Sign in
Sign in
Recover your password.
A password will be e-mailed to you.
ରଣପୁରରେ ଭୟଙ୍କର ଦୁର୍ଘଟଣା, ୩୦ ଫୁଟ ତଳକୁ ଖସିଲା କାର
ନୟାଗଡ/ରଣପୁର: ନୟାଗଡ ଜିଲ୍ଲା ରଣପୁରରେ ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ମଣିନାଗ ପାହାଡରୁ ଗୋଟିଏ କାର୍ ଖସିପଡିଛି। ପ୍ରାୟ ୩୦ ଫୁଟ ତଳକୁ କାର୍ ଟି ଖସିପଡିଛି। ଫଳରେ ଗୋଟିଏ ପରିବାରର ୫ ଗୁରୁତର ହୋଇପଡିଛନ୍ତି।
ସୂଚନା ଅନୁଯାୟୀ, ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ର ଏକ ପରିବାର ଏକ ବିବାହ!-->!-->!-->…
ସାମ୍ବାଦିକମାନଙ୍କୁ ହୋଇଥିବା ଆକ୍ରମଣ ଘଟଣାର ଦୃଢ଼ ନିନ୍ଦା କରୁଛି : ପ୍ରଣବ ପ୍ରକାଶ ଦାସ
ଭୁବନେଶ୍ବର : ଯାଜପୁରର ଜିଲ୍ଲା ବିଞ୍ଝାରପୁରରେ ପଞ୍ଚାୟତ ନିର୍ବାଚନର ତୃତୀୟ ପର୍ଯ୍ୟାୟ ମତଦାନ ବେଳେ ହିଂସା ଓ ସାମ୍ବାଦିକଙ୍କ ଉପରେ ଆକ୍ରମଣ ହୋଇଛି। ବିଞ୍ଝାରପୁରର ବାଛୋଳ ପଞ୍ଚାୟତର ୨ ନମ୍ବର ବୁଥ୍ ରିଗିଂ ଉଦ୍ୟମ ହେଉଥିବା ଖବର ପାଇଁ କିଛି ଗଣମାଧ୍ୟମ ପ୍ରତିନିଧି ସେଠାରେ ଖବର ସଂଗ୍ରହ!-->…
ପୁରୀ ଗସ୍ତ ସାରି ଦିଲ୍ଲୀ ଫେରିଲେ ରାଷ୍ଟ୍ରପତି
ଭୁବନେଶ୍ୱର: ପୁରୀ ଗସ୍ତ ସାରି ଦିଲ୍ଲୀ ଫେରିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଭୁବନେଶ୍ବର ଏୟାରପୋର୍ଟରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପହଞ୍ଚି ତାଙ୍କୁ ବିଦାୟ ଜଣାଇଥିଲେ । ଆଜି ପୁରୀରେ ବିଶ୍ବବୈଷ୍ଣବ ସମ୍ମିଳନୀରେ ଯୋଗଦେଇ ରାଷ୍ଟ୍ରପତି ଅଭିଭାଷଣ ରଖିଥିଲେ ।!-->…
ପଞ୍ଚାୟତ ନିର୍ବାଚନ: ତୃତୀୟ ପର୍ଯ୍ୟାୟରେ ୭୧% ମତଦାନ
ଭୁବନେଶ୍ୱର: ରାଜ୍ୟରେ ତୃତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ପାଇଁ ମତଦାନ ଶେଷ ହୋଇଛି । ତୃତୀୟ ପର୍ଯ୍ୟାୟରେ ପ୍ରାରମ୍ଭିକ ସୂଚନା ଅନୁସାରେ ୭୧% ମତଦାନ ହୋଇଛି । ମତଦାନ ନେଇ ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢ଼ୀ । ତାଙ୍କ କହିବା ମୁତାବକ, କିଛି ସ୍ଥାନରେ!-->…
ଗଣମାଧ୍ୟମ ପ୍ରତିନିଧିଙ୍କ ଉପରେ ଆକ୍ରମଣକୁ ନିନ୍ଦା କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର: ରାଜ୍ୟରେ ଆଜି ତୃତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହୋଇଥିବା ବେଳେ ଯାଜପୁର ଏବଂ ନୟାଗଡ଼ରେ କାର୍ଯ୍ୟରତ ସାମ୍ୱାଦିକଙ୍କ ଉପରକୁ ଆକ୍ରମଣ ହୋଇଛି । ଏହାକୁ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦୃଢ଼ ନିନ୍ଦା କରିଛନ୍ତି । ସେ ଏ ନେଇ ଟ୍ୱିଟ୍ କରି ଲେଖିଛନ୍ତି!-->…
ଶ୍ରୀକ୍ଷେତ୍ରରେ ବିଶ୍ବ ବୈଷ୍ଣବ ସମ୍ମିଳନୀର ୨ୟ ଅଧିବେଶନ
ପୁରୀ: ଶ୍ରୀକ୍ଷେତ୍ରରେ ବିଶ୍ବ ବୈଷ୍ଣବ ସମ୍ମିଳନୀ ୨ୟ ଅଧିବେଶନ । ଏହି କାର୍ଯ୍ୟକ୍ରମରେ କଟକର ବାରବାଟି ବିଧାୟକ ମହମ୍ମଦ ମୋକିମ୍ ଏବଂ ଲୋକସେବକ ମଣ୍ଡଳ ରାଷ୍ଟ୍ରୀୟ ସମ୍ପାଦକ ତଥା ସମାଜର ମୁଖ୍ୟ ପ୍ରଶାସନିକ ଅଧିକାରୀ ଡ ପ୍ରଭାସ ଆଚାର୍ଯ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ତାଙ୍କ ସହ ମଞ୍ଚରେ ବହୁ!-->…
ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ ନିର୍ବାଚନ କମିଶନଙ୍କୁ ଭେଟିଲେ ବରିଷ୍ଠ ସାମ୍ବାଦିକ
ଭୁବନେଶ୍ୱର: ସାମ୍ବାଦିକଙ୍କ ଉପରେ ଆକ୍ରମଣ ନେଇ ନିର୍ବାଚନ କମିଶନଙ୍କୁ ଭେଟିଲେ ରାଜ୍ୟର ବରିଷ୍ଠ ସାମ୍ବାଦିକ । ସାମ୍ବାଦିକଙ୍କୁ ସୁରକ୍ଷା ଦିଅ, ଦୋଷୀଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଅ । ରାଜ୍ୟର ବିଭିନ୍ନ ସ୍ଥାନରେ ନିର୍ବାଚନୀ ହିଂସା ଦେଖା ଦେଇଛି । ଏହାରି ମଧ୍ୟରେ ବିଭିନ୍ନ!-->…
ପ୍ରିଜାଇଡିଂ ଅଫିସରଙ୍କୁ ମାଡ଼ମାରି ଛଡେଇ ନେଲେ ଭୋଟବାକ୍ସ
ଭଦ୍ରକ : ଭଦ୍ରକ ଜିଲା ତିହିଡ଼ି ବ୍ଲକରେ ରବିବାର ଥିଲା ତୃତୀୟ ପର୍ଯ୍ୟାୟ ମତଦାନ। କୋହ୍ଲ ପଞ୍ଚାୟତର ୪ ନନମ୍ବର ବୁଥ୍ରେ ଉତ୍ତେଜନା ଦେଖାଦେଇଛି। ବାଲଟ ପେପର ଫୋଲ୍ଡିଂରେ ତ୍ରୁଟି ଯୋଗୁ ଚିହ୍ନ ଦେଖାଯାଉ ନ ଥିବାରୁ ଲୋକେ ଉତ୍ତ୍ୟକ୍ତ ହୋଇ ମତଦାନ କେନ୍ଦ୍ର ବନ୍ଦ କରି ଦେଇଥିଲେ।
ଏପରିକି!-->!-->!-->…
ତିହିଡ଼ିରେ ମହିଳାଙ୍କ ବୁଥ୍ ରାଗିଙ୍ଗ୍
ଚାନ୍ଦବାଲି: ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ଭଳି ତୃତୀୟ ପର୍ଯ୍ୟାୟରେ ମଧ୍ୟ ବିଭିନ୍ନ ସ୍ଥାନରେ ବିଶୃଙ୍ଖଳା ଓ ହିଂସାକାଣ୍ଡ ଘଟିଛି। ଅନେକ ସ୍ଥାନରେ ରିଗିଂ ହୋଇଥିବା ଅଭିଯୋଗ ମଧ୍ୟ ହୋଇଛି। ଆଉ ତା' ଭିତରେ ଭଦ୍ରକ ଜିଲ୍ଲା ତିହିଡ଼ିରୁ ଯେଉଁ ଚିତ୍ର ଆସିଛି, ତାହା ସମସ୍ତଙ୍କୁ!-->…
କଲଭେଟ ନିକଟରୁ ଜୀବନ୍ତ ଟିଫିନ୍ ବୋମା ଜବତ
କଲ୍ୟାଣସିଂହପୁର: ତୃତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ମତଦାନ ଅବସରରେ ରାୟଗଡ଼ା ପୁଲିସକୁ ମିଳିଛି ଏକ ବଡ଼ ସଫଳତା। କଲ୍ୟାଣସିଂହପୁରଠାରୁ ପାରସାଲି ଯିବା ରାସ୍ତାରେ ନିୟମଗିରି ପାହାଡ଼ ତଳ ଏକ କଲଭେଟ ନିକଟ ପଥର ଗଦାରୁ ଜୀବନ୍ତ ଟିଫିନ୍ ବୋମା ଜବତ ହୋଇଛି। ମାଓବାଦୀ ପୁଲିସକୁ କରିଥିବା!-->…