Sign in
Sign in
Recover your password.
A password will be e-mailed to you.
ମାନସ ସ୍ୱାଇଁ ହତ୍ୟା ମାମଲା: ଗିରଫ ହେଲା ଶର୍ମିଷ୍ଠାର ଭାଇ ପରମେଶ୍ୱର
ଭୁବନେଶ୍ବର : ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ୱାଇଁ ହତ୍ୟା ମାମଲାରେ ପୁଲିସକୁ ଆଉ ଏକ ସଫଳତା । ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ରାଉତଙ୍କ ଭାଇକୁ ଧରିଲା ଚାନ୍ଦବାଲି ପୁଲିସ। ପରମେଶ୍ୱର ରାଉତଙ୍କୁ ବିଜୟୱାଡ଼ାରୁ ଧରିଛି ପୁଲିସ । ପରାମେଶ୍ୱର ବିଜୟୱାଡ଼ାରେ ରହି ଶର୍ମିଷ୍ଠାଙ୍କ ଫେରାର୍!-->…
ଢେଙ୍କାନାଳରେ ଓଲଟିଲା ଯାତ୍ରୀବାହୀ ବସ୍ , ୭ ଗୁରୁତର ୨୦ ଆହତ
ଯାତ୍ରୀବାହୀ ବସ ଓଲଟି ୭ ଗୁରୁତର । ଢେଙ୍କାନାଳ ସଦର ଥାନା ବଣସିଂହ ରାସ୍ତାରେ ଓଲଟିଲା ବସ। ପାଟରାଣୀ ଠାକୁରାଣୀ ମନ୍ଦିର ନିକଟ ରାସ୍ତାରେ ବସ ରାସ୍ତା ତଳକୁ ଓଲଟି ପଡ଼ିଛି। ବସ ବଣସିଂହରୁ ଢେଙ୍କାନାଳ ଆସୁଥିବା ବେଳେ ଘଟିଛି ଦୁର୍ଘଟଣା। ବସରେ ୩୫ରୁ ଅଧିକ ଯାତ୍ରୀ ଥିବା ବେଳେ ୨୦ଜଣ ଆହତ!-->…
ଅଯୋଧ୍ୟାରେ ରାମ ମନ୍ଦିର ପ୍ରତିଷ୍ଠା ଲାଗି ସୀତାକୁଣ୍ଡରୁ ଜଳ ସଂଗ୍ରହ କଲେ ରାଜ୍ୟପାଳ
ମାଲକାନଗିରି: ମାଲକାନଗିରି ଜିଲ୍ଲା ବଣ୍ଡାଘାଟିରେ ଥିବା ସୀତାକୁଣ୍ଡର ପାଣି ଯିବ ଅଯୋଧ୍ୟା। ଆଉ ଏହି ପାଣି ନେବେ ଅଯୋଧ୍ୟାରୁ ଆସିଥିବା ସାଧୁସନ୍ଥ। ସାଧୁସନ୍ଥମାନେ ଶ୍ରୀଲଙ୍କାରୁ ଯାତ୍ରା ଆରମ୍ଭ କରିଥିବା ବେଳେ ଆଜି ବଣ୍ଡାଘାଟିରେ ପହଞ୍ଚିଛନ୍ତି। ଏହି ସମାରୋହରେ ଯୋଗ ଦେବା ପାଇଁ ବଣ୍ଡାଘାଟିରେ!-->…
ଶ୍ରୀମନ୍ଦିର ସୁଆର ମହାସୁଆର ନିଯୋଗ ସମ୍ପାଦକ କୃଷ୍ଣଚନ୍ଦ୍ର ପ୍ରତିହାରୀ ହତ୍ୟା ଘଟଣାରେ ଆଉ ୪ ଗିରଫ
ପୁରୀ: ଶ୍ରୀମନ୍ଦିର ସେବାୟତ କୃଷ୍ଣ ପ୍ରତିହାରୀ ହତ୍ୟା ମାମଲା ରେ ଆଉ ୪ଜଣଙ୍କୁ ଗିରଫ କରାଯାଇଥିବା ପୁରୀ ଏସପି କନୱର ବିଶାଲ ସିଂହ ଆଜି ଏଠାରେ ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି । ଏତଲାରେ ନାମ ଥିବା ୩ଜଣଙ୍କ ସହ ଆଉ ଜଣେ ମଧ୍ୟ ଗିରଫ ହୋଇଥିବା ଏସପି କହିଛନ୍ତି ।
!-->!-->!-->…
ମାନସ ସ୍ୱାଇଁ ହତ୍ୟା ମାମଲା, ମୁଖ୍ୟ ଅଭିଯୁକ୍ତକୁ ଧରିବାକୁ ୪ଟି ସ୍ଵତନ୍ତ୍ର ଟିମ୍ ଗଠନ କଲା ଭଦ୍ରକ ପୋଲିସ
ଭଦ୍ରକ: ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ୍ ମାନସ ସ୍ୱାଇଁ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତକୁ ଧରିବା ପାଇଁ ଭଦ୍ରକ ପୋଲିସ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ। ଏନେଇ ଭଦ୍ରକ ଏସପି ଚରଣ ସିଂ ମiନା ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ମାନସ ସ୍ୱାଇଁ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ରାଉତ!-->…
ଗ୍ରାମାଞ୍ଚଳ ଭିତ୍ତିଭୂମିର ବିକାଶ ପାଇଁ ୪୦୧୩ କୋଟି ଟଙ୍କା ମଞ୍ଜୁର କଲା ନାବାର୍ଡ
ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଭିତ୍ତିଭୂମି ବିକାଶ ଲାଗି ଜାତୀୟ କୃଷି ଏବଂ ଗ୍ରାମୀଣ ବିକାଶ ବ୍ୟାଙ୍କ (ନାବାର୍ଡ) ପକ୍ଷରୁ ଓଡ଼ିଶା ସରକାରଙ୍କୁ ୪,୦୧୩ କୋଟି ଟଙ୍କାର ଆର୍ଥିକ ସହାୟତା ମଞ୍ଜୁର ସମ୍ପର୍କରେ ଘୋଷଣା କରାଯାଇଛି । ଗ୍ରାମୀଣ ଭିତ୍ତିଭୂମି ଉନ୍ନତିକରଣ ପାଣ୍ଠି!-->…
ରାଜ୍ୟରେ ଆଉ ୩୨ ଜଣ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୩୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯ ଜଣ କ୍ୱାରେଣ୍ଟାଇନ୍ ରୁ ଓ ୧୩ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୬ ଜଣ ଶିଶୁ!-->…
ଭିତରକନିକାରେ ଚାଲିଲା ବ୍ୟାଟେରି ଚାଳିତ ବୋଟ୍
କେନ୍ଦ୍ରାପଡ଼ା: ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନରେ ବ୍ୟାଟେରିଚାଳିତ ବୋଟ୍ ସେବା ଆରମ୍ଭ ହୋଇଛି । ଫାଇବର ପ୍ଲାଷ୍ଟିକ୍ରେ (ଏଫ୍ଆର୍ପି) ପ୍ରସ୍ତୁତ ବୋଟ୍ରେ ଇଞ୍ଜିନ୍ ଓ ବ୍ୟାଟେରି ସଂଯୋଗ କରାଯାଇ ଏହାକୁ ପର୍ୟ୍ୟଟକଙ୍କ ଲାଗି ଉତ୍ସର୍ଗ କରାଯାଇଛି । ଏହାର ନାଁ 'ଭାନିକ'!-->…
ମାନସ ସ୍ୱାଇଁ ହତ୍ୟା ଘଟଣା: ଦୁଇ ମନ୍ତ୍ରୀଙ୍କ ସମ୍ପୃକ୍ତି ଥିବା କହିଲେ ମାନସଙ୍କ ପତ୍ନୀ
ଭୁବନେଶ୍ୱର: ବହୁ ଚର୍ଚ୍ଚିତ ଏକ ୱେବ୍ ପୋର୍ଟାଲ୍ରେ କାର୍ଯ୍ୟରତ ରଣପୁରର କ୍ୟାମେରାମ୍ୟାନ୍ ମାନସ ସ୍ୱାଇଁ ହତ୍ୟା ମାମଲାରେ ଏବେ ନୂଆ ନୂଆ ତଥ୍ୟ ପଦାକୁ ଆସିବାରେ ଲାଗିଛି । ଗତକାଲି ଏ ମାମଲାରେ ପୂର୍ବତନ ସୂଚନା ଓ ଲୋକସମ୍ପର୍କ ବିଭାଗ ଅତିରିକ୍ତ ନିର୍ଦ୍ଦେଶକ ତଥା ଓଆସି ନିରଞ୍ଜନ ସେଠୀ ଏବଂ!-->…
ଜଳସେଚନ ସହାୟକ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ
କଟକ: ଆଜି ସକାଳୁ ଭିଜିଲାନ୍ସ ବିଭାଗ ଜଣେ ସହାୟକ ଯନ୍ତ୍ରୀଙ୍କ ଘରେ ଚଢାଉ କରିଛନ୍ତି। ଆୟବର୍ହିଭୁତ ସଂପତ୍ତି ଠୁଳ ଅଭିଯୋଗରେ ଏହି ଚଢାଉ କରାଯାଇଛି। ସେ ହେଉଛନ୍ତି ବୈତରଣୀ ଜଳସେଚନ ବିଭାଗର ସହାୟକ ଯନ୍ତ୍ରୀ ଉମେଶ କୁମାର ଶାସନୀ।
ଏହି ଚଢାଉରେ ୩ ଜଣ ଡିଏସପି, ୫ ଜଣ ଇନ୍ସପେକ୍ଟର, ୩!-->!-->!-->…