ସୀମାନ୍ତ ରେ ନକ୍ସଲଙ୍କ ବର୍ବର କାଣ୍ଡ : ଅତିରିକ୍ତ ଏସପି ଆକାଶ ରାଓ ସହିଦ, ଦୁଇ ଗୁରୁତର..

ମାଲକାନଗିରି ୦୯/୦୬: ଛତିଶଗଡ଼ ସୁକମା ଜିଲ୍ଲାର କୋଣ୍ଟାରେ ଆଇଇଡି ବିସ୍ଫୋରଣ । ନକ୍ସଲଙ୍କ ଖଞ୍ଜି ଥିବା ଆଇଇଡି ହଠାତ୍ ବିସ୍ଫୋରଣ ହେବାରୁ ଅତିରିକ୍ତ ଏସପି ଆକାଶ ରାଓ ସହିଦ ହୋଇଛନ୍ତି। କୋଣ୍ଟା ପୁଲିସ ଷ୍ଟେସନ ଇନଚାର୍ଜ (ଟିଆଇ) ଓ ଏସଡିପିଓ ମଧ୍ୟ ଆହତ ହୋଇଛନ୍ତି । ସୁରକ୍ଷାକର୍ମୀଙ୍କ

ଆସିକା MPCS ର ବହୁ ମୂଲ୍ୟବାନ ଜମି ଲିଜ ସମ୍ପର୍କ ରେ ଜନସ୍ୱାର୍ଥ ମାମଲା ପାଇଁ ସଜବାଜ…..!

ଜିଲ୍ଲାପାଳ ଜଣେ ବ୍ୟକ୍ତିଙ୍କୁ ଦୁଇ ଦୁଇଟି ଲିଜରେ ଜମି ଦେଇ ଏତେ ଅନୁକମ୍ପା ଦେଖାଇଲେ କାହିଁକି….? ଜମି ଲିଜ ପଛରେ କୋଟି କୋଟି ଟଙ୍କାର ଖେଳ ….! ଭୁବନେଶ୍ୱର : ଗଞ୍ଜାମ ଜିଲ୍ଲା ଆସିକା ସମବାୟ ନଗରୀ ଭାବେ ପୂର୍ବେ ପରିଚିତଥିଲା।ଗତ ସାଧାରଣ ନିର୍ବାଚନର ଆଭାସ ମିଳିବା ପରେ ଆସିକା

ବାଲିଗୁଡାରେ ପାରମ୍ପରିକ ଖାଦ୍ୟ ମେଳା : ଉତ୍ତମ ସ୍ବାସ୍ଥ୍ୟ ଗଠନରେ ପାରମ୍ପରିକ ଖାଦ୍ୟର ଆବଶ୍ୟକତା ରହିଛି

ବାଲିଗୁଡା : କନ୍ଧମାଳ ଜିଲା ବାଲିଗୁଡା କଲ୍ୟାଣ ମଣ୍ଡପ ପରିସରରେ ସୁଭଦ୍ରା ଶକ୍ତି ପାରମ୍ପରିକ ଖାଦ୍ୟ ମେଳା ଓ ପ୍ରତିଯୋଗିତା ସିଡିପିଓ କ୍ରୀଷ୍ଣା ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବାଲିଗୁଡା ବିଡିଓ ଅକ୍ଷୟ କୁମାର ମଲ୍ଲିକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର

ରାୟଗଡ଼ା ଜିଲ୍ଲାରେ ନାମକୁ ମାତ୍ର ଇଏସ୍‌ଆଇ ହସ୍ପିଟାଲ

ରାୟଗଡ଼ା : ରାୟଗଡ଼ା ଜିଲ୍ଲା ଏକ ଆଦିବାସୀ ଅଧ୍ୟୁଷିତ ଜିଲ୍ଲା କିନ୍ତୁ ଜିଲ୍ଲାରେ ବହୁ ଛୋଟ, ମଧ୍ୟମ ଓ ବଡ଼ ଶିଳ୍ପ ରହିଛି । କିନ୍ତୁ ଏହି ଶିଳ୍ପାନୁଷ୍ଠାନ ମାନଙ୍କରେ କାର୍ଯ୍ୟରତ କର୍ମଚାରୀମାନଙ୍କୁ କମ୍ପାନୀ କର୍ତ୍ତୃପକ୍ଷ ଇଏସ୍‌ଆଇ କାର୍ଡ ସୁବିଧା ମଧ୍ଯ ଦେଇଛନ୍ତି। ଇଏସ୍‌ଆଇ ପାଇଁ

କରୋନା ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୬୦୦୦ ପାର୍‌, ୨୪ ଘଣ୍ଟାରେ ୬ ମୃତ

ନୂଆଦିଲ୍ଲୀ: ଦେଶରେ ଦ୍ରୁତ ଗତିରେ ବୃଦ୍ଧି ପାଉଥିବା କରୋନା ସଂକ୍ରମଣ ଡରାଇବାକୁ ଲାଗିଲାଣି। କରୋନାରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୬୦୦୦ ପାର୍‌ ହୋଇଛି। ରବିବାର ସକାଳ ୮ଟାସୁଦ୍ଧା ମୋଟ୍‌ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୬୧୩୩ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ୩୭୮ ନୂଆ ସଂକ୍ରମିତ ଚିହ୍ନଟ

ଶ୍ରୀମନ୍ଦିରରେ ଅଘଟଣ; ଗରମ ଡାଲି ପଡି ୭ଭକ୍ତ ଆହତ

ପୁରୀ:ଶ୍ରୀମନ୍ଦିର ପରିସରରେ ରବିବାର ଅଘଟଣ ଘଟିଛି । ଶ୍ରୀମନ୍ଦିରରେ ଗରମ ଡାଲି ପଡ଼ି ୭ଜଣ ଭକ୍ତ ଆହତ ହୋଇଛନ୍ତି । ଗରମ ଡାଲି ପଡ଼ିଥିବା ସମସ୍ତ ଭକ୍ତ ନୟାଗଡ଼ ବାସିନ୍ଦା ବୋଲି କୁହାଯାଉଛି । ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ଓ ଭକ୍ତମାନଙ୍କ ଅବସ୍ଥା ସ୍ଥିର ଥିବା ଜଣାପଡ଼ିଛି।

ସରିଲା ରିଙ୍କୁ ସିଂହ- ପ୍ରିୟା ସରୋଜଙ୍କ ନିର୍ବନ୍ଧ, ନଭେମ୍ବରରେ ହେବ ବିବାହ

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟର ରିଙ୍କୁ ସିଂହ ଏବଂ ସମାଜବାଦୀ ସାଂସଦ ପ୍ରିୟା ସରୋଜଙ୍କ ନିର୍ବନ୍ଧ ସରିଛି। ରବିବାର ଲକ୍ଷ୍ନୌର ସେଣ୍ଟ୍ରାଲ ହଲ୍‌ରେ ଉଭୟଙ୍କ ପରିବାରବର୍ଗ ଓ ଅତିଥିଙ୍କ ଗହଣରେ ଉଭୟଙ୍କ ନିର୍ବନ୍ଧ ହୋଇଛି। ନିର୍ବନ୍ଧ ପାଇଁ ୩୦୦ ଅତିଥିଙ୍କୁ ନିମନ୍ତ୍ରଣ ଦିଆଯାଇଥିବାବେଳେ,

ପ୍ରତି ଜିଲ୍ଲାର ଲୋକଙ୍କ ପାଇଁ ରାଜଧାନୀରେ ହେବ ଗେଷ୍ଟ ହାଉସ୍‌

ଭୁବନେଶ୍ବର: ଭୁବନେଶ୍ବର ଆସୁଥିବା ପାଇଁ ପ୍ରତି ଜିଲ୍ଲାର ଲୋକଙ୍କ ପାଇଁ ହେବ ଗେଷ୍ଟ ହାଉସ୍ । ରାଜସ୍ବ ମନ୍ତ୍ରୀ ସ‌ୁରେଶ ପୂଜାରୀ ରବିବାର ଏହି ସୂଚନା ଦେଇଛନ୍ତି। ମୋହନ ସରକାରଙ୍କ ଏହି ପଦକ୍ଷେପ କାର୍ଯ୍ୟରେ ପରିଣତ ହେଲେ ଅନ୍ୟ ଜିଲ୍ଲାରୁ ତଥା ଶହଶହ କିଲୋମିଟର ଦୂରରୁ ଭୁବନେଶ୍ବର ଆସୁଥିବା