ଫୁଲବାଣୀରେ ୧୦୦ ସିଟ ବିଶିଷ୍ଟ ମେଡିକାଲ କଲେଜ ହସ୍ପିଟାଲର ଶୁଭ ଉଦ୍‍ଘାଟନ କଲେ ମୁଖ୍ୟମନ୍ତ୍ରୀ, ଜିଲ୍ଲା ପାଇଁ ୭୫୦…

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କନ୍ଧମାଳ ଜିଲ୍ଲା ଗସ୍ତ କରି ଫୁଲବାଣୀ ଠାରେ ୧୦୦ ସିଟ ବିଶିଷ୍ଟ ସରକାରୀ ମେଡିକାଲ କଲେଜ ଓ ୬୫୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲର ଶୁଭ ଉଦ୍‍ଘାଟନ କରିବା ସହିତ ଜିଲ୍ଲାର ବିକାଶ ପାଇଁ ପ୍ରାୟ ୭୫୦ କୋଟି ଟଙ୍କା ମୂଲ୍ୟର ବିଭିନ୍ନ ଉନ୍ନୟନ

ପାକିସ୍ତାନକୁ ୮୧ ପ୍ରତିଶତ ସାମରିକ କ୍ଷମତା ଚୀନରୁ ଆସେ: ଥରୁର

ନୂଆଦିଲ୍ଲୀ: କଂଗ୍ରେସ ସାଂସଦ ଶଶି ଥରୁର ୱାଶିଂଟନ ଡିସିରେ ଏକ କାର୍ଯ୍ୟକ୍ରମରେ କହିଛନ୍ତି ଯେ ଭାରତ-ପାକ୍ ବିବାଦରେ ଚୀନକୁ ଅଣଦେଖା କରିବା ଅସମ୍ଭବ, କାରଣ ପାକିସ୍ତାନର ୮୧% ସାମରିକ କ୍ଷମତା ଚୀନରୁ ଆସିଥାଏ। ଥରୁର ବର୍ତ୍ତମାନ 'ଅପରେସନ୍ ସିନ୍ଦୁର' ପରେ ଭାରତର ସଂସଦୀୟ ପ୍ରତିନିଧିମଣ୍ଡଳୀର

କପ୍ତିପଦାରେ ଅତିରିକ୍ତ ତହସିଲଦାରଙ୍କୁ ମାଡ଼ ମାରିବା ଘଟଣା: ତଦନ୍ତରୁ କେହି ବର୍ତ୍ତିବେ ନାହିଁ କହିଲେ ରାଜସ୍ୱ ମନ୍ତ୍ରୀ

ଭୁବନେଶ୍ୱର: କପ୍ତିପଦାରେ ଅତିରିକ୍ତ ତହସିଲଦାରଙ୍କୁ ମାଡ଼ ମାରିବା ଘଟଣା। ପ୍ରତିକ୍ରିୟା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି, ଯିଏ ବି ଏହି କାଣ୍ଡ କରିଛି ତାକୁ ଖୋଜି ଖୋଜି ଦଣ୍ଡ ଦିଆଯିବ। ପାତାଳରେ ଥିଲେ ବି ଅପରାଧିଙ୍କୁ ଧରାଯିବ ବୋଲି କହିଛନ୍ତି ମନ୍ତ୍ରୀ।

ବାଲିମେଳା ଜଳ ଭଣ୍ଡାରରେ ଡଙ୍ଗାବୁଡି ଜଣେ ନିଖୋଜ

ମାଲକାନଗିରି : ଆଜି ମାଲକାନଗିରି ଜିଲ୍ଲାର ଚିତ୍ରକୋଣ୍ଡା ବ୍ଲକ ସ୍ବାଭିମାନ ଅଞ୍ଚଳ ର ଓରାପଦର ଘାଟରେ ବାଲିମେଳା ଜଳ ଭଣ୍ଡାର ନଦୀ ରେ ଏକ ଦେଶୀ ଡଙ୍ଗା ରେ ନଦୀ ପାର ହେଉଥିବା ବେଳେ କାଳବୈଶାଖୀ ବର୍ଷା ପବନ ହେତୁ ଡଙ୍ଗାଟି ବୁଡି ଯିବାରୁ ଡଙ୍ଗାରେ ଥିବା ଶାଙ୍କା ପଲାସି ନାମକ ଜଣେ ବ୍ୟକ୍ତି ଜଳ

ଅନିୟମିତ କାର୍ଯ୍ୟ କରି ନିଲମ୍ୱିତ ହେଲେ ୫ ଜଣ କନେଷ୍ଟବଳ

ବାଲେଶ୍ୱର: ଅନିୟମିତ କାର୍ଯ୍ୟ କରି ନିଲମ୍ୱିତ ହେଲେ ୫ ଜଣ କନେଷ୍ଟବଳ । ବାଲେଶ୍ୱର ଏସପି ନିୟମ ଭାଙ୍ଗିଥିବା କନଷ୍ଟେବଳଙ୍କ ବିରୋଧରେ ଆକ୍ସନ ନେଇଛନ୍ତି । ନିଲମ୍ୱିତ ୫ କନଷ୍ଟେବଳ ବାଲେଶ୍ୱର ଜିଲ୍ଲାପାଳଙ୍କ ଆବାସିକ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିଲେ । ଜିଲ୍ଲାପାଳଙ୍କ ଆବାସିକ

୭ଟି ବିଭାଗରେ ୧୨୯୪ ଜଣଙ୍କୁ ନିଯୁକ୍ତି, ଏକ ବର୍ଷ ମଧ୍ୟରେ ନିଯୁକ୍ତି ମେଳା ମାଧ୍ୟମରେ ୨୭,୪୨୮ଟି ସରକାରୀ ପଦବୀ ପୂରଣ

ନବ ନିଯୁକ୍ତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଉପଦେଶ-ବାପା ମାଆଙ୍କ ଆଶୀର୍ବାଦରେ ଆପଣ ମାନେ ଚାକିରୀ ପାଇଛନ୍ତି, ତାଙ୍କ ସେବା ସବୁବେଳେ କରୁଥିବେ, ପରିବାର ଲୋକଙ୍କ ମନରେ କେବେହେଲେ କଷ୍ଟ ଦେବେନାହିଁ ଗରିବ ଲୋକମାନେ ବହୁ କଷ୍ଟରେ ଅଛନ୍ତି, ସେମାନଙ୍କୁ ଠିକ୍ ସମୟରେ ନ୍ୟାୟ ଦେବାପାଇଁ କେବେ

ରଦ୍ଦ ହୋଇନି ସିମଲା ଚୁକ୍ତି : ପାକ୍ ବୈଦେଶିକ ମନ୍ତ୍ରାଳୟ

ଇସ୍ଲାମାବାଦ : ଗତକାଲି ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫ କହିଥିଲେ ଯେ ଭାରତ ସହ ସ୍ବାକ୍ଷରିତ ସିମଲା ଚୁକ୍ତି ଏକ ମୃତ ଦଲିଲ ହୋଇଯାଇଛି । ଏହା ସହିତ ଦୁଇ ଦେଶ ୧୯୪୮ର ସ୍ଥିତିକୁ ଫେରିଯାଇଛନ୍ତି, ଯେତେବେଳେ ଜାତିସଂଘ ନିୟନ୍ତ୍ରଣ ରେଖାକୁ ଯୁଦ୍ଧ ବିରତି ରେଖା ଭାବେ ଘୋଷଣା

ପିସିସି ସଭାପତିଙ୍କ ହିଞ୍ଜିଳି ଗସ୍ତ : ହିଞ୍ଜିଳିରେ ଭାରତୀୟ ଜାତୀୟ କଂଗ୍ରେସର ସମ୍ବିଧାନ ବଞ୍ଚାଅ ମହା ସମାବେଶ

ଆଗାମୀ ଦିନରେ ଭାରତ ବର୍ଷ ହେବ କଂଗ୍ରେସମୟ : ମିଶ୍ରଣ ପର୍ବରେ ବିଜେଡିର ବହୁ କର୍ମୀ କଂଗ୍ରେସରେ ଯୋଗଦେଲେହିଞ୍ଜିଳିକାଟୁ : ଶୁକ୍ରବାର ରାଜ୍ୟ ପ୍ରଦେଶ କଂଗ୍ରେସ କମିଟି ସଭାପତି ଭକ୍ତ ଚରଣ ଦାସ ଓ ଏଆଇସିସି ଓଡିଶା ପ୍ରଭାରୀ ଅଜୟ କୁମାର ଲୁଲୁ ହିଞ୍ଜିଳି ଗସ୍ତ କରିଛନ୍ତି। କଂଗ୍ରେସ ଦଳକୁ

ସୁନ୍ଦରଗଡ଼ ବିସ୍ଫୋରକ ଲୁଟ୍ ମାମଲା: ବାଙ୍କୋ ପଥର ଖଣି ମାଲିକଙ୍କୁ ଖଣି ବିଭାଗର ନୋଟିସ୍‌

ସୁନ୍ଦରଗଡ଼: ମାଓବାଦୀ ବିସ୍ଫୋରକ ଲୁଟ୍ ଘଟଣାରେ ସୁନ୍ଦରଗଡ଼ ଜିଲ୍ଲା କେ.ବଲାଙ୍ଗ ଥାନା ବାଙ୍କୋ ପଥର ଖଣି ମାଲିକଙ୍କୁ ଖଣି ବିଭାଗ ପକ୍ଷରୁ ଜାରି ହେଲା ନୋଟିସ। ପଥର ଖଣି ମାଲିକ ନିରଜ ପାଣ୍ଡେଙ୍କୁ ଦୁଇ ଦିନ ଭିତର ହାଜର ହେବା ପାଇଁ ନୋଟିସ୍‌ରେ ଉଲ୍ଲେଖ ରହିଛି । ବାଙ୍କୋ ଖଣିକୁ ନୋଟିସ୍‌

ଜି-୭ ଶିଖର ସମ୍ମିଳନୀରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ: ନିମନ୍ତ୍ରଣ କଲେ କାନାଡ଼ା ପ୍ରତିପକ୍ଷ

ନୂଆଦିଲ୍ଲୀ: ଜି-୭ ଶିଖର ସମ୍ମିଳନୀରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏନେଇ ସେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି। ସମ୍ମିଳନୀରେ ଯୋଗ ଦେବାକୁ କାନାଡା ପ୍ରଧାନମନ୍ତ୍ରୀ ମାର୍କ କାର୍ଣ୍ଣିଂ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଫୋନ୍ କରି ନିମନ୍ତ୍ରଣ କରିଛନ୍ତି। ଏହାପରେ ମୋଦୀଙ୍କ କାନାଡ଼ା