Sign in
Sign in
Recover your password.
A password will be e-mailed to you.
ବ୍ରଜରାଜନଗର ବାଜି ଜିତିଲା ବିଜେଡି, କଂଗ୍ରେସ ପ୍ରାର୍ଥୀ କିଶୋର ପଟେଲଙ୍କୁ ହରାଇଲେ ଅଳକା
ବ୍ରଜରାଜନଗର: ବ୍ରଜରାଜନଗର ଉପନିର୍ବାଚନରେ ବିଜେଡିର ବାଜିମାତ । ବୃହତ ବିଜୟ ହାସଲ କରିଛନ୍ତି ବିଜୁ ଜନତା ଦଳର ପ୍ରାର୍ଥୀ ଅଳକା ମହାନ୍ତି । ୬୬ ହଜାର ୧୨୨ ଭୋଟରେ ବିଜୟ ଲାଭ କଲେ ବିଜେଡି ପ୍ରାର୍ଥୀ ଅଳକା ମହାନ୍ତି । ବିଜୟ ପରେ ବିଜୟ ଉତ୍ସବ ମନାଉଛନ୍ତି ବିଜେଡି କର୍ମୀ । କଂଗ୍ରେସ ପ୍ରାର୍ଥୀ!-->…
ସୁପ୍ରିମକୋର୍ଟଙ୍କ ମୁହଁରେ ମହାପ୍ରଭୁ ଜଗନ୍ନାଥ ନିଜ ଭାଷା କହିଛନ୍ତି : ପିନାକୀ ମିଶ୍ର
ଭୁବନେଶ୍ବର: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ସପକ୍ଷରେ ସୁପ୍ରିମକୋର୍ଟଙ୍କ ରାୟ ଆସିବା ପରେ ପୁରୀ ସାଂସଦ ପିନାକୀ ମିଶ୍ରଙ୍କ ପ୍ରତିକ୍ରିୟା ।
ଜୟ ଜଗନ୍ନାଥରୁ ଦେଲେ ନିଜ ପ୍ରତିକ୍ରିୟା । ସୁପ୍ରିମକୋର୍ଟଙ୍କ ମୁହଁରେ ମହାପ୍ରଭୁ ଜଗନ୍ନାଥ ନିଜ ଭାଷା କହିଛନ୍ତି । ପୁରୀକୁ!-->!-->!-->…
ପାଞ୍ଚ ଦିନ ପରେ ବସ୍ତା ଭିତରୁ ମିଳିଲା ମୃତଦେହ
ଭଦ୍ରକ: କାମ ଥିବା କହି ସାଙ୍ଗ ଆସି ଘରୁ ଡାକିନେଲେ । କିନ୍ତୁ ୫ ଦିନ ପରେ ନଈ କୁଳରୁ ବସ୍ତା ଭିତରୁ ମିଳିଲା ମୃତଦେହ । ସୂଚନାନୁଯାୟୀ ଭଦ୍ରକ ଜିଲ୍ଲା ଧୁସିରି ଥାନା ଅଞ୍ଚଳରୁ ଏମିତି ଅଭିଯୋଗ ଆସିଛି । ପିରାହାଟ ଥାନା ଉପରଦୁମୁକା ଗାଁର ଧରଣୀଧର କୁଅଁରଙ୍କ କୋଲକାତାରେ ଦୋକାନ ରହିଛି । ଦୋକାନ!-->…
ଶ୍ରୀମନ୍ଦିର ପ୍ରକଳ୍ପ ସପକ୍ଷରେ ସୁପ୍ରିମକୋର୍ଟଙ୍କ ରାୟ, ସେବାୟତଙ୍କ ସ୍ବାଗତ
ପୁରୀ: ସୁପ୍ରିମକୋର୍ଟରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ (Shri Mandir Heritage Project) ନେଇ ଚାଲିଥିବା ମାମଲାରେ ସୁପ୍ରିମକୋର୍ଟଙ୍କ ରାୟ ଆସିଛି । କୋର୍ଟ ମାମଲାଟିକୁ ରଦ୍ଦ କରିବା ସହ ଆବେଦନ କାରୀଙ୍କ ଉପରେ ୧ ଲକ୍ଷ ଟଙ୍କା ଜୋରିମାନା କରିଛନ୍ତି । ଏହି ରାୟକୁ ସେବାୟତ ମହଲରେ!-->…
‘ତୁମ ଇଚ୍ଛା ବିନା ପତ୍ରଟେ ହଲେନି ଆହେ ଜଗନ୍ନାଥ’ : ନବୀନ
ଭୁବନେଶ୍ଵର: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲାରେ ଆସିଛି ମାନ୍ୟବର ସୁପ୍ରିମକୋର୍ଟଙ୍କ ବଡ ରାୟ । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ବିରୋଧ କରି ଆଗତ ହୋଇଥିବା ଦୁଇଟି ଆବେଦନକୁ ରଦ୍ଦ କରିଛନ୍ତି ସର୍ବେଚ୍ଚ ନ୍ୟାୟାଳୟ । ଏହାସହ ସୁପ୍ରିମକୋର୍ଟରେ ଓଡ଼ିଶା ସରକାରଙ୍କ ବିଜୟ ହୋଇଛି । ଏହି!-->…
ଓଡ଼ିଶାରେ ସ୍ୱାଇନ ଫ୍ଲୁ , ଭୁବନେଶ୍ୱର ୟୁନିଟ-୪ ଅଞ୍ଚଳରେ ଚିହ୍ନଟ ହେଲେ ୨ ଜଣ ଆକ୍ରାନ୍ତ
ଭୁବନେଶ୍ୱର: କରୋନା, ଟମାଟୋ ଫ୍ଲୁ, ମକିପକ୍ସ ଡର ମଧ୍ୟରେ ରାଜ୍ୟରେ ଦେଖାଦେଇଛି ସ୍ୱାଇନ ଫ୍ଲୁ ଆତଙ୍କ । ଯଦିଓ ଏହି ରୋଗ ପୂର୍ବରୁ ଚିହ୍ନଟ ହୋଇଥିଲା । ଏବେ ପୁଣିଥରେ ରାଜ୍ୟରେ ଚିହ୍ନଟ ହଇଛନ୍ତି ସ୍ୱାଇନ ଫ୍ଲୁ ରୋଗୀ । ଏବେ ରାଜଧାନୀ ଭୁବନେଶ୍ୱରେ ସ୍ୱାଇନ ଫ୍ଲୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।!-->…
ରାଜ୍ୟରେ ୪୩ ଡିଗ୍ରି ଉପରେ ୯ ସହର
ଭୁବନେଶ୍ବର : ପ୍ରବଳ ଗରମ ଓ ଗୁଳୁଗୁଳିରେ ରାଜ୍ୟବାସୀ ସନ୍ତୁଳି ହେଉଛନ୍ତି। ପଶ୍ଚିମ ଓଡ଼ିଶାର ତାତି ରେକର୍ଡ ପରେ ରେକର୍ଡ ଭାଙ୍ଗି ଚାଲିଥିବା ବେଳେ ଉପକୂଳରେ ଦାଉ ସାଧୁଛି ଗୁଳୁଗୁଳି। ଆଜି ରାଜ୍ୟର ୧୫ ସହରର ତାପମାତ୍ରା ୪୦ ଡିଗ୍ରି ଅତିକ୍ରମ କରିଥିବା ବେଳେ ପଶ୍ଚିମ ଓଡ଼ିଶାର ୯ ସହର ୪୩!-->…
ED ରେ ହାଜର ହେଲେ ପୂର୍ବତନ ବିଧାୟକ ପ୍ରଭାତ ତ୍ରିପାଠୀ
ଭୁବନେଶ୍ବର: ଅର୍ଥତତ୍ତ୍ବ ଚିଟଫଣ୍ଡ ଠକେଇ ମାମଲାରେ ଇଡିରେ ହାଜର ହେଲେ ପ୍ରଭାତ ତ୍ରିପାଠୀ । ବାଙ୍କିର ପୂର୍ବତନ ବିଧାୟକ ପ୍ରଭାତ ତ୍ରିପାଠୀ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟରେ ହାଜର ହୋଇଛନ୍ତି । ଅର୍ଥତତ୍ତ୍ବ ଚିଟଫଣ୍ଡ ସଂସ୍ଥାରୁ ଆସିଥିବା ବେଆଇନ ଆର୍ଥିକ କାରବାର ନେଇ ଇଡି ଜେରା କରୁଛି । ଜେରା!-->…
ସୁପ୍ରିମକୋର୍ଟରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲା ଖାରଜ, ପିଟିସନରଙ୍କୁ ୧ ଲକ୍ଷ ଟଙ୍କା ଜରିମାନା
ନୂଆଦିଲ୍ଲୀ: ସୁପ୍ରିମକୋର୍ଟରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲା। ଉଭୟ ଆବେଦନକାରୀଙ୍କ ମାମଲା ଖାରଜ କଲେ ସୁପ୍ରିମକୋର୍ଟ। ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ସୁବିଧା ପାଇଁ କାମ ଚାଲିଥିବାରୁ ମାମଲା ରଦ୍ଦ କରାଯାଇଛି। ଏହା ସହ ଉଭୟ ପିଟିସନରଙ୍କୁ ୧ ଲକ୍ଷ ଟଙ୍କା ଜରିମାନା କରାଯାଇଛି।!-->…
କୁଆଁରି ଟେଣ୍ଡର ମାମଲାରେ ଫିକ୍ସିଂ ସନ୍ଦେହ ଅଭିଯୋଗ : ପ୍ରଶାସନ ନିରବ ଦ୍ରଷ୍ଟା…
ମାଲକାନଗିରି ଜିଲ୍ଲା ପ୍ରତିନିଧି // ନିସର୍ତ୍ତ
ମାଲକାନଗିରି : ମାଲକାନଗିରି ତହସିଲରେ ପୁଣି ପଥର କୁଆଁରୀ ଟେଣ୍ଡରକୁ ନେଇ ସନ୍ଦେହ ପ୍ରକାଶ ପାଇଛି l ଗନ୍ଦୀପାଲି ସ୍ଥିତ ପଥର କୁଆଁରୀର ଟେଣ୍ଡର ନିମନ୍ତେ ଗତ ଏପ୍ରିଲରେ ବିଜ୍ଞାପନ ବାହାରି ଥିଲା l ଏଥିପାଇଁ ଚାରିଜଣ ଆବେଦନ କରିଥିବା ବେଳେ!-->!-->!-->…