କେନ୍ଦ୍ର ସରକାର ଆଣିଲେ ସଂଶୋଧିତ ଏମ୍‌ଏମ୍‌ଡିଆର୍‌ ବିଲ୍‌, ଖଣି ଉପରେ ମନଇଚ୍ଛା ଟିକସ ଲଗାଇ ପାରିବେନି ରାଜ୍ୟ !

ଭୁବନେଶ୍ୱର: ଖଣି ଉପରେ କେନ୍ଦ୍ରର ପୂର୍ଣ୍ଣ ନିୟନ୍ତ୍ରଣ ରହିବ କି? ଖଣି ଓ ଖଣିଜ ସମ୍ପଦକୁ ନେଇ କେନ୍ଦ୍ର ସରକାର ଆଣିଛନ୍ତି ସଂଶୋଧିତ ଏମ୍‌ଏମ୍‌ଡିଆର୍‌ ବିଲ୍‌। ସଂସଦର ମୌସୁମୀ ଅଧିବେଶନରେ, କେନ୍ଦ୍ର ସରକାର ଖଣି ଏବଂ ଖଣିଜ ସମ୍ବନ୍ଧୀୟ ନିୟମ ସଂଶୋଧନ ପାଇଁ ଏକ ବିଲ୍ ଆଗତ କରିଥିଲେ। ଯଦି ଏହା

ଦୁର୍ନୀତି ନିରାକରଣ ଓ ସ୍ୱଚ୍ଛ ଶାସନ ଦିଗରେ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ: ଖୁବଶୀଘ୍ର ଗଠନ ହେବ ଲୋକାୟୁକ୍ତ

ଭୁବନେଶ୍ୱର: ରାଜ୍ୟରେ ଖୁବଶୀଘ୍ର ଗଠନ ହେବ ଲୋକାୟୁକ୍ତ। ରାଜ୍ୟ ଅତିଥି ଭବନରେ ବସିଥିଲା ଗୁରୁତ୍ୱପୂର୍ଣ୍ଣ ବୈଠକ। ବୈଠକରେ ଲୋକାୟୁକ୍ତ ଗଠନ ପ୍ରକ୍ରିୟାକୁ ନେଇ ଆଲୋଚନା ହୋଇଥିବା ବେଳେ ଖୁବଶୀଘ୍ର ରାଜ୍ୟରେ ଲୋକାୟୁକ୍ତ ଗଠନ କରାଯିବ। ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି।

ଓଡ଼ିଶା ଡିଜିପି ନିଯୁକ୍ତିକୁ ନେଇ ସୁପ୍ରିମକୋର୍ଟରେ ମାମଲା, ଆସନ୍ତା ୧୨ରେ ଶୁଣାଣି

ନୂଆଦିଲ୍ଲୀ: ଓଡ଼ିଶାର ପରବର୍ତ୍ତୀ ପୋଲିସ ମହାନିର୍ଦ୍ଦେଶକ (DGP) ନିଯୁକ୍ତି ପ୍ରକ୍ରିୟାକୁ ନେଇ ସୁପ୍ରିମକୋର୍ଟରେ ଏକ ଗୁରୁତର ଅଭିଯୋଗ ଉଠିଛି। DGP ନିଯୁକ୍ତି ନେଇ ସର୍ବୋଚ୍ଚ ଅଦାଲତ ପୂର୍ବରୁ ଦେଇଥିବା ନିର୍ଦ୍ଦେଶକୁ ଓଡ଼ିଶା ସରକାର ଏଡ଼ାଇବାକୁ ଚେଷ୍ଟା କରୁଥିବା ଦର୍ଶାଇ ଏକ ଜନସ୍ୱାର୍ଥ

ନୀଳାଦ୍ରି ବିହାରରେ ଜବରଦଖଲ ଉଚ୍ଛେଦ ବେଳେ ଉତ୍ତେଜନା

ଭୁବନେଶ୍ୱର: ରାଜଧାନୀରେ ପୁଣି ବୁଲିଲା ବୁଲଡୋଜର। ନୀଳାଦ୍ରି ବିହାର ଅଞ୍ଚଳରେ ଜବରଦଖଲ ଉଚ୍ଛେଦ ଆରମ୍ଭ ହୋଇଛି। ଯାହାକୁ ନେଇ ଉତ୍ତେଜନା ଦେଖାଦେଇଛି। ବିଏମସି ଏବଂ ବିଡିଏ ପକ୍ଷରୁ ମିଳିତ ଭାବେ ଏହି ବଡ଼ ଧରଣର ଉଚ୍ଛେଦ ଅଭିଯାନ ଆରମ୍ଭ କରାଯାଇଛି । ନୀଳାଦ୍ରି ବିହାରରେ ଥିବା ପ୍ରାୟ ୮୯୦ଟି ଘର

ରାଜ୍ୟ ସରକାରଙ୍କ କଡ଼ା ନିର୍ଦ୍ଦେଶ, କଲେଜରେ ସକ୍ରିୟ ହେବ ଆଣ୍ଟି-ରାଗିଂ ସ୍କ୍ୱାଡ୍

ଭୁବନେଶ୍ୱର: ଛାତ୍ରଛାତ୍ରୀଙ୍କ ପାଇଁ ଏକ ସୁରକ୍ଷିତ କ୍ୟାମ୍ପସ ପରିବେଶ ସୃଷ୍ଟି କରିବା ପାଇଁ ଓଡ଼ିଶା ଉଚ୍ଚଶିକ୍ଷା ବିଭାଗ ରାଜ୍ୟର ସମସ୍ତ ଉଚ୍ଚଶିକ୍ଷା ପ୍ରତିଷ୍ଠାନକୁ ୨୦୨୬-୨୭ ଶିକ୍ଷାବର୍ଷ ଆରମ୍ଭ ହେବା ପୂର୍ବରୁ ବାଧ୍ୟତାମୂଳକ ସୁରକ୍ଷା କମିଟି ଏବଂ ଆଣ୍ଟି-ରାଗିଂ ବ୍ୟବସ୍ଥା ଗଠନ କିମ୍ବା

ରାଜସୁନାଖଳା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପକ୍ଷରୁ ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ

ନୟାଗଡ଼ (ନିସର୍ତ୍ତ) : କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ମନ୍ତ୍ରଣାଳୟ ବିଭାଗ ନିର୍ଦ୍ଦେଶ କ୍ରମେ ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ ଅନ୍ତର୍ଗତ ରାଜସୁନାଖଳା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପକ୍ଷରୁ ସୋମବାର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧ୍ୟକ୍ଷ ଜଗଦୀଶ ଜେନାଙ୍କ

ସରକାରୀ ଉଚ୍ଚ ବିଦ୍ୟାଳୟର ୬୮ତମ ପ୍ରତିଷ୍ଠା ଦିବସ ଅନୁଷ୍ଠିତ : ଗୁରୁବିନା ସମାଜ ଓ ଛାତ୍ରଛାତ୍ରୀମାନଙ୍କର ବିକାଶ ଅସମ୍ଭବ

ନୟାଗଡ଼ (ନିସର୍ତ୍ତ) : ବିଦ୍ୟାଳୟ କେବଳ ଏକ ଶିକ୍ଷାନୁଷ୍ଠାନ ନୁହେଁ। ଏହା ହେଉଛି ସ୍ୱପ୍ନ,ସଂସ୍କାର ଓ ସଫଳତାର ଭିତ୍ତି । ନୟାଗଡ ଜିଲ୍ଲା ରଣପୁର ଶିକ୍ଷା ବ୍ଲକ ଅନ୍ତର୍ଗତ ରାଜସୁନାଖଳା ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟର ୬୮ତମ ପ୍ରତିଷ୍ଠା ଦିବସ ସୋମବାର ଦିନ ବିଦ୍ୟାଳୟ ପରିସରରେ ପାଳିତ

ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ : ଦ୍ୱିତୀୟ ସେମି ଫାଇନାଲରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିଅମ ପରିସରରେ ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ ର ଦ୍ୱିତୀୟ ସେମି ଫାଇନାଲ ଖେଳ ସୋମବାର ଦିନ ଆଦିବାସୀ ମହାବିଦ୍ୟାଳୟ ବନାମ ପାକୁଲଦା ମଧ୍ୟରେ ଅନୁଷ୍ଠିତ ହୋଇଥିଲା l ଏଥିରେ ଅତିଥି ଭାବେ ସ୍ଥାନୀୟ ଉପଖଣ୍ଡ

ଶ୍ରାବଣ ଦ୍ୱିତୀୟ ସୋମବାରରେ ଜଳାଭିଷେକ ପାଇଁ କାଉଡ଼ିଆଙ୍କ ପ୍ରବଳ ଭିଡ଼ : ସମଗ୍ର ଶୈବପୀଠ ଚଳ ଚଞ୍ଚଳ

ବାଲିଗୁଡା : ଶ୍ରାବଣ ମାସର ଦ୍ୱିତୀୟ ସୋମବାରରେ କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖ ପାଖ ଅଞ୍ଚଳ ରେ ଥିବା ବିଭିନ୍ନ ଶୈବପୀଠ ରେ ସକାଳୁ ଭକ୍ତ ଙ୍କ ଭିଡ଼ ଦେଖିବାକୁ ମିଳିଛି। ବିଶେଷ କରି କାଉଡ଼ିଆ ମାନେ ଗେରୁଆ ବସ୍ତ୍ର ପରିଧ୍ୟାନ ପୂର୍ବକ ଶିବ ଭକ୍ତମାନେ ନିଜ ମାନସିକ ପୂରଣ ପାଇଁ

ହର ଘର ତ୍ରିରଙ୍ଗା ଅଭିଯାନ ଅବସରରେ କୋରାପୁଟରେ ବିଶାଳ ରାଲି, ବନ୍ଦେ ମାତରମ ନାରାରେ ଗୁଞ୍ଜିଲା ସହର

କୋରାପୁଟ : ଆସନ୍ତା ସ୍ୱାଧୀନତା ଦିବସ ପୂର୍ବରୁ ଦେଶବ୍ୟାପୀ ଚାଲିଥିବା ‘ହର ଘର ତ୍ରିରଙ୍ଗା-2026’ ଅଭିଯାନର ଅଂଶ ସ୍ୱରୂପ କୋରାପୁଟ ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି ସୋମବାର ସକାଳ 8 ଟାରେ ଏକ ବିଶାଳ ଜିଲ୍ଲାସ୍ତରୀୟ ତ୍ରିରଙ୍ଗା ରାଲି ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଅତିଥି