ବାପାକୁ ପିଟି ପିଟି ହତ୍ୟା କଲେ ଦୁଇ ପୁଅ । ହତ୍ୟା ପରେ ବାପାଙ୍କ ମୃତଦେହ ଉପରେ ସ୍କୁଟି ଚଢାଇଦେଲେ ପୁଅ । ହତ୍ୟାକାଣ୍ଡ ପରେ ଦୁଇ ପୁଅ ଫେରାର ହୋଇଥିବା ସୂଚନା । ପୋଲିସ!-->…
ବାଲ୍ୟବିବାହକୁ ରୋକିବାପାଇଁ ମାଲକାନଗିରିରେ ଚାରି ଲକ୍ଷ ଲୋକଙ୍କୁ ନେଇ ଏକ ବିଶାଳ ଶପଥ ପାଠ…
ମାଲକାନଗିରି ଜିଲ୍ଲା ପ୍ରତିନିଧି // ନିସର୍ତ୍ତ
ମାଲକାନଗିରି : ଜିଲ୍ଲାରେ ବାଲ୍ୟବିବାହକୁ ରୋକିବାପାଇଁ ମାଲକାନଗିରି ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ତରଫରୁ ଏକ 50 ଦିନିଆ କାର୍ଯ୍ୟକ୍ରମ ତା 29.03.2022 ରିଖ ଠାରୁ ଆରମ୍ଭ ହୋଇଯାଇଅଛି । ଏହି 50 ଦିନିଆ!-->!-->!-->…
ଚିତ୍ରକୋଣ୍ଡା ଏସ. ଡ଼ି .ପି.ଓ ଙ୍କ ଦ୍ଵାରା ଅଭିନଵ ପ୍ରୟାସ…
ଚିତ୍ରକୋଣ୍ଡା:-ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଥାନା ଅନ୍ତର୍ଭୁକ୍ତ ଜଙ୍ଗଲକୁ ଶିକାର କରିବା ଉଦ୍ଦେଶ୍ୟରେ କାଲିମେଳା ଗମ୍ପାକୋଣ୍ଡା ଅଂଚଳରୁ ସିଲେରୁ ଦେଇ ଆସୁଥିଲେ ୧୫୦ ରୁ ଉର୍ଦ୍ଧ୍ବ ଆଦିବାସୀ l ସେମାନଙ୍କ ହାତରେ ଥିଲା ବିଭିନ୍ନ ଅସ୍ତ୍ର ଶସ୍ତ୍ର l ଚିତ୍ରକୋଣ୍ଡା ଏସଡିପିଓ ଅଂଶୁମାନ!-->!-->!-->…
କନ୍ଧମାଳରେ ୭୩ଟି ରୂପାନ୍ତରୀତ ସ୍ମାର୍ଟ ହାଇସ୍କୁଲ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଭରଚୁଆଲ ମାଧ୍ୟମରେ ଉଦ୍ଘାଟିତ
କନ୍ଧମାଳ : ଦ୍ୱିତୀୟ ପର୍ଯ୍ୟାୟ ରେ ହାତକୁ ନିଆଯାଇଥିବା କନ୍ଧମାଳ ଜିଲ୍ଲାର ୭୩ଟି ରୂପାନ୍ତରୀକରଣ ଉଚ୍ଚ ବିଦ୍ୟାଳୟକୁ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭରଚୁଆଲ ମୋଡ଼ରେ ଉଦଘାଟନ କରିଛନ୍ତି। କନ୍ଧମାଳ ଜିଲ୍ଲାର ଚକାପାଦ ବ୍ଲକରେ ହାତକୁ ନିଆଯାଇଥିବା ୭୩ଟି ରୂପାନ୍ତରୀକରଣ ଉଚ୍ଚ!-->…