Sign in
Sign in
Recover your password.
A password will be e-mailed to you.
ପଞ୍ଚଭୂତରେ ବିଲୀନ ହେଲେ ପ୍ରଫୁଲ୍ଲ କର : ସ୍ୱର୍ଗଦ୍ୱାରରେ ସରିଲା ଅନ୍ତିମ ସଂସ୍କାର
ପୁରୀ : ପଞ୍ଚଭୂତରେ ବିଲୀନ ହେଲେ ବିଶିଷ୍ଟ ସଙ୍ଗୀତଜ୍ଞ ପଦ୍ମଶ୍ରୀ ପ୍ରଫୁଲ୍ଲ କର । ପୁରୀ ସ୍ୱର୍ଗଦ୍ୱାରରେ ପ୍ରଫୁଲ୍ଲ କରଙ୍କ ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଛି । ସ୍ୱର୍ଗଦ୍ୱାରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସମ୍ପନ୍ନ ହୋଇଛି ତାଙ୍କର ଅନ୍ତିମ ସଂସ୍କାର । ବଡ଼ପୁଅ ମହାଦୀପ କର ମୁଖାଗ୍ନୀ!-->…
ପୂର୍ବତନ ASP ତ୍ରିନାଥ ମିଶ୍ରଙ୍କୁ ମିଳିଲା ଜାମିନ
ଭିଜିଲାନ୍ସ ଦ୍ବାରା ଗିରଫ ହୋଇ ଜେଲରେ ଥିବା ସିଗ୍ନାଲ ବିଭାଗର ପୂର୍ବତନ ଅତିରିକ୍ତ ଏସପି ତ୍ରିନାଥ ମିଶ୍ରଙ୍କୁ ମିଳିଲା ଜାମିନ। ସର୍ତ୍ତ ମୂଳକ ଜାମିନ ପ୍ରଦାନ କଲେ କଟକ ସ୍ୱତନ୍ତ୍ର ଭିଜିଲାନ୍ସ ଅଦାଲତ। ୬୦ ଦିନ ମଧ୍ୟରେ ଚାର୍ଜସିଟ ଦାଖଲ ନ ହେବାରୁ ମିଳିଛି ଏହି ଜାମିନ। ଫେବୃଆରୀ ୧୬ ରେ!-->…
ଡ୍ରାଇଭର ମହାସଙ୍ଘ ସହ ମନ୍ତ୍ରୀଙ୍କ ଆଲୋଚନା: ସମାଧାନ ନେଇ ଗଠନ ହେବ କମିଟି
ଭୁବନେଶ୍ୱର: ରାଜଧାନୀରେ ଓଡ଼ିଶା ଡ୍ରାଇଭର ମହାସଙ୍ଘର ଆନ୍ଦୋଳନ ପ୍ରସଙ୍ଗରେ ପରିବହନ ମନ୍ତ୍ରୀଙ୍କ ସହ ଆଲୋଚନା କରିଛି ସଂଘ। ଆଲୋଚନାରେ ମନ୍ତ୍ରୀ ସୁଶାନ୍ତ ସିଂହ, କଟକ ମେୟର ସୁବାସ ସିଂହ ଓ ବିଭାଗୀୟ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ । ଆଲୋଚନା ସଫଳ ହୋଇଥିବା ସୂଚନା ମିଳିଛି । ସୂଚନା!-->…
ପୋଖରୀରେ ବୁଡି ଇସ୍ରୋ ବୈଜ୍ଞାନିକଙ୍କ ମୃତ୍ୟୁ
ବରଗଡ଼: ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଝାରପାଲି ଗ୍ରାମରେ ପୋଖରୀରେ ବୁଡି ବୈଜ୍ଞାନିକ ନିହାର ରଞ୍ଜନ ପ୍ରଧାନ(୨୭)ଙ୍କ ମୃତ୍ୟୁ ହୋଇଛି। ସେ ଇସ୍ରୋରେ କାର୍ଯ୍ୟରତ ଥିଲେ। ସେ ଗ୍ରାମର ଏକ ଜଳାଶୟରେ ଗାଧୋଉ ଥିବାବେଳେ ହଠାତ ବୁଡ଼ି ଯାଇଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି!-->…
ପୂର୍ବଭଳି କଲେଜରେ ଚାଲୁ ରହିବ ସେଲ୍ଫ ଫାଇନାନ୍ସିଂ କୋର୍ସ
ଭୁବନେଶ୍ୱର: ସେଲ୍ଫ ଫାଇନାନ୍ସିଂ କୋର୍ସ ନେଇ ଆଜି ନିଷ୍ପତ୍ତି ବଦଳାଇଛନ୍ତି ରାଜ୍ୟ ସରକାର । ନିଷ୍ପତ୍ତି ପରିବର୍ତ୍ତନ ନେଇ ଉଚ୍ଚଶିକ୍ଷା ବିଭାଗ ଅତିରିକ୍ତ ସଚିବ ଚିଠି ଲେଖିଛନ୍ତି । ପୂର୍ବଭଳି କଲେଜଗୁଡ଼ିକରେ ସେଲ୍ଫ ଫାଇନାନ୍ସିଂ କୋର୍ସ ଚାଲୁ ନିଷ୍ପତ୍ତି ନିଆଯାଇଥିବା ନେଇ ସେ ଚିଠିରେ!-->…
ପୁଅ ସମ୍ନାରେ ବାପା ଭାସିଯିବା ଘଟଣା: ୪୮ ଘଣ୍ଟା ପରେ ମିଳିଲା ମୃତଦେହ
ପୁରୀ: ସମୁଦ୍ରରେ ଗାଧୋଇବା ବେଳେ ପୁଅ ସମ୍ମୁଖରେ ଭିତରକୁ ଭାସିଯାଇଥିବା ବଂଶୀଧର ବେହେରାଙ୍କ ମୃତଦେହ ସୋମବାର ବେଲେଶ୍ୱର-ରାମଚଣ୍ଡୀ ମନ୍ଦିର ମଝି ବେଳାଭୂମିରୁ ଉଦ୍ଧାର ହୋଇଛି। ପୁଲିସ ମୃତଦେହକୁ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇଛି।
ସୂଚନାଯୋଗ୍ୟ, ଶନିବାର ପୁରୀ ସମୁଦ୍ରରେ ଗାଧୋଇବା!-->!-->!-->…
ବଢୁଛି କରୋନା ସଂକ୍ରମଣ; ରାଜ୍ୟରେ ନାହିଁ ଆତଙ୍କିତ ହେବା ଭଳି ସ୍ଥିତି: ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ
ଭୁବନେଶ୍ବର: ଦିଲ୍ଲୀ ଭଳି କିଛି ରାଜ୍ୟରେ ସଂକ୍ରମଣ ବଢ଼ିବା ପରେ ସଜାଗ ହେଲେ ରାଜ୍ୟ ସରକାର । ରାଜ୍ୟରେ ବହୁତ କମ ପଜିଟିଭ ଚିହ୍ନଟ ହୋଇଛନ୍ତି । ୭ରୁ ୮ ଜିଲ୍ଲାକୁ ଛାଡ଼ି ଦେଲେ ବାକି ସବୁ ଜିଲ୍ଲାରେ କେସ ନାହିଁ । ତେଣୁ ଆତଙ୍କିତ ହେବାର ନାହିଁ ବୋଲି କହିଛନ୍ତି ଜନ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ।!-->…
ଦୁଇ ବର୍ଷ ପରେ ଖୋଲିଲା ଅଭିଯୋଗ ପ୍ରକୋଷ୍ଠ
ଭୁବନେଶ୍ୱର: ଦୁଇ ବର୍ଷ ପରେ ଆଜିଠୁ ପୁଣି ଖୋଲିଲା ଅଭିଯୋଗ ପ୍ରକୋଷ୍ଠ । ସବୁ ସରକାରୀ କାର୍ଯ୍ୟାଳୟରେ ଆଜିଠୁ ହୋଇଛି ପ୍ରତ୍ୟକ୍ଷ ଅଭିଯୋଗ ଶୁଣାଣି । ପୂର୍ବ ପରି ପ୍ରତି ସୋମବାର ସାଧାରଣ ଲୋକଙ୍କ ଅଭିଯୋଗ ଶୁଣାଣି କରାଯିବ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପ୍ରମୁଖ ସଚିବ ସୁରେନ୍ଦ୍ର କୁମାର!-->…
ଲାଞ୍ଚ ନେଇ ଧରାପଡ଼ିଲେ ଆର୍ଆଇ
ଜମନକିରା: ସମ୍ବଲପୁର ଜିଲା ଜମନକିରା ରାଜସ୍ବ ନିରୀକ୍ଷକ(ଆର୍ଆଇ)ଙ୍କ କାର୍ଯ୍ୟାଳୟରେ ଭିଜିଲାନ୍ସ ଚଢ଼ାଉ କରାଯାଇଛି। ଜମନକିରା ପଞ୍ଚାୟତ ମହକୁମା ଚାହାବଗାନ ପଡ଼ାର ଦୁଃଖ ମିଞ୍ଜ ଓରଫ ଦୁଃଖ ଓରାମଙ୍କ (୪୦) ଠାରୁ ଜମି ଭାଗବଣ୍ଟା ପାଇଁ ରଙ୍ଗପ୍ରଲେପ ଦିଆ ୯ ହଜାର ଟଙ୍କା ଲାଞ୍ଚ ନେବା ବେଳେ!-->…
ମମିତା ମେହେର ହତ୍ୟା ଘଟଣା: କଣ୍ଟାବାଞ୍ଝି ଏଡିଜେ କୋର୍ଟରେ ହାଜର ହେଲେ ଗୋବିନ୍ଦ, ରାଧେ
ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଘଟଣାରେ କଣ୍ଟାବାଞ୍ଝି ଏଡିଜେ କୋର୍ଟରେ ହାଜର ହେଲେ ଦୁଇ ଅଭିଯୁକ୍ତ ଗୋବିନ୍ଦ ସାହୁ ଏବଂ ରାଧେ ଚଣ୍ଡୀ । ଗତ ଏପ୍ରିଲ ୫ ରେ ସାଇଣ୍ଟିଫିକ ଟେଷ୍ଟିଙ୍ଗ ରିପୋର୍ଟ ମିଳିନଥିବା ନେଇ ଏକ ପିଟିସନ୍ ଫାଇଲ କରିଥିଲେ ଗୋବିନ୍ଦଙ୍କ ଓକିଲ । ଏହା ଉପରେ ଶୁଣାଣି ପାଇଁ!-->…