ଆମେରିକୀୟ ତେଲ ଟ୍ୟାଙ୍କର ଜାହାଜକୁ ଉଡ଼ାଇଲା ଇରାନ

ନୂଆଦିଲ୍ଲୀ : ଭାରତ ମହାସାଗରରେ ଇରାନ ଯୁଦ୍ଧ ଜାହାଜକୁ ଆମେରିକା ଆକ୍ରମଣ କରି ବୁଡ଼ାଇ ଦେବାର କିଛି ଘଣ୍ଟା ପରେ ପ୍ରତିଶୋଧ ନେଇଛି ଇରାନ । ଯେଶାକୁ ତେଶା ନୀତିରେ ଆମେରିକାର ଜାହାଜକୁ ଆଟାକ କରିଛି ଇରାନ ଇସ୍ଲାମିକ ରିଭୋଲ୍ୟୁସନାରୀ ଗାର୍ଡ କର୍ପ୍ସ (IRGC) । ଉତ୍ତର ପର୍ଶିଆନ ଗଲ୍ଫରେ

ପୋଖରୀରେ ବୁଡ଼ି ନାବାଳକ ମୃତ

ନୟାଗଡ଼, ୦୫।୦୩(ନିସର୍ତ୍ତ) - ସୁର୍କାବାଡ଼ି ଅଞ୍ଚଳରେ ହୋଲିରେ ଏକ ଅଘଟଣ ଘଟି ଯାଇଛି । ପୋଖରୀରେ ବୁଡ଼ି ଜଣେ ସପ୍ତମ ଶ୍ରେଣୀରେ ପଢ଼ୁ ଥିବା ନାବାଳକର ମୃତ୍ୟୁ ଘଟି ଥିବାର ସୂଚନା ମିଳିଛି। ସୂଚନା ଅନୁସାରେ ଖୋର୍ଦ୍ଧା ଜିଲ୍ଲା ବୋଲଗଡ ଗ୍ରାମ ବନ୍ଧ ସାହି ସନା ବେହେରାଙ୍କ ପୁଅ ଗଣେଶ ବେହେରା

ପ୍ରବାଦ ପୁରୁଷ ବିଜୁବାବୁଙ୍କ ୧୧୦ତମ ଜନ୍ମ ଜୟନ୍ତୀ ପାଳିତ

କୋରାପୁଟ/କୋଟପାଡ଼ : କୋଟପାଡ଼ ସ୍ଥିତ ବିଜୁ ପଟନାୟକ ରିଡିଙ୍ଗ ସେଣ୍ଟର ପରିସରରେ ପ୍ରବାଦ ପୁରୁଷ ବିଜୁ ପଟନାୟକଙ୍କ ୧୧୦ତମ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି | ଏହି ଅବସରରେ ପୂର୍ବତନ ମନ୍ତ୍ରୀ ତଥା ବିଧାୟିକା ପଦ୍ମିନୀ ଦିଆନ, ପୂର୍ବତନ ବିଧାୟକ ଚନ୍ଦ୍ରଶେଖର ମାଝୀ ବିଜୁ ବାବୁଙ୍କ

ରଙ୍ଗ ଲଗାଇବାରୁ ୪ ବର୍ଷର ନାତି ଉପରେ ଗରମ ପାଣି ପକାଇଲା ଜେଜେ ମା

ନାଗପୁର : ବୁଧବାର ଦିନ ସାରା ଦେଶରେ ଧୁମଧାମରେ ହୋଲି ପାଳନ ହେଉଥିବା ବେଳେ ମହାରାଷ୍ଟ୍ର ନାଗପୁରର କୋରାଡିରେ ଅଘଟଣ ଘଟିଛି । ହୋଲି ଯୋଗୁଁ ଲୋକ ପରସ୍ପରକୁ ରଙ୍ଗ ବୋଳି ଖୁସି ମନାଉଥିବା ବେଳେ ଏକ ଚାରି ବର୍ଷର ଶିଶୁ ରଙ୍ଗ ବୋଳିକା ମହଙ୍ଗା ପଡିଛି । ଜେଜେ ମାଆକୁ ରଙ୍ଗ ମାରିଥିବାରୁ ନାତି

ରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନ ଭରିଲେ ନୀତୀଶ କୁମାର

ନୂଆଦିଲ୍ଲୀ : ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନ ଭରିଛନ୍ତି । ଗୃହମନ୍ତ୍ରୀ ଅମିତ ଶାହ ଏବଂ ଏନଡିଏ ବରିଷ୍ଠ ନେତାଙ୍କ ଉପସ୍ଥିତିରେ ନାମାଙ୍କନ ଭରିଛନ୍ତି । ନୀତୀଶ କୁମାର, ବିଜେପି ସଭାପତି ନୀତିନ ନବୀନଙ୍କ ସମେତ ୫ ଏନଡିଏ ପ୍ରାର୍ଥୀ ଆଜି ଶେଷ

ଇରାନ ଉପରେ ଆମେରିକାର ଭୟଙ୍କର ଆକ୍ରମଣ, ସମୁଦ୍ରରୁ ୮୭ ମୃତଦେହ ଉଦ୍ଧାର

ନୂଆଦିଲ୍ଲୀ: ଦ୍ବିତୀୟ ବିଶ୍ବଯୁଦ୍ଧ ପରେ ଆମେରିକାର ଭୟଙ୍କର ଆକ୍ରମଣ । ​ଆମେରିକାର ବଡ଼ ଆକ୍ରମଣରେ ଇରାନର ଶକ୍ତିଶାଳୀ ଯୁଦ୍ଧ ଜାହାଜ ବୁଡ଼ିବା ଘଟଣାରେ ସମଦ୍ରରୁ ୮୭ଜଣଙ୍କ ମୃତଦେହ ଉଦ୍ଧାର । ୩୨ଜଣ ଗୁରୁତରଙ୍କୁ ଉଦ୍ଧାର ପରେ ଶ୍ରୀଲଙ୍କାର ଗାଲେ ହସପିଟାଲରେ ଭର୍ତ୍ତି କରାଯାଇଛି । ଜାହାଜରେ

ଟ୍ରମ୍ପଙ୍କୁ ମିଳିଲା ସିନେଟର ସବୁଜ ସଙ୍କେତ, ଇରାନ ଉପରେ ଆକ୍ରମଣ ଜାରି ରଖିବ ଆମେରିକା !

ନୂଆଦିଲ୍ଲୀ: ଟ୍ରମ୍ପଙ୍କୁ ମିଳିଲା ସିନେଟର ସବୁଜ ସଙ୍କେତ । ଇରାନ ଉପରେ ଆମେରିକାର ଆକ୍ରମଣ ଜାରି ରହିବ! । ସିନେଟରେ ହାରିଲେ ବିରୋଧୀ । ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଇରାନ ବିରୋଧୀ ସାମରିକ ଅଭିଯାନକୁ ରୋକିବା ପାଇଁ ଅଣାଯାଇଥିବା ପ୍ରସ୍ତାବ ଆମେରିକା

‘ଗୋ-ହୋମଷ୍ଟେ’ ପୋର୍ଟାଲ୍ ଶୁଭାରମ୍ଭ କଲେ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଭୁବନେଶ୍ୱର: ମାନ୍ୟବର ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଆଜି ଭୁବନେଶ୍ୱରସ୍ଥିତ ଲାଇଫ୍ ହୋଟେଲରେ ‘ଗୋ-ହୋମଷ୍ଟେ’ (Go-Homestay) ପୋର୍ଟାଲର ଶୁଭାରମ୍ଭ କରିଛନ୍ତି। ଓଡ଼ିଶାରେ ସମୁଦାୟ-ନେତୃତ୍ୱାଧୀନ ପର୍ଯ୍ୟଟନକୁ ସୁଦୃଢ଼ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ

ଜନସାଧାରଣଙ୍କୁ ସଚେତନ କରିବ ଓଡ଼ିଶା ପୋଲିସର “ନ୍ୟାୟ ସଂହିତା ପ୍ରଦର୍ଶନୀ”

ଭୁବନେଶ୍ୱର : ନୂତନ ଅପରାଧିକ ଆଇନରେ ଐତିହାସିକ ସଂଶୋଧନ ଓ ନୂତନ ନ୍ୟାୟ ବ୍ୟବସ୍ଥା ସମ୍ପର୍କରେ ଜନସାଧାରଣଙ୍କ ମଧ୍ୟରେ ସଚେତନତା ସୃଷ୍ଟି ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ୟୁନିଟ–III ସ୍ଥିତ ପ୍ରଦର୍ଶନୀ ପଡିଆ, ଭୁବନେଶ୍ୱରଠାରେ “ନ୍ୟାୟ ସଂହିତା ପ୍ରଦର୍ଶନୀ” ଆୟୋଜନ କରାଯାଉଛି। ଆସନ୍ତା

ଛାତ୍ରୀଙ୍କୁ ଅସଦାଚରଣ ମାମଲାରେ ପ୍ରଧାନ ଶିକ୍ଷକଙ୍କୁ ମାଡ଼: ପ୍ରତିବାଦରେ ବିଇଓଙ୍କ ଅଫିସ ଆଗରେ ଧାରଣା

ବାସୁଦେବପୁର: ଛାତ୍ରୀଙ୍କୁ ଅସଦାଚରଣ ଘଟଣାରେ ସମ୍ପୃକ୍ତ ଶିକ୍ଷକଙ୍କୁ ଗିରଫ କରାଯାଇଛି। ଗତ ଫେବୃଆରୀ ୨୮ ତାରିଖରେ ଏହାର ପ୍ରତିବାଦରେ ଅଭିଭାବକଙ୍କ ସମେତ ପୀଡିତାଙ୍କ ପରିବାର ଓ କେତେକ ଗ୍ରାମବାସୀ ବିଦ୍ୟାଳୟରେ ତାଲା ପକାଇଥିଲେ । ସେହି ସମୟରେ ପ୍ରଧାନଶିକ୍ଷକ ଅବିନାଶ ପ୍ରଧାନଙ୍କୁ ମାଡ