ଚାପିଦେଲା ହାଇୱା, ୨ ମୃତ, ଜଣେ ଗୁରୁତର

ପିପିଲି: ଚାପିଦେଲା ହାଇୱା । ଦୁର୍ଘଟଣାରେ ୨ ଜଣ ମୃତ। ଅନ୍ୟ ଜଣେ ଗୁରୁତର| ଆହତଙ୍କୁ ଚିକିତ୍ସା ପାଇଁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।  ଭୁବନେଶ୍ୱର -ପୁରୀ ଜାତୀୟ ରାଜପଥ ଦାଣ୍ଡମକୁନ୍ଦପୁର ବାଇ ପାସରେ ଘଟିଛି ଦୁର୍ଘଟଣା ।  ମୃତକଙ୍କ ପରିଚୟ ମିଳିପାରିନାହିଁ ।  ଗତକାଲି

୮ ତାରିଖକୁ ବଦଳିବ ପାଗ, ଘଡଘଡି ସହ ବର୍ଷା ସମ୍ଭାବନା

ଭୁବନେଶ୍ବର: ତାତିରେ ରେକର୍ଡ କଲା ଝାରସୁଗୁଡ଼ା । ଗତ ୨୪ ଘଣ୍ଟାରେ ଝାରସୁଗୁଡ଼ାରେ ସର୍ବାଧିକ ୩୯.୬ ଡିଗ୍ରୀ ସେଲସିଅସ୍ ତାପମାତ୍ରା ରେକର୍ଡ କରାଯାଇଛି । ଯାହା ଏକ ନୂଆ ରେକର୍ଡ । ଦେଶର ସର୍ବାଧିକ ଉତ୍ତପ୍ତ ଅଞ୍ଚଳ ପାଲଟିଛି ଝାରସୁଗୁଡ଼ା । ଅନ୍ୟପାଟେ ରାଜ୍ୟରେ

ଆସିକା ଅଞ୍ଚଳ ର ଅଧିକାଂଶ ବିଦ୍ୟାଳୟ ରେ ଅଣ୍ଡା ବଦଳରେ ଦିଆଯାଉଛି ବିସ୍କୁଟ…!

ପ୍ରଶାସନ ର ଏହା ଜ୍ଞାତ ସାରରେ କି..? ଅଭିଭାବକ ମାନଙ୍କ ପ୍ରଶ୍ନ ?.... ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ଆସିକା ଅଞ୍ଚଳର ବହୁ ବିଦ୍ୟାଳୟ ରେ ଅଣ୍ଡା ବଦଳରେ ପିଲାଙ୍କୁ ବିସ୍କୁଟ ଦିଆଯାଉଛି ବୋଲି ଅଭିଯୋଗ ଆସୁଛି । ପୃଷ୍ଟିକର ଖାଦ୍ୟ ପାଇଁ ସରକାର ବିଦ୍ୟାଳୟର ଛାତ୍ର ଛାତ୍ରୀ ମାନଙ୍କ ପାଇଁ

ପିଲା ଚୋରି କରି ଚାଲିଥଲା ଭିକ୍ଷା ବୃତ୍ତି, ୫ ଗିରଫ, ୯ ବାଳକ ଉଦ୍ଧାର

ବ୍ରହ୍ମପୁର : ବର୍ଷ ବର୍ଷ ଧରି ବ୍ରହ୍ମପୁର ସହରର ସୁବାଷ ବୋଷ ଛକ ଟ୍ରାଫିକ ପୋଷ୍ଟ ପାଖରେ ଭିକ୍ଷା ମାଗୁଥିଲେ କିଛି ପିଲା  l  ଆଉ ଦୂରରୁ ସେମାନଙ୍କ ଉପରେ ନଜର ରଖୁଥିଲେ କଛି ଲୋକ  l  ଏମିତି ଚାଲିଥିଲା ଭିକ୍ଷା ବୃତ୍ତି  l  ରାତିରେ ସମସ୍ତେ ରହୁଥିଲେ 4 ନମ୍ବର ପ୍ଲାଟଫର୍ମର ଓଭର ବ୍ରିଜ ତଳେ

ମାର୍ଚ୍ଚ ୧୧ ପର୍ଯ୍ୟନ୍ତ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ କଲା CBSE

ନୂଆଦିଲ୍ଲୀ : କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଗୁରୁବାର ଦିନ ମଧ୍ୟପ୍ରାଚ୍ୟ ଉତ୍ତେଜନା ବୃଦ୍ଧି ପାଇବା ଯୋଗୁଁ ମାର୍ଚ୍ଚ ୧୧ ପର୍ଯ୍ୟନ୍ତ ନିର୍ଦ୍ଧାରିତ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ କରିଛି। ଖୁବଶୀଘ୍ର CBSE ଏହି ପ୍ରାର୍ଥୀମାନଙ୍କ ପାଇଁ ଫଳାଫଳ ଘୋଷଣା କରିବାର ପଦ୍ଧତି

ରାୟଗଡ଼ା ଇମ୍ଫା ଥେରୁବାଲିରେ ୫୫ ତମ ଜାତୀୟ ସୁରକ୍ଷା ସପ୍ତାହ ପାଳନ: “ନିୟୋଜିତ କରନ୍ତୁ, ଶିକ୍ଷିତ ହୁଅନ୍ତୁ ଏବଂ…

ରାୟଗଡ଼ା : ନିଜର ସୁରକ୍ଷା ଦାୟିତ୍ୱବୋଧ ଏବଂ କାର୍ଯ୍ୟକ୍ଷମ ଦକ୍ଷତାର ଏକ ଦୃଢ଼ ପ୍ରଦର୍ଶନ ସ୍ୱରୂପ, ଇମ୍ଫା ଥେରୁବାଲି ପକ୍ଷରୁ ଆନୁଷ୍ଠାନିକ ଭାବେ ୫୫ ତମ ଜାତୀୟ ସୁରକ୍ଷା ସପ୍ତାହ ଉଦ୍‌ଘାଟିତ ହୋଇଯାଇଛି। ୟୁନିଟ୍ ମୁଖ୍ୟ ତଥା ଇ.ଆଇ.ସି ଶ୍ରୀ ଜି.ଭି. ରାକେଶଙ୍କ ରଣନୈତିକ ମାର୍ଗଦର୍ଶନରେ

ସଡ଼କ ଦୁର୍ଘଟଣାରେ ୨୨ ବର୍ଷୀୟ ଯୁବକ ମୃତ

ନୟାଗଡ଼, ୦୫/୦୩(ନିସର୍ତ୍ତ): ବୁଧବାର ରାତିରେ ସଡ଼କ ଦୁର୍ଘଟଣାରେ ଜଣେ ୨୨ ବର୍ଷୀୟ ଯୁବକଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି | ଯୁବକ ଜଣକ ହେଲେ ରଣପୁର ବ୍ଲକ ବିଲଗାଡ଼ିଆ ଗ୍ରାମର ଶରତ ପଟ୍ଟନାୟକଙ୍କ ପୁତ୍ର ଆଶୀର୍ବାଦ ପଟ୍ଟନାୟକ | ଅଭିଯୋଗ ଅନୁଯାୟୀ ବୁଧବାର ରାତି ପ୍ରାୟ ସାଢେ ୧୧ ଟା ବେଳେ

ଇସ୍ତଫା ଦେଲେ ପଶ୍ଚିମବଙ୍ଗ ରାଜ୍ୟପାଳ ସିଭି ଆନନ୍ଦ ବୋଷ

ନୂଆଦିଲ୍ଲୀ: ପଶ୍ଚିମବଙ୍ଗ ରାଜ୍ୟପାଳ ସିଭି ଆନନ୍ଦ ବୋଷ ହଠାତ୍ ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି। ବିଧାନସଭା ନିର୍ବାଚନ ପୂର୍ବରୁ ତାଙ୍କର ଏହି ପଦକ୍ଷେପକୁ ଏକ ପ୍ରମୁଖ ରାଜନୈତିକ ଘଟଣା ବୋଲି ବିବେଚନା କରାଯାଉଛି। ସିଭି ଆନନ୍ଦ ବୋଷ ୧୭ ନଭେମ୍ବର ୨୦୨୨ରେ ବଙ୍ଗଳାର ରାଜ୍ୟପାଳ ଭାବରେ ଦାୟିତ୍ୱ

ବିଜୁବାବୁଙ୍କ ଜନ୍ମଜୟନ୍ତୀରେ ଫଳ ବଣ୍ଟନ

ନୟାଗଡ଼,୦୫/୦୩(ନିସର୍ତ୍ତ):ମହାନ ଜନନାୟକ ପ୍ରବାଦ ପୁରୁଷ ଓ ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟାନନ୍ଦ ପଟ୍ଟନାୟକ ଓରଫ ବିଜୁ ପଟ୍ଟନାୟକଙ୍କ ୧୧୦ତମ ପବିତ୍ର ଜନ୍ମ ଜୟନ୍ତୀ ରଣପୁର ଅଞ୍ଚଳର ଯୁବ ସମାଜସେବୀ ତଥା ସଫଳ ଉଦ୍ୟୋଗୀ ତ୍ରିନାଥ ବିଶ୍ୱାଳଙ୍କ ନେତୃତ୍ୱରେ ପାଳିତ ହୋଇ ଯାଇଛି । ଏହି ଅବସରରେ

ଖାମେନେଇଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ଭାରତ ସରକାର, ଇରାନୀ ଦୂତାବାସ ପହଞ୍ଚିଲେ ବିଦେଶ ସଚିବ

ନୂଆଦିଲ୍ଲୀ : ଇରାନର ଦିବଙ୍ଗତ ସର୍ବୋଚ୍ଚ ନେତା ଆୟତୁଲ୍ଲା ଅଲୀ ଖାମେନେଇଙ୍କୁ ଭାରତ ସରକାର ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ବୈଦେଶିକ ସଚିବ ବିକ୍ରମ ମିସ୍ରି ନୂଆଦିଲ୍ଲୀ ସ୍ଥିତ ଇରାନୀ ଦୂତାବାସରେ ପହଞ୍ଚି ଶୋକ ପୁସ୍ତିକା ଉପରେ ଦସ୍ତଖତ କରିଛନ୍ତି । ଇରାନର ପୂର୍ବତନ