ଜାଗ୍ରତ କନ୍ଧମାଳ ପକ୍ଷରୁ ବାବାସାହେବ ଆମ୍ବେଦକରଙ୍କ ଜୟନ୍ତୀ ଉତ୍ସବ ପାଳିତ

ଫୁଲବାଣୀ(୧୪/୪) : ଜାଗ୍ରତ କନ୍ଧମାଳ ପକ୍ଷରୁ ଆଜି ଫୁଲବାଣୀଠାରେ ବାବା ସାହେବ ଆମ୍ବେଦକର ଜୟନ୍ତୀ ଉତ୍ସବ ପାଳିତ ହୋଇଛି । ସକାଳୁ ଫୁଲବାଣୀ ସାହୀ ଠାରେ ଥିବା ଡଃ ବାବା ସାହେବ ଭୀମରାଓ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତୀରେ ପୁଷ୍ପମାଲ୍ୟାର୍ପଣ କରାଯାଇଥିଲା ।ଏଥିରେ ଜାଗ୍ରତ କନ୍ଧମାଳର

୨୦୨୩ ହକି ବିଶ୍ୱକପ୍ ଲୋଗୋ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ୨୦୨୩ ହକି ବିଶ୍ୱକପ୍ ଲୋଗୋ ଉନ୍ମୋଚିତ । କଳିଙ୍ଗ ଷ୍ଟାଡିୟମରେ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ । ୨୦୨୩ରେ ଓଡ଼ିଶାରେ ହେବ ହକି ବିଶ୍ୱକପ୍ । ୨୦୨୩ ଜାନୁଆରୀ ୧୩ରୁ ୨୯ଯାଏଁ ଖେଳାଯିବ ବିଶ୍ୱକପ୍ । ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମ ଓ ରାଉରକେଲାରେ ନିର୍ମିତ ହେଉଥିବା

ରାଜ୍ୟରେ ସୋନପୁର ସବୁଠାରୁ ଉତ୍ତପ୍ତ ସହର, ୪୪.୨ ଡିଗ୍ରୀ ତାପମାତ୍ରା ରେକର୍ଡ

ଭୁବନେଶ୍ୱର: ରାଜ୍ୟରେ ପ୍ରବଳ ତାତି ଜାରି ରହିଛି । ମୁଣ୍ଡଫଟା ଖରାରେ ବାହାରକୁ ବାହାରିବା ମୁସ୍କିଲ ହୋଇଯାଉଛି । ସୋନପୁର ଆଜି ଉତ୍ତପ୍ତ ସହର ପାଲଟିଛି । ଏଠାରେ ୪୪.୨ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । ଏଥି ସହିତ ଆଜି ରାଜ୍ୟରେ ୧୬ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି ।

ଦାରିଙ୍ଗବାଡ଼ିରେ ଆମ୍ବେଦକର ଜନ୍ମ ଜୟନ୍ତୀ ପାଳନ

ଦାରିଙ୍ଗବାଡ଼ି (୧୪/୪) : ଦାରିଙ୍ଗବାଡ଼ି ସ୍ଥିତ ସାରିଙ୍ଗଗ୍ରୀପି ଠାରେ ଭାରତ ମୁକ୍ତି ମୋର୍ଚା ଓ ରାଷ୍ଟ୍ରୀୟ ଆଦିବାସୀ ଏକତା ପରିଷଦ ପକ୍ଷରୁ ଡାକ୍ତର ଭୀମରାଓ ଆମ୍ବେଦକରଙ୍କର ୧୩୧ ତମ ଜନ୍ମ ଜୟନ୍ତୀ ପାଳନ ହୋଇଯାଇଛି । ଏହି ଅବସରରେ ଅତିଥି ଭାବେ ଓକିଲ ସିମଲାରାଣୀ ପଡ୍ରା,ନାରୀ ନେତ୍ରୀ

ନୀଳମାଧବ ପୀଠ ପରିଦର୍ଶନ ସହ ପୀଠର ଉନ୍ନତି ସମ୍ପର୍କରେ ଆଲୋଚନା କଲେ ୫ଟି ସଚିବ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନର୍ଦେଶ କ୍ରମେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ଟି) ଭି କେ ପାଣ୍ଡିଆନ ଆଜି କଣ୍ଟିଲୋ ନୀଳମାଧଵ ପୀଠ ପରିଦର୍ଶନରେ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବା ସହ ପୀଠର ଉନ୍ନତି ସମ୍ପର୍କରେ ସ୍ଥାନୀୟ ଲୋକ ଓ ସେବାୟତମାନଙ୍କ ସହିତ ଆଲୋଚନା କରିଛନ୍ତି । ନୟାଗଡ

ଡଃ ବି. ଆର. ଆମ୍ବେଦକରଙ୍କ ୧୩୧ତମ ଜୟନ୍ତୀ ସମାରୋହ

ପୋଲସରା(୧୪/୦୪) : ଗଞ୍ଜାମ ଜିଲ୍ଲା ଭାରତ ରତ୍ନ ଡଃ ବି ଆର ଆମ୍ବେଦକର ସ୍ମୃତି ସଂସଦ ପକ୍ଷରୁ ପୋଲସରା ବ୍ଳକ ଅନ୍ତର୍ଗତ ହାତୀଓଟ ଠାରେ ପ୍ରଥମ ଆଇନ ମନ୍ତ୍ରୀ ତଥା ସମ୍ବିଧାନ ପ୍ରଣେତା ବାବା ସାହେବ ଆମ୍ବେଦକରଙ୍କ ୧୩୧ ତମ ଜୟନ୍ତୀ ମହା ସମାରୋହରେ ପାଳିତ ହୋଇଯାଇଛି । ସ୍ମୃତି ସଂସଦର ସ୍ଥାୟୀ

ଟିପିଏସ୍‌ଓଡିଏଲ୍ ପକ୍ଷରୁ ଗ୍ରାହକମାନଙ୍କ ପାଇଁ କଲ୍ ସେଣ୍ଟରର ଶୁଭାରମ୍ଭ

ବ୍ରହ୍ମପୁର: ଦକ୍ଷିଣ ଓଡ଼ିଶାରେ ବିଦ୍ୟତ ବିତରଣ ପାଇଁ ଗଠିତ ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ୍ (ଟିପିଏସ୍‌ଓଡିଏଲ୍‌) ପକ୍ଷରୁ ଓଡ଼ିଆ ନବବର୍ଷ ଭଳି ପବିତ୍ର ଅବସରରେ ବ୍ରହ୍ମପୁରର ଆମ୍ବଗଡ଼ା ଠାରେ ୫୦ ସିଟ୍ ବିଶିଷ୍ଟ କଲ୍ ସେଂଟରର

କେନ୍ଦୁଝର ଜିଲ୍ଲାରେ ସ୍ୱାଭାବିକ ହେଲା ଇଣ୍ଟରନେଟ ସେବା

ଯୋଡ଼ା: ଯୋଡ଼ାରେ ଦୁଇ ଗୋଷ୍ଠି ମୁହାଁମୁହିଁ ଘଟଣା ପରେ ଆଇନ ଶୃଙ୍ଖଳା ପରିସ୍ଥିତି ଉପୁଜିବା ଆଶଙ୍କା କରି ସମଗ୍ର କେନ୍ଦୁଝର ଜିଲ୍ଲାରେ ଗତ ୧୧ ତାରିଖ ମଧ୍ୟରାତ୍ରରୁ ବନ୍ଦ ରହିଥିବା ଇଣ୍ଟରନେଟ ସେବା ଆଜି ସ୍ୱାଭାବିକ ହୋଇଛି। ଦୁଇ ଦିନ ଏହି ସେବା ବନ୍ଦ ରଖାଯାଇଥିଲା। ଅନ୍ୟପକ୍ଷରେ ଆସନ୍ତା ୧୫

ଓଡ଼ିଆ ନବ ବର୍ଷ ଓ ମହାବିଷୁବ ପଣା ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର: ମହାବିଷୁବ ପଣା ସଂକ୍ରାନ୍ତି, ପବିତ୍ର ଓଡ଼ିଆ ନବ ବର୍ଷ ଏବଂ ହନୁମାନ ଜୟନ୍ତୀ ଅବସରରେ ରାଜ୍ୟ, ଦେଶ ତଥା ବିଶ୍ୱର କୋଣ ଅନୁକୋଣରେ ବସବାସ କରୁଥିବା ଓଡ଼ିଆ ଭାଇ ଭଉଣୀ ମାନଙ୍କୁ ଏକ ଭିଡ଼ିଓ ବାର୍ତ୍ତା ଜରିଆରେ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି କେନ୍ଦ୍ର ଶିକ୍ଷା,

ଚଇତି ପର୍ବରେ ମାଆ ତାରିଣୀଙ୍କୁ ଦର୍ଶନ କଲେ ଭକ୍ତ

କେନ୍ଦୁଝର : ଚଇତି ପର୍ବ ଦିନ ଘଟଗାଁବାସିନୀ ମାଆ ତାରିଣୀ ଆବିର୍ଭାବ ହୋଇଥିଲେ। ତେଣୁ ୯ ତାରିଖରୁ ବିଷୁବ ସଂକ୍ରାନ୍ତି ପର୍ଯ୍ୟନ୍ତ ମାଆଙ୍କ ଜନ୍ମ ଦିନ ଧୁମ୍‌ଧାମରେ ପାଳନ କରାଯାଉଛି। ଆଜିର ଦିନଟିରେ ମାଆଙ୍କୁ ଦର୍ଶନ କଲେ ସମସ୍ତ ମନସ୍କାମନା ପୂରଣ ହୋଇଥାଏ ବୋଲି ବିଶ୍ୱାସ ରହିଛି। ସେଥିପାଇଁ