Sign in
Sign in
Recover your password.
A password will be e-mailed to you.
ନିରପେକ୍ଷ ତଦନ୍ତ ପାଇଁ ଚିତ୍ରକୋଣ୍ଡା ଏସ ଡି ପି ଓ ଙ୍କ ବଦଳି ଦାବି କଲା କଂଗ୍ରେସ…
ମାଲକାନଗିରି : ମାଲକାନଗିରି ଜିଲ୍ଲା Rsc 13 ଗ୍ରାମରେ ଗତ ଜୁନ ମାସ 7 ତାରିଖ ଦିନ ଏସ ଡି ପି ଓ ଅଂଶୁମାନ ଦୁବେଦୀ ରାତି ଅଧିଆ ଘରେ ପଶି 4 ଜଣ ମହିଳାଙ୍କୁ ମରଣାତ୍ମକ ଆକ୍ରମଣ କରିଥିଲେ । ଏହି ଘଟଣାକୁ ନେଇ କଂଗ୍ରେସ ବିରୋଧ କରିଥିଲା । ଏବଂ ଏହି ଘଟଣାକୁ ନେଇ ଅଂଶୁମାନ ଦୁବେଦୀ ନାମରେ!-->!-->!-->…
ଗଛ ପଡି ଦୀର୍ଘ ସମୟ ଧରି ମାଲକାନଗିରି ରୁ ସୁକୁମାକୁ ଯାତାୟାତ ବାଧା ପ୍ରାପ୍ତ…
ମାଲକାନଗିରି : ମାଲକାନଗିରି ରୁ ଛତିଶଗଡର ସୁକୁମା ଜିଲ୍ଲାକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାରେ ଗଛ ପଡି ରାସ୍ତା ଅବରୋଧ ଯୋଗୁଁ ଦୀର୍ଘ ସମୟ ଧରି ଯାତାୟତ ବାଧାପ୍ରାପ୍ତ । ମାଲକାନଗିରି ଜିଲ୍ଲା ସଦର ମହକୁମାରୁ ଛତିଶଗଡର ସୁକୁମା ଜିଲ୍ଲାକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାର ଟିଟିବେରୀ!-->!-->!-->…
ଜାତୀୟ କ୍ରୀଡ଼ା ଦିବସ ଉପଲକ୍ଷେ ସୁନ୍ଦରଗଡ଼ ଜିଲ୍ଲା କ୍ରୀଡ଼ା ସଂସଦର ମାରାଥନ ଦୌଡ଼ କାର୍ଯ୍ୟକ୍ରମ…
ସୁନ୍ଦରଗଡ଼ : ଚଳିତ ବର୍ଷ ଜାତୀୟ କ୍ରୀଡ଼ା ଦିବସ ଉପଲକ୍ଷେ ଅଗଷ୍ଟ ୨୯ ତାରିଖ ଦିନ ଜିଲ୍ଲା କ୍ରୀଡ଼ା ସଂସଦ ଆନୁକୁଲ୍ୟରେ ଏକ ମାରାଥନ ଦୌଡ଼ ଅନୁଷ୍ଠିତ ହେବାକୁ ଯାଉଛି। ଏହି ଦୌଡ଼ ପ୍ରଥମ ଥର ପାଇଁ ସୁନ୍ଦରଗଡ଼ରେ ଜିଲ୍ଲା କ୍ରୀଡ଼ା ସଂସଦ ତରଫରୁ ଆୟୋଜିତ ହେବାର ସ୍ଥିରୀକୃତ ହୋଇଛି। ଜିଲ୍ଲା!-->…
ଏମ୍ସ ପାଇଁ ଆମରଣ ଅନଶନ ତୃତୀୟ ଦିନରେ…
ଆସନ୍ତା କାଲି ସୁନ୍ଦରଗଡ଼ ବନ୍ଦ
ସୁନ୍ଦରଗଡ଼ : ସୁନ୍ଦରଗଡ଼ ଠାରେ ରାଜ୍ଯର ଦ୍ବିତୀୟ 'ଏମ୍ସ' ପ୍ରତିଷ୍ଠା ଦାବିରେ ସ୍ଥାନୀୟ ଡିଆରଡିଏ ଛକରେ ପଶ୍ଚିମ ଓଡିଶା ଯୁବା ମଞ୍ଚର ସଭାପତି ଦିନେଶ ପଟେଲଙ୍କ ସମେତ ୪ ସଦସ୍ଯ ରଞ୍ଜନ ମହାନନ୍ଦିଆ, ଶୁଭମ ମହାପାତ୍ର, ସୁମିତ ଦାସ ଚଲାଇଥିବା ଆମରଣ ଅନଶନକୁ ୩!-->!-->!-->…
ବଡନଦୀ ପାଣି ସୁଅରେ ଭାସି ବୁଦ୍ଧଙ୍କ ମୃତ୍ୟୁ …
ଭଞ୍ଜନଗର :ତାରସିଂ ଥାନା ଗାଲେରୀ ଫାଣ୍ଡି ଅନ୍ତର୍ଗତ ପେଟାକିଆରୀ ଗ୍ରାମର ଦାମ ସେଠୀ( ୭୦)ବର୍ଷିଆ ବୁଦ୍ଧ ବଡନଦୀ ପାଣି ସୁଅରେ ଭାସିଯାଇ ମୁତ୍ୟ ଘଟିଛ ।ଖବର ନେବାରେ ଗୁରୁବାର ସକାଳୁ ପେଟାକିଆରୀ ଗ୍ରାମ ନିକଟରେ ବେହିଯାଇଥିବା ବଡନଦୀକୁ ଶୌଚ ହେବା ପାଇଁ ଯାଇଥିବାବେଳେ ଦାମର ଅସାବଧାନତା ଯୋଗୁଁ!-->…
୩୦ ଜିଲ୍ଲା ପାଇଁ ବିଜେଡିର ବରିଷ୍ଠ ପର୍ଯ୍ୟବେକ୍ଷକ ନିଯୁକ୍ତ
ଭୁବନେଶ୍ବର : ରାଜ୍ୟର ୩୦ଟି ଜିଲ୍ଲା ପାଇଁ ବିଜୁ ଜନତା ଦଳ ପକ୍ଷରୁ ବରିଷ୍ଠ ପର୍ଯ୍ୟବେକ୍ଷକଙ୍କ ନାମ ଘୋଷଣା କରିଛି । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ୬ ଜଣ ବରିଷ୍ଠ ନେତାଙ୍କୁ ୩୦ଟି ଜିଲ୍ଲାର ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦେଇଛନ୍ତି । ଏନେଇ ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ!-->…
ବନ୍ୟା ସ୍ଥିତି ନେଇ ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା
ଭୁବନେଶ୍ୱର: ଆଜି ମୁଖ୍ୟଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ରାଜ୍ୟର ବନ୍ୟା ସ୍ଥିତି ସଂପର୍କରେ ସମୀକ୍ଷା କରିଥିଲେ। ଏହି ଅବସରରେ ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ ଜେନା, ଜଳସଂପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ବିଜୟ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ। ରାଜ୍ୟର ନଦୀଗୁଡ଼ିକର ଜଳପ୍ରବାହର!-->…
ହୀରାକୁଦରେ ପର୍ଯ୍ୟାୟକ୍ରମେ ୧୨ଟି ଗେଟ୍ ବନ୍ଦ, ୨୮ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି
ସମ୍ବଲପୁର: ମହାନଦୀରେ ଉପରମୁଣ୍ଡରେ ପାଗ ଶୁଖିଲା ରହିଥିବାରୁ ଏବେ ନଦୀରେ ଜଳସ୍ତର କମିବାରେ ଲାଗିଛି। ତେଣୁ ହୀରାକୁଦରେ ଜଳ ପ୍ରବେଶ ମଧ୍ୟ କମିଛି। ଏହି କାରଣରୁ ଆଜି ପର୍ଯ୍ୟାୟକ୍ରମେ ୧୨ଟି ଗେଟ୍ ବନ୍ଦ ହୋଇଛି। ଏବେ ୨୮ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି। ସଂଧ୍ୟା ୭ ପୂର୍ବରୁ ୪ଟି!-->…
ଆସିଲା ବନ୍ୟା କ୍ଷୟକ୍ଷତିର ପ୍ରାଥମିକ ରିପୋର୍ଟ
ଭୁବନେଶ୍ୱର: ବନ୍ୟା ସମ୍ପର୍କରେ ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ ଜେନା ସୂଚନା ଦେଇ କହିଛନ୍ତି, ପ୍ରାଥମିକ ସୂଚନା ଅନୁଯାୟୀ ବନ୍ୟା ଯୋଗୁଁ ୧୩ଟି ଜିଲ୍ଲାର ୭୧ଟି ବ୍ଲକ କ୍ଷତିଗ୍ରସ୍ତ ହୋଇଥିବାବେଳେ ଏଥିରେ ୨୦୬୬ଟି ଗ୍ରାମ ପ୍ରଭାବିତ ହୋଇଛି । ବନ୍ୟାରେ ୪୭୦ ଟି ଗ୍ରାମ ଜଳବନ୍ଦୀରେ!-->…
ମାଟି ଅତଡା ଖସି ୨ ଜଣଙ୍କ ମୃତ୍ୟୁ
କୋରାପୁଟ: କୋରାପୁଟ ଜିଲା ବୈପାରୀଗୁଡା ଗୁପ୍ତେଶ୍ୱର ମାଳିପଦର ଜଙ୍ଗଲରେ ଗୁରୁବାର ଏକ ଅଘଟଣ ଘଟିଛି। ମାଟି ଅତଡା ଖସି ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଆହତ ହୋଇଛନ୍ତି।ସୂଚନାଯୋଗ୍ୟ, ଜଙ୍ଗଲଜାତ ଦ୍ରବ୍ୟ ସଂଗ୍ରହ କରିବା ପାଇଁ ମଙ୍ଗଳବାର ୫ ଜଣ ବ୍ୟକ୍ତି ଜଙ୍ଗଲକୁ ଯାଇଥିଲେ। ହେଲେ ଲଗାଣ!-->…