ଏକ ବର୍ଷ ପୂର୍ତ୍ତି ଅବସରରେ ରାଜ୍ୟ ସରକାରଙ୍କ ବିଭିନ୍ନ ଜନହିତକର ଯୋଜନାର ବିଶେଷ ଜନ ସଚେତନତା ପାଇଁ ସାମ୍ୱାଦିକ…

ନବରଙ୍ଗପୁର : ଆସନ୍ତା ୧୨ ତାରିଖରୁ ୧୮ ତାରିଖ ପର୍ଯ୍ୟନ୍ତ ନବରଙ୍ଗପୁର ଠାରେ ଜିଲାସ୍ତରୀୟ ବିକାଶ ମେଳା ସ୍ଥାନୀୟ ମଣ୍ଡେଇ ପଡିଆ ଠାରେ ଅନୁଷ୍ଠିତ ହେବାକୁ ଯାଉଛି। ଏହି ଅବସରରେ ଆହୂତ ସାମ୍ବାଦିକ ସମ୍ମିଳନୀରେ ଅତିରିକ୍ତ ଜିଲ୍ଲାପାଳ ( ସାଧାରଣ)ତପନ କୁମାର ଖୁଣ୍ଟିଆ, ଅତିରିକ୍ତ ଜିଲ୍ଲାପାଳ

ବ୍ଲକ୍ ଉପାଧ୍ୟକ୍ଷଙ୍କ ନାମରେ ଆବାସ ଯୋଜନା ଘର ନିର୍ମାଣ ନାଁରେ ଟଙ୍କା ଆତ୍ମସାତ ଅଭିଯୋଗ ଆଣିଲେ ହିତାଧିକାରୀ

ଅଭିଯୋଗ କୁ ଖଣ୍ଡନ କଲେ ବ୍ଲକ ଉପାଧ୍ୟକ୍ଷ ମାଲକାନଗିରି :ରାଜ୍ୟ ସରକାର ଙ୍କ ଯୋଜନା ଗୁଡିକ ମଧ୍ୟରେ ଆବାସ ଯୋଜନା ଅନ୍ୟତମ ରହିଥିବା ବେଳେ ଏହାକୁ ପାଇବା ପାଇଁ ଗରିବ ହିତାଧିକାରୀଙ୍କ ସ୍ୱପ୍ନ ହୋଇଥାଏ । ମାଲକାନଗିରି ରେ ଆବାସ ଗୃହ ନିର୍ମାଣ କୁ ନେଇ ଆସିଛି ବଡ଼ ଅଭିଯୋଗ ପ୍ରଧାନ ମନ୍ତ୍ରୀ

ମହୁଲି ମଦ ନେଲା ଜୀବନ : ସାମାନ୍ୟ ବଚସାରୁ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା

ବାଲିଗୁଡ଼ା : ମହୁଲି ମଦ ପାନରୁ ସାମାନ୍ୟ ବଚସା ଓ ପରେ ହତ୍ୟା l ଏପରି ଏକ ଅଭାବନୀୟ ଘଟଣା କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଟାଉନ ଅଞ୍ଚଳ ରେ ଘଟିଛି l ମୃତକ ଜଣକ ହେଲେ ବାଲିଗୁଡ଼ା ମୁଣ୍ଡାସାହିର ଶଙ୍କର ନାୟକ। ଖବର ଅନୁଯାୟୀ, ସୋମବାର ରାତି ପ୍ରାୟ ୮ଘଣ୍ଟ ସମୟରେ ରେ ସ୍ଥାନୀୟ ନୂଆସାହି ର

ବ୍ରହ୍ମପୁରରେ ଆୟୋଜିତ ହେବ ବିକାଶମେଳା ଓ ଜାତୀୟ ସ୍ତରୀୟ ପଲ୍ଲିଶ୍ରୀ ମେଳା

ଛତ୍ରପୁର : ସରକାର ଗଠନର  ଏକବର୍ଷ ଉପଲବ୍ଧିରେ ଅନେକ ଉନ୍ନୟନ ମୂଳକ କାର୍ଯ୍ୟ କରାଯାଇ ବିକଶିତ ଓଡିଶା ପାଇଁ ପ୍ରଚେଷ୍ଟା ଅବ୍ୟାହତ ରହିଛି । ବର୍ତ୍ତମାନ ପର୍ଯ୍ୟନ୍ତ ଗତ ଏକ ବର୍ଷ ମଧ୍ୟରେ କେଉଁ ସବୁ ଉନ୍ନୟନମୂଳକ କାର୍ଯ୍ୟ କରାଯାଇଅଛି ତାହାକୁ ଲୋକଲୋଚନରେ ପ୍ରକାଶ କରିବା ଉଦ୍ଦେଶ୍ୟରେ

ବ୍ରହ୍ମପୁରର ବିଜୁଳି ବିତରଣ ବ୍ୟବସ୍ଥାକୁ ସୁଦୃଢ଼ କରୁଛି ଟିପିଏସ୍ଓଡିଏଲ୍

-- କନିଷି ସବଷ୍ଟେସନର କ୍ଷମତା ୧୬.୧୫ ଏମଭିଏକୁ ବୃଦ୍ଧି -- ବ୍ରହ୍ମପୁର ଏବଂ ଆଖପାଖ ଅଞ୍ଚଳର ୭,୦୦୦ ରୁ ଅଧିକ ଉପଭୋକ୍ତାଙ୍କୁ ସୁରକ୍ଷିତ ଓ ଭରସାଯୋଗ୍ୟ ବିଜୁଳି ସେବା ଯୋଗାଣ -- କମ୍ପାନୀ ପକ୍ଷରୁ ଭୂତଳ ଲାଇନ୍ ସଂଯୋଗ, ସୁରକ୍ଷା ପ୍ରାଚୀର ନିର୍ମାଣ, ଭିତ୍ତିଭୂମି ନବୀକରଣ

ମା’ ପାଟ୍ଟଖଣ୍ଡାଙ୍କ ସମ୍ପତ୍ତି ଓ ଆୟବ୍ୟୟର ତଥ୍ୟ ଦେବାକୁ ଗ୍ରାମ୍ୟ କମିଟିର ଦାବି

ବାଲିଗୁଡ଼ା : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଅଞ୍ଚଳ ର ଅଧିଷ୍ଠାତ୍ରୀ ଦେବୀ ମା' ପାଟ୍ଟଖଣ୍ଡାଙ୍କ ଦୈନିକ ନିତିର ସୁପରିଚାଳନା ସହ ମା'ଙ୍କ ସ୍ଥାବର ଅସ୍ଥାବର ସମ୍ପତ୍ତିର ସମ୍ପୂର୍ଣ୍ଣ ତାଲିକା ଏବଂ ତାହାର ରକ୍ଷଣାବେକ୍ଷଣ କିଭଳି ହୋଇପାରିବ ସେନେଇ ସ୍ଥାନୀୟ ଟାଉନ୍ ହଲ୍ ଠାରେ ବାଲିଗୁଡ଼ା

ପ୍ରକାଶ ପାଇଲା OJEE-୨୦୨୫ ରେଜଲ୍ଟ

ଭୁବନେଶ୍ୱର : ପ୍ରକାଶ ପାଇଲା OJEE-୨୦୨୫ ରେଜଲ୍ଟ। ଶିଳ୍ପମନ୍ତ୍ରୀ ସମ୍ପଦ ସ୍ୱାଇଁ ଆନୁଷ୍ଠାନିକ ଭାବେ OJEE-୨୦୨୫ ରେଜଲ୍ଟ ଘୋଷଣା କରିଲେ। ojee.nic.in ୱେବ୍‌ସାଇଟ୍‌ରେ ଛାତ୍ରୀଛାତ୍ର ନିଜ ର଼୍ୟାଙ୍କ୍‌ କାର୍ଡ ପାଇପାରିବେ । ଗତ ମେ ୨ ତାରିଖରେ ଓଜେଇଇ ପରୀକ୍ଷା ଆରମ୍ଭ ହୋଇଥିଲା । ୧୨

ବାଲି ମାଫିଆଙ୍କ ଗୁଣ୍ଡାରାଜ, ଖଣି ଅଧିକାରୀଙ୍କୁ ଗୋଡ଼ାଇ ଗୋଡ଼ାଇ ପିଟିଲେ

ବାଲେଶ୍ୱର : ବାଲି ମାଫିଆଙ୍କ ଗୁଣ୍ଡାରାଜ । ବାଲି ମାଫିଆଙ୍କ ମାଡ଼ରେ ଲହୁ ଲୁହାଣ ଖଣି ଅଧିକାରୀ ।  ଭ୍ୟାନରୁ ଟାଣିନେଇ ଗୋଡ଼ାଇ ଗୋଡ଼ାଇ ପିଟିଲେ ମାଫିଆ । ବାଲେଶ୍ବର ଜିଲ୍ଲା ରେମୁଣା ବ୍ଲକ ବୁଢ଼ାବଳଙ୍ଗ ନଦୀ କାଠସଂଗଡା ପାଖରେ ବେଆଇନ ବାଲି ଉତ୍ତୋଳନ ବେଳେ ଖଣି ଅଧିକାରୀ ଟିମ୍ ସହ ଚଢ଼ାଉ

ଲାଞ୍ଚ ନେଲା ବେଳେ ମହିଳା ସହକାରୀ ଯନ୍ତ୍ରୀଙ୍କୁ ଧରିଲା ଭିଜିଲାନ୍ସ

କୋରାପୁଟ:୮ ହଜାର ଲାଞ୍ଚ ନେଲା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ସହକାରୀ ଯନ୍ତ୍ରୀ । କୋରାପୁଟ ଜିଲ୍ଲା ଲମତାପୁଟ ବ୍ଲକ ସହକାରୀ ଯନ୍ତ୍ରୀ ସୁଚିସ୍ମିତା ପରିଜା ମନରେଗା ଟଙ୍କା ରିଲିଜ କରିବାକୁ ୮ ହଜାର ଟଙ୍କା ଲାଞ୍ଚ ନେବାବେଳେ ଜୟପୁର ଭିଜିଲାନ୍ସ ଦ୍ୱାରା ଧରା ପଡିଛନ୍ତି।

କାବୁଲ ଏୟାରପୋର୍ଟ ପାଖରେ ଆତଙ୍କବାଦୀ ଆଡ୍ଡା

କାବୁଲ : ଆତଙ୍କବାଦୀ ସଂଗଠନ ଇସଲାମିକ୍ ଷ୍ଟେଟ୍ ଖୋରାସାନ୍ ପ୍ରଦେଶ (ଆଇଏସକେପି)ର ଏକ ବଡ଼ ଷଡ଼ଯନ୍ତ୍ରର ପର୍ଦ୍ଦାଫାଶ କରିଛି ତାଲିବାନ । ଆଫଗାନିସ୍ତାନ ଗସ୍ତ କରୁଥିବା ଭିଆଇପିମାନଙ୍କୁ ହତ୍ୟା କରିବାକୁ ଷଡ଼ଯନ୍ତ୍ର କରୁଥିଲା ଆଇଏସକେପି। ଏଥିପାଇଁ କାବୁଲ ଅନ୍ତର୍ଜାତୀୟ ଏୟାରପୋର୍ଟ