ଶିକିରି ନିକଟ ଋଷିକୁଲ୍ୟା ନଦୀରୁ ବେଧଡକ ବାଲି ଚୋରା ଚାଲାଣ : ୭ ଟ୍ରାକ୍ଟର ଜବତ

ହିଞ୍ଜିଳିକାଟୁ : ଗତ ପ୍ରାୟ ୨ ମାସ ଧରି ହିଞ୍ଜିଳି ଥାନା ସିକିରି ନିକଟରେ ଥିବା ଋଷିକୁଲ୍ୟା ନଦୀ ଗର୍ଭକୁ ଆଖିବୁଜି ବିଦାରି ଚାଲିଛନ୍ତି ଖରିଡ଼ା ଓ ଶିକିରି ଗ୍ରାମର ପେଶାଦାର ବାଲି ମାଫିଆ। ବାଲି ମାଫିଆଙ୍କ ଦ୍ବାରା ଟ୍ରାକ୍ଟରରେ ଦୈନିକ ପ୍ରାୟ ଶହେରୁ ଦୁଇଶହ ଟ୍ରିପ ଚୋରା ବାଲି

ହିଞ୍ଜିଳିକାଟୁ ଓ ଆଖପାଖ ଅଞ୍ଚଳରେ ଶ୍ରୀ ଜୀଉମାନଙ୍କ ମହାସ୍ନାନ ଓ ଗଜାନନ ବେଶ

ହିଞ୍ଜିଳିକାଟୁ : ହିଞ୍ଜିଳିକାଟୁ ପୌରାଞ୍ଚଳ ବଇଁଚବଣିଆ ସ୍ଥିତ ପାବନଶ୍ରୀକ୍ଷେତ୍ର ଶ୍ରୀ ଜଗନ୍ନାଥ ମନ୍ଦିରରେ ଶ୍ରୀ ଜୀଉମାନଙ୍କ ମହାସ୍ନାନ ଉତ୍ସବ ବୁଧବାର ଆନନ୍ଦ ଉତ୍ସାହର ସହ ଅନୁଷ୍ଠିତ ହୋଇଯାଇଛି । ଭୋର ୪ ଟା ୩୦ ମିନଟରେ ଶ୍ରୀଜୀଉମାନଙ୍କ ମଙ୍ଗଳ ଆଳତି କରାଯାଇ ବଲ୍ଲଭଭୋଗ, ଦ୍ୱାରପାଳ ପୂଜା

ରାୟଗଡ଼ା ଜିଲ୍ଲାର ଧାନମଣ୍ଡୀକୁ ବିଜେପି କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ଶ୍ରୀ ମହେଶ୍ଵର ସାହୁଙ୍କ ପରିଦର୍ଶନ

ରାୟଗଡ଼ା : ରାୟଗଡ଼ା ଜିଲ୍ଲାର ରାୟଗଡା ଧାନମଣ୍ଡୀ, ମୁନିଗୁଡ଼ା ଧାନମଣ୍ଡୀ, ରାମାନୁଗୁଡା ଧାନମଣ୍ଡୀ, କେଲନରା ଧାନମଣ୍ଡୀ, ଗୁଡାରୀ ଧାନମଣ୍ଡୀ, ବିଷମକଟକ ଧାନମଣ୍ଡୀ, ପଦ୍ମପୁର ଧାନମଣ୍ଡୀ ଓ ଗୁଣୁପୁର ପ୍ରଭୃତି ଧାନମଣ୍ଡୀ କୁ ଆଜି ବିଜେପି କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ଶ୍ରୀ ମହେଶ୍ଵର ସାହୁ

ଜଣେ ବ୍ୟକ୍ତିଙ୍କୁ ତୀର ମାରିବା ଅଭିଯୋଗରେ ଜଣେ ଗିରଫ…

ଘଟଣାର ତଦନ୍ତ କଲେ ୫ ଜଣିଆ ସାଇଣ୍ଟିଫିକ ଟିମ ମାଲକାନଗିରି : ଓର୍କେଲ ଥାନା ଅଧିନସ୍ତ ରାସବେଡା ପଞ୍ଚାୟତର ପାଲକାଗୁଡା ଗ୍ରାମରେ ଗତ ୮ ତାରିଖ ଦିନ କୌଣସି କାରଣରୁ ଉକ୍ତ ଗ୍ରାମରେ ରହୁଥିବା ଶ୍ରୀପତି ମୁଦୁଲୀ ଏବଂ ହାଡ଼ି ମୁଦୁଲୀଙ୍କ ମଧ୍ୟରେ ବଚସା ହୋଇଥିଲା। ଏହି ଘଟଣାକୁ ନେଇ ସେହିଦିନ

ଆସନ୍ତାକାଲି ଠାରୁ ଭକ୍ତଙ୍କୁ ଦର୍ଶନ ଦେବେ ଶ୍ରୀଅଲାରନାଥ

ପୁରୀ : ସ୍ନାନଯାତ୍ରା ଶେଷ ହେବା ପରେ ଠାକୁରଙ୍କୁ ଅଣସର ଘରକୁ ନିଆଯିବ । ଆସନ୍ତାକାଲି ଠାରୁ ଶ୍ରୀଅଲାରନାଥ ଭକ୍ତଙ୍କୁ ଦର୍ଶନ ଦେବେ । ଏଥିପାଇଁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ବ୍ରହ୍ମଗିରିରେ ବ୍ୟାପକ ବ୍ୟବସ୍ଥା କରାଯାଇଛି । ସୁରକ୍ଷା ପାଇଁ ବ୍ୟାପକ ‌ପୁଲିସ ମୁତୟନ ହେବେ

ଆସନ୍ତାକାଲିଠୁ ଭୁବନେଶ୍ୱରରୁ ଆବୁଧାବି ସିଧାସଳଖ ଉଡାଣ

ଭୁବନେଶ୍ୱର: ବିଲ୍ଡିଂ ମ୍ୟାନେଜମେଣ୍ଟ ଅଫ୍ ଏଭିଏସନ୍ ଆସେଟ୍ସ ଆଣ୍ଡ୍ ନେଟୱାର୍କ (B-MAAN) ଅଧୀନରେ ଭୁବନେଶ୍ୱର ଏବଂ ଆବୁଧାବି ମଧ୍ୟରେ ସିଧାସଳଖ ବିମାନ ସେବା ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି। ଇଣ୍ଡିଗୋ ସପ୍ତାହରେ ତିନିଥର ମଙ୍ଗଳବାର, ଗୁରୁବାର ଏବଂ ଶନିବାର ଏହି ସିଧାସଳଖ ବିମାନ

୨୦ରୁ କମ୍‌ ଓ ୨୮ ଡିଗ୍ରୀରୁ ଅଧିକ ତାପମାତ୍ରାରେ ଚଲାଇ ପାରିବେନି ଏସି

ନୂଆଦିଲ୍ଲୀ: ସାରା ଦେଶରେ ପ୍ରବଳ ଗରମ ଏବଂ ଗ୍ରୀଷ୍ମ ପ୍ରବାହ ମଧ୍ୟରେ କେନ୍ଦ୍ର ସରକାର ଏୟାର କଣ୍ଡିସନର(ଏସି) ବ୍ୟବହାର ସମ୍ପର୍କରେ ଏକ ବଡ଼ ଯୋଜନା ଘୋଷଣା କରିଛନ୍ତି। କେନ୍ଦ୍ର ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ମନୋହର ଲାଲ ଖଟ୍ଟର ମଙ୍ଗଳବାର କହିଛନ୍ତି ଯେ, ଏବେ ଏସି ତାପମାତ୍ରା

ଭୁବନେଶ୍ୱରରୁ ୩୧ ଲକ୍ଷ ଟଙ୍କାରୁ ଅଧିକ ମୂଲ୍ୟର ବ୍ରାଉନ୍ ସୁଗାର ଜବତ

ଭୁବନେଶ୍ୱର: ଓଡ଼ିଶା କ୍ରାଇମ୍ ବ୍ରାଞ୍ଚର ସ୍ପେଶାଲ୍ ଟାସ୍କ ଫୋର୍ସ (ଏସଟିଏଫ) ଭୁବନେଶ୍ୱରରେ ୩୧ ଲକ୍ଷ ଟଙ୍କାରୁ ଅଧିକ ମୂଲ୍ୟର ୩୧୯ ଗ୍ରାମ ଓଜନର ବ୍ରାଉନ୍ ସୁଗାର ଜବତ କରିଛି। ଜଣେ ଡ୍ରଗ୍ସ ବ୍ୟବସାୟୀଙ୍କୁ ଗିରଫ କରିଛି। ଏସଟିଏଫର ଏକ ଟିମ୍ ମଙ୍ଗଳବାର ଭୁବନେଶ୍ୱର ଉପକଣ୍ଠ

ହାତୀବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ

ପୁରୀ : ଶ୍ରୀକ୍ଷେତ୍ର ଆଜି ଚଳଚଞ୍ଚଳ ହୋଇ ଉଠିଛି । ସ୍ନାନବେଦୀରେ ମହାପ୍ରଭୁଙ୍କ ସ୍ନାନଯାତ୍ରା ଅନୁଷ୍ଠିତ ହୋଇଛି । ଚତୁର୍ଦ୍ଧାମୂର୍ତ୍ତି ରତ୍ନବେଦୀରୁ ସ୍ନାନବେଦୀକୁ ଆସି ଭକ୍ତଙ୍କୁ ହାତୀବେଶରେ ଦର୍ଶନ ଦେଉଛନ୍ତି । ସୁନା କୂଅର ୧୦୮ ଗରା ସୁବାସିତ ଜଳରେ

ମୁଁ ନିଜେ ତାକୁ ଦଣ୍ଡ ଦେବି; ରାଜାଙ୍କ ପରିବାର ଆଗରେ ଏଭଳି କହିଲେ ସୋନମର ଭାଇ

ଇନ୍ଦୋର: ରାଜା ରଘୁବଂଶୀ ହତ୍ୟା ମାମଲାର ତଦନ୍ତ ଯେତେ ଯେତେ ଆଗକୁ ବଢ଼ୁଛି, ସେତେ ସେତେ ନୂଆ ନୂଆ ଖୁଲାସା ହେବାରେ ଲାଗିଛି। ରାଜାଙ୍କ ପତ୍ନୀ ସୋନମ ଏବଂ ଏହି ହତ୍ୟାକାଣ୍ଡରେ ସମ୍ପୃକ୍ତ ଅନ୍ୟ ଚାରି ଜଣ ଅଭିଯୁକ୍ତ ପୁଲିସର ପଚରାଉଚରା ମଧ୍ୟରେ ସେମାନଙ୍କର ଅପରାଧ ସ୍ୱୀକାର କରିଛନ୍ତି। ଗୋଟିଏ