ବହିଷ୍କାର ପରେ ଗିରଫ ହେଲେ ପଞ୍ଜାବ ହେଲେ ସ୍ୱାସ୍ଥ୍ୟମନ୍ତ୍ରୀ

ଚଣ୍ଡିଗଡ: ଆକ୍ସନ ମୋଡରେ ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗୱନ୍ତ ମାନ। ନିଜ ସରକାରରେ ଥିବା ମନ୍ତ୍ରୀଙ୍କୁ ହିଁ ଦେଖାଇଲେ ବାହାରର ରାସ୍ତା। ମୁଖ୍ୟମନ୍ତ୍ରୀ ଭଗୱନ୍ତ ସିଂହ ମାନ ସ୍ୱାସ୍ଥ୍ୟମନ୍ତ୍ରୀ ବିଜୟ ସିଙ୍ଗଲାଙ୍କ ବିରୋଧରେ ଭ୍ରଷ୍ଟାଚାର ପ୍ରମାଣ ମିଳିବା ପରେ ତାଙ୍କ ବିରୋଧରେ ନେଇଛନ୍ତି କଡା

ଏମାର ମଠ ଖନନ ସ୍ଥଳରେ ସରିଲା GPR ସର୍ଭେ

ପୁରୀ: ଏମାର ମଠ ଖନନ ସ୍ଥଳରେ ସରିଲା Ground Penetrating Radar Survey(GPRS) । ଏମାର ମଠର ଖନନ ସ୍ଥଳରେ ଆଜି(ମଙ୍ଗଳବାର) GPR ସର୍ଭେ କରାଯାଇଛି । ଗୁଜୁରାଟ ଆଇଆଇଟି ପକ୍ଷରୁ ଏହି ସର୍ଭେ କରାଯାଉଥିବା ଜଣାପଡିଛି । ଏଥିସହିତ ଏମାର ମଠ ଜାଗାରେ ବି ସର୍ଭେ କରୁଥିବା ଦେଖିବାକୁ

ଓଡ଼ିଶାରେ ହ୍ୟାଣ୍ଡ ଫୁଟ ଆଣ୍ଡ ମାଉଥ ଡିଜିଜ୍‌ର ୨୬ ରୋଗୀ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ହ୍ୟାଣ୍ଡ ଫୁଟ ଆଣ୍ଡ ମାଉଥ ଡିଜିଜର ୨୬ ରୋଗୀ ଚିହ୍ନଟ। ଏନେଇ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ର। ମେଡିକାଲକୁ ଆସିଥିବା ୩୬ ରୋଗୀଙ୍କ HFMD ମାମଲାର ନମୁନା RMRCକୁ ପଠାଯାଇଥିଲା। ସେଥିମଧ୍ୟରୁ ୨୬ ଜଣ ପଜିଟିଭ ବାହାରିଛନ୍ତି। ସେମାନଙ୍କ

ସ୍କୁଲ ସ୍ତରରୁ ଆରମ୍ଭ ହେବ ଅଲିମ୍ପିକ୍ସ ପାଇଁ ପ୍ରସ୍ତୁତି: ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପାଠଶାଳାରୁ ଅଲିମ୍ପିକ୍ସ ପ୍ରସ୍ତୁତି। ସ୍କୁଲସ୍ତରରୁ ଛାତ୍ରଛାତ୍ରୀଙ୍କୁ ଅଲିମ୍ପିକ୍‌ସ ସମ୍ପର୍କରେ ଶିକ୍ଷା । ଅଲିମ୍ପିକ୍ସ ମୂଲ୍ୟବୋଧ ଶିକ୍ଷା ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭାରତୀୟ ଅଲିମ୍ପିକ୍‌ସ ଆସୋସିଏସନ ଓ ଅଭିନବ ବିନ୍ଦ୍ରା ଫାଉଣ୍ଡେସନ୍‌

ବ୍ରଜରାଜନଗର ଉପନିର୍ବାଚନ: ପ୍ରଚାର ମୈଦାନକୁ ଓହ୍ଲାଇଲେ ଧର୍ମେନ୍ଦ୍ର ପ୍ରଧାନ

ବ୍ରଜରାଜନଗର: ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ପ୍ରଚାର ପାଇଁ କେନ୍ଦ୍ରମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ ବିଜେପି ପକ୍ଷରୁ ଷ୍ଟାର ପ୍ରଚାରକ ଭାବେ ଯୋଗ ଦେଇଛନ୍ତି । ରମ୍ପେଲାର ଡୁଙ୍ଗଡୁଙ୍ଗଠାରେ ପହଞ୍ଚିବା ପରେ ଦଳିୟ କର୍ମୀ ତାଙ୍କୁ ଭବ୍ୟ ସ୍ବାଗତ କରିଛନ୍ତି । ବିଜେପି ପ୍ରାର୍ଥୀ

ବଡ଼ ମେଡିକାଲରୁ ଧରାପଡ଼ିଲେ ୫ ଦଲାଲ କର୍ମଚାରୀ

କଟକ: କଟକ ବଡ଼ ଡାକ୍ତରଖାନାରୁ ଧରାପଡ଼ିଲେ ୫ ଦଲାଲ । ରୋଗୀଙ୍କୁ ସରକାରୀ ଡାକ୍ତରଖାନାରୁ ଘରୋଇ କ୍ଲିନିକକୁ ମୁହାଁଉଥିଲେ ଏମାନେ । ମଙ୍ଗଳବାର କମିଶନରେଟ ପୋଲିସ ରେଡିଓଲୋଜି ବିଭାଗରୁ ୫ ଜଣଙ୍କୁ ଗିରଫ କରିଛି । ତେବେ ଗିରଫ ୫ ଜଣ ହେଉଛନ୍ତି ଏସସିବି ମେଡିକାଲ କଲେଜର ଆଉଟସୋର୍ସିଂ ଷ୍ଟାଫ୍ ।

କଲେଜରେ ପରୀକ୍ଷା ଦେବାବେଳେ ଯୁକ୍ତ ଦୁଇ ଛାତ୍ର ମୃତ

ସୁନ୍ଦରଗଡ: ସୁନ୍ଦରଗଡ ଜିଲ୍ଲା ବଣାଇଗଡ ମହାବିଦ୍ୟାଳୟ ରେ ଆଜି ଯୁକ୍ତ ଦୁଇ ପରୀକ୍ଷା ଦେଉଥିବା ବେଳେ ଜଣେ ଛାତ୍ରଙ୍କ ଅସ୍ୱାଭାବିକ ମୃତ୍ୟୁ ଘଟିଛି। +2 ବିଜ୍ଞାନର ଓଡ଼ିଆ ବିଷୟ ପରୀକ୍ଷା ହେଉଥିବା ବେଳେ ଏମଡି ଅରବାଜ ପରୀକ୍ଷା ସାରିବାକୁ ଆଉ ୧୫ ମିନିଟ ବାକି ଥିବାବେଳେ ହଠାତ କ୍ଳାସ ରୁମରେ ଟଳି

ପ୍ରେମିକାର ନ୍ୟୁଡ ଫଟୋ ସୋସିଆଲ୍ ମିଡିଆରେ ସେୟାର କରି ଛାତ୍ର ଗିରଫ

ଭୁବନେଶ୍ଵର: ସୋସିଆଲ୍ ମିଡିଆରେ ବନ୍ଧୁତା ଆଉ ତାପରେ ପ୍ରେମ। ପ୍ରେମିକା ସହ ନ୍ୟୁଡ୍ କଲ୍ କରି ସ୍କ୍ରିନ୍‌ ସଟ୍ ନେଲେ ପ୍ରେମିକ। ଆଉ ୨ ବର୍ଷ ପରେ ସମ୍ପର୍କରେ ଆସିଲା ଫାଟ । ଆଉ ପ୍ରେମିକା ନାଁରେ ଫେକ୍ ଆଇଡି କରି ଫଟୋ ଭାଇରାଲ୍ କରିଦେଲେ ଯୁବକ। ଏଭଳି ଜଣେ ଯୁବକଙ୍କୁ ଗିରଫ କରିଛି ଭୁବନେଶ୍ଵର

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ: ସିବିଆଇ ତଦନ୍ତ ଦାବି କଲେ ବିଜୟ ମହାପାତ୍ର

ପୁରୀ: ପୁରୀ ଶ୍ରୀମନ୍ଦିର ପ୍ରକଳ୍ପ ବିବାଦ ମାମଲା ଦିନକୁ ଦିନ ବଢ଼ିବାରେ ଲାଗିଛି । । ବିବାଦ ବଢ଼ିବା ସହ ନୂଆ ନୂଆ ତଥ୍ୟା ସାମ୍ନାକୁ ଆସୁଛି । ଆଉ ଏହି ପ୍ରକଳ୍ପ ରାଜନେତା ମାନଙ୍କ ପାଇଁ ଏକ ରାଜନୈତିକ ବିଷୟ ବସ୍ତୁ ପାଲଟି ଯାଇଛି । ମନ୍ଦିରକୁ ଆଡରେ ରଖି ବର୍ତ୍ତମାନ ରାଜନୀତିର ଗୋଟି

ବର୍ଷା-ଅନୁଭବ ପାରିବାରିକ ବିବାଦ ମାମଲା, ଶୁଣାଣି ଶେଷ, ରାୟ ସଂରକ୍ଷିତ

ଭୁୁବନେଶ୍ୱର: ବହୁ ଚର୍ଚ୍ଚିିତ ବର୍ଷା ଓ ଅନୁଭବ ମହାନ୍ତିଙ୍କ ଘରୋଇ ହିଂସା ମାମଲାର ଆଜି ହୋଇଛି ଶୁଣାଣୀ । ସୋସିଆଲ ମିଡ଼ିଆରେ ଗୋଟିଏ ପରେ ଗୋଟିଏ ଭିଡ଼ିଓ ଅନୁଭବ ବର୍ଷାଙ୍କ ବିରୋଧରେ ପୋଷ୍ଟ କରିବା ପରେ ଏହି ମାମଲା ବର୍ତ୍ତମାନ ଭିନ୍ନ ଏକ ମୋଡ଼ ନେଇଛି । ଅନୁଭବଙ୍କ ପକ୍ଷରୁ ଦାୟର