Sign in
Sign in
Recover your password.
A password will be e-mailed to you.
ବର୍ଷାଙ୍କ ଆକାଉଣ୍ଟରେ ୩୦ ହଜାର ଟଙ୍କା ଡିପୋଜିଟ୍ କଲେ ଅନୁଭବ
କଟକ: କଟକ ଏସଡିଜେଏମ ଅଦାଲତଙ୍କ ନିର୍ଦ୍ଦେଶ କ୍ରମେ ସାଂସଦ ଅନୁଭବ ମହାନ୍ତି ଆଜି ବର୍ଷା ପ୍ରିୟଦର୍ଶିନୀଙ୍କ ବ୍ୟାଙ୍କ ଆକାଉଣ୍ଟରେ ୩୦ ହଜାର ଟଙ୍କା ଜମା କରିଛନ୍ତି। କ୍ୟାସ ଜମା କରିବା ପରେ ଅନୁଭବ ଓ ତାଙ୍କ ଓକିଲ କୋର୍ଟଙ୍କୁ ଟଙ୍କା ଜମା କରିଥିବା ନେଇ ଅବଗତ କରାଇଛନ୍ତି। ବ୍ୟାଙ୍କ ଜମାର ରସିଦ!-->…
ମତେ ଭରସା କରିଥିବାରୁ ମୁଁ ଋଣି: ଅଳକା ମହାନ୍ତି
ବ୍ରଜରାଜନଗର: ବ୍ରଜରାଜନଗର ଉପନିର୍ବାଚନରେ ବାଜିମାତ କରିବା ପରେ ପ୍ରତିକ୍ରିୟା ରଖିଲେ ବିଜେଡି ପ୍ରାର୍ଥୀ ଅଳକା ମହାନ୍ତି । ସେ ଜନସାଧାରଣଙ୍କୁ ଧନ୍ୟବାଦ ଜଣାଇବା ସହ କହିଛନ୍ତି, ମୋ ଉପରେ ଭରସା କରିଥିବାରୁ ସମସ୍ତଙ୍କଠାରେ ମୁଁ ଋଣି । ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିକଟରେ ମୁଁ କୃତଜ୍ଞ ।!-->…
ଭୁବନେଶ୍ବର ରେଲୱେ ଷ୍ଟେସନରୁ ଚୋରି ଅଭିଯୋଗ : ୩ ଲୁଟେରା ଗିରଫ
ଭୁବନେଶ୍ବର : ଭୁବନେଶ୍ବର ରେଲୱେ ଷ୍ଟେସନରୁ ୩ ଆନ୍ତରାଜ୍ୟ ଲୁଟେରା ଗିରଫ । ୩ ଜଣକୁ ଜିଆରପିର ମିଳିତ ସହଯୋଗରେ ଗିରଫ କଲା ଆରପିଏଫ । ସେମାନଙ୍କ ନିକଟରୁ ଲାପଟପ, ବ୍ଲେଡ଼ ଓ ନଗଦ ଟଙ୍କା ଜବତ ହୋଇଛି । ୩ ଅଭିଯୁକ୍ତଙ୍କ ଘର କୋଲକତା ମାଲଦା ଅଞ୍ଚଳରେ ବୋଲି ଆରପିଏଫ ପକ୍ଷରୁ ସୂଚନା ମିଳିଛି ।
!-->!-->!-->…
ରାଜ୍ୟରେ କାଳବୈଶାଖୀ ସମ୍ଭାବନା, ୧୧ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି
ଭୁବନେଶ୍ୱର: ରାଜ୍ୟରେ ତାତି ସାଙ୍ଗକୁ ଗୁଳୁଗୁଳି ଲୋକଙ୍କ ଜୀବନକୁ ଅସ୍ତବ୍ୟସ୍ତ କରୁଛି । ଏହାରି ମଧ୍ୟରେ ଲୋକଙ୍କ ପାଇଁ ଆସିଛି ଏକ ଅଶ୍ୱସ୍ତିକର ଖବର ଆସିଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍ ୪ ତାରିଖ ଶନିବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର କେନ୍ଦୁଝର, ମୟୂରଭଂଜ, ଅନୁଗୁଳ, ଢ଼େଙ୍କାନାଳ,!-->…
ବର୍ଷାଙ୍କୁ ଅସମ୍ମାନଜନକ ଟୀପଣି ମାମଲା: ଫେସବୁକ୍କୁ ତଥ୍ୟ ମାଗିଲା ପୁଲିସ
କଟକ: ସୋସିଆଲ ମିଡିଆରେ ବର୍ଷାଙ୍କୁ ଅସମ୍ମାନଜନକ ଟୀପଣି ଦେବା ଅଭିଯୋଗ ମାମଲାରେ ଫେସବୁକକୁ ଚିଠି ଲେଖି ତଥ୍ୟ ମାଗିଲା କଟକ ସାଇବର ଥାନା ପୁଲିସ। ଅନୁଭବ ମହାନ୍ତି ରିଅଲ ହିରୋ ଅଫ କେନ୍ଦ୍ରାପଡ଼ା ନାମକ ଏକ ଫେସବୁକ ଆକାଉଣ୍ଟରୁ ବିଭିନ୍ନ ଅସମ୍ମାନ ଜନକ ଟୀପଣି ଦିଆଯାଉଥିବା ନେଇ ସାଇବର ଥାନାରେ!-->…
୩ ବିଜେଡି ପ୍ରାର୍ଥୀ ନିର୍ଦ୍ୱନ୍ଦରେ ରାଜ୍ୟସଭାକୁ ନିର୍ବାଚିତ
ଭୁବନେଶ୍ୱର: ରାଜ୍ୟସଭାକୁ ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇଛନ୍ତି ୩ ବିଜେଡି ପ୍ରାର୍ଥୀ। ସୁଲତା ଦେଓ, ମାନସ ମଙ୍ଗରାଜ ଓ ସଶ୍ମିତ ପାତ୍ର ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଶୁକ୍ରବାର ଦିନ ୧୧ ଟାରୁ ୩ ପର୍ଯ୍ୟନ୍ତ ପ୍ରାର୍ଥୀପତ୍ର ପ୍ରତ୍ୟାହାର ଅବଧି ରହିଥିଲା । ଅବଧି ସମୟ ଶେଷ ହେବା!-->…
ସୁପ୍ରିମକୋର୍ଟଙ୍କ ରାୟ ପରେ ପୁରୀରେ ପହଞ୍ଚି ମହାପ୍ରଭୁଙ୍କ ଦର୍ଶନ କଲେ ୫-ଟି ସଚିବ ଓ ବିଜେଡି ସାଂଗଠନିକ ସମ୍ପାଦକ
ପୁରୀ : ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନେଇ ସୁପ୍ରିମକୋର୍ଟର ରାୟ ପରେ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି ୫-ଟି ସଚିବ ତଥା ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭି.କେ ପାଣ୍ଡିଆନ୍ ଓ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ । ଆଜି ସିଂହଦ୍ଵାର ଠାରେ ପହଞ୍ଚିବା ପରେ ତାଙ୍କୁ!-->…
ବ୍ରଜରାଜନଗରବାସୀଙ୍କୁ ଧନ୍ୟବାଦ ଦେଲେ ନବୀନ
ଭୁବନେଶ୍ବର : ବ୍ରଜରାଜନଗରରେ ବିପୁଳ ଭୋଟରେ ବାଜିମାତ କରିଛି ବିଜେଡି। ପ୍ରାୟ ୬୫ ହଜାରରୁ ଊର୍ଦ୍ଧ୍ୱ ଭୋଟରେ ଜିତିଛନ୍ତି ବିଜେଡି ପ୍ରାର୍ଥୀ ଅଳକା ମହାନ୍ତି । ବ୍ରଜରାଜନଗର ଉପନିର୍ବାଚନରେ ବିଜେଡିର ବିପୁଳ ବିଜୟ ପରେ ପ୍ରାର୍ଥୀ ଅଳକା ମହାନ୍ତିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ!-->…
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ: ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତିକୁ ସ୍ୱାଗତ କଲେ ପୁରୀ ବିଧାୟକ
ପୁରୀ: ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତିକୁ ସ୍ୱାଗତ କରିଛନ୍ତି ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀ। ଓଡ଼ିଶା ସରକାରଙ୍କ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ଚାଲେଞ୍ଜ୍ କରି ଦାଏର କରାଯାଇଥିବା ଦୁଇଟି ପିଟିସନକୁ ସୁପ୍ରିମ୍ କୋର୍ଟ ରଦ୍ଦ କରିବା ପରେ ସେ ନିଜର ପ୍ରତିକ୍ରିୟାରେ କହିଛନ୍ତି, ଗୋଟେ!-->…
ବ୍ରଜରାଜନଗର ବାଜି ଜିତିଲା ବିଜେଡି, କଂଗ୍ରେସ ପ୍ରାର୍ଥୀ କିଶୋର ପଟେଲଙ୍କୁ ହରାଇଲେ ଅଳକା
ବ୍ରଜରାଜନଗର: ବ୍ରଜରାଜନଗର ଉପନିର୍ବାଚନରେ ବିଜେଡିର ବାଜିମାତ । ବୃହତ ବିଜୟ ହାସଲ କରିଛନ୍ତି ବିଜୁ ଜନତା ଦଳର ପ୍ରାର୍ଥୀ ଅଳକା ମହାନ୍ତି । ୬୬ ହଜାର ୧୨୨ ଭୋଟରେ ବିଜୟ ଲାଭ କଲେ ବିଜେଡି ପ୍ରାର୍ଥୀ ଅଳକା ମହାନ୍ତି । ବିଜୟ ପରେ ବିଜୟ ଉତ୍ସବ ମନାଉଛନ୍ତି ବିଜେଡି କର୍ମୀ । କଂଗ୍ରେସ ପ୍ରାର୍ଥୀ!-->…