ସମଗ୍ର ଜିଲ୍ଲାରେ ସ୍ୱାଭାବିକ ହୋଇଛି ଇଣ୍ଟରନେଟ୍ ସେବା : ଶାନ୍ତି ବଜାୟ ରଖିବାକୁ ଅପିଲ କଲେ ଜିଲ୍ଲାପାଳ ଓ ଏସ୍ପି

ରାଖାଲଗୁଡା, ମାରିୱାଡ଼ା, ନିଲିଗୁଡ଼ା ଓ ଏମଭି ୧୮ ଗ୍ରାମବାସୀଙ୍କ ସହ ଆଲୋଚନା ଫେକ୍ ନିଉଜ୍ କିମ୍ବା ଗୁଜବ ପ୍ରଚାର କଲେ ହେବ ଦୃଢ଼ କାର୍ଯ୍ୟାନୁଷ୍ଠାନ ମାଲକାନଗିରି : ଆଜି ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟ ଓ ଏସ୍ପି ବିନୋଦ ପାଟିଲ ଏଚ୍ ରାଖାଲଗୁଡା, ମାରିୱାଡ଼ା, ନିଲିଗୁଡ଼ା

ନିତିନ ନବୀନ ହେଲେ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ:ବିଜେପି ର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ ହୋଇଛନ୍ତି।ନିତିନ ନବୀନ ନାଁ ରେ  ବିଜେପିର ସଂସଦୀୟ ବୋର୍ଡ ମୋହର ମାରିଥିବା ବିଜେପି ପକ୍ଷରୁ ସୂଚନା ଦିଆଯାଇଛି।ନିତିନ ନବୀନ ପାଟନାର ବାଙ୍କିପୁର ବିଧାନସଭା ଆସନରୁ ବିଧାୟକ ଅଛନ୍ତି ଏବଂ ଲଗାତାର ୫ମ ଥର ଲୋକଙ୍କ

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ କର୍ମୀଙ୍କୁ ନେଇ ରାମଲୀଳା ମୈଦାନରେ ବିଶାଳ ରାଲି ଆୟୋଜନ କରିଛି କଂଗ୍ରେସ । କଂଗ୍ରେସ ନେତା ତଥା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ, ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ସାମିଲ ହୋଇଛନ୍ତି । ଏସଆଇଆର ଓ ଭୋଟ ଚୋରୀ

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ; ୩ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ କ୍ରାଇମବ୍ରାଞ୍ଚର ଏକ ଦଳ ଲୋନିର ଏକ କାରଖାନାରେ ଚଢାଉ କରି ନକଲି ଔଷଧ ଜବତ କରିଛି। ନକଲି ଔଷଧ ତିଆରି ପାଇଁ ବ୍ୟବହୃତ କଞ୍ଚାମାଲ ମଧ୍ୟ ଜବତ କରାଯାଇଛି। ପୁଲିସ ଏବଂ କ୍ରାଇମବ୍ରାଞ୍ଚ ଉଦ୍ଧାର ସାମଗ୍ରୀ ଜବତ କରି

ସିଡନୀରେ ଆଖିବୁଜା ଗୁଳିଚାଳନା, ୧୨ ମୃତ

ଅଷ୍ଟ୍ରେଲିଆ : ଆଜି ଅଷ୍ଟ୍ରେଲିଆର ସିଡନୀର ପ୍ରସିଦ୍ଧ ବଣ୍ଡି ବିଚରେ ଆଖିବୁଜା ଫାୟାରିଂ । ଏହି ଫାୟାରିଂରେ ୧୨ ଜଣଙ୍କର ମୃତ୍ୟୁ ଘଟିଛି । ଆଗକୁ ମୃତ୍ୟୁ ସଂଖ୍ୟା ବଢିପାରେ ବୋଲି ଅନୁମାନ କରାଯାଉଛି । ଯାହା ଫଳରେ ଘଟଣାସ୍ଥଳରେ ଆତଙ୍କ ଖେଳିଯାଇଥିଲା । ଯାହାର ଏକ ଭିଡିଓ ବର୍ତ୍ତମାନ

ପଙ୍କଜ ଚୌଧୁରୀ ହେଲେ ୟୁପି ବିଜେପି ରାଜ୍ୟ ସଭାପତି

ଉତ୍ତର ପ୍ରଦେଶ : ଭାରତୀୟ ଜନତା ପାର୍ଟିର ଉତ୍ତର ପ୍ରଦେଶକୁ ନୂତନ ରାଜ୍ୟ ସଭାପତି ମିଳିଛି । ବିଜେପି ମନ୍ତ୍ରୀ ପୀୟୁଷ ଗୋୟଲ ଦଳର ନୂତନ ରାଜ୍ୟ ସଭାପତି ଘୋଷଣା କରିଛନ୍ତି । ଗୋରଖପୁରର ବରିଷ୍ଠ ବିଜେପି ନେତା ପଙ୍କଜ ଚୌଧୁରୀଙ୍କୁ ରାଜ୍ୟ ସଭାପତି ଭାବରେ ନିଯୁକ୍ତ କରାଯାଇଛି । ସେ ବିନା

ଲୁଧିଆନା ୱେଷ୍ଟଏଣ୍ଡ ମଲରେ ଅଗ୍ନିକାଣ୍ଡ

ଲୁଧିଆନା : ଲୁଧିଆନାର ୱେଷ୍ଟଏଣ୍ଡ ମଲରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ପ୍ରଥମ ମହଲାରେ ଥିବା ଡ୍ରେସ୍ ଶୋ’ରୁମରେ ଅଗ୍ନିକାଣ୍ଡ ଘଟିବାରୁ ସେହି ଅଞ୍ଚଳରେ ଆତଙ୍କ ସୃଷ୍ଟି ହୋଇଥିବା ଦେଖିବାକୁ ମିଳିଛି । ଏପରି ଘଟଣା ବିଳମ୍ବିତ ରାତିରେ ଘଟିଛି । ଅଗ୍ନିକାଣ୍ଡ ହେବା ମାତ୍ରେ

ପରୀକ୍ଷା ଚାଲିଥିବାବେଳେ ବ୍ରାଉନ୍ ୟୁନିଭର୍ସିଟିରେ ଗୁଳିକାଣ୍ଡ, ୨ ମୃତ, ୮ ଗୁରୁତର

ଆମେରିକା : ଆମେରିକା ୟୁନିଭର୍ସିଟିର ବାରୁସ୍ ଆଣ୍ଡ ହୋଲି ବିଲ୍ଡିଂରେ ଫାଇନାଲ ପରୀକ୍ଷା ଚାଲିଥିବାବେଳେ ବଡ଼ ଧରଣର ଗୁଳିକାଣ୍ଡ ଘଟିଛି । କଳା ପୋଷାକ ପିନ୍ଧିଥିବା ଜଣେ ସନ୍ଦିଗ୍ଧ ଆସି ଆଖିବୁଜା ଗୁଳିମାଡ଼ କରିଥିଲା । ଘଟଣାସ୍ଥଳରେ ଦୁଇଜଣଙ୍କ ମୃତ୍ୟୁ ହୋଇଛି । ଅନ୍ୟ ୮ ଜଣ ଆହତଙ୍କୁ

ଦିଲ୍ଲୀ-NCRରେ ଉତ୍କଟ ବାୟୁ ପ୍ରଦୂଷଣ, ଗ୍ରାପ୍-୪ କଟକଣା ଲାଗୁ

ନୂଆଦିଲ୍ଲୀ : ଦିଲ୍ଲୀ NCRରେ ବାୟୁ ପ୍ରଦୂଷଣ ପାଇଁ ଖରାପ ସ୍ଥିତି । ପ୍ରବଳ ଥଣ୍ଡା ଏବଂ କୁହୁଡ଼ି ଯୋଗୁଁ ଦିଲ୍ଲୀର ସ୍ଥିତି ଆହୁରି ବିଗିଡିବାରେ ଲାଗିଛି । ଯାହା ଦ୍ବାରା ଦିନକୁ ଦିନ ଦିଲ୍ଲୀ ପ୍ରଦୂଷଣ ବଢିବାରେ ଲାଗିଛି । ଆଜି ସକାଳେ ଦିଲ୍ଲୀର ବାୟୁ ଗୁଣବତ୍ତା ସୂଚକାଙ୍କ ୪୬୪ ରେ

ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗ ଦେଲେ ୧୮ ରାଜ୍ୟର ପ୍ରତିନିଧି

ଗୋପାଳପୁର: ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା ହୋଟଲ ସି ସାଇଡ ବ୍ରିଜ ପରିସରରେ ଶୁକ୍ରବାର ଠାରୁ ଆରମ୍ଭ ହୋଇଥିବା ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ରବିବାର ଉଦଯାପିତ ହୋଇ ଯାଇଛି । ସଂଗଠନର ସଭାପତି ଦୀପକ ମାଲବ୍ୟ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦଯାପନୀ ଉତ୍ସବରେ