Sign in
Sign in
Recover your password.
A password will be e-mailed to you.
୧୭ ତାରିଖରେ ୨୨୯୭୯ ଶିକ୍ଷକ-ଶିକ୍ଷୟିତ୍ରୀ ଦେବେ ଓଟିଇଟି ପରୀକ୍ଷା
କଟକ : ଆସନ୍ତା ୧୭ରେ ସାରା ରାଜ୍ୟରେ ଓଟିଇଟି ପରୀକ୍ଷା ଅନୁଷ୍ଠିତ ହେବ । ଏଥିପାଇଁ ଓଟିଇଟି ପ୍ରଶ୍ନପତ୍ର ଓ ଓଏମଆର ସିଟ କଡ଼ା ସୁରକ୍ଷା ବଳୟରେ ବୋର୍ଡର କଣ୍ଟ୍ରୋଲ ରୁମରୁ ପଠାଯାଉଛି । ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ଏହି ପରୀକ୍ଷାରେ ରାଜ୍ୟର ୧ ଲକ୍ଷ ୬୦ ହଜାର ୩୭୯ ଜଣ ପରୀକ୍ଷାର୍ଥୀ!-->…
ଶିକ୍ଷକ ନିଯୁକ୍ତି ଦାବିରେ ସ୍କୁଲ ଫାଟକରେ ତାଲା ପକାଇଲେ ଛାତ୍ରଛାତ୍ରୀ
ରେଢ଼ାଖୋଲ : ଶିକ୍ଷକ ଦାବିରେ ସ୍କୁଲ ଫାଟକରେ ତାଲା । ଶିକ୍ଷକଙ୍କୁ ସ୍କୁଲ ଭିତରେ ରଖି ତାଲା ମାରିଲେ ଅଭିଭାବକ । ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ବଂଶାଜାଳରେ ଥିବ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଘଟଣା । ସ୍କୁଲରେ ୫ଜଣ ଶିକ୍ଷକ ଓ ଶିକ୍ଷୟିତ୍ରୀ ଥିଲେ!-->…
ନାବାଳିକାକୁ ବିଷ ପିଆଇ ମାରିବା ପରେ ନିଜେ ଆତ୍ମହତ୍ୟା ଉଦ୍ୟମ କଲା ଯୁବକ
ନୟାଗଡ଼ : ନାବାଳିକାକୁ ଜବରଦସ୍ତ ବିଷ ପିଆଇ ମାରିବା ପରେ ନିଜେ ବିଷ ପିଇଲା ଅଭିଯୁକ୍ତ ଯୁବକ । ନୟାଗଡ଼ ଜିଲ୍ଲା ଶରଣକୁଳ ଥାନା ମଗରବନ୍ଧରେ ଏହି ଘଟଣା ଘଟିଛି । ମଗରବନ୍ଧ ଗାଁର ଗୋଲେଖ ନାୟକଙ୍କ ପୁଅ ପୂର୍ଣ୍ଣ ଜଣେ ନାବାଳିକାକୁ ଏକତରଫା ପ୍ରେମ!-->…
ଭୁବନେଶ୍ୱରରେ ହେବ ‘ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର
ଭୁବନେଶ୍ୱର : ଭୁବନେଶ୍ୱରରେ ହେବ ‘ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର। ଏଣିକି ଓଡିଶା ଲୋକେ ଭିସା ପାଇଁ ଆଉ କୋଲକତା, ଦିଲ୍ଲୀ, ହାଇଦ୍ରାବାଦ ଯିବେ ନାହିଁ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରରେ ‘ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’ ପ୍ରତିଷ୍ଠା ପାଇଁ ଅନୁମୋଦନ!-->…
୧୫ ବର୍ଷ ବୟସରେ ୫୦ ତମ ଡାଇଭ୍ ପୂରଣ କରି ରେକର୍ଡ କଲେ ତିସ୍ୟା
ସମ୍ବଲପୁର: ସମ୍ବଲପୁରରେ ଜନ୍ମିତ ତିସ୍ୟା ପାଣିଗ୍ରାହୀ । ଓଡ଼ିଆ ଜଳପରୀ । ଗଭୀର ସମୁଦ୍ରରେ ଡାଇଭ୍ କରି ସମସ୍ତଙ୍କୁ କରିଛନ୍ତି ଗର୍ବିତ । ଦୁବାଇ ବାସିନ୍ଦା ଓଡ଼ିଆ ସ୍କୁବା ଡାଇଭର ୧୫ ବର୍ଷୀୟ ତିସ୍ୟା ପାଣିଗ୍ରାହୀ ହାସଲ କରିଛନ୍ତି ନୂଆ ରେକର୍ଡ । କିଛି ଦିନ ପୂର୍ବେ ନିଜର ୫୦ ତମ ଡାଇଭ୍!-->…
କେନାଲ ଖୋଳାକୁ ନେଇ ପ୍ରଶାସନ-ଗ୍ରାମବାସୀ ଧସ୍ତାଧସ୍ତି, ୪୦ ଜଣକୁ ଉଠାଇଲା ପୋଲିସ
ବ୍ରହ୍ମଗିରି : କେନାଲ ଖୋଳାକୁ ନେଇ ଉତ୍ତେଜନା । ବ୍ରହ୍ମଗିରିରେ କେନାଲ ଖୋଳାକୁ ନେଇ ପ୍ରଶାସନ ଓ ଗ୍ରାମବାସୀ ମୁହଁମୁହିଁ । ପୋଲିସ ସହ ଧସ୍ତାଧସ୍ତି । ୪୦ ଜଣ ମହିଳା ଓ ପୁରୁଷଙ୍କୁ ଉଠାଇ ନେଲା ପୋଲିସ । ୭ ପ୍ଲାଟୁନ ଫୋର୍ସ ଓ ୧୫ ଜଣ ଅଫିସର ମୁତୟନ ଅଛନ୍ତି। ହରିଦାସପୁର ଗ୍ରାମବାସୀଙ୍କ!-->…
ହାତୀ ପାଦ ତଳୁ ଅଳ୍ପକେ ବଞ୍ଚିଲା ଜୀବନ
ଉଦଳା: ଘର ଓଳିରେ ପଶି ଧାନ ଖାଉଥିଲା ହାତୀ । ହାତୀକୁ ଦେଖି ଘଉଡ଼ାଇବା ପାଇଁ ପାଟି କରିବାରୁ ହାତୀ କଲା ଆକ୍ରମଣ । ତଳେ ପଡିଯିବାରୁ ବ୍ୟକ୍ତିଙ୍କ ହାତ ଉପରେ ଚଢ଼ିଗଲା ହାତୀ । କଥାରେ ଅଛି ଯାହାକୁ ରଖିବେ ଅନନ୍ତ କି କରିପାରେ ବଳବନ୍ତ । ଏହାର ସତ୍ୟତା ଏବେ ଦେଖିବାକୁ ମିଳିଛି କପ୍ତିପଦା!-->…
ଭଗ୍ନ ଡ୍ରେନ ନିର୍ମାଣ କରିବାକୁ ଅଞ୍ଚଳବାସୀଙ୍କ ଦାବୀ
ବ୍ରହ୍ମପୁର: ଆସିକା ସହରର କେନ୍ଦ୍ର ସ୍ଥଳୀ ରେ ଥିବା ସୁନାମ୍ବ ସାହି ଛକ ନିକଟରେ ମୁକୁଳା ଡ୍ରେନ ରହିଛି। ଏହି ରାସ୍ତାରେ ତହସିଲ, ବ୍ଲକ, ପୋଲିସ, ବ୍ୟାଙ୍କ ସମେତ ବହୁ ସରକାରୀ କାର୍ଯ୍ୟାଳୟ ରହିଛି। ଏହି ରାସ୍ତା ଦେଇ ପୂର୍ବରୁ ବେଆଇନ ଭାବେ ବାଲି ବୋଝେଇ ସହ ସହ ଯାନବାହାନ ଯାତାୟତ ହେଉଥିଲା।!-->…
ଦୁଇ ମାସରୁ ଉର୍ଦ୍ଧ୍ବ ସମୟ ଧରି ମିଳୁନି ଆମ୍ବୁଲାନ୍ସ ସେବା
ନୟାଗଡ଼: ନୟାଗଡ଼ ଜିଲ୍ଲା ଓଡ଼ଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ୨ ମାସରୁ ଉର୍ଦ୍ଧ୍ବ ସମୟ ଧରି କୌଣସି ଆମ୍ବୁଲାନ୍ସ ସେବା ଉପଲବ୍ଧ ନଥିବାରୁ ଜରୁରୀକାଳୀନ ସମୟରେ ଆମ୍ବୁଲାନ୍ସ ସେବା ନପାଇ ଏକାଧିକ ରୋଗୀଙ୍କ ମୃତ୍ୟୁ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୪ରୁ ୫ ଜଣ କେବଳ ହୃଦଘାତରେ ଜୀବନ!-->…
କଣ୍ଠଶିଳ୍ପୀ ପ୍ରଶାନ୍ତ ପାଇଲେ ପଠାଣି ସାମନ୍ତ ସ୍ଵର ସୁଧା ସମ୍ମାନ
ନୟାଗଡ଼: ବେତାର ଓ ଦୂରଦର୍ଶନ କଣ୍ଠଶିଳ୍ପୀ, ଗୀତିକାର ତଥା ସଙ୍ଗୀତ ନିର୍ଦ୍ଦେଶକ ପ୍ରଶାନ୍ତ କୁମାର ଦାସଙ୍କୁ ଚଳିତ ବର୍ଷର ମର୍ଯ୍ୟାଦାଜନକ ପଠାଣି ସାମନ୍ତ ସ୍ଵର ସୁଧା ସମ୍ମାନ ପ୍ରଦାନ କରାଯାଇଛି ।ନୟାଗଡ଼ ପୁରୁଣା ସହର ସ୍ଥିତ ଶ୍ରୀ ଜଗନ୍ନାଥ ମନ୍ଦିର ସମ୍ମୁଖରେ ସାମନ୍ତ ଚନ୍ଦ୍ରଶେଖର!-->…