Sign in
Sign in
Recover your password.
A password will be e-mailed to you.
୮ଗୋଟି ଗ୍ରାମପଞ୍ଚାୟତର ନିର୍ମାଣ ଶ୍ରମିକ ଓ ରଥ ଏଜେନ୍ସିର ବନ୍ଧୁ ମିଳନ ବୈଠକ
ଦାରିଙ୍ଗବାଡି, ତା୨୭/୦୪ : ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ, ବ୍ରାହ୍ମଣୀଗାଁ ଅଞ୍ଚଳର ୮ଗୋଟି ଗ୍ରାମ ପଞ୍ଚାୟତର ନିର୍ମାଣ ଶ୍ରମିକ ମାନଙ୍କୁ ନେଇଁ ବ୍ରାହ୍ମଣୀଗାଁ ସ୍ଥିତ ଆର ଏମ ପି ପରିସରରେ ବନ୍ଧୁ ମିଳନ ବୈଠକ ଅନୁଷ୍ଠିତ ହୋଇଯାଇଛି। କରୋନା ମହାମାରୀ ପାଇଁ ଦୁଇବର୍ଷଧରି ନିର୍ମାଣ ଶ୍ରମିକ!-->!-->!-->…
ଭୁବନେଶ୍ୱରରେ ପିଲା ଚୋରି ଅଭିଯୋଗ, ସ୍ୱାମୀ ସ୍ତ୍ରୀ ଥାନାରେ ଅଟକ
ଭୁବନେଶ୍ବର: ୨୦ ହଜାର ଟଙ୍କାରେ ୧୧ ବର୍ଷର ପିଲାକୁ ବିକ୍ରି ଉଦ୍ୟମ। ପିଲା ଚୋରି ଅଭିଯୋଗରେ ସ୍ୱାମୀ ସ୍ତ୍ରୀ ଥାନାରେ ଅଟକ। ନୟାଗଡ଼ର ଏକ ଦମ୍ପତିଙ୍କୁ ଖଣ୍ଡଗିରି ଥାନା ପୋଲିସ୍ ଅଟକ ରଖି ପଚରା ଉଚରା କରୁଛି ।
ଗତକାଲି ଜାଗମରା ଗାଁରୁ ଜଣେ ୧୧ ବର୍ଷର ପିଲାକୁ ସେମାନେ ନେଇ ଯାଇଥିଲେ। ଆଉ ୩!-->!-->!-->…
ବିଜେଡିରେ ଯୋଗ ଦେଲେ ସ୍ୱୟଂପ୍ରକାଶ
ଭୁବନେଶ୍ୱର: ଜଣାଶୁଣା ଟିଭି ଉପସ୍ଥାପକ, ବୈଦ୍ୟୁତିକ ଗଣମାଧ୍ୟମର ବରିଷ୍ଠ ସାମ୍ବାଦିକ ସ୍ୱୟଂପ୍ରକାଶ ମହାପାତ୍ର ବୁଧବାର ବିଜୁ ଜନତା ଦଳରେ ଯୋଗ ଦେଇଛନ୍ତି। ବିଜେଡ଼ି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ଦଳର ସାଧାରଣ ସମ୍ପାଦକ (ଗଣମାଧ୍ୟମ ବ୍ୟାପାର) ମାନସ ରଞ୍ଜନ ମଙ୍ଗରାଜଙ୍କ!-->…
ନୀଳମାଧବ ପୀଠର ବିକାଶ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ୧୦୦ କୋଟି ଟଙ୍କା ଖର୍ଚ୍ଚ ହେବ, ୧୮ ମାସରେ ହେବ…
ଭୁବନେଶ୍ୱର: କଣ୍ଟିଲୋ ନୀଳମାଧବ ପୀଠର ପାରିପାର୍ଶ୍ବିକ ବିକାଶ ପାଇଁ ପ୍ରସ୍ତୁତ ମାଷ୍ଟର ପ୍ଲାନ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ ଲାଭ କରିଛି । ଏଥିନିମନ୍ତେ ୧୦୦ କୋଟି ଟଙ୍କା ଖର୍ଚ୍ଚ ହେବ ଏବଂ ୧୮ ମାସ ମଧ୍ୟରେ କାମ ଶେଷ ହେବ । ପ୍ରକଳ୍ପର ସଫଳ କାର୍ଯ୍ୟକାରୀତା!-->…
ଆସନ୍ତାକାଲି ଠାରୁ ମେ ୨ ତାରିଖ ଯାଏଁ ରାଜ୍ୟର ସମସ୍ତ ବୈଷୟିକ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା
ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ। ବୃଦ୍ଧି ପାଉଥିବା ତାପମତ୍ରାକୁ ଦୃଷ୍ଟିରେ ରଖି ଆସନ୍ତାକାଲି ଠାରୁ ରାଜ୍ୟର ସମସ୍ତ ବୈଷୟିକ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା କରାଯାଇଛି । ୨୮ ଏପ୍ରିଲ୍ରୁ ମେ ୨ ତାରିଖ ଯାଏଁ ସବୁ ବୈଷୟିକ ଶିକ୍ଷାନୁଷ୍ଠାନ ଛୁଟି ନେଇ ଘୋଷଣା ହୋଇଛି ।!-->…
ପୂର୍ବଭଳି ଚଳାଚଳ କରିବ ସମତା ଏକ୍ସପ୍ରେସ୍
ଭୁବନେଶ୍ବର : ଦକ୍ଷିଣ ପୂର୍ବ କେନ୍ଦ୍ରୀୟ ରେଳ ପ୍ରାଧିକରଣରେ ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟକୁ ଦୃଷ୍ଟିରେ ରଖି ରାୟଗଡା-ଟିଟିଲାଗଡ ଏବଂ ରାୟପୁର ମାର୍ଗ ଦେଇ ଚଳାଚଳ କରୁଥିବା ବିଶାଖାପାଟନମ୍-ହଜରତ ନିଜାମୁଦ୍ଦିନ-ବିଶାଖାପାଟନମ୍ ସମତା ଏକ୍ସପ୍ରେସକୁ ବିଶାଖାପାଟନମ୍ ଠାରୁ ୨୬!-->…
ଜେଲ୍ରୁ ମୁକୁଳିଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ
ଖୋର୍ଦ୍ଧା: ଜାମିନରେ ମୁକୁଳିଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ସେ ୭ ଦିନିଆ ଅନ୍ତରୀଣ ଜାମିନରେ ବାଣପୁର ଉପକାରାଗାରରୁ ମୁକୁଳିଛନ୍ତି। ଗତ ଏପ୍ରିଲ ୨୨ ତାରିଖରେ ହାଇକୋର୍ଟରୁ ଜଗଦ୍ଦେବଙ୍କୁ ଅନ୍ତରୀଣ ଜାମିନ ମିଳିଥିଲା। ତେବେ ସ୍ବାସ୍ଥ୍ୟଜନିତ ସମସ୍ୟା!-->…
ଗ୍ରୀଷ୍ମପ୍ରବାହ ଯୋଗୁଁ ମାଟ୍ରିକ ପରୀକ୍ଷା ସୂଚିରେ ସାମାନ୍ୟ ପରିବର୍ତ୍ତନ
କଟକ: ରାଜ୍ୟରେ ଆସନ୍ତା ଏପ୍ରିଲ ୨୯ ରୁ ଆରମ୍ଭ ହୋବାକୁ ଯାଉଛି ମାଟ୍ରିକ ପରୀକ୍ଷା। ପ୍ରବଳ ଗ୍ରୀଷ୍ମପ୍ରବାହ ଯୋଗୁଁ ଏହି ମାଟ୍ରିକ ପରୀକ୍ଷା ସୂଚିରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି। ଦ୍ବିତୀୟ ସିଟିଂରେ ହେବାକୁ ଥିବା ପରୀକ୍ଷା ପ୍ରଥମ ସିଟିଂରେ ହେବ । ସେକେଣ୍ଡ ସିଟିଂରେ ହେବାକୁ ଥିବା!-->…
ପାରାଦୀପରେ ଦୁଇଦିନିଆ ମିଳିତ ସମରାଭ୍ୟାସ ‘ସାଗର କବଚ’
ଜଗତସିଂହପୁର : ପାରାଦୀପ ଉପକୂଳରେ ଆଜିଠାରୁ ଆରମ୍ଭ ହୋଇଛି ଦୁଇ ଦିନିଆ ମିଳିତ ସମରାଭ୍ୟାସ ସାଗର କବଚ (coastal security exercise Sagar Kavach) ୱାନ । ଓଡିଶା ପୋଲିସ, ସାମୁଦ୍ରିକ ପୋଲିସ,ଭାରତୀୟ ନୌସେନା, କୋଷ୍ଟଗାର୍ଡ, ସମେତ ସମସ୍ତ ସାମୁଦ୍ରିକ ଥାନାର ମିଳିତ ଉଦ୍ୟମରେ ଏହି!-->…
ରାଜଧାନୀରେ ଗର୍ଜିଲା ଓଡ଼ିଶା ବୀର ମହାସଂଘ : ଦାବି ପୂରଣ ନହେଲେ ଦିଲ୍ଲୀ ଚାଲ ଆନ୍ଦୋଳନ
ଭୁବନେଶ୍ୱର: ପାଇକ ବିଦ୍ରୋହକୁ ଭାରତର ପ୍ରଥମ ସ୍ୱାଧୀନତା ସଂଗ୍ରାମ ଦାବି କରି ପୁଣି ରାଜରାସ୍ତାକୁ ଓହ୍ଲାଇଲା ଓଡ଼ିଶା ବୀର ମହାସଂଘ । ହାତରେ ଖଣ୍ଡା, ଢାଲ, ଖଡ୍ଗ, ମୁଦ୍ଗର, ଫାର୍ଶା ଓ ବର୍ଚ୍ଚା ଧରି ରାଜଧାନୀରେ ଗର୍ଜିଲେ । କହିଲେ ଆମ ଦାବି ପୂରଣ କର ନହେଲେ , ଦିଲ୍ଲୀ ଚାଲ ଆନ୍ଦୋଳନ ।
!-->!-->!-->…