ଗିରଫ ହେଲେ ସହକାରୀ ଯନ୍ତ୍ରୀ କାର୍ତ୍ତିକେଶ୍ୱର ରାଉଳ

ଭୁବନେଶ୍ୱର: ୪୮ ଘଣ୍ଟାର ରେଡ ପରେ କ୍ଷୁଦ୍ର ଜଳସେଚନ ବିଭାଗ ସହକାରୀ ଯନ୍ତ୍ରୀ କାର୍ତ୍ତିକେଶ୍ୱର ରାଉଳଙ୍କୁ ଗିରଫ କରିଛି ଭିଜିଲାନ୍ସ। କ୍ଷୁଦ୍ର ଜଳସେଚନ ବିଭାଗର ସହକାରୀ ଯନ୍ତ୍ରୀଙ୍କ ଅକଳନ ସମ୍ପତ୍ତି ଦେଖି ଭିଜିଲାନ୍ସ ବିଭାଗ ଅବାକ ହୋଇ ଯାଇଛି। ଭିଜିଲାନ୍ସ ପଞ୍ଝାରେ ପଡ଼ିଥିବା ଭଞ୍ଜନଗର

ଆଜି ନେତ୍ର ଉତ୍ସବ, କାଲି ପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥ ଟଣା

ଭୁବନେଶ୍ୱର: ମହାପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ଶନିବାର ଅନୁଷ୍ଠିତ ହେବ। ତେବେ ଆଜି ଶ୍ରୀ ଲିଙ୍ଗରାଜଙ୍କ ନେତ୍ର ଉତ୍ସବ ସହ ରଥ ପ୍ରତିଷ୍ଠା କରାଯିବ। ଏଥିପାଇଁ ସମସ୍ତ ବ୍ୟବସ୍ଥା ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଶନିବାର ଅପରାହ୍ନ ସାଢେ ୩ଟାରେ ରଥ ଟଣା ଆରମ୍ଭ ହେବ। ଦୀର୍ଘ ଦୁଇ

ରାଜଧାନୀରେ ଝାରପଡା ଗଣେଶ ମଣ୍ଡପ ହାଟ ଉଚ୍ଛେଦକୁ ନେଇ ଉତ୍ତେଜନା

ଭୁବନେଶ୍ୱର: ଝାରପଡା ଗଣେଶ ମଣ୍ଡପ ହାଟ ଉଚ୍ଛେଦକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି । ରାସ୍ତାରୋକ ଯୋଗୁଁ କଳ୍ପନା – ରସୁଲଗଡ ରାସ୍ତାରେ ଗାଡି ମଟର ଚଳାଚଳ ବାଧାପ୍ରାପ୍ତ ହୋଇଛି । ଏଥିଯୋଗୁଁ ରବିଟକିଜ୍‌ ଠାରୁ ରସୁଲଗଡ ଯାଏଁ ରାସ୍ତା ଜାମ ଅବସ୍ଥା । ଝାରପଡାରେ ଥିବା ଗଣେଶ ମଣ୍ଡପ ହାଟକୁ ସକାଳୁ

ରାଜ୍ୟରେ ୯ଜିଲ୍ଲାକୁ କାଳବୈଶାଖୀ ବର୍ଷା ସମ୍ଭାବନା, ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ରାଜ୍ୟରେ କାଳବୈଶାଖୀ ବର୍ଷା ସମ୍ଭାବନା । ଗତକାଲି ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଆଦି ଜିଲ୍ଲାର କିଛି ଅଞ୍ଚଳରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇଛି । ଗତ ୨୪ ଘଣ୍ଟାରେ ଦକ୍ଷିଣ ଉପକୂଳ ଓ ଉତ୍ତର ଉପକୂଳ

ରାଜ୍ୟରେ ଆଉ ୨୨ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୮୨୩ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା

୨୫ କେଜି ଗଞ୍ଜେଇ ସହ ନାଏବ ସରପଞ୍ଚଙ୍କ ସ୍ବାମୀ ଗିରଫ

ଗୁଡଭେଲା: ତୁଷୁରା ଥାନ ଅନ୍ତର୍ଗତ ଭୋଏଗୁରା ଗାଁରୁ ବଲାଙ୍ଗୀର ମୋବାଇଲ ୟୁନିଟ ଓ ସଦର ରେଞ୍ଜ ଟିମର ମିଳିତ ଚଢ଼ାଉ କରି ୨୫ କିଲୋ ୫୦୦ ଗ୍ରାମ ଗଞ୍ଜେଇ ସହ ଜଣକୁ ଗିରଫ କରିଥିବା ସୂଚନା ମିଳିଛି। ଗିରଫ ହୋଇଥିବା ବ୍ୟକ୍ତି ଜଣକ ହେଲେ ତେନ୍ତୁଳିଖୁଣ୍ଟି ଗ୍ରାମ ପଞ୍ଚାୟତର ନେବ ସରପଞ୍ଚ ରେଣୁକା

ଜୟପୁର ଘାଟିରେ ଖୋଳାଯିବ ଟନେଲ୍‌ ! ଖର୍ଚ୍ଚ ହେବ ୬୦୦ କୋଟି ଟଙ୍କା

ଜୟପୁର : ଜାତୀୟ ରାଜପଥ ୨୬ର ଜୟପୁର ଘାଟିରେ ଖୋଳାଯିବ ଟନେଲ୍‌ । ତିଆରି ହେବାକୁ ଥିବା ପ୍ରାୟ ୨ରୁ ଅଢେଇ କିଲୋମିଟର ଲମ୍ବର ଏହି ଟନେଲ୍‌ ଓଡ଼ିଶା ନିର୍ମାଣ କ୍ଷେତ୍ରରେ ଏକ ମାଇଲଖୁଣ୍ଟ ସାବ୍ୟସ୍ତ ହେବ । ୬ ଲେନ୍‌ ବିଶିଷ୍ଟ ଏହି ଟନେଲ୍‌ ସଡ଼କ ଓ ପରିବହନ ବିଭାଗର ଡ୍ରାଫ୍ଟ ଆନୁଆଲ୍‌ ପ୍ଲାନ୍‌

ହଟିଲା କଟକଣା, ଏଣିକି ଗର୍ଭଗୃହରେ ଶ୍ରୀଲିଙ୍ଗରାଜଙ୍କ ଦର୍ଶନ

ଭୁବନେଶ୍ୱର: ଶ୍ରୀଲିଙ୍ଗରାଜ ମନ୍ଦିରରୁ ଆଡକାଠ କଟକଣାକୁ ହଟାଇ ଦିଆଯାଇଛି । କରୋନା କଟକଣା ଲାଗି ଭକ୍ତମାନଙ୍କ ପାଇଁ ଗର୍ଭଗୃହ ପ୍ରବେଶ ବାରଣ ଥିଲା ଓ ଭକ୍ତମାନେ ଆଡକାଠ ପାଖରୁ ଠାକୁରଙ୍କୁ ଦର୍ଶନ କରୁଥିଲେ । କିନ୍ତୁ ଏଣିକି ଭକ୍ତମାନେ ସିଧାସଳଖ ଗର୍ଭଗୃହରେ ପ୍ରଭୁଙ୍କୁ ଦର୍ଶନ ସୁଯୋଗ ପାଇବେ ।

ଡିଭାଇଡରରେ ପିଟି ହୋଇ ଓଲଟି ପଡ଼ିଲା ବସ୍

ଭୁବନେଶ୍ୱର: ଡିଭାଇଡରରେ ପିଟି ହୋଇ ଓଲଟି ପଡିଲା ବସ୍‌। ଭୁବନେଶ୍ୱର ଜୟଦେବ ବିହାରରେ ଦୁର୍ଘଟଣା। ପ୍ରାୟ ୧୦ରୁ ଅଧିକ ଶ୍ରମିକ ଦୁର୍ଘଟଣାରେ ଆହତ ହୋଇଛନ୍ତି। ଗୁରୁତରଙ୍କୁ କ୍ୟାପିଟାଲ ହସପିଟାଲରେ ଭର୍ତ୍ତି କରାଯାଇଛି। ସୂଚନା ଅନୁଯାୟୀ ଆଜି ସକାଳେ ବସ୍‌ଟି ଶର୍ମିକ ମାନଙ୍କୁ ନେଇ

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏସିଡ ମାଡ଼

ଭଦ୍ରକ: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏସିଡ ମାଡ଼। ବନ୍ତ ଥାନା ଶିଲନ୍ଦି ଗାଁରେ ପାର୍ଥ ସାରଥୀଙ୍କ ଉପରେ ଏସିଡ଼ ମାଡ଼। ଜମି ଓ ମଦ ବିକ୍ରିକୁ ବିରୋଧ କରିବାରୁ କେତେକ ବ୍ୟକ୍ତି ତାଙ୍କୁ ଏସିଡ଼ ମାଡ଼ କରିଥିବା ଅଭିଯୋଗ ହୋଇଛି। ତାଙ୍କୁ ତୁରନ୍ତ ଆମ୍ବୁଲାନ୍ସରେ ଭଦ୍ରକ ଡାକ୍ତରଖାନା