ରାଜ୍ୟରେ ଆଜି ଗୋଟିଏ ଜିଲ୍ଲାରୁ ମାତ୍ର ଜଣେ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ବର: ଗତକାଲି ୧୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ମାତ୍ର ୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ କେହି ପଜିଟିଭ ଚିହ୍ନଟ ହୋଇନାହାନ୍ତି। ଏଥିମଧ୍ୟରୁ

କ୍ୟାପିଟାଲ ହସ୍ପିଟାଲରେ ପ୍ରତିଷ୍ଠା ହେବ ରାଜ୍ୟ ଜନ ସ୍ୱାସ୍ଥ୍ୟ ନିଦାନ ଓ କ୍ୟାନସର କେୟାର ସେଣ୍ଟର

ଭୁବନେଶ୍ୱର: କ୍ୟାପିଟାଲ ହସ୍ପିଟାଲରେ ମିଳିବ ଅତ୍ୟାଧୁନିକ ରୋଗୀ ସେବା । କର୍କଟ ରୋଗୀଙ୍କୁ ଅନ୍ୟତ୍ର କିମ୍ବା ଘରୋଇ ହସ୍ପିଟାଲ ଉପରେ ନିର୍ଭର କରି ଅଯଥା ଖର୍ଚ୍ଚାନ୍ତ ହେବାକୁ ପଡ଼ିବନି । କ୍ୟାପିଟାଲ ହସ୍ପିଟାଲରେ ଦୁଇଟି ସ୍ୱତନ୍ତ୍ର ବିଭାଗ ଖୋଲିବା ପାଇଁ ମିଳିଲା ପ୍ରଶାସନିକ ଅନୁମୋଦନ ।

ଆଜିଠୁ ଆରମ୍ଭ ଆଦିବାସୀ ମେଳା, ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜିଠୁ ଆରମ୍ଭ ହେଉଛି ରାଜ୍ୟସ୍ତରୀୟ ଆଦିବାସୀ ମେଳା । ଝଲସିବ ଆଦିବାସୀ ଲୋକକଳା, ପରମ୍ପରା ଓ ସଂସ୍କୃତି । ଆଜି ସଂଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଦିବାସୀ ମେଳାକୁ ଉଦଘାଟନ କରିବେ । ସ୍ଥାନୀୟ ଇଡକୋ ପ୍ରଦର୍ଶନୀ ପଡ଼ିଆରେ ୧୦ ଦିନର ଏହି ମେଳାରେ ଚଳିତ ବର୍ଷ ମୋଟ୍‍

ପଦ୍ମଶ୍ରୀ ପୂର୍ଣ୍ଣମାସୀ ଜାନୀ ଅସୁସ୍ଥ, ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି 

ଖଜୁରୀପଡ଼ା: କନ୍ଧମାଳ ଜିଲାର ଗୌରବ ତଥା ତାଡ଼ି ସରୁବାଇ ଭାବେ ପରିଚିତ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଜାନୀ ଅସୁସ୍ଥ ହୋଇଛନ୍ତି । ତାଙ୍କୁ ଜ୍ୱର, ଝାଡ଼ା ସହ ଆଣ୍ଠୁଗଣ୍ଠି ବ୍ୟଥା ହେବାରୁ ଚାରିପଡାସ୍ଥିତ ବାସଭବନରେ ରହି ଚିକିତ୍ସିତ ହେଉଥିଲେ । ପରେ ତାଙ୍କୁ ଖଜୁରୀପଡ଼ା ଗୋଷ୍ଠୀ

ଭଦ୍ରକରେ ଏକୋଇଶିଆ ଭୋଜି ଖାଇ ୪୦ ଜଣ ଅସୁସ୍ଥ

ଭଦ୍ରକ: ଭଦ୍ରକ ଜିଲ୍ଲା ଧାମନଗର ବ୍ଳକ ହସନାବାଦ ପଞ୍ଚାୟତର ତଳ ଅସ୍ତକ ଗାଁରେ ଭୋଜି ଖାଇ ୪୦ ଜଣ ଅସୁସ୍ଥ । ସମସ୍ତଙ୍କୁ ପ୍ରଥମେ ଯାଜପୁର ମଙ୍ଗଳପୁର ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ପରେ ଜିଲା ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି । ସୂଚନା ଅନୁସାରେ

ଦାଦାବଟି ମାଗି ବନ୍ଧା ହେଲେ ଶ୍ରୀମନ୍ଦିର ସେବାୟତ

ପୁରୀ: ଦାଦାବଟି ମାଗି ଗିରଫ ହେଲେ ସେବାୟତ । ଶ୍ରୀମନ୍ଦିର ସେବାୟତ ଲୋକଙ୍କୁ ଦାଦାବଟି ମାଗୁଥିବା ପୁରୀ ଟାଉନ ଥାନାରେ ଅଭିଯୋଗ ହୋଇଛି । ଏନେଇ ପୋଲିସ ଏକ ମାମଲା ରୁଜୁ କରି ସେବାୟତଙ୍କୁ ଗିରଫ କରିବା ସହ କୋର୍ଟ ଚାଲାଣ କରିଛି । ଗିରଫ ସେବାୟତ ଜଣକ ହେଉଛନ୍ତି ପୁରୀ ଟାଉନ ଥାନା ଅଧିନ

ରାଉରକେଲାରେ ଆୟୋଜିତ ଚିତ୍ରକଳା ଶିବିରରେ କଳାକାରଙ୍କୁ ସମ୍ମାନିତ କଲେ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ…

ରାଉରକେଲା :(ବସନ୍ତ କୁମାର ଜେନା); ଗ୍ରୀଷ୍ମ ଉତ୍ସବ ଅବସରରେ ରାଉରକେଲା ରେ ଚାଲିଥିବା ଚିତ୍ରକଳା ଶିବିର ଉଦଯାପିତ ହୋଇଯାଇଛି । କଲଚରାଲ ଏକାଡେମୀ ପରିସରରେ ଚାଲିଥିବା ଏହି ତିନିଦିନିଆ ଉତ୍ସବର ଶେଷ ଦିନରେ ରାଜ୍ୟ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ମୁଖ୍ୟ ଅତିଥି ଭାବେ

ହିଞ୍ଜିଳି ଓ ଶେରଗଡର ପୌର ଓ ପଞ୍ଚାୟତ ପ୍ରତିନିଧି ମାନଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

ସମସ୍ତେ ମିଳିମିଶି, କଠିନ ପରିଶ୍ରମ କରି ଅଞ୍ଚଳର ବିକାଶକୁ ଆଗେଇ ନେବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ନବୀନ ନିବାସଠାରେ ହିଞ୍ଜିଳି ଓ ଶେରଗଡ ଅଞ୍ଚଳର ପୌରାଞ୍ଚଳ ଓ ପଞ୍ଚାୟତିରାଜ ଅନୁଷ୍ଠାନ ଗୁଡିକର ନବ ନିର୍ବାଚିତ

ନକଲି ସରକାରୀ ଡାକ୍ତରଙ୍କୁ ୫ ବର୍ଷ ସଶ୍ରମ କାରାଦଣ୍ଡ।

ଦଣ୍ଡ ବିଧାନ କଲେ ଜେଏମ୍ଏଫସି , ସୁନ୍ଦରଗଡ଼ । ନୂଆଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଡାକ୍ତର ଭାବେ ନିଯୁକ୍ତି ପାଇଥିଲେ। ରାଉରକେଲା (୨୨/୦୪) : ନକଲି ସରକାରୀ ଡାକ୍ତରଙ୍କୁ ଆଜି ୫ ବର୍ଷ ଦଣ୍ଡ ବିଧାନ କରିଛନ୍ତି ସୁନ୍ଦରଗଡ ଜେଏମ୍ଏଫସି କୋର୍ଟ । ୫ ବର୍ଷ ସଶ୍ରମ କାରାଦଣ୍ଡ ସହ ୬ ହଜାର

ଭାରସାମ୍ୟ ହରାଇ ଘାଟିରେ ଓଲଟିଲା ଯାତ୍ରୀବାହୀ ବସ: ୧୫ରୁ ଉର୍ଦ୍ଧ ଯାତ୍ରୀ ଆହତ

ବାଲିଗୁଡା,: କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ଋତୁଙ୍ଗିଆ ପଞ୍ଚାୟତ ନିକଟସ୍ଥ ଗଣ୍ଡମୁଣ୍ଡା ଘାଟିର ଏକ ବୁଲାଣି ରେ ଭାରସାମ୍ୟ ହରାଇ ୧୫ ଫୁଟ ତଳକୁ ବସ୍‌ଟି ଖସି ପଡ଼ିଥିବା ସୂଚନା ମିଳିଛି । ପ୍ରକାଶ ଯେ,ବାଲିଗୁଡାରୁ ବୁଡାଗୁଡା ଯାଉଥିବା ଘରୋଇ ଯାତ୍ରୀ ବାହୀ ବସ ଓ଼ମ ଭବାନୀ