ମୁଖ୍ୟ ଶାସନ ସଚିବଙ୍କ ରାଉରକେଲା ଗସ୍ତ :ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ ସହିତ ଅନ୍ୟାନ୍ୟ ଭିତ୍ତିଭୂମିର…

ଅକ୍ଟୋବର ସୁଦ୍ଧା ରାଉରକେଲା ବିମାନବନ୍ଦରର ନିର୍ମାଣ କାର୍ଯ୍ୟ ଶେଷ ହେବ ରାଉରକେଲା: ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବ ଶ୍ରୀଯୁକ୍ତ ସୁରେଶ ଚନ୍ଦ୍ର ମହାପାତ୍ର ରାଉରକେଲା ଗସ୍ତରେ ଆସି ୨୦୨୩ରେ ଖେଳା ଯିବାକୁ ଥିବା ପୁରୁଷ

ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ସହିତ ସାକ୍ଷାତ କଲେ ଅଷ୍ଟ୍ରେଲିଆର ବରିଷ୍ଠ ଅଧିକାରୀ…

ଭୁବନେଶ୍ବର: ଓଡ଼ିଶା ବିଧାନସଭାର ବାଚସ୍ପତି ଡଃ. ସୂର୍ଯ୍ୟନାରାୟଣ ପାତ୍ରଙ୍କ ସହିତ କୋଲକାତାରେ ଅବସ୍ଥାପିତ ଅଷ୍ଟ୍ରେଲିଆର ଡେପୁଟି କନ୍‌ସଲ୍‌ ଜେନେରାଲ୍‌ ଡାନିଏଲ୍‌ ସିମ୍‌ ଓ ବରିଷ୍ଠ ସମ୍ବଳ ଅଧିକାରୀ ଆଞ୍ଜେଲିନା ନାୟାର ତାଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ସୌଜନ୍ୟସାକ୍ଷାତ କରି ରାଜ୍ୟ

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ରେ ମେଗା ରକ୍ତଦାନ ଶିବିର ଅନୁଷ୍ଠିତ…

ଗୋପଳପୁର :- ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ରେ ଜାତୀୟ ସେବା ସଂସ୍ଥା - ପ୍ରଥମ.ଦ୍ଵିତୀୟ.ତୃତୀୟ. ଶାଖା. ଓ M. K. C.G. ମେଡିକାଲ ର ମିଳିତ ସହଯୋଗ ରେ ଚ୍ୟାରମ୍ୟାନ ସ୍ନାତକୋତ୍ତର.ଦ୍ୱାରା ରକ୍ତଦାନ ମହାପୂଣ୍ୟ ଓ ମାନବ ସେବା ଭଗବାନ ସେବା ର ମହତ ବାଣୀ ରେ ସ୍ୱେଚ୍ଛା ସେବକ ଙ୍କୁ ଉତ୍ସl ହିତ

ମହାନଗର ନୂତନ କର୍ପୋରେସନ୍‌ର ୨୦୨୨-୨୩ ଆର୍ଥିକ ବର୍ଷ ପ୍ରଥମ ବଜେଟ୍ ଉପସ୍ଥାପନ

ବ୍ରହ୍ମପୁର : ବ୍ରହ୍ମପୁର ମହାନଗର ନୂତନ କର୍ପୋରେସନ୍‌ର ୨୦୨୨-୨୩ ଆର୍ଥିକ ବର୍ଷ ପ୍ରଥମ ବଜେଟ୍ ଉପସ୍ଥାପନ ହୋଇଛି । ମହାନଗର ନିଗମର ସମ୍ମିଳନୀ କକ୍ଷରେ କମିଶନର ଡ. ସିଦ୍ଧେଶ୍ୱର ବଳିରାମ ବୋନ୍ଦାର ଏହି ବଜେଟ୍‌କୁ ଉପସ୍ଥାପନ କରିଥିଲେ । ବ୍ରହ୍ମପୁର ମହାନଗର ନିଗମ ମେୟର ସଂଘମିତ୍ରା ଦଳେଇଙ୍କ

ଗଞ୍ଜାମ ଜିଲ୍ଲାର ଆରାଧ୍ୟ ମା ତାରାତାରିଣୀ ଦେବୀଙ୍କ ମନ୍ଦିରର ଜୀର୍ଣ୍ଣୋଦ୍ଧାର ଓ ନୂତନ ପ୍ରାସାଦ ପ୍ରତିଷ୍ଠା ମହୋତ୍ସବ

ଛତ୍ରପୁର (୧୩.୦୫) : ଗଞ୍ଜାମ ଜିଲ୍ଲାର ଅଧିଷ୍ଠାତ୍ରୀ ଆରାଧ୍ୟ ମା ତାରାତାରିଣୀ ଦେବୀ ମନ୍ଦିରର ଜୀର୍ଣ୍ଣୋଦ୍ଧାର ଓ ନୂତନ ପ୍ରାସାଦ ପ୍ରତିଷ୍ଠା ମହୋତ୍ସବ ଚଳିତ ମାସ ୧୫ ତାରିଖ ଠାରୁ ଆରମ୍ଭ ହୋଇ ୨୦ ତାରିଖ ପର୍ଯ୍ୟନ୍ତ ବିଧିବିଧାନ ଅନୁସାରେ ଅନୁଷ୍ଠିତ ହେବ । ଏହି ମହୋତ୍ସବରେ ଜିଲ୍ଲାବାସୀଗଣ

ଟିପିଏସ୍‌ଓଡିଏଲ୍‌ ପକ୍ଷରୁ ‘ପ୍ରୋଜେକ୍ଟ ସମାଧାନ’ର ଶୁଭାରମ୍ଭ

ଗ୍ରାହକ-କୈନ୍ଦ୍ରିକତା ଉପରେ ଗୁରୁତ୍ୱ ଦେଉଥିବା ଏକ ବିସ୍ତୃତ ପଦକ୍ଷେପ ବ୍ରହ୍ମପୁର, ( ୧୩/୦୫) : ଦକ୍ଷିଣ ଓଡିଶାରେ ବିଦ୍ୟୁତ୍ ଶକ୍ତି ବିତରଣ ପାଇଁ ଟାଟା ପାୱାର ଓ ଓଡିଶା ସରକାରଙ୍କ ମଧ୍ୟରେ ଏକ ଯୁଗ୍ମ ଉଦ୍ୟମ ଟିପି ସଦର୍ଣ୍ଣ ଓଡିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ୍

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରସଙ୍ଗ; କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କୁ ନୋଟିସ କଲେ କୋର୍ଟ

ପୁରୀ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରସଙ୍ଗରେ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କୁ ନୋଟିସ କରିଛନ୍ତି ପୁରୀ ଜଜ୍ ସିନିୟର ଡିଭିଜନ କୋର୍ଟ । ପୁରୀ ଓକିଲ ଆସୋସିଏସନ ପକ୍ଷରୁ ଦାୟର ହୋଇଥିବା ପିଟିସନ ଉପରେ ଶୁଣାଣି କରି କୋର୍ଟ ଜାତୀୟ ସ୍ମାରକୀ ପ୍ରାଧିକରଣ (ଏନଏମଏ), ପ୍ରତ୍ନତାତ୍ତ୍ୱିକ

ସମ୍ବର୍ଦ୍ଧିତ ହେଲେ ପଞ୍ଚଠାକୁରାଣୀଙ୍କ ଘଟ ସେବିକା ଓ ମା କାଳୀ ସେବକ

ଫୁଲବାଣୀ : ଆଜି ମା ନାରାୟଣୀଙ୍କ ଯାତ୍ରାର ୧୦ମ ଦିବସ । ଗୁରୁବାର ଯୋଗୁଁ ବିଶ୍ରାମ ଦିବସ,ପଞ୍ଚ ଠାକୁରାଣୀଙ୍କୁ ପଦ୍ମାଳୟା ବେଶରେ ମଣ୍ଡପରେ ସୁଶୋଭିତ କରାଯାଇଥିଲା। ଏହି ଅବସରରେ ସନ୍ଧ୍ୟାରେ ସ୍ୱତନ୍ତ୍ର ଆଳତି କାର୍ଯ୍ୟକ୍ରମ ମା ନାରାୟଣୀ ଆଳତୀ ବାହିନୀଙ୍କ ଜରିଆରେ ସମାପ୍ତ ପରେ ପରେ

ରାଜ୍ୟରେ ଧାନସଂଗ୍ରହ ମଣ୍ଡିଗୁଡ଼ିକର ଭିତ୍ତିଭୂମି ବିକାଶ କରାଯିବ

ଭୁବନେଶ୍ୱର: ରାଜ୍ୟରେ ମଣ୍ଡିଗୁଡ଼ିକରେ ଧାନସଂଗ୍ରହ ପରିମାଣ ବୃଦ୍ଧି ପାଇଥିବା ପରିପ୍ରେକ୍ଷୀରେ ମଣ୍ଡିର ଧାନସଂଗ୍ରହ କାର୍ଯ୍ୟକୁ ସୁଚାରୁ ରୂପେ କରିବା ନିମନ୍ତେ ଭିତ୍ତିଭୂମିର ଉନ୍ନତି କରିବା ପାଇଁ ସମବାୟ ବିଭାଗ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। ଏହିସବୁ ଭିତ୍ତିଭୂମିର ଯୋଜନା

ଭରସାମ୍ୟ ହରାଇ ବାଇକ ଦୁର୍ଘଟଣା, ଦୁଇ ଗୁରୁତର

କନ୍ଧମାଳ : କନ୍ଧମାଳ ଜିଲ୍ଲା ସଦର ଥାନା ଅନ୍ତର୍ଗତ କୁମୁରିଗୁଡା ନାଳ ନିକଟରେ ଏକ ବାଇକ ଦୁର୍ଘଟଣାଗ୍ରସ୍ତ ହେବା ଫଳରେ ଦୁଇ ଜଣ ଯୁବକ ଗୁରୁତର ହୋଇଛନ୍ତି। ସେମାନଙ୍କୁ ଫୁଲବାଣୀ ଜିଲା ମୂଖ୍ୟ ଚିକିତ୍ସାଳୟରେ ଭର୍ତ୍ତୀ କରାଯାଇ ଚିକିତ୍ସା କରାଯାଉଛି। ଆହତ ମାନେ ହେଲେ ଫିରିଙ୍ଗିଆ ଥାନା ରତଙ୍ଗ